ଆମ ଜିଲା ଖବର

ଭଉଣୀକୁ ବଳାତ୍କାର କଲେ ଭାଇ: ପାଇଖାନାକୁ ନେଇ ହାତଗୋଡ଼ ବାନ୍ଧି କଲେ ଏମିତି କାମ

ଗୋପାଳପୁର,୧।୭(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ବ୍ରହ୍ମପୁର ସଦର ସବ ଡିଭିଜାଲ ଅଧୀନରେ ଦିନକୁ ଦିନ ବଳାତ୍କାର ଓ ଗଣବଳାତ୍କାର ବଢି ଚାଲିଛି। ଏହାକୁ ନେଇ ପୋଲିସ ପାଇଁ ମୁଣ୍ଡ ବିନ୍ଧା ପାଲଟିଛି l ଗତ ଏକ ମାସ ମଧ୍ୟ୍ୟରେ ଗୋଳନ୍ଥରା…

ବିଏମ୍‌ସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ: ସାମୂହିକ ଛୁଟିରେ ରହିବା ନିଷ୍ପତ୍ତିକୁ ସ୍ଥଗିତ କଲା OAS ସଂଘ

ଭୁବନେଶ୍ୱର,୧ା୭: ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)ର ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ କାର୍ଯ୍ୟାଳୟ ପରିସରରେ ଆକ୍ରମଣ ପ୍ରସଙ୍ଗକୁ ନେଇ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌) ଅଫିସର ସଂଘ କଡ଼ା ନିନ୍ଦା କରିଛି। ସଂଘର ରାଜ୍ୟ ସଭାପତି ଜ୍ୟୋତିରଞ୍ଜନ ମିଶ୍ର କହିଛନ୍ତି, ଏଭଳି ବର୍ବରୋଚିତ…

ସପ୍ତାହେ ପରେ ସୁବର୍ଣ୍ଣରେଖାରେ ପୁଣି ବନ୍ୟା

ଭୋଗରାଇ,୧ା୭(ପ୍ରଦୀପ ଦାସ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଯୋଗୁ ସୁବର୍ଣ୍ଣରେଖା ଉପରମୁଣ୍ଡ ଓ ନିମ୍ନ ଅବବାହିକାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଲାଗି ରହିଛି। ଏଭଳି ସ୍ଥିତିରେ ଝାଡ଼ଖଣ୍ଡରେ ଥିବା ଚାନ୍ଦଲି ଡ୍ୟାମ ସହିତ ଗାଲୁଡ଼ିହି ଓ ଖରଖାଇ ବ୍ୟାରେଜରୁ ଉଦ୍‌ବୃତ୍ତ ବର୍ଷାଜଳ…

ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀ ମନ୍ଦିର ମୁଖ୍ୟ ସେବାୟତଙ୍କ ପରଲୋକ : ବିଭିନ୍ନ ମହଲରେ ଶୋକ

ମହାକାଳପଡ଼ା, ୧ା୭ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପ୍ରସିଦ୍ଧ ଶକ୍ତିପୀଠ ମା’ ଦରିଆ ରାମଚଣ୍ଡୀ ମନ୍ଦିର ମୁଖ୍ୟ ସେବାୟତ ପ୍ରମୋଦ କୁମାର ସାମନ୍ତରାୟ ଓରଫ ବବୁନି ନନା (୬୪)ଙ୍କ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ହୋଇଛି। ମନ୍ଦିରରେ ୩୫…

ଶିମିଳିପାଳରେ ଭୂସ୍ଖଳନ: ଯୋଗାଯୋଗ ବିଚ୍ଛିନ୍ନ

ବାରିପଦା,୧ା୭(ନୀଳାଦ୍ରି ବିହାରୀ ଦଣ୍ଡାପାଟ): ଲଘୁଚାପଜନିତ ପ୍ରବଳ ବର୍ଷା ଯୋଗୁ ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନ ମଧ୍ୟରେ ଭୂସ୍ଖଳନ ହୋଇଛି। ଫଳରେ ୩ ପଞ୍ଚାୟତ ଗୁଡ଼ୁଗୁଡ଼ିଆ, ଅସ୍ତକୁଅଁର ଓ ବରେହିପାଣିକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଛି। ଅଭୟାରଣ୍ୟ ମଧ୍ୟରେ ଥିବା ମୁଖ୍ୟ ରାସ୍ତାର…

ଯୌନ ଅପରାଧ ସୁରକ୍ଷା ନେଇ…

ନୂଆପଡ଼ା,୩୦ା୬ (ମକାରୁ ବେମାଲ) ନୂଆପଡ଼ା ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟଠାରେ ସୋମବାର ଜିଲା ଆଇନସେବା ପ୍ରାଧିକରଣ ପକ୍ଷରୁ ଯୌନ ଅପରାଧରୁ ପିଲାମାନଙ୍କୁ ସୁରକ୍ଷା ଉପରେ ଏକ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟ ଅଧ୍ୟକ୍ଷା ବି.କେ. ରସ୍ମିତାଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ…

କାଲିଠୁ ଆଉ ସ୍କୁଲ ଆଶିବେନି ପ୍ରଧାନ ଶିକ୍ଷୟିତ୍ରୀ, ଘଣ୍ଟାରେ ୧୦ ବାଜିଲେ…

ଦିଗପହଣ୍ଡି,୩୦ା୬(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନଏସି ୧୧ନଂ ୱାର୍ଡ ଅଧିନ ମଧୁବିଦ୍ଯା ପୀଠ ପ୍ରାଥମିକ ବିଦ୍ୟାଳୟ ପ୍ରଧାନଶିକ୍ଷୟିତ୍ରୀ ମମତା ରାଣୀ ନାୟକଙ୍କୁ ସୋମବାର ଅବସରକାଳୀନ ସମ୍ବର୍ଦ୍ଧନା ଦିଆଯାଇଥିଲା । ବିଦ୍ୟାଳୟ ପରିଚାଳନା କମିଟି ଓ ବିଦ୍ୟାଳୟ ଶିକ୍ଷୟତ୍ରୀ ଶିକ୍ଷକ ଙ୍କ ଦ୍ବାରା…

ଲଘୁଚାପ କ୍ଷେତ୍ର ସୃଷ୍ଟି: ୪ ଯାଏ ପ୍ରବଳରୁ ଅତିପ୍ରବଳ ବର୍ଷା, ୩ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୩୦।୬: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ସହ ପଶ୍ଚିମବଙ୍ଗ ଏବଂ ବାଂଲାଦେଶ ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରାଜ୍ୟରେ ୪ ତାରିଖ ଯାଏ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି। ଅତିପ୍ରବଳ ବର୍ଷା…

ପୁରୀ ଦଳାଚକଟା: ଜିଲାପାଳ, ଏସ୍‌ପିଙ୍କୁ ମାନବାଧିକାର କମିଶନଙ୍କ ନୋଟିସ

ପୁରୀ, ୩୦।୬: ପୁରୀ ଦଳାଚକଟା ଘଟଣାରେ ରାଜ୍ୟ ମାନବାଧିକାର କମିଶନଙ୍କ ନୋଟିସ ଜାରି କରିଛନ୍ତି। ପୁରୀ ଜିଲାପାଳ ଓ ଏସ୍‌ପିଙ୍କୁ ଜବାବ ତଲବ କରିଛନ୍ତ କମିଶନ। ଏହା ଆହତଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ବାକି ରଥଯାତ୍ରା…

ପ୍ରଶାସନର ଯଗ୍ମ ଅଭିଯୋଗ ଶୁଣାଣିରେ ହୋ-ହଲ୍ଲା

ପୁରୁଷୋତ୍ତମପୁର,୩୦ା୬(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ କାର୍ଯ୍ୟାଳୟରେ ସୋମବାର ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏପରି ଏହ କାର୍ଯ୍ୟକ୍ରମକୁ ବର୍ଷକୁ ଥରେ ବ୍ଲକରେ ହେଉଥିବାରୁ ଏହା ଜନସାଧାରଣଙ୍କ ଲାଗି ଏକ ଗୁରୁତ୍ବ ହୋଇଥିବା ବେଳେ ଏଥିନେଇ ସ୍ଥାନିୟପ୍ରଶାନ…

ଏନ୍‌କାଉଣ୍ଟରରେ ଟଳି ପଡ଼ିଲେ ୨ ମାଓବାଦୀ

କଟକ,୩୦।୬: ମାଓବାଦୀ ଦମନ କ୍ଷେତ୍ରରେ କନ୍ଧମାଳ ଜିଲା ପୋଲିସକୁ ସୋମବାର ଏକ ବଡ଼ ସଫଳତା ମିଳିଛି। ପୋଲିସ ଏନ୍‌କାଉଣ୍ଟରେ ୨ଜଣ ଦୁର୍ଦ୍ଦାନ୍ତ ମାଓବାଦୀଙ୍କ ମୃତ୍ୟୁ ଘଟିଛି। ଘଟଣାସ୍ଥଳରୁ ଗୋଟିଏ ରାଇଫଲ, ରିଭଲଭର, ଜୀବନ୍ତ ଗୁଳି, ୱାକି ଟକି, ବ୍ୟାଟେରୀ ଏବଂ ଅନ୍ୟାନ୍ୟ…

ପ୍ଲଟ ପ୍ରିୟ ସରକାରୀ ବାବୁ: ଲାଞ୍ଚ ଟଙ୍କାରେ କରିଛନ୍ତି ୫୭ ଏକର ଜମି, ୨ ଫାର୍ମହାଉସ୍‌

ଭୁବନେଶ୍ୱର/ଭବାନୀପାଟଣା,୩୦।୬ (ଉତ୍ତମ କୁମାର ଦାଶ): ମୃତ୍ତିକା ସଂରକ୍ଷଣ ଏବଂ ଜଳଛାୟା ବିକାଶ ବିଭାଗର ଯୁଗ୍ମ ନିର୍ଦ୍ଦେଶକ ଦୟାନିଧି ବାଗଙ୍କ ବିରୋଧରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ ରେଡ୍‌ କରିଛି। ଏହି ରେଡ୍‌ରେ ଦୟାନିଧିଙ୍କ ନାଁରେ ୫୭ ଏକର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?