୨୦ରୁ ଊର୍ଦ୍ଧ୍ୱ ଶହୀଦସ୍ତମ୍ଭ ଭାଙ୍ଗିଲେ ଗ୍ରାମବାସୀ
ମାଲକାନଗିରି,୨୬।୨: ମାଲକାନଗିରି ଜିଲା ସ୍ୱାଭିମାନ ଅଞ୍ଚଳରେ ମାଓବାଦୀଙ୍କ ଗତିବିଧି କମିଥିବା ବେଳେ ଶାନ୍ତି ଫେରୁଛି। ଏହି ପରିପ୍ରେକ୍ଷୀରେ ସ୍ୱାଭିମାନ ଅଞ୍ଚଳର ମାଥିଲି, କାଲିମେଳା ଏବଂ ଖଇରପୁଟରେ ଥିବା ୨୦ରୁ ଊର୍ଦ୍ଧ୍ୱ ମାଓବାଦୀଙ୍କ ଶହୀଦସ୍ତମ୍ଭକୁ ସ୍ଥାନୀୟ ଗ୍ରାମବାସୀ ଗୁରୁବାର ଭାଙ୍ଗି ଦେଇଛନ୍ତି। ମାଓବାଦୀମାନେ…
କଳସ ଯାତ୍ରାରେ ବାଣ ବିସ୍ଫୋରଣ, 10ରୁ ଉର୍ଦ୍ଧ୍ବ ଆହତ
କେନ୍ଦ୍ରାପଡା,୨୬।୨(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଗୁଲୁନଗର ଗାଁରେ ବଡ଼ ଅଘଟଣ । ବାଣ ବିସ୍ଫୋରଣରେ ୧୦ରୁ ଉର୍ଦ୍ଧ୍ବ ବ୍ୟକ୍ତି ଆହତ ହୋଇଛନ୍ତି । ସାମାନ୍ୟ ଭୁଲରୁ ଉତ୍ସବ ସ୍ଥଳ ବାଣ ବିସ୍ଫୋରଣ ପାଇଁ କ୍ରନ୍ଦନ ସ୍ଥଳ ହୋଇଯାଇଛି । ଜଣେ ବ୍ୟକ୍ତି ଗୁରୁତର…
OTET ପରୀକ୍ଷା ପ୍ରଶ୍ନପତ୍ର ଜାଲିଆତି ଘଟଣା: ଆସନ୍ତା ୫ରେ ହେବ ଶୁଣାଣି
କଟକ,୨୬ା୨(ପ୍ରଭୁ କଲ୍ୟାଣ ମହାପାତ୍ର): ବୋର୍ଡ ସ୍ପେଶାଲ ଓଟିଇଟି ପରୀକ୍ଷା ପ୍ରଶ୍ନପତ୍ର ଜାଲିଆତି ଘଟଣାରେ ହାଇକୋର୍ଟରେ ୮ ଅଭିଯୁକ୍ତଙ୍କ ଜାମିନ ଆବେଦନ ଉପରେ ଗୁରୁବାର ଶୁଣାଣି ଶେଷ ହୋଇଛି। ଆସନ୍ତାକାଲି ସୁଦ୍ଧା ଲିଖିତ ଯୁକ୍ତି ଦାଖଲ କରିବାକୁ କୋର୍ଟଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।…
ଅଧାରେ ରହିଲା ଘର ବାହୁଡା, ସଡ଼କ ଦୁର୍ଘଟଣାରେ ଚାଲିଗଲା ଶଳା-ଭିଣୋଇଙ୍କ ଜୀବନ
ବଲାଙ୍ଗୀର,୨୬।୨ (ସୁନିଲ କୁମାର ମହାନ୍ତି) : ବଲାଙ୍ଗୀର ଜିଲା ତୁରେକେଲା ଥାନା ବୁଢୀବାହାଲ ଗାଁ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଶଳା, ଭିଣୋଇଙ୍କ ମୃତ୍ୟୁ ହୋଇଛି । ବୁଧବାର ରାତିରେ ଏହି ଦୁର୍ଘଟଣା ହୋଇଥିବା ଜଣାପଡ଼ିଛି । ସୂଚନା…
‘ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନାରେ ସ୍ବେଚ୍ଛାସେବୀଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’
ବ୍ରହ୍ମପୁର,୨୬ା୨(ଅଶୋକ କୁମାର ସାହୁ): ଗଞ୍ଜାମ ଜିଲା ବ୍ରହ୍ମପୁର ନିକଟସ୍ଥ ଶୀତଳାପଲ୍ଲୀସ୍ଥିତ ପାରଳା ମହାରାଜା ଯାନ୍ତ୍ରିକ ମହାବିଦ୍ୟାଳୟ ପରିସରରେ ଗୁରୁବାର ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସ୍ତରୀୟ ବିପର୍ଯ୍ୟୟ ପରିଚାଳନା ଏବଂ ପ୍ରାଥମିକ ଚିକିତ୍ସା କାର୍ଯ୍ୟକ୍ରମ ଉଦ୍ଘାଟିତ ହୋଇଯାଇଛି। କାର୍ଯ୍ୟକ୍ରମକୁ କଟକ ନିକଟସ୍ଥ ମୁଣ୍ଡୁଳିଠାରେ ଥିବା…
ଭାଜପା ନେତା ଗୋଲକ ମହାପାତ୍ରଙ୍କୁ ହାଇକୋର୍ଟରୁ ଆଶ୍ବସ୍ତି, ଭିଜିଲାନ୍ସ ମାମଲା ରଦ୍ଦ
କଟକ,୨୬।୨(ପ୍ରଭୁ କଲ୍ୟାଣ ପାଲ): ଭାଜପା ନେତା ଗୋଲକ ପ୍ରସାଦ ମହାପାତ୍ରଙ୍କୁ ଆଶ୍ବସ୍ତି । ହାଇକୋର୍ଟରେ ତାଙ୍କ ବିରୋଧରେ ବିଚାରାଧୀନ କୋଇଲା ବଣ୍ଟନରେ ବ୍ୟାପକ ଅନିୟମିତତା ଅଭିଯୋଗ ସଂପର୍କିତ ଭିଜିଲାନ୍ସ ମାମଲା ରଦ୍ଦ କରାଯାଇଛି । ଜଷ୍ଟିସ ଆଦିତ୍ୟ କୁମାର ମହାପାତ୍ର, ଗୋଲକ…
ଆକ୍ସନ ମୋଡରେ ନୂଆ ଆଇଆଇସି, ଆସୁ ଆସୁ ରୋକଠୋକ କହିଲେ ଏଣିକି ବିନା ଅନୁମତିରେ…
ପୁରୁଷୋତ୍ତମପୁର,୨୬।୨( ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ନୂତନ ଥାନାଧିକାରୀ ଭାବେ କୁଳମଣି ସେଠୀ କାର୍ଯ୍ୟରେ ଯୋଗ ଦେଇଛନ୍ତି। ପୂର୍ବରୁ ସେ ଆସିକା ଥାନାରେ କାର୍ଯ୍ୟରତ ଥିଲେ । ଏଠାରେ ଥିବା ଆଇଆଇସି ରାଜେଶକୁମାର ନାୟକଙ୍କ ସମ୍ବଲପୁର ଜିଲାକୁ ବଦଳିହୋଇଛି ।…
ଜନ୍ମମାଟିରେ ଶହୀଦ ଯବାନ ଲକ୍ଷ୍ମଣଙ୍କୁ ଶେଷ ବିଦାୟ
ମୋରଡ଼ା/ରାସଗୋବିନ୍ଦପୁର,୨୬ା୨(ସ୍ମାରକ ମାଜୀ/ସତ୍ୟବାଦୀ ପରିଡ଼ା): ଜନ୍ମମାଟିରେ ଶହୀଦ ଓଡ଼ିଆ ଯବାନଙ୍କୁ ଦିଆଯାଇଛି ଶେଷ ବିଦାୟ। ‘ଅମର ରହେ ଯବାନ ଲକ୍ଷ୍ମଣ’ ସ୍ବରରେ କମ୍ପିଛି ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ବ୍ଲକ ଅଧୀନ ଖୁଣ୍ଟାପାଳ ଗ୍ରାମ। ସୂଚନାନୁଯାୟୀ, ଉକ୍ତ ଗ୍ରାମର ଲକ୍ଷ୍ମଣ ସୋରେନ କେନ୍ଦ୍ରୀୟ ଶିଳ୍ପ…
ବଲାଙ୍ଗୀର ମୁଖ୍ୟ ଚିକିତ୍ସାଳୟ ଡ୍ରେନରେ ପଡିଛି ମୃତଦେହ, ଦୁର୍ଘଟଣା ନା ହତ୍ୟା ବଢିଲା ସସ୍ପେନ୍ସ
ବଲାଙ୍ଗୀର,୨୬।୨ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ମୁଖ୍ୟ ଚିକିତ୍ସାଳୟରେ ଥିବା ଡ୍ରେନରେ ଏକ ମୃତଦେହ । ଗୁରୁବାର ସକାଳୁ ବଲାଙ୍ଗୀର ମୁଖ୍ୟ ଚିକିତ୍ସାଳୟ ଆଇସିୟୁ ସମ୍ମୁଖରେ ଥିବା ଡ୍ରେନରେ ଜଣେ ବ୍ୟକ୍ତିଙ୍କ ମୃତଦେହ ପଡିଥିବାର ଦେଖାଯାଇଛି। ମୃତ ବ୍ୟକ୍ତିଙ୍କ ପରିଚୟ…
ଗୋ ମାଂସ ନେଇ ଯାଉଥିବାବେଳେ ବ୍ୟବସାୟୀଙ୍କୁ କାବୁ କଲେ ଗ୍ରାମବାସୀ, ଅଟକ ରଖି ଦେଲେ ପୋଲିସ ଜିମା
ଧର୍ମଶାଳା,୨୬।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ସୁନ୍ଦୁରିଆ ପଞ୍ଚାୟତର ଏକ ପୋଖରୀ ନିକଟରୁ ବେଆଇନ ଗୋ ମାଂସ ନେଇ ଯାଉଥିବା ବ୍ୟବସାୟୀଙ୍କୁ ସ୍ଥାନୀୟ ଲୋକେ ଅଟକ ରଖି ପୋଲିସ ଜିମା ଦେଇଛନ୍ତି। ମିଳିଥିବା ସୂଚନା ଅନୁସାରେ ନେଉଳପୁର…
ନନ୍ଦପୁରରେ ଚଢ଼ାଉ: ୧୧୪୩ କେଜି ଗଞ୍ଜେଇ ଜବତ, ଆନୁମାନିକ ମୂଲ୍ୟ ଏତେ କୋଟି
କୋରାପୁଟ, ୨୬।୨(ଅମିତାଭ ବେହେରା ): କୋରାପୁଟ ଜିଲାର ନନ୍ଦପୁର ଥାନା ଅଞ୍ଚଳରେ ଚଢ଼ାଉରେ ୧୧୪୩ କେଜି ଗଞ୍ଜେଇ ଜବତ ହୋଇଛି। ଏହାର ଆନୁମାନିକ ବଜାର ମୂଲ୍ୟ ପ୍ରାୟ ୫ କୋଟି ଟଙ୍କା ବୋଲି ଜଣାପଡ଼ିଛି। ଗଞ୍ଜେଇକୁ ଦୁଇଟି ମହିନ୍ଦ୍ରା ପିକଅପ ଗାଡ଼ିରେ…
କୋରାପୁଟ ପୋଲିସକୁ ବଡ଼ ସଫଳତା: ୨୦୦ କୋଟିର ହାଶିଶ ତେଲ ଜବତ
କୋରାପୁଟ/ନନ୍ଦପୁର/ପାଡୁଆ,୨୬।୨(ଅମିତାଭ ବେହେରା/ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ପୋଲିସ ଜିଲାରେ ଚାଲୁଥିବା ଏକ ଆନ୍ତରାଜ୍ୟ ହାଶିଶ ତେଲ ତିଆରି କାରଖାନାକୁ ଧ୍ୱଂସ କରି ଐତିହାସିକ ସଫଳତା ହାସଲ କରିଛି। ଏହି ଅଭିଯାନରେ ୧୮୦୦ ଲିଟରରୁ ଅଧିକ ହାଶିଶ ତେଲ ଜବତ କରାଯାଇଛି।…
Archives


