ଆମ ଜିଲା ଖବର

ଘର ସମ୍ମୁଖରେ ପଡ଼ି ବୁଜିଦେଲେ ଆଖି

ଭଞ୍ଜନଗର,୧୮।୩(ବାବୁଲା ପ୍ରଧାନ ): ଭଞ୍ଜନଗର ଥାନା ଅନ୍ତର୍ଗତ ବିରିକୋଟର ବାଳକୃଷ୍ଣ ପାତ୍ର( ୪୦) ମଙ୍ଗଳବାର ନିଜ ଘର ସମ୍ମୁଖରେ ଅସାବଧାନତା ବଶତଃ ଝୁଣ୍ଟି ପଡିବାରୁ ଗୁରୁତର ଭାବେ ଆହତ ହୋଇଥିଲେ। ଏହାପରେ ପରିବାର ଲୋକେ ତାଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ…

୨୨ ବୋତଲ ବିଦେଶୀ ମଦ ଜବତ: ଜଣେ ଗିରଫ

ଦିଗପହଣ୍ଡି,୧୮।୩(ଅଶେଷ ନାଥ ମିଶ୍ର)ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ଗ୍ରାମର ଟୁଟୁ ସେଠୀଙ୍କ ନିକଟରୁ ପୋଲିସ ୨୨ ଟି ବିଦେଶୀ ମଦ ବୋତଲ ଜବତ କରିଛନ୍ତି। ବିନା ଲାଇସେନ୍ସରେ ବିଦେଶୀ ମଦ ଚୋରା ଚାଲାଣ କରୁଥିବା ଅଭିଯୋଗରେ ତାଙ୍କୁ ଗିରଫ କରାଯିବା ସହ…

ବିଲାବାଡ଼ି ବୁଲାଣିରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଜଣେ ମୃତ, ୫ ଗୁରୁତର

ଖଜୁରୀପଡ଼ା ୧୮ା୩( ବିଦୁର ବେହେରା)- କନ୍ଧମାଳ ଜିଲା ଖଜୁରୀପଡ଼ା ଥାନା ଅନ୍ତର୍ଗତ ଜାମଝୋରି ନିକଟସ୍ଥ ବିଲାବାଡ଼ି ବୁଲାଣିରେ ମଙ୍ଗଳବାର ଅପରାହ୍ନରେ ଦୁଇଟି ବାଇକ୍‌ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ଜଣଙ୍କର ମୃତ୍ୟୁ ହୋଇଛି। ମୃତକ ହେଲେ ବିନାୟକ ରାଜସ୍ବଦୀପ। ଏଥିରେ ଅନ୍ୟ…

ବ୍ଲକ ଯୋଗାଣ ଅଧିକାରୀ ଲାଞ୍ଚ ନେବା ଭିଡିଓ ଭାଇରାଲ

ପାତ୍ରପୁର, ୧୮ା୩(ଉମା ଚରଣ ନେପାକ): ପାତ୍ରପୁର ବ୍ଲକରେ କାର୍ଯ୍ୟରତ ଯୋଗାଣ ଅଧିକାରୀ ବଳରାମ ଜେନା ଲାଇସେନ୍ସ ନବୀକରଣ କରିବା ପାଇଁ ଟଙ୍କା ଲାଞ୍ଚ ନେଉଥିବା ସମ୍ପର୍କିତ ଏକ ଭିଡିଓ ଗତ ସୋମବାରଠାରୁ ସାମାଜିକ ଗଣମାଧ୍ୟମରେ ଭାଇରାଲ ହେଉଛି। ସୀମାନ୍ତ ଗୁଡ଼ିପଦର ପଞ୍ଚାୟତର…

