ଆମ ଜିଲା ଖବର

ଆଦିବାସୀ ଗାଁରେ ନିଆରା ଢଙ୍ଗରେ ରଥଯାତ୍ରା: ଜଗନ୍ନାଥଙ୍କୁ ପୂଜା କରନ୍ତି ଆଦିବାସୀ ପୂଜାରୀ

ଦାରିଙ୍ଗବାଡ଼ି,୨୭ା୬(ଅରୁଣ ସାହୁ): ଆଦିବାସୀ ଅଧ୍ୟୁଷିତ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରଥଯାତ୍ରା ପାଇଁ ଉତ୍ସବ ମୁଖର ହୋଇପଡ଼ିଛି। ବ୍ଲକ ଅଞ୍ଚଳର ସିମନବାଡ଼ି ସମେତ ଉକ୍ତ ପଞ୍ଚାୟତର ଗବାଟବାଡ଼ି, ଶ୍ରାନିକେତା ପଞ୍ଚାୟତ ଟକରମାଲା, ଗଦାପୁର ଏବଂ କାଟିଙ୍ଗିଆଠାରେ ଏହି ଯାତ୍ରା ଅନୁଷ୍ଠିତ…

ସୁଭଦ୍ରାଙ୍କ ପହଣ୍ଡି ଆରମ୍ଭ

ପୁରୀ,୨୭ା୬: ଦେବୀ ସୁଭଦ୍ରାଙ୍କ ପହଣ୍ଡି ଆରମ୍ଭ ହୋଇଛି। ଘଣ୍ଟ, ଘଣ୍ଟା, ମାର୍ଦ୍ଦଳର ତାଳେ ତାଳେ ମା’ଙ୍କୁ ରଥ ଅଭିମୁଖେ ଆଣୁଛନ୍ତି ସେବାୟତ। ପୂର୍ବରୁ ସୁଦର୍ଶନ ମହାପ୍ରଭୁ, ପରେ ପ୍ରଭୁ ବଳଭଦ୍ରଙ୍କ ପହଣ୍ଡି ବିଜେ ହୋଇସାରିଛି। ଅପରାହ୍ନ ୨ଟା ୩୦ରୁ ୩ଟା ୩୦…

ଭାବର ବାନା: ପତିତପାବନ

ସ୍ଥୂଳ ଦୃଷ୍ଟିରେ ଦେଖିଲେ ଖଣ୍ଡେ ତ୍ରିକୋଣକାର ନାଲି କିମ୍ବା ହଳଦିଆ ରଙ୍ଗର କପଡ଼ା ମାତ୍ର। ତା’ର ନାମ ଧ୍ୱଜା, ନେତ, ପତାକା ଓ ବାନା। ମଝିରେ ଚନ୍ଦ୍ରବିନ୍ଦୁ ଚିହ୍ନ ଥିବା ଦୁଇଧାରର ଶେଷ ବିନ୍ଦୁରେ ଏକ ଫୁଲ ଲାଗିଥିବା ସେହି କପଡ଼ାର…

ଶ୍ରୀମନ୍ଦିରରେ ୫ ପତିତପାବନ

ମହାପ୍ରଭୁ ଓଡ଼ିଶାରେ ୬୪ଟି ନାମରେ ପୂଜିତ ହେଉଛନ୍ତି। ତାହା ମଧ୍ୟରୁ ଶ୍ରୀପତିତପାବନ, ଶ୍ରୀଦଧିବାମନ ଓ ଶ୍ରୀଭାଗବତ ଏହି ତିନୋଟି ନାମରେ ଅନେକ ଗୁରୁତ୍ୱ ରହିଛି। ଶ୍ରୀବଳଭଦ୍ର ଅନେକ ଜାଗାରେ ବଳଦେବ ବା ବଳରାମ ଭାବରେ ଉପାସିତ ହେଉଥିବାର ଦେଖାଯାଏ। ଉଦାହରଣ ସ୍ବରୂପ…

ଶିକ୍ଷାବିତ୍‌ ମହେଶ୍ୱର ମହାନ୍ତଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

ପାଟଣା,୨୭।୬(ବୀରକିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ଖୀରେଇ ଟାଙ୍ଗିରୀ ଗ୍ରାମର ଶିକ୍ଷା ବିତ ମହେଶ୍ୱର ମହାନ୍ତଙ୍କର ଗୁରୁବାର ଭୁବନେଶ୍ୱରର ଏମ୍ସ ହସ୍ପିଟାଲ୍‌ରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୨ବର୍ଷ ହୋଇ ଥିଲା। ସେ ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡିତ ଥିଲେ।…

ଆରମ୍ଭ ହେଲା ସୁଦର୍ଶନଙ୍କ ପହଣ୍ଡି

ପୁରୀ,୨୭ା୬: ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଅର୍ଥାତ୍‌ ଆଜି ଶୁକ୍ରବାର ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ଘୋଷଯାତ୍ରା। ଦାରୁଦିଅଁ ଶ୍ରୀମନ୍ଦିରରୁ ବଡ଼ଦାଣ୍ଡକୁ ଓହ୍ଲାଇ ଆସି ଭକ୍ତଙ୍କୁ ଦର୍ଶନ ଦେବା ସହ ରଥାରୂଢ଼ ହୋଇ ଶ୍ରୀଗୁଣ୍ଡିଚା ମନ୍ଦିରକୁ ନବଦିନାତ୍ମକ ଯାତ୍ରା କରିବେ। ଭକ୍ତ ଓ ସେବକମାନେ…

ରଥଯାତ୍ରା ପୂର୍ବରୁ ଗୁଣ୍ଡିଚା ମନ୍ଦିରରେ ଚୁଲି ଭାଙ୍ଗିଦେଲେ

ପୁରୀ,୨୬ା୬(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିରରେ ମୋଦକ ଚୋରି ବିବାଦ ନ ଥମୁଣୁ ରଥଯାତ୍ରା ପୂର୍ବରୁ ଗୁୁରୁବାର ରାତିରେ ଶ୍ରୀଗୁଣ୍ଡିଚା ମନ୍ଦିରରେ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇଛି। ଗୋଷ୍ଠୀ ବିବାଦକୁ ନେଇ ସୁଆର ସେବକ ଗୁଣ୍ଡିଚା ମନ୍ଦିରରେ ଚୁଲି ଭାଙ୍ଗିଦେଇଛନ୍ତି। ସୂଚନା ଅନୁଯାୟୀ,…

ଗଛରେ ପିଟି ହେଲା କାର୍‌: ଚାଲିଗଲା ୨ ଭାଇଙ୍କ ଜୀବନ

ଝରିଗାଁ,୨୬।୬(କିଶୋରଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ-ଡାବୁଗାଁ ମୁଖ୍ୟ ରାସ୍ତାରେ ଦୁର୍ଘଟଣା ଘଟି ୨ ଯୁବକଙ୍କ ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣାରେ ଅନ୍ୟ ଜଣେ ଗୁରୁତର ଅଛନ୍ତି। ମୃତ ଯୁବକ ହେଲେ ଝରିଗାଁ ସିରାଗୁଡ଼ା ସାହିର ସାଗର ଜୈନ(୨୧) ଓ ଅଙ୍କୁର ଜୈନ(୩୦)।…

ଓଡିଶାରୁ କାଶ୍ମୀର ଯୁବକ ଗିରଫ ଘଟଣାରେ ରାୟ ପ୍ରକାଶ, ୫ ବର୍ଷ କାରାଦଣ୍ଡ

ଧର୍ମଶାଳା,୨୬।୬(ଶିବ ପ୍ରାସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ନେଉଳପୁର ମିଲତନଗରରୁ ଗତ ୧୫/୧୨/୨୩ ତାରିଖ ରେ ଗିରଫ ହୋଇଥିବା କାଶ୍ମୀର ଯୁବକ ସୟଦ ଅହେସାନ ବୁଖାରୀକୁ ଠକେଇ ମାମଲାରେ ଚଣ୍ଡିଖୋଲ ଜେଏମଏଫସି କୋର୍ଟ ଆଜି ୫ ବର୍ଷ କାରାଦଣ୍ଡରେ ଦଣ୍ଡିତ…

ଜାତୀୟ ରାଜପଥ ଟ୍ରାକ୍ଟର-ଟ୍ରକ ମୁହାଁମୁହିଁ ଧକ୍କା: ଭାଙ୍ଗିଗଲା ଏଟିଏମ୍‌

ଡୁଙ୍ଗୁରିପାଲି ୨୬।୬(ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ୨୬ ନମ୍ବର ଜାତୀୟ ରାଜପଥରେ ଏକ ଟ୍ରାକ୍ଟର ଏବଂ ଟ୍ରକ ମୁହାଁମୁହିଁ ଧକ୍କା ହୋଇଛି। ଦୁର୍ଘଟଣାରେ ଟ୍ରାକ୍ଟର ଭାଙ୍ଗି ଚୁର୍‌ମାର୍‌ ହୋଇଯାଇଥିବା ବେଳେ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି। ମିଳିଥିବା ସୂଚନା…

ନବଯୌବନ ରୂପରେ ଦର୍ଶନ ଦେଲେ ମହାବାହୁ

ଦିଗପହଣ୍ଡି,୨୬।୬(ଅଶେଷ ନାଥ ମିଶ୍ର): ପବିତ୍ର ଦେବସ୍ନାନ ପୂର୍ଣ୍ଣିମାଠାରୁ ଦୀର୍ଘ ୧୫ ଦିନ ଅଣସରରେ ରହି ଭକ୍ତଙ୍କଠାରୁ ଦୂରେଇ ରହିଥିବା ଦିଗପହଣ୍ଡି ସ୍ଥିତ ଶ୍ରୀ ଜଗନ୍ନାଥ ମନ୍ଦିର ଶ୍ରୀଜୀଉ ଗୁରୁବାର ନବଯୌବନ ରୂପରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି। ସକାଳ ଧୂପ, ଅବକାଶ, ବାଳଭୋଗ…

ଶ୍ୱଶୁର ଘରେ ଜ୍ବାଇଁଙ୍କୁ ହତ୍ୟା: ସ୍ତ୍ରୀଙ୍କ ସମେତ ଶାଶୁ, ଶ୍ବଶୁର ଗିରଫ

ବରଗଡ଼,୨୬।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ତରାଜୁଙ୍ଗା ଗ୍ରାମରେ ଶ୍ୱଶୁର ଘରେ ଜ୍ବାଇଁଙ୍କୁ ହତ୍ୟା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। । ଭଟଲି ପୋଲିସ ଏହି ଘଟଣାରେ ସ୍ତ୍ରୀ ସୁନୀତାଙ୍କ ସମେତ ଶାଶୁ, ଶ୍ବଶୁରଙ୍କୁ ଗିରଫ କରିଛି। ଗୁରୁବାର ସେମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?