ଆମ ଜିଲା ଖବର

ପୁସ୍ତକ ନ ଥାଇ ୨୧ରେ ଖୋଲିବ କେନ୍ଦ୍ରୀୟ ବିଦ୍ୟାଳୟ, ସଜଡ଼ା ଚାଲିଛି ଭିତ୍ତିଭୂମି

ଭଞ୍ଜନଗର,୧୯ା୬(ବାବୁଲା ପ୍ରଧା): ଗ୍ରୀଷ୍ମ ଛୁଟି ସରିବା ପରେ ଆସନ୍ତା ୨୧ ତାରିଖରୁ କେନ୍ଦ୍ରୀୟ ବିଦ୍ୟାଳୟଗୁଡ଼ିକ ଶିକ୍ଷାଦାନ ପାଇଁ ଖୋଲିବ। ଏହାପୂର୍ବରୁ ବିଦ୍ୟାଳୟଗୁଡ଼ିକର ଭିତ୍ତିଭୂମି ସଜଡ଼ା ଚାଲିଛି। ଅପରପକ୍ଷେ ଚଳିତ ଶିକ୍ଷାବର୍ଷଠାରୁ ପଞ୍ଚମ ଏବଂ ଅଷ୍ଟମ ଶ୍ରେଣୀ ପୁସ୍ତକ ବଦଳିଛି। କିନ୍ତୁ ଚଳିତ…

ଆଉ ୪ ଦିନ ବଢ଼ିଲା ସ୍କୁଲ ଛୁଟି, ଜାଣନ୍ତୁ କେଉଁଦିନ ଖୋଲିବ

ଧର୍ମଶାଳା,୧୯ା୬(ଶିବ ପ୍ରସାଦ ମହାନ୍ତି): ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ଯାଜପୁର ଜିଲାରେ ସମସ୍ତ ସ୍କୁଲ ଓ ଅଙ୍ଗନଓ୍ବାଡି କେନ୍ଦ୍ରକୁ ଛୁଟି ଘୋଷଣା କରିଛନ୍ତି ଯାଜପୁର ଜିଲାପାଳ ପି.ଅନ୍ବେଷା ରେଡ୍ଡୀ। ଜିଲାରେ ହଇଜା ଓ ଡାଇରିଆ ସ୍ଥିତିକୁ ନଜରରେ ରଖି ଏପରି ନିଷ୍ପତ୍ତି…

ବିପର୍ଯ୍ୟୟ ପରିଚାଳନା ପାଇଁ ମକ୍‌ଡ୍ରିଲ୍‌

ଗଞ୍ଜାମ,୧୯ା୬(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ କଣ୍ଟିଆ ଗଡ଼ ବାତ୍ୟା ଆଶ୍ରୟସ୍ଥଳୀଠାରେ ସେଲଟରସ୍ତରୀୟ ମକ୍‌ଡ୍ରିଲ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ଏଥିରେ ଡେପୁଟି କଲେକ୍ଟର ଅଭିଷେକ ସାହୁ, ବିଡିଓ ଅଚ୍ୟୁତାନନ୍ଦ ଯାନୀ, ତହସିଲଦାର ସୁକାନ୍ତ ଚନ୍ଦ୍ର ମିଶ୍ର, ସିଡିପିଓ ସଲୀଳା ପ୍ରଧାନ,…

ଘଟଣାର ସପ୍ତାହକ ପରେ କାର୍ଯ୍ୟାନୁଷ୍ଠାନ ଶୂନ: ନ୍ୟାୟ ଅପେକ୍ଷାରେ ପରିବାର ଲୋକେ

ଭଦ୍ରକ,୧୯ା୬(ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲି ଥାନା ଅନ୍ତର୍ଗତ ବାଲିଗାଁଁ ସାହୁସାହି ୧୧ନମ୍ବର ଓ୍ବାର୍ଡରେ ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିଛି । ଦୀର୍ଘଦିନ ଧରି ଏହି ଗ୍ରାମର ରମାକାନ୍ତ ସାହୁ ଓ ନାରାୟଣ ସାହୁଙ୍କ ପରିବାର ମଧ୍ୟରେ ବିବାଦ ଲାଗି…

ଭଦ୍ରକ ଜିଲା ଗସ୍ତରେ ସ୍ବାସ୍ଥ୍ୟ ବିଭାଗ ଟିମ୍‌: ଝାଡ଼ାବାନ୍ତି ବ୍ୟାପି ଥିବା ଅଞ୍ଚଳ ପରିଦର୍ଶନ

ଭଦ୍ରକ,୧୯ା୬(ସନାତନ ରାଉତ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକରେ ଝାଡ଼ାବାନ୍ତି ବ୍ୟାପି ଥିବା ବେଳେ ଗୁରୁବାର ସ୍ବାସ୍ଥ୍ୟ ବିଭାଗର କେନ୍ଦ୍ରୀୟ ରାଜ୍ୟ ଟିମ୍‌ ଭଦ୍ରକ ଜିଲା ଗସ୍ତରେ ଆସିଛନ୍ତି। ପ୍ରଥମେ ଭଣ୍ଡାରିପୋଖରୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ସୁଧୀର…

ରାସ୍ତାକଡ଼କୁ ଓଲଟିଲା ପାଉଁଶ ବୋଝେଇ ହାଇଓ୍ବା

ବାରଙ୍ଗ,୧୯ା୬(ଲିଙ୍ଗରାଜ ରାଉତ): ଗୁରୁବାର ଭୋର୍‌ରୁ ପାଟପୁର ଗ୍ରାମ ନିକଟରେ ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଛି ଦ୍ରୁତଗାମୀ ପାଉଁଶ ବୋଝେଇ ହାଇଓ୍ବା। ସୌଭାଗ୍ୟବଶତଃ ଚାଳକ ଏବଂ ତାଙ୍କର ସହଯୋଗୀ ଏକ ବଡ଼ ଦୁର୍ଘଟଣାରୁ ବର୍ତ୍ତି ଯାଇଛନ୍ତି। ପ୍ରକାଶ ଯେ, ଗୁରୁବାର ଭୋର୍‌…

ତେଲ ନଦୀ ପୋଲ ଉପରେ ପ୍ରବାହିତ ହେଲା ବର୍ଷାଜଳ: ଜନଜୀବନ ବେହାଲ

ପାଟଣା,୧୯ା୬(ବୀରକିଶୋର ଦାଶ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ଦାମା ହୁଦା ପଞ୍ଚାୟତ କୁମୁଳା ବାହାଳିର ତେଲ ନଦୀ ପୋଲ ଉପରେ ବର୍ଷା ପାଣି ଗୁରୁବାର ପ୍ରବାହିତ ହୋଇଛି। ଫଳରେ ସାହାରପଡ଼ା ବ୍ଲକ ଦାମାହୁଦା ଅଞ୍ଚଳରୁ…

ଅନ୍ୟ ଜାତିରେ ଝିଅ ବିବାହ କରିବାରୁ ଶୁଦ୍ଧି ହେଲେ ପରିବାରର ୪୦ ସଦସ୍ୟ, ସମସ୍ତେ ଲଣ୍ଡା ହୋଇ…

ଭୁବନେଶ୍ୱର ,୧୯ା୬: ରାୟଗଡ଼ା ଜିଲା କାଶୀପୁର ବ୍ଲକ ବର୍ତ୍ତମାନ ଖଣିଜ ସମ୍ପଦକୁ ନେଇ ବିଶ୍ୱ ଦରବାରରେ ପରିଚିତ। ହେଲେ ଜାତି ପ୍ରଥାକୁ ନେଇ ଏହି ଗାଁରେ ଦେଖାଦେଇଛି ଏକ ଭିନ୍ନ ଚିତ୍ର। ଜଣେ ଅନୁସୂଚିତ ଜନଜାତି ସମ୍ପ୍ରଦାୟର ଝିଅ ଜଣେ ଅନୁସୂଚିତ…

ଯୁକ୍ତ ୨ କଲେଜ ଟପ୍ପରଙ୍କୁ ସମ୍ବର୍ଦ୍ଧନା: ଅଧ୍ୟାପକଙ୍କୁ ମନେପକାଇ 

ଭଞ୍ଜନଗର,୧୯।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ଚଳିତ ବର୍ଷ ଯୁକ୍ତ ୨ କଳା, ବାଣିଜ୍ୟ ଏବଂ ବିଜ୍ଞାନ କଲେଜ ଟପ୍ପରଙ୍କୁ ବୁଧବାର ସମ୍ବର୍ଦ୍ଧିତ କରାଯାଇଛି। ସେମାନେ ହେଲେ କଳାରେ ଆଶିଷ କୁମାର ସାହୁ, ବାଣିଜ୍ୟରେ…

ସରକାରୀ ଅର୍ଥ ଆତ୍ମସାତ: ବନ୍ଧାହେଲେ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ

ଦାରିଙ୍ଗବାଡି,୧୯।୬ (ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକରେ କାର୍ଯ୍ୟରତ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ସରକାରୀ ଅର୍ଥକୁ ବେଧଡକ ବ୍ୟାଙ୍କରୁ ଉଠାଣ କରି ଆତ୍ମସାତ କରିବା ଘଟଣାରେ ଭିