ବିଧାନସଭାରେ ଉଠିଲା ମୋ ବସ୍ ପ୍ରସଙ୍ଗ: ଘଣ୍ଟାପ୍ରତି ଏତିକି ବେଗରେ ଚାଲିବ ବସ୍
ଭୁବନେଶ୍ୱର,୧୧।୩: ମୋ ବସ୍ ଗୋଟିଏ ପରେ ଗୋଟିଏ ଜୀବନ ନେବା ପରେ ମଙ୍ଗଳବାର ବିଧାନସଭାରେ ଉଠିଛି ମୋ ବସ୍ କଥା । ବିଜେଡି ବିଧାୟକ ଅନନ୍ତ ନାରାୟଣ ଜେନା ମୋ ବସ୍ ସଂକ୍ରାନ୍ତରେ ବିଧାନସଭାରେ ପ୍ରଶ୍ନ କରିଥିଲେ। ଏହାର ଉତ୍ତର ରଖିଥିଲେ…
ସାଙ୍ଗମାନଙ୍କ ସହ ହୋଟେଲକୁ ଆସିଥିଲେ, ସକାଳେ ମିଳିଲା ଯୁବକଙ୍କ ମୃତଦେହ
ଛତ୍ରପୁର,୧୧।୩(ଦିଲ୍ଲୀପ ସାମଲ ): ହୋଟେଲରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ଗଞ୍ଜାମ ଜିଲା ଛତ୍ରପୁର ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଆଶାପ୍ରାଇଡ ହୋଟେଲରୁ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବକ ଜଣଙ୍କ ରାଉରକେଲା ଅଞ୍ଚଳର ପ୍ରମୋଦ କୁମାର ମହାକୁଡ଼ ବୋଲି…
‘ଲଘୁ ବନଜାତ ଦ୍ରବ୍ୟ ବିକ୍ରିରେ ବନାନୀ ସତନ୍ତ୍ର ପରିଚୟ ସୃଷ୍ଟି କରିଛି’
ଭଞ୍ଜନଗର,୧୧।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ହାର୍ଟ ନଗରରେ ବନ ବିଭାଗ ପକ୍ଷରୁ ବନାନୀ କେନ୍ଦ୍ର ଖୋଲିଛି। ଉକ୍ତ କେନ୍ଦ୍ରରେ ଲଘୁ ବନଜାତ ଦ୍ରବ୍ୟ ସମେତ ଅନ୍ୟାନ୍ୟ ଖାଦ୍ୟ ଶସ୍ୟ ବିକ୍ରି ହେଉଛି। ୨୦୦୫ ମସିହାରେ ତତ୍କାଳୀନ ଡିଏଫଓ ସୁଶାନ୍ତ ନନ୍ଦଙ୍କ…
ବିଜେଡି ନେତା ରାଜା ଚକ୍ରଙ୍କ ୩ ଠିକଣାରେ ରେଡ୍
ଭୁବନେଶ୍ୱର,୧୧।୩: ଓଡ଼ିଶା ଖଣି ନିଗମ ସହ ସହବନ୍ଧିତ ଥିବା କେନ୍ଦୁଝର ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସିରେ ପ୍ରାୟ ୫୦କୋଟି ଟଙ୍କା ହେର୍ଫେର୍ ହୋଇଛି। ଏହି ଘଟଣାରେ ବିଜେଡି ନେତା ରାଜା ଚକ୍ର କ୍ରାଇମବ୍ରାଞ୍ଚ ସ୍କାନରେ ପଡିଛନ୍ତି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ରାଜା…
ଅସ୍ବାଭାବିକ ସ୍ଥିତି: ଦିନରେ ତାତି, ରାତିରେ କାକର
ଧରାକୋଟ,୧୧ା୩(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ରାଜ୍ୟରେ ଗତ କିଛିଦିନ ହେଲା ଅଧିକାଂଶ ସ୍ଥାନରେ ତାପମାତ୍ରା ୩୭ଂ ଡିଗ୍ରୀ ସେଲସିୟସ ଉପରେ ରହୁଛି। ହେଲେ ଗଞ୍ଜାମ ଜିଲାର ଧରାକୋଟ ଅଞ୍ଚଳରେ ପାଣିପାଗରେ ଅସ୍ବାଭାବିକ ସ୍ଥିତି ଦେଖିବାକୁ ମିଳୁଛି। ଦିନରେ ଉତ୍ତାପ ଅନୁଭୂତ ହେଉଥିବା ବେଳେ…
ବିବାହର ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗ: ଥାନାରେ ଏତଲା ଦେଲେ ଯୁବତୀ
ଦିଗପହଣ୍ଡି,୧୧।୩(ଅଶେଷ ନାଥ ମିଶ୍ର): ବିବାହର ନିର୍ଭର ପ୍ରତିଶ୍ରୁତି ଦେଇ ପ୍ରତାରଣା କରାଯାଇଥିବା ନେଇ ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଞ୍ଚଳର ଜଣେ ଯୁବତୀ ଏତଲା ଦେଇଛନ୍ତି। ଏତଲାକୁ ଭିତ୍ତିକରି ଆଇଆଇସି ପ୍ରଶାନ୍ତ କୁମାର ପାତ୍ର ଥାନା ମାମଲା ନଂ.୯୮/୨୫ ଅନୁଯାୟୀ ଦିଗପହଣ୍ଡି…
ଅଟୋକୁ ଧକ୍କାଦେଲା ବାଇକ୍ : ମେଡିକାଲରେ ଆଖିବୁଜିଲେ ଜଣେ, ମୃତ୍ୟୁସହ ସଙ୍ଗ୍ରାମ କରୁଛନ୍ତି…
ପଟ୍ଟାଙ୍ଗି,୧୧।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ମାଳିପୁଟ ଛକ ତଥା ଜାତୀୟ ରାଜପଥ ଉପରେ ଏକ ଅଟୋ ସହ ମୋଟର ସାଇକେଲ ଦୁର୍ଘଟଣା ହୋଇଥିଲା। ଏଥିରେ ଅଟୋ ଚାଳକଙ୍କ ଚିକିତ୍ସାଧୀନ ଅବସ୍ଥାରେ ବିଳମ୍ବିତ ରାତିରେ ମୃତ୍ୟୁ ଘଟିଥିବାବେଳେ…
ଆମ୍ବୁଲାନ୍ସରେ ଚାଲାଣ ହେଉଥିଲା କଫ ସିରପ୍, ମାଡିବସିଲା ପୋଲିସ: ୨ ଗିରଫ
ବଲାଙ୍ଗୀର, ୧୦ା୩(ସୁନିଲ କୁମାର ମହାନ୍ତି): ଆମ୍ବୁଲାନ୍ସରେ ଚାଲାଣ ହେଉଥିଲା ବେଆଇନ କଫ ସିରପ। ପୋଲିସ ଆଖିରେ ଧୂଳି ଦେଇ କଫ ସିରପ ବେପାରୀମାନେ ଏଭଳି ଅଭିନବ ଉପାୟରେ ବେଆଇନ ବେପାର ଚଲାଇଥିଲେ। ବଲାଙ୍ଗୀର ଟାଉନ ଥାନା ପୋଲିସ ଏହି ଘଟଣାର ପର୍ଦ୍ଦାଫାଶ…
ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବର ଆଜି ଯାଞ୍ଚ
ଯାଜପୁରରୋଡ୍,୧୧ା୩(ପବିତ୍ର ରଞ୍ଜନ ମହାନ୍ତି):ବ୍ୟାସନଗର ପୌର ପରିଷଦ ଅଧ୍ୟକ୍ଷା ସଙ୍ଗୀତା ପିଙ୍ଗୁଆଙ୍କ ବିରୋଧରେ ଜିଲାପାଳଙ୍କ ନିକଟରେ ଦିଆଯାଇଥିବା ଅନାସ୍ଥା ପ୍ରସ୍ତାବର ଯାଞ୍ଚ ପାଇଁ ନିର୍ଦ୍ଦେଶ ହୋଇଛି। ଯାଜପୁର ଜିଲାପାଳ ପି. ଅନ୍ବେଷା ରେଡ୍ଡୀ ଅନାସ୍ଥା ପ୍ରସ୍ତାବକୁ ଗ୍ରହଣ କରି କାଉନସିଲରମାନଙ୍କ ଦସ୍ତଖତ ଯାଞ୍ଚ…
ଟ୍ରାକରେ ଆମ୍ବୁଲାନ୍ସ ପଶିଯିବା ପରେ ମାମଲା ରୁଜୁ କଲା ରେଳବାଇ
ରାୟଗଡା,୧୧।୩: ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଶିକରପାଇ ଓ ଭାଲୁମସ୍କା ରେଳ ଷ୍ଟେଶନର ମଧ୍ୟବର୍ତ୍ତୀ ସ୍ଥାନରେ ସୋମବାର ଏକ ଆମ୍ବୁଲାନ୍ସ ଅନଧିକାର ଭାବରେ ରେଳ ଟ୍ରାକ ପାର କରିବା ପରେ ରେଳବାଇ ଏକ ମାମଲା ରୁଜୁ କରିଛି, ଯାହା ଫଳରେ ଗାଡ଼ିଟି…
ଦୁଇ ସାଙ୍ଗ ଘରକୁ ଫେରୁଥବା ବେଳେ ଘଟିଲା ଦୁର୍ଘଟଣା : ଜଣଙ୍କ ଆଗରେ ଚାଲିଗଲା ଆଉଜଣଙ୍କ ଜୀବନ
ଦିଗପହଣ୍ଡି,୧୧।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଗଙ୍ଗାପୁର ପଞ୍ଚାୟତ ନରସିଂହଗଡ଼ ଗ୍ରାମ ନିକଟସ୍ଥ ପିପିଲିଗୁଡ଼ା ଗ୍ରାମ ନିକଟରେ ଦୁର୍ଘଟଣା ଘଟିଥିଲା। ଏହି ବାଇକ ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଥିବା ଜଣାପଡ଼ିଛି।…
ଗୋ ଚାଲାଣକାରୀଙ୍କୁ ପୋଲିସର ଏନ୍କାଉଣ୍ଟର: ୨ ଅପରାଧୀ ଆହତ
ସମ୍ବଲପୁର,୧୧।୩(ପ୍ରମୋଦ ବହିଦାର): ସମ୍ବଲପୁରର ସିଟି ଷ୍ଟେସନ ନିକଟରେ ପୋଲିସ ଓ ଗୋରୁ ଚୋରା ଚାଲାଣକାରୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ଗୋରୁ ଚୋରା ଚାଲାଣକରୀଙ୍କ ମଧ୍ୟରୁ ଦୁଇଜଣ ଆହତ ହୋଇଥିବା ଖବର ମିଳିଛି। ଉଭୟଙ୍କୁ ବୁର୍ଲା ଭିମସାରରେ ଭର୍ତ୍ତି କରାଯାଇଛି।…
Archives


