ଟ୍ରକ୍ ଧକ୍କାରେ ଓଲଟି ପଡ଼ିଲା ଅଟୋ, ୬ ଆହତ
ପୁରୁଷୋତ୍ତମପୁର,୧୨।୩(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଝରଣ ଛକ ନିକଟରେ ବୁଧବାର ରାତିରେ ଏକ ଟ୍ରକ ସହ ଅଟୋ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ଅଟୋଟି ରାସ୍ତାପାର୍ଶକୁ ଓଲଟି ପଡିଥିବା ବେଳେ ସେଥିରେ ଥିବା ବଳରାମପୁର ଗ୍ରାମର ଧନୁଗୌଡ(…
ମନ୍ଦିରରୁ ଫେରିବା ବେଳେ ଧକ୍କା ଦେଇ ଚାଲିଗଲା ଅଜଣା ଗାଡ଼ି, ଯୁବକ ମୃତ
ଦିଗପହଣ୍ଡି,୧୨।୩(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ବ୍ଲକ କଇଠଡା ପଞ୍ଚାୟତ ଗୁଣ୍ଠପଡା ଗ୍ରାମ ନିକଟସ୍ଥ ରାସ୍ତାରେ ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଯୁବକ ଗୁରୁତର ହୋଇଛନ୍ତି। ସମସ୍ତଙ୍କ ଘର ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମରେ…
ଦ୍ୱିତୀୟ ବିବାହ ପାଇଁ ୨ ନାବାଳକଙ୍କୁ ହତ୍ୟା ଘଟଣା: ବାପା ଓ ଜେଜେମା ହତ୍ୟାକାରୀ
ନୟାଗଡ଼,୧୨।୩(ଲୋକନାଥ ମିଶ୍ର):ନୟାଗଡ଼ ଜିଲା ଫତେଗଡ଼ ଥାନା ଅଧୀନ ଧାନଚେଙ୍ଗେଡ଼ା ଗଁଁାରେ ୨ ନାବାଳକ ଭାଇଙ୍କୁ ବାପା ଓ ଜେଜେମା ହତ୍ୟା କରିଥିବା ପୋଲିସ ତଦନ୍ତରୁ ଜଣାପଡିଛି । ବାପା ହତ୍ୟା କରିଥିବାବେଳେ ଜେଜେମା ଏଥିରେ ସହଯୋଗ କରିଥିଲେ। ହତ୍ୟା ଘଟଣାକୁ ଆମତ୍ହତ୍ୟା…
ଜଗନ୍ନାଥ ମନ୍ଦିର ନିର୍ମାଣରେ ପୂର୍ଣ୍ଣ ସହଯୋଗ କରିବ ବିଜେଡି
ଗଜପତି,୧୨।୩ (ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ଜଗନ୍ନାଥ ମନ୍ଦିର ନିର୍ମାଣରେ ପୂର୍ଣ୍ଣ ସହଯୋଗ କରିବା ପାଇଁ ନିଷ୍ପତ୍ତି ନେଇଛି ବିଜେଡି । ଏହି ସମ୍ପର୍କରେ ବୁଧବାର ସ୍ଥାନୀୟ ହାଇଟେକ୍ ପ୍ଲାଜାଠାରେ ବରିଷ୍ଠ ନେତା ତିରୁପତି ପାଣିଗ୍ରାହୀଙ୍କ ନେତୃତ୍ୱରେ ବିଜେଡି କର୍ମୀ ଓ ନେତାଙ୍କ…
ଚଢ଼ାଉ ବେଳେ ଅବକାରୀ ଟିମ୍ ଉପରେ କୁକୁର ଛାଡ଼ିଲେ ମଦ ମାଫିଆ, ଆକ୍ରମଣ ସହ ଗାଡ଼ି ଭଙ୍ଗାରୁଜା, ୨ କନଷ୍ଟେବଳ ଆହତ
ଛତ୍ରପୁର, ୧୨।୩(ଦିଲୀପ ସାମଲ): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଆଠଗଡ ପାଟଣା ଗ୍ରାମରେ ଛତ୍ରପୁର ଅବକାରୀ ଭାମ୍ୟମାଣ ସଂସ୍ଥାର ଏକ ଟିମ୍କୁ ଚୋରା ମଦ ବ୍ୟବସାୟୀ ମାଡ଼ ମାରିଛନ୍ତି। ଗ୍ରାମରେ ବେଆଇନ ଭାବେ ମଦ ବ୍ୟବସାୟ ଚାଲିଥିବା ଖବରପାଇ ବୁଧବାର ଏହି…
ବ୍ଳକସ୍ତରୀୟ ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ଶିବିର ଉଦ୍ଯାପିତ
ଦିଗପହଣ୍ଡି,୧୨।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଳକ ବି. ତୁରୁବୁଡି ପଞ୍ଚାୟତ ଝରିପଦର ଗ୍ରାମ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଦୁଇଦିନ ବ୍ୟାପି ଆୟୋଜିତ ହୋଇଥିବା ବ୍ଳକସ୍ତରୀୟ ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ପ୍ରଶିକ୍ଷଣ ଶିବିର ଉଦ୍ଯାପିତ ହୋଇଯାଇଛି । ଗଞ୍ଜାମ…
କାଟିଙ୍ଗିଆର ପଣସପଦରରେ ଜଳ ସଙ୍କଟ: ପିଇବା ପାଣି ପାଇଁ ପାହାଡ଼ କାଟିଲେ ଗ୍ରାମବାସୀ, ଭିଡିଓ ଭାଇରାଲ
ଦାରିଙ୍ଗବାଡି, ୧୨।୩ (ଅରୁଣ ସାହୁ )-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ କାଟିଙ୍ଗିଆ ପଞ୍ଚାୟତ ପଣସପଦରରେ ଜଳ ସଙ୍କଟ ଦେଖାଯାଇଛି। ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବୃଦ୍ଧି ପାଉଥିବା ବେଳେ ଲୋକଙ୍କୁ ପିଇବା ପାଣି ପାଇଁ ଦୈନିକ ସଂଘର୍ଷ କରିବାକୁ ପଡୁଛି। ଗାଁରେ…
ହାତ ପାହାନ୍ତାରେ ମିଳିଲା ସରକାରୀ ସୁବିଧା, ୬୦ରୁ ଊର୍ଦ୍ଧ୍ୱ ଖାଦ୍ୟ ବ୍ୟବସାୟୀଙ୍କ ପଞ୍ଜୀକରଣ କଲା ବିଭାଗ
ଦାରିଙ୍ଗବାଡି, ୧୨।୩ (ଅରୁଣ ସାହୁ )-କନ୍ଧମାଳ ଜିଲାରେ ଖାଦ୍ୟ ନିରାପତ୍ତାକୁ ଅଧିକା ଗୁରୁତ୍ୱ ଦିଆଯାଇଛି। ସମସ୍ତ ଖାଦ୍ୟ ବ୍ୟବସାୟ କରୁଥିବା ବ୍ୟବସାୟୀଙ୍କୁ ଖାଦ୍ୟ ନିରାପତ୍ତାକୁ କିଭଳି ପାଳନ କରିବେ ସେନେଇ ସଚେତନ କରାଯିବା ସହ ସେମାନଙ୍କୁ ଏହି ବ୍ୟବସାୟ କରିବା ପାଇଁ…
ବିଶ୍ୱ ପ୍ରସିଦ୍ଧ ଚନ୍ଦନେଶ୍ୱର ମହାଦେବାଙ୍କ ଚୈତ୍ର ଚଡକ ମେଳା, ଭକ୍ତଙ୍କ ଟିକେଟ ଧାର୍ଯ୍ୟ ୧0ଟଙ୍କା
ଭୋଗରାଇ,୧୨।୩ ( ପ୍ରଦୀପ ଦାସ): ବାଲେଶର ଜିଲା ଭୋଗରାଇ ବ୍ଲକ ସ୍ଥିତ ପୂର୍ବଭାରତର ପ୍ରସିଦ୍ଧ ଶୈବପୀଠ ଚନ୍ଦନେଶ୍ୱର ମହାଦେବଙ୍କ ବିଶପ୍ରସିଦ୍ଧ ଚୈତ୍ର ଚଡକ ମେଳା ଆସନ୍ତା ୩୧ରୁ ଶୁଭାରମ୍ଭ ହେଉଛି। ଏଥି ନିମନ୍ତେ ବୁଧୁବାର ମଧ୍ୟାହ୍ନ ୧୧ଟାରେ ଚନ୍ଦନେଶ୍ୱର ଯାତ୍ରୀନିବାସରେ ଜିଲା…
କମାଲ କଲେ କୁନି ପ୍ରତିଯୋଗୀ
ଦିଗପହଣ୍ଡି,୧୨ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନୂଆସାହି ପ୍ରାଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ଅନୁଷ୍ଠିତ ହୋଇଯାଇଛି। ଭାରପ୍ରାପ୍ତ ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ ତଥା ଗୋଷ୍ଠୀ ସାଧନ କେନ୍ଦ୍ର ସଂଯୋଜକ ବାଳା ମାଝୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ ସହଗୋଷ୍ଠୀ ଶିକ୍ଷାଧିକାରୀ ବିଶ୍ରବା ପାଇକ…
ଗର୍ଜିଲା ଆଉଟ୍ସୋର୍ସିଂ କର୍ମଚାରୀ ମହାସଂଘ, ସମାନ କାମକୁ ସମାନ ଦରମା ଦାବିରେ…
ବଲାଙ୍ଗୀର,୧୨ା୩(ସୁନୀଲ କୁମାର ମହାନ୍ତି): ଓଡ଼ିଶା ସରକାରୀ ଆଉଟସୋର୍ସିଂ କର୍ମଚାରୀ ମହାସଂଘ ବଲାଙ୍ଗୀର ଜିଲା ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ତଥା ଜିଲାପାଳଙ୍କ ଜରିଆରେ ୩ ଦଫା ଦାବିପତ୍ର ପ୍ରଦାନ କରାଯାଇଛି। ସ୍ଥାନୀୟ ଯାଦବ ଭବନ ସମ୍ମୁଖରୁ ମହାସଂଘ ସଦସ୍ୟା, ସଦସ୍ୟ ମାନେ ଏକ…
ବନ୍ଧୁକମୁନରେ ଲୁଟି ଗିରଫ ହେଲେ ୫ ଡକାୟତ
ତୁମୁଡ଼ିବନ୍ଧ,୧୨ା୩(ଦୀପକ କୁମାର ପରାସେଠ୍): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ଅଞ୍ଚଳରେ ଦୀର୍ଘ ଦୁଇ ମାସ ଧରି ଆତଙ୍କ ଖେଳାଇଥିବା କୁଖ୍ୟାତ ଡକାୟତ ଗ୍ୟାଙ୍ଗକୁ ଗିରଫ କରିଛି ତୁମୁଡ଼ିବନ୍ଧ ପୋଲିସ। ତୁମୁଡ଼ିବନ୍ଧ ଥାନା ଅଞ୍ଚଳରେ ଏହି ଡକାୟତ ଗ୍ୟାଙ୍ଗ ମାସ୍କ ପିନ୍ଧି ବନ୍ଧୁକମୁନରେ…
Archives


