ଆମ ଜିଲା ଖବର

ଓଲଟିଲା କୋଇଲା ବୋଝେଇ ଟ୍ରକ୍‌, ଓଡ଼ିଶା-ଆନ୍ଧ୍ର ରାସ୍ତା ଜାମ୍‌

ଗୁଣପୁର,୧୦ା୮(ସୁଜାତା ପାଢ଼ୀ): କୋଇଲା ବୋଝେଇ ଟ୍ରକ୍‌ ଓଲଟିଯିବା ଫଳରେ ଓଡ଼ିଶା ଆନ୍ଧ୍ର ରାସ୍ତା ଦୀର୍ଘ ୬ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ଧରି ଜାମ ହୋଇ ରହିଛି। ରବିବାର ବିଳମ୍ବିତ ରାତ୍ରିରେ ପାର୍ତ୍ତାପୁର ଗ୍ରାମ ନିକଟରେ ବିଶାଖାପାଟଣାରୁ କୋଇଲା ବୋଝେଇ ହୋଇ ରାୟପୁର…

ସିଜିମାଳିରେ ମା’ ମାଟି ମାଳି ସୁରକ୍ଷା ମଞ୍ଚ ପକ୍ଷରୁ ବିଶ୍ୱ ଆଦିବାସୀ ଦିବସ ପାଳିତ, ଶକ୍ତି ପ୍ରଦର୍ଶନ….

​କଲ୍ୟାଣସିଂହପୁର,୯।୮(ଦୀପକ କୁମାର ପରିଡ଼ା): ଚର୍ଚ୍ଚିତ ସିଜିମାଲି ଅଞ୍ଚଳରେ “ମା’ ମାଟି ମାଳି ସୁରକ୍ଷା ମଞ୍ଚ” ପକ୍ଷରୁ ବିଶ୍ୱ ଆଦିବାସୀ ଦିବସ ମହାସମାରୋହରେ ରବିବାର ପାଳିତ ହୋଇଯାଇଛି । ରାୟଗଡ଼ା-କଳାହାଣ୍ଡି ଜିଲା ସୀମାନ୍ତ କାଶୀପୁର ବ୍ଲକ ସୁଙ୍ଗେରୁ ପଞ୍ଚାୟତ ଅଞ୍ଚଳରେ ଆୟୋଜିତ ଏହି…

ଖେଳୁଖେଳୁ ଦୁଇ ଶିଶୁଙ୍କ ଆଖି ସାମ୍ନାରେ ହଠାତ୍‌ ଦବିଗଲା ମାଟି, ୧୦ ଫୁଟ ଗର୍ତ୍ତ ଦେଖି ଆତଙ୍କିତ ଗ୍ରାମବାସୀ

ଭଞ୍ଜନଗର,୯ା୮(ବାବୁଲା ପ୍ରଧାନ): ଗଞ୍ଜାମ-କନ୍ଧମାଳ ଜିଲା ସୀମାରେ ଥିବା କନ୍ଧମାଳ ଜିଲାର ରାଇକିଆ ବ୍ଲକ ଅନ୍ତର୍ଗତ ଢେପାଗୁଡ଼ା ଗ୍ରାମରେ ଭୂସ୍ଖଳନ ଘଟଣାକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଭୟ ଓ ଆତଙ୍କ ଦେଖାଦେଇଛି। ଗ୍ରାମରେ ହଠାତ୍‌ ମାଟି ଦବିଯାଇ ୧୦ ଫୁଟରୁ ଊର୍ଦ୍ଧ୍ୱ ଗଭୀର…

ଅପହୃତା ନାବାଳିକା ଉଦ୍ଧାର ଘଟଣା, ଘରକୁ ନେବାକୁ ମନାକଲେ ପରିବାର

ଦିଗପହଣ୍ଡି,୯।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସେହି ଗାଁର ଜଣେ ନାବାଳକ ଅପହରଣ କରି କେଉଁ ଆଡ଼େ ନେଇଯାଇଥିବା ଅଭିଯୋଗ ହୋଇଥିଲା।ଏନେଇ ନାବାଳିକାଙ୍କ ପରିବାର ଲୋକେ ଗତ ଶୁକ୍ରବାର…

ସ୍ତ୍ରୀ ଶୋଇଥିବା ବେଳେ ହତ୍ୟା ଉଦ୍ୟମ କରିଥିଲେ ସ୍ବାମୀ, ଏବେ ଗଲେ ଜେଲ

ଦିଗପହଣ୍ଡି,୯।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମରେ ରହୁଥିବା ଏ.ଅନ୍ତରା ପାତ୍ର ତାଙ୍କ ସ୍ତ୍ରୀ ଏ.ଶଶି ପାତ୍ରଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗକୁ ଭିତ୍ତି କରି ଘଟଣାରେ ସମ୍ପୃକ୍ତ…

ଅଷ୍ଟମ ଶ୍ରେଣୀ ଛାତ୍ରଙ୍କୁ ଲୁହାରଡ୍‌ରେ ମାଡ଼ ମାରି ଲହୁଲୁହାଣ କରିଦେଲେ ୪ ଛାତ୍ର

ନୟାଗଡ଼,୯ା୮(ଲୋକନାଥ ମିଶ୍ର): ନୟାଗଡ଼ ଟାଉନ ଥାନା ସାଇ ସାହାରା ଆବାସିକ ସ୍କୁଲରେ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କୁ ସିନିୟର ଛାତ୍ରମାନେ ଲୁହାରଡ୍‌ରେ ମାଡ଼ ମାରି ଲହୁଲୁହାଣ କରିଦେଇଥିବା ଅଭିଯୋଗ ହୋଇଛି। ଏନେଇ ନୟାଗଡ଼ ଟାଉନ ଥାନାରେ ଲିଖିତ ଅଭିଯୋଗ ହେବା ପରେ…

ସ୍ବାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର କରିବା ପ୍ରକ୍ରିୟାରେ ବିଳମ୍ବ, ତେଜୁଛି ଅସନ୍ତୋଷ

ଗଞ୍ଜାମ,୯ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ହୁମ୍ମାଠାରେ ରହିଥିବା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର କରିବା ପାଇଁ ଅଞ୍ଚଳବାସୀଙ୍କ ପକ୍ଷରୁ ଗତ ୧ ବର୍ଷ ତଳେ ଦାବି ଜୋର ଧରିଥିଲା। ଏନେଇ ହୁମ୍ମାର ଏକ ପ୍ରତନିଧି ଦଳ ସେତେ ବେଳେ ବିଭାଗୀୟ ମନ୍ତ୍ରୀଙ୍କୁ…

ପେନ୍‌ସନ୍‌ଧାରୀମାନେ ସମ୍ମୁଖୀନ ହେଉଥିବା ବିଭିନ୍ନ ସମସ୍ୟାର ସମାଧାନ ପାଇଁ ସରକାରଙ୍କ ଦୃଷ୍ଟି ଆକର୍ଷଣ

ଛତ୍ରପୁର,୯ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଓଡ଼ିଶା ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ, ଛତ୍ରପୁର ଶାଖାର ମାସିକ ବୈଠକ ସଭାପତି ସୁରେନ୍ଦ୍ରନାଥ ପାଢ଼ୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଉପସଭାପତି ଡଃ ପ୍ରଶାନ୍ତ କୁମାର ଶତପଥୀ, ସାଧାରଣ ସମ୍ପାଦକ ସୋମନାଥ ସାହୁ, ସମ୍ପାଦକ…

ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳାର ମୁକାବିଲା ପାଇଁ ଆହ୍ବାନ, ଏକାଠି ହେଲେ ବିଭିନ୍ନ ସଂଗଠନ

ବରଗଡ଼,୯।୮(ପ୍ରେମାନନ୍ଦ ଖମାରୀ) : ବରଗଡ଼ ସହର ସମେତ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇ ପଡିଛି । ଏହାକୁ ନେଇ ସ୍ଥାନୀୟ ନାଗରିକମାନେ ନିଜକୁ ଅସୁରକ୍ଷିତ ମଣୁଛନ୍ତି । ଏହି କ୍ରମରେ ରବିବାର ବରଗଡ଼ ନାଗରିକ ମଞ୍ଚ ଆହ୍ବାନରେ ଏକ…

ଚାଷୀମାରଣ ନୀତିକୁ ବିରୋଧ, ଜେଲ୍‌ଭରୋ ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ

ବରଗଡ଼,୧୦ା୮(ପ୍ରେମାନନ୍ଦ ଖମାରୀ): କୃଷିକ୍ଷେତ୍ରରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପ୍ରଣୀତ ବିଭିନ୍ନ ନୀତିକୁ ନେଇ ଚାଷୀ ଅସନ୍ତୋଷ ତେଜି ଉଠିଛି । ଏହି କ୍ରମରେ ସୋମବାର ବରଗଡ଼ ଜିଲା ସଂଯୁକ୍ତ କୃଷକ ସଂଗଠନ ନେତୃତ୍ୱରେ ଚାଷୀମାନେ ଜେଲ୍‌ଭରୋ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଚାଷୀମାରଣ…

ପିଇଓ ସଙ୍ଘର କର୍ମକର୍ତ୍ତା ଚୟନ, ଦାୟିତ୍ୱ ନେଲେ ପଦାଧିକାରୀ

କୋରାପୁଟ,୯।୮(ଅମିତାଭ ବେହେରା): ନିଖିଳ ଉତ୍କଳ କୋରାପୁଟ ଜିଲା ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ ସଙ୍ଘର ପୁନର୍ଗଠନ ତଥା ନୂତନ କମିଟି ଗଠନ ସ୍ଥାନୀୟ ସଦ୍‌ଭାବନା ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ନୂତନ କର୍ମକର୍ତ୍ତା ଚୟନ କରାଯାଇଥିଲା। ଆୟୋଜିତ କର୍ମକର୍ତ୍ତା ଚୟନ କାର୍ଯ୍ୟକ୍ରମରେ…

ବିଶ୍ୱ ଆଦିବାସୀ ଦିବସରେ ପେସା ଆଇନ ଲାଗୁ ନେଇ ଉଠିଲା ଦାବି

ପଟ୍ଟାଙ୍ଗି,୯ା୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦରମହକୁମାରେ ଏକାଠି ହୋଇ ପାଳନ କଲେ ବିଶ୍ୱ ଆଦିବାସୀ ଦିବସ। ସୂଚନା ଅନୁଯାୟୀ, ସାରା ରାଜ୍ୟରେ ବିଶ୍ୱ ଆଦିବାସୀ ଦିବସ ପାଳନ ହେଉଥିବା ବେଳେ ଉପାନ୍ତ ତଥା ଆଦିବାସୀ ଅଞ୍ଚଳ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?