ଆମ ଜିଲା ଖବର

ଶିମିଳିପାଳରେ ବନାଗ୍ନି ରୋକିବା ଲାଗି ତତ୍ପରତା

ବାରିପଦା ଅଫିସ,୪।୧: ଶିମିଳିପାଳ ଅଭୟାରଣ୍ୟରେ ବନାଗ୍ନି ରୋକିବା ନିମନ୍ତେ ବନ ବିଭାଗ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଏନେଇ ଆଞ୍ଚଳିକ କ୍ଷେତ୍ର ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର...

ବୁରୁଜରୁ ଛୋଟ ପଥର କାଢି ବଡ଼ ଲଗାଅ

ଜଗତ୍‌ସିଂହପୁର ଅଫିସ, ୪ା୧: ବର୍ଷା ଦିନ ଆସିଲେ ଜଗତ୍‌ସିଂହପୁର ଜିଲାର ନଦୀକୂଳିଆ ଲୋକେ ଚିନ୍ତାରେ ପଡିଯାଆନ୍ତି। ବିଶେଷକରି ଦେବୀ ନଦୀର ବିଭିନ୍ନ ସ୍ଥାନରେ ବିପଦ ଆଶଙ୍କା ପ୍ରକାଶ ପାଏ । ସମ୍ଭାବ୍ୟ ପରିସ୍ଥିତିକୁ ଏଡାଇବା ପାଇଁ କିଛି ସ୍ଥାନରେ କାମ...

କେନ୍ଦ୍ରାପଡ଼ା ସହରରେ ବଢ଼ୁଛି ଜବରଦଖଲ

କେନ୍ଦ୍ରାପଡ଼ା ଅଫିସ, ୪ା୧: କେନ୍ଦ୍ରାପଡ଼ା ମ୍ୟୁନିସିପାଲିଟି ଘୋଷଣାକୁ ଇତିମଧ୍ୟରେ ୧୫୪ ବର୍ଷ ପୂରିଛି। ତେବେ ଏହି ସର୍ବପୁରାତନ ମ୍ୟୁନିସିପାଲିଟି ବିବିଧ ସମସ୍ୟାରେ ବୁଡି ରହିଛି। ଜବରଦଖଲ ଏକ ମୁଖ୍ୟ ସମସ୍ୟା ହୋଇଥିବା ବେଳେ ଟ୍ରାଫିକ ନିୟନ୍ତ୍ରଣ ବ୍ୟବସ୍ଥା ଠିକ୍‌ ଧରଣର...

ଧାନବିକ୍ରିକୁ ନେଇ ଚିନ୍ତାରେ ଚାଷୀ

ପଟ୍ଟାମୁଣ୍ଡାଇ, ୪ା୧(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକରେ ଚାଷୀମାନେ ଅଭାବୀ ଧାନ ବିକ୍ରିର ସମ୍ମୁଖୀନ ହୋଇ ନିରାଶ ହୋଇପଡିଲେଣି। ଚାଷୀଙ୍କୁ ଅଭାବୀ ଧାନ ବିକ୍ରି କରିବାକୁ ପ୍ରଶାସନ ପକ୍ଷରୁ ପ୍ରୋତ୍ସାହନ ଦିଆଯାଉଛି। ଧାନ କିଣା ତ୍ୱରାନ୍ବିତ ନ ହେବା ପଛରେ...

ମହାକାଳପଡ଼ା: ଅପପୁଷ୍ଟିରେ ଶିକାର ୧୪୫ ଶିଶୁ ଚିହ୍ନଟ

ମହାକାଳପଡ଼ା,୪ା୧(ଡି.ଏନ୍‌.ଏ.): ରାଜ୍ୟରେ ଗର୍ଭବତୀ ମହିଳା ଓ ଶିଶୁ ମୃତ୍ୟୁହାର ହ୍ରାସ ପାଇଁ ସରକାରଙ୍କ ସମନ୍ବିତ ଶିଶୁ ବିକାଶ ପ୍ରକଳ୍ପ ମାଧ୍ୟମରେ ଗ୍ରାମାଞ୍ଚଳରେ ଅଙ୍ଗନୱାଡ଼ି କେନ୍ଦ୍ର କାର୍ଯ୍ୟ କରୁଛି। ତେବେ ପ୍ରତ୍ୟେକ କେନ୍ଦ୍ର ଅଧୀନରେ ଆସୁଥିବା ଶିଶୁ, ଗର୍ଭବତୀ ମହିଳା, ପ୍ରସୂତିମାନଙ୍କର...

ଗୁଡ଼ିରେ ମାଞ୍ଜାସୂତା ବ୍ୟବହାର ନିଷେଧ ହେଉ

କଟକ ଅଫିସ,୪ା୧: ମକର ସଂକ୍ରାନ୍ତିରେ ଗୁଡ଼ି ଉଡ଼ାଇବାର ପରମ୍ପରା ରହିଆସିଛି। ହେଲେ ଗୁଡ଼ି ଉଡ଼ାଇବାର ଅପରିଣାମଦର୍ଶୀ କାର୍ଯ୍ୟ ଯୋଗୁ ଜନସାଧାରଣ ବିପଦର ସମ୍ମୁଖୀନ ହେଉଛନ୍ତି। ଏହାର ପ୍ରମୁଖ କାରଣ ପାଲଟିଥିବା ଗୁଡ଼ିରେ ମାଞ୍ଜାସୂତା ବ୍ୟବହାରକୁ ନିଷେଧ କରାଯିବା ନେଇ କଟକ...

ଆଜି ଚିଲିକାରେ ପକ୍ଷୀଗଣନା

ବାଲୁଗଁା,୪ା୧(ଡି.ଏନ୍‌.ଏ.): ବାଲୁଗଁା ବନ୍ୟପ୍ରାଣୀ ବିଭାଗ ଓ ଚିଲିକା ଉନ୍ନୟନ କର୍ତ୍ତୃପକ୍ଷ (ସିଡିଏ) ଆନୁକୂଲ୍ୟରେ ବୁଧବାର ସମଗ୍ର ଚିଲିକାରେ ପକ୍ଷୀଗଣନା କାର୍ଯ୍ୟ ଆରମ୍ଭ ହେବ। ଏଥିପାଇଁ ବିଭାଗ ପକ୍ଷରୁ ସମସ୍ତ ପ୍ରସ୍ତୁତି ସରିଛି। ମଙ୍ଗଳବାର ଚନ୍ଦ୍ରାପୁଟସ୍ଥିତ ସିଡିଏ ଗବେଷଣାକେନ୍ଦ୍ର ଗୃହରେ ଗଣନାକାରୀଙ୍କୁ...

ଆଜିଠୁ ରାଜ୍ୟସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀ

ଖୋର୍ଦ୍ଧା ଅଫିସ,୪ା୧: ସ୍ଥାନୀୟ ବକ୍ସି ଜଗବନ୍ଧୁ ଉଚ୍ଚ ବିଦ୍ୟାଳୟରେ ବୁଧବାର ଠାରୁ ୬ତାରିଖ ପର୍ଯ୍ୟନ୍ତ ତିନିଦିନ ବ୍ୟାପୀ ଶିକ୍ଷକ ଶିକ୍ଷା ନିର୍ଦ୍ଦେଶାଳୟ ଓ ରାଜ୍ୟ ଶିକ୍ଷା ଗବେଷଣା ପ୍ରଶିକ୍ଷଣ ପରିଷଦ ଓ ଜିଲା ଶିକ୍ଷା କାର୍ଯ୍ୟାଳୟ ଆନୁକୂଲ୍ୟରେ ୪୯ତମ ରାଜ୍ୟସ୍ତରୀୟ...

ଅବ୍ୟବସ୍ଥାରେ ସାକ୍ଷୀଗୋପାଳ ପର୍ଯ୍ୟଟନ ସ୍ଥଳ

ସାକ୍ଷୀଗୋପାଳ, ୪।୧(ସ୍ବ.ପ୍ର./ଡି.ଏନ୍‌.ଏ.): ପର୍ଯ୍ୟଟନ ଋତୁ ଏବଂ ନୂଆବର୍ଷ ଲାଗି ପ୍ରତିଟି ତୀର୍ଥକ୍ଷେତ୍ର, ପର୍ଯ୍ୟଟନ ସ୍ଥଳ ଏବଂ ଦର୍ଶନୀୟ ସ୍ଥାନରେ ଶ୍ରଦ୍ଧାଳୁ ଓ ପର୍ଯ୍ୟଟକମାନଙ୍କର ଭିଡ଼ ଲାଗିଛି। ଏହି ପରିପ୍ରେକ୍ଷୀରେ ପୁରୀ ଜିଲାର ପ୍ରସିଦ୍ଧ ବୈଷ୍ଣବକ୍ଷେତ୍ର ସାକ୍ଷୀଗୋପାଳ ମନ୍ଦିରରେ ଏବେ ଗଙ୍ଗାସାଗର...

ପୁଣି ଆମ୍ବୁଲାନ୍ସ, ହୋଟେଲ କର୍ମଚାରୀଙ୍କୁ ଜେରା

ରାୟଗଡ଼ା,୪।୧(ସ୍ବ.ପ୍ର.): ଓଡ଼ିଶା ଭ୍ରମଣରେ ଆସିଥିବା ରୁଷୀୟ ପର୍ଯ୍ୟଟକ ତଥା ସେଠାକାର ଏମ୍‌ପି ପାଭେଲ ଆଣ୍ଟୋଭ ଓ ତାଙ୍କ ବନ୍ଧୁ ଭ୍ଲାଡିମିର ବିଦାନୋଭଙ୍କ ମୃତ୍ୟୁ ଘଟଣାର କ୍ରାଇମ୍‌ବ୍ରାଞ୍ଚ ତଦନ୍ତ ୫ମ ଦିନରେ ପହଞ୍ଚତ୍ଛି। ତଦନ୍ତ ଜୋର୍‌ଦାର କରିଛି କ୍ରାଇମବ୍ରାଞ୍ଚ ଟିମ୍‌। ବାଇକରେ...

କୃଷ୍ଣ ବଳରାମଙ୍କୁ ଭେଟିଲେ ଅକ୍ରୂର

ମଥୁରାନଗରୀ,୪।୧: ବରଗଡ଼ ଧନୁଯାତ୍ରା ମହୋତ୍ସବର ମଙ୍ଗଳବାର ଅଷ୍ଟମ ଦିବସରେ ଉଭୟ ମଥୁରାନଗରୀ ଏବଂ ଗୋପପୁର ଦୃଶ୍ୟାଭିନୟ ଦେଖିବା ପାଇଁ ପ୍ରବଳ ଜନସମାଗମ ହୋଇଥିଲା। ଗୋଟିଏ ପଟେ ଗୋପପୁର ବୃନ୍ଦାବନ ପଡ଼ିଆ ଏବଂ ଅନ୍ୟପଟେ ମଥୁରାନଗରୀର ରାଜଦରବାର ଓ ରଙ୍ଗମହଲର ଦୃଶ୍ୟାଭିନୟ...

ମରଣମୁହଁରୁ ଫେରିଲେ ୬ ପର୍ଯ୍ୟଟକ

ରାଜନଗର, ୪ା୧(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ପେଣ୍ଠ ବେଳାଭୂମିରେ ଇକୋ ରିଟ୍ରିଟ୍‌ ଖୋଲିଛି। ବ୍ୟୟବହୁଳ ଏହି ଇକୋ ରିଟ୍ରିଟ୍‌ର ପରିଚାଳନାରେ ବ୍ୟାପକ ଅବ୍ୟବସ୍ଥା ପରିଲକ୍ଷିତ ହେଉଛି। ସୋମବାର ଅପରାହ୍ନରେ ପଟ୍ଟାମୁଣ୍ଡାଇ ବ୍ଲକ ଚଉଦକୁଲାଟ ଗଁାର କେତେଜଣ ପର୍ଯ୍ୟଟକ ପେଣ୍ଠ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri