ସଞ୍ଜୀବ, ଯଶୋବନ୍ତଙ୍କୁ ମିଳିଲା ପଦୋନ୍ନତି
ଭୁବନେଶ୍ୱର,୧୦।୮: ରାଜ୍ୟରେ ନୂଆ ଡିଜିପି ନିଯୁକ୍ତି ଚର୍ଚ୍ଚା ଭିତରେ ସୋମବାର ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସରକାର ପୋଲିସ ଅଧିକାରୀ ସଞ୍ଜୀବ ପଣ୍ଡା ଏବଂ ଯଶୋବନ୍ତ ଜେଠୱାଙ୍କୁ ADGରୁ DG ପାହ୍ୟାକୁ ପଦୋନ୍ନତି କରିଛନ୍ତି। ପଦୋନ୍ନତି ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ…
ଝାଡୁ ଧରିଲେ ମହାବିଦ୍ୟାଳୟର ଛାତ୍ରୀଛାତ୍ର, ଲକ୍ଷ୍ୟ ପୂରଣ ପାଇଁ ସମସ୍ତେ ଏକାଠି ହୋଇ…
ଭଞ୍ଜନଗର,୧୦ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ସୋମବାର ସ୍ବଚ୍ଛତା ପଖଓ୍ବାଡ଼ା ଅବସରରେ ଜାତୀୟ ସେବା ଯୋଜନା (NSS) କୋ-ୟୁନିଟ୍ ଓ ମହିଳା ଶାଖା ପକ୍ଷରୁ ସଫେଇ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ମହାବିଦ୍ୟାଳୟ ଅଧ୍ୟକ୍ଷ ଡ.…
ଲଗାଣ ବର୍ଷାରେ ଭାଙ୍ଗିଲା ଘର, ପରିବାର ଲୋକ ବେସାହାରା
ଖଡ଼ିଆଳ,୧୦ା୮ (ସୁଜିତ କୁମାର ପ୍ରଧାନ)- ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ସାନମହେଶ୍ୱର ପଞ୍ଚାୟତ କୁଲିଗାଁ ଗ୍ରାମରେ ଲଗାଣ ବର୍ଷାରେ ଘର ଭାଙ୍ଗିବା ପରେ ଏକ ପରିବାର ବେସାହାରା ହୋଇପଡିଛନ୍ତି। ପରିବାରର ଦୁଇ ସଦସ୍ୟ ବାଜନାଥ ଶବର ଓ ପଦ୍ମାଦେଈ ଶବର ମୂଲଲାଗି…
ଜିଲାପାଳଙ୍କ ବଡ଼ ଆହ୍ବାନ: ପାଳନ ହେବ ‘ଘରେ ଘରେ ତ୍ରିରଙ୍ଗା’ କାର୍ଯ୍ୟକ୍ରମ
ଛତ୍ରପୁର,୧୦।୮(ଦିଲ୍ଲୀପ ସାମଲ/ଦାରିକା ପଟ୍ଟନାୟକ): ପବିତ୍ର ସ୍ବାଧୀନତା ଦିବସ ଏବଂ ଜାତୀୟ ସଙ୍ଗୀତ ‘ବନ୍ଦେ ମାତରମ’ର ୧୫୦ତମ ବର୍ଷପୂର୍ତ୍ତି ଅବସରରେ ଦେଶରେ ‘ଘରେ ଘରେ ତ୍ରିରଙ୍ଗା-୨୦୨୬’ କାର୍ଯ୍ୟକ୍ରମ ପାଳନ କରାଯାଉଛି। କାର୍ଯ୍ୟକ୍ରମକୁ ଗଞ୍ଜାମ ଜିଲାରେ ଜନଭାଗିଦାରୀ ମାଧ୍ୟମରେ ସଫଳ କରିବା ପାଇଁ ଜିଲାପାଳ…
ଅଚାନକ ଚଢାଉ କଲା ଅବକାରୀ ବିଭାଗ: ଜବତ ହେଲା ଏତେ ପରିମାଣର ମହୁଲି ଫୁଲ ସହ…
ମୋହନା,୧୦।୮( ମନ୍ମଥ ମିଶ୍ର ): ଗଜପତି ଜିଲାରେ ଅବକାରୀ ବିଭାଗର ବଡ଼ ଧରଣର ଚଢ଼ାଉ। ଅଡବା ଥାନା ଅନ୍ତର୍ଗତ କଟାମା ଗାଁରୁ ୯୦୦ କିଲୋଗ୍ରାମ ମହୁଲି ଫୁଲ ଜବତ କରିଛି ଅବକାରୀ ବିଭାଗ। ବିଶେଷ ସୂତ୍ରରୁ ଖବର ପାଇ ଜିଲା ମୋବାଇଲ…
ଜିଲାପାଳଙ୍କ ଶୁଣାଣିରେ ବିଷପିଇ ଜୀବନ ହାରିବାକୁ ଉଦ୍ୟମ: କାବୁ କରି…
ରାଜନଗର,୧୦।୮(ଭାସ୍କର ରାଉତ ରାୟ): ବିଷ ପିଇବାକୁ ଉଦ୍ୟମ ବେଳେ କାବୁ କରିନେଲା ପୋଲିସ। ଏଭଳି ଘଟଣା ଘଟିଛି କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ତାଳଚୁଆ ଓ ଢୋଲମରା ଗାଁରେ। ଉକ୍ତ ଗାଁର ଦୁଇ ଚାଷୀ ଗଣେଶ ଚନ୍ଦ୍ର ଓ ରାମକୃଷ୍ଣ ମଣ୍ଡଳ…
କାରମେଲ ସିନିୟର ସେକେଣ୍ଡାରୀ ସ୍କୁଲରେ ଥ୍ରୋ ବଲ ପ୍ରତିଯୋଗିତା ଅନୁଷ୍ଠିତ
ଛତ୍ରପୁର, ୧୦।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ) : ଛତ୍ରପୁର ସ୍ଥିତ କାରମେଲ ସିନିୟର ସେକେଣ୍ଡାରୀ ସ୍କୁଲ ପକ୍ଷରୁ ସିଆଇସିଏସଇ ସ୍ପୋଟର୍ସ ଏଣ୍ଡ ଗେମ୍ସ ପକ୍ଷରୁ ଦିନିକିଆ ଆଞ୍ଚଳିକ ବାଳିକା ଥ୍ରୋ ବଲ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଏଥିରେ ରାଜ୍ୟର ବ୍ରହ୍ମପୁର, ଝାରସୁଗୁଡା…
ଝାରସୁଗୁଡାରେ ଅଜବ ଘଟଣା: ନାଗସାପକୁ କାମୁଡ଼ି ମାରିଦେଲେ ଯୁବକ, ପୂରା ଘଟଣା ଜାଣିଲେ…
ଝାରସୁଗୁଡା,ଲାଇକେରା, ୧୦।୮(ଆଶିଷ ରଞ୍ଜନ ଦାଶ/ରଞ୍ଜନ କୁମାର ମେହେର):ଗୁଣିଆର ଅନ୍ଧବିଶ୍ୱାସୀ କଥାରେ ପଡ଼ି ଜଣେ ଯୁବକ ନାଗସାପର ଫଣାକୁ ଦାନ୍ତରେ କାମୁଡ଼ି ଛିଣ୍ଡାଇ ମାରିଦେବା ଭଳି ଏକ ଅଜବ ଓ ଆଶ୍ଚର୍ଯ୍ୟଜନକ ଘଟଣା ଘଟଣାଟି ଘଟିଛି ଲାଇକେରା ଥାନା ପାକେଲପଡ଼ା ଓ କର୍ମାପଡ଼ା…
ଶକ୍ତିଶ୍ରୀ ଛାତ୍ରୀ ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍ଯାପିତ: ଛାତ୍ରୀମାନଙ୍କୁ ସଚେତନ କରାଇଲେ…
ଦିଗପହଣ୍ଡି, ୧୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମହିଳା ଡିଗ୍ରୀ କଲେଜ ଶକ୍ତିଶ୍ରୀ ସଶକ୍ତିକରଣ ସେଲ ପକ୍ଷରୁ ଗତ ଜୁଲାଇ ୩୦ ତାରିଖରୁ ଆରମ୍ଭ ହୋଇଥିବା ଛାତ୍ରୀ ଆତ୍ମସୁରକ୍ଷା ତାଲିମ ଶିବିର ଓ ଶକ୍ତିଶ୍ରୀ କର୍ମଶାଳା…
ଚାଷଜମିକୁ ଜଳସେଚନର ହେବ ସୁବିଧା : ଖୋଲିଲା ଜୟ ମଙ୍ଗଳ ଓ ଋଷିକୂଳ୍ୟାର ୧୫ ନମ୍ବର କେନାଲ
ଛତ୍ରପୁର,୧୦।୮, (ଦିଲ୍ଲୀପି ସାମଲ/ଦ୍ୱାରିକା ପଟ୍ଟନାୟକ) : ଚଳିତ ଖରିଫ ଚାଷ ଋତୁରେ ଚାଷୀଙ୍କୁ ଆବଶ୍ୟକ ଜଳସେଚନ ସୁବିଧା ଯୋଗାଇବା ଉଦ୍ଦେଶ୍ୟରେ ଜୟ ମଙ୍ଗଳ କେନାଲରେ ଜଳ ଛଡ଼ାଯାଇଛି। କେନାଲ ଖୋଲାଯିବା ପରେ ଏହା ଉପରେ ନିର୍ଭରଶୀଳ ଅଞ୍ଚଳର ଚାଷୀମାନଙ୍କ ମଧ୍ୟରେ ଖୁସିର…
ଗଞ୍ଜାମ ବ୍ଲକ ପ୍ରମୁଖ ଶୈବପୀଠରେ ହଜାର ହଜାର କାଉଡିଆଙ୍କ ଜଳାଭିଷେକ, ଆଉ ଦୁଇଟି ସୋମବାରରେ…
ଗଞ୍ଜାମ,୧୦।୮ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କାଇଁଚ ପୁର ପଞ୍ଚାୟତ ମାଳୀ ଜଗନ୍ନାଥ ପୁର ନିକଟସ୍ଥ ବାବା ବାଲୀ ଲୋକନାଥ, ପାଳିବନ୍ଧ ପଞ୍ଚାୟତ କଣ୍ଟିଆଗଡ଼ ସ୍ଥିତ ବାବା ବଟେଶ୍ୱର ଏବଂ ହୁମା ପଞ୍ଚାୟତ ବୋରିଗାଁ ସ୍ଥିତ ବାବା ଝାଡେଶ୍ୱର…
କାର୍-ମୋଟରସାଇକେଲ ମୁହାଁମୁହିଁ, ୨ ଭାଇ ଗୁରୁତର, ପୂର୍ବତନ ବ୍ଲକ ଅଧ୍ୟକ୍ଷ ନିଜ କାର୍ରେ ନେଇ…
ପଟାଙ୍ଗି,୧୦ା୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ଗିର୍ଲିଗୁଡ଼ା ଛକ ନିକଟରେ ମାରୁତି କାର୍ ସହ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ କାର୍ରେ ଥିବା ଜଣେ ଏବଂ ମୋଟରସାଇକେଲର ଦୁଇ ଜଣ ଆହତ ହୋଇଛନ୍ତି। ୨ ଗୁରୁତରଙ୍କ…