ବରଗଡ଼ର ଅଧିଷ୍ଠାତ୍ରୀ ମା’ ସମଲେଇଙ୍କ ଶୀତଳ ଯାତ୍ରା, ଏକ ଅନନ୍ୟ ପରମ୍ପରା

ବରଗଡ଼,୧୮।୩(ପ୍ରେମାନନ୍ଦ ଖମାରୀ)- ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ଶୀତଳ ଯାତ୍ରା ଏକ ଅନନ୍ୟ ପରମ୍ପରା। ପ୍ରତିବର୍ଷ ଚୈତ୍ର ମାସ ମଙ୍ଗଳବାର ଏହା ଅନୁଷ୍ଠିତ ହୋଇଥାଏ । ଏହି କ୍ରମରେ ମଙ୍ଗଳବାର ଦେବୀଙ୍କ ଶୀତଳ ଯାତ୍ରା ଆରମ୍ଭ ହୋଇଛି। ଏହି ଅବସରରେ…

ବାଙ୍କେଶ୍ୱରୀ ଘାଟିରେ ଓଲଟିଲା ପିକଅପ୍‌ ଭ୍ୟାନ: ୩୨ ରୁ ଅଧିକ ଆହତ, ୧୮ ଗୁରୁତର

ଦିଗପହଣ୍ଡି,୧୮।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ନିକଟ ବାଙ୍କେଶ୍ୱରୀ ଘାଟିରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଏକ ପିକ ଅପ ଭ୍ୟାନ ନଂ.( ଓଡ଼ି ୦୭ଏସି -୩୧୬୫ ) ଓଲଟି ପଡିବାରୁ ୩୨ରୁ ଉଦ୍ଧର୍‌ବ…

ଭଞ୍ଜନଗରରେ ବଢୁଛି ତାପମାତ୍ରା , ଉପ ଜିଲାପାଳ, ଅଧକ୍ଷଙ୍କ ଦ୍ବାରା ଜଳସେବା କେନ୍ଦ୍ର ଉଦଘାଟିତ

ଭଞ୍ଜନଗର,୧୮।୩(ବାବୁଲା ପ୍ରଧାନ): ଭଞ୍ଜନଗର ଅଞ୍ଚଳରେ ଦିନକୁ ଦିନ ତାପମାତ୍ରା ବଢୁଛି। ଜଙ୍ଗଲ ପୋଡ଼ି ଯୋଗୁଁ ଏହି ସମସ୍ୟା ଦ୍ୱିଗୁଣିତ ହୋଇଯାଉଛି। ମଙ୍ଗଳବାର ଭଞ୍ଜନଗର ଅଞ୍ଚଳରେ ତାପମାତ୍ରା ୪୦ ଡିଗ୍ରୀ ଥିଲା। ଅନ୍ୟପଟେ ପାନୀୟ ଜଳ ସମସ୍ୟା ମଧ୍ୟ ଚାରିଆଡ଼େ ଦେଖା ଦେଇଛି।…

କୋରାପୁଟର ନୀଳାବାଡିରେ ଚାଲିଛି ମା ଅଗ୍ନୀଗଙ୍ଗାଙ୍କ ବଡଯାତ୍ରା, ଶେଷ ଦିନରେ ଭୋଗ ହେବ ମାଗୁର ମାଛ

କୋରାପୁଟ,୧୮।୩( ଅମିତାଭ ବେହେରା) କୋରାପୁଟ ଜିଲାର ବନ୍ଦୁଗାଁ ବ୍ଲକର ନିଳାବାଡି ପଞ୍ଚାୟତରେ ବର୍ତମାନ ମା’ ଅଗ୍ନୀଗଙ୍ଗା ମାଙ୍କ ଚାଲିଛି ବଡ ଯାତ୍ରା। ଏଥିପାଇଁ ଏହି ଅଞ୍ଚଳ ଏକ ପ୍ରକାଣ ଚଳଚଞ୍ଚଳ ହୋଇଛି। ଚଳିତ ମାସ ୮ରୁ ଆରମ୍ଭ ହୋଇଥିବା ମା’ ଅଗ୍ନୀଗଙ୍ଗାଙ୍କ…

ଦିଗପହଣ୍ଡି ବିଡ଼ିଓଙ୍କୁ ବିଦାୟ ଏବଂ ତହସିଲଦାରଙ୍କୁ ସ୍ବାଗତ ସମ୍ବର୍ଦ୍ଧନା

ଦିଗପହଣ୍ଡି,୧୮।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସରପଞ୍ଚ ସଂଘ ପକ୍ଷରୁ ମଙ୍ଗଳବାର ଅପରାହ୍ନରେ ସ୍ଥାନୀୟ ବିଡ଼ିଓ ଡ଼.ଚିତ୍ତରଞ୍ଜନ ଦାସଙ୍କୁ ବିଦାୟ ଏବଂ ନବ ନିଯୁକ୍ତ ତହସିଲଦାର ସନ୍ତୋଷ କୁମାର ସାହୁଙ୍କୁ ସ୍ବାଗତ ସମ୍ବର୍ଦ୍ଧନା କରାଯାଇଛି। ଦିଗପହଣ୍ଡି ସ୍ଥିତ ଏକ…

ନିର୍ମଳଝର ରାସ୍ତାରେ ଅବକାରୀ ବିଭାଗର ଚଢ଼ାଉ; ୪୫୦ ଲିଟର ଦେଶୀମଦ ସହ କାର ଜବତ, ଜଣେ ଗିରଫ

ଖଲ୍ଲିକୋଟ,୧୯।୩( ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଥାନା ଅନ୍ତର୍ଗତ ନିର୍ମଳଝର ରାସ୍ତାରେ ଅବକାରୀ ବିଭାଗ ଚଢ଼ାଉ କରି ୪୫୦ ଲିଟର ଦେଶୀମଦ ସହ ଗୋଟିଏ କାରକୁ ଜବତ କରିବା ସହ ଜଣଙ୍କୁ ଗିରଫ କରିବାରେ ସଫଳ ହୋଇଛି। ମିଳିଥିବା ସୂଚନା ଅନୁଯାୟୀ…

ବଳାତ୍କାରୀଙ୍କୁ ୨୦ ବର୍ଷ ଜେଲ

ବ୍ରହ୍ମପୁର, ୧୮।୩(ସୁବାସ ଚନ୍ଦ୍ର ପାଢ଼ୀ): ଫାଷ୍ଟଟ୍ରାକ ପୋକ୍ସ ଜଜ୍‌ ଗଣେଶ୍ୱର ପତି ମଙ୍ଗଳବାର ଏକ ନାବାଳିକା ବଳାତ୍କାର ମାମଲାର ଚୂଡାନ୍ତ ରାୟ ପ୍ରକାଶ କରିଛନ୍ତି। ଜଜ ବଳାତ୍କାରୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଅଭିଯୁକ୍ତ ଜଣଙ୍କ ଛତ୍ରପୁର ଅଞ୍ଚଳର ପବିତ୍ର ଦାସ(୨୪)। ଜଜ୍‌…

ବନାଗ୍ନି ରୋକିବାକୁ ବନ ବିଭାଗର ଅଭିନବ ପ୍ରୟାସ : ପଥ ପ୍ରାନ୍ତ ନାଟକ ମାଧ୍ୟମରେ ଉପାନ୍ତ ଅଞ୍ଚଳରେ ଜନ ସଚେତନତା

ବାଲିଗୁଡା, ୧୮।୩(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ବନଖଣ୍ଡ ଡ଼ିଏଫଓ ବିଶ୍ୱରାଜ ପଣ୍ଡାଙ୍କ ନିର୍ଦ୍ଦେଶ କ୍ରମେ ରେଞ୍ଜର ହରିହର ବେହେରାଙ୍କ ପ୍ରତକ୍ଷ୍ୟ ତତ୍ୱାବଧାନରେ ଫରେଷ୍ଟର ଯୋଗେଶ୍ୱର ଧାରୁଆ ଇନଚାର୍ଜ ଫରେଷ୍ଟର ସନ୍ତୋଷ କୁମାର ପଟ୍ଟନାୟକଙ୍କ ନେତୃତ୍ୱରେ ସମସ୍ତ ବିଟ ଫରେଷ୍ଟର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri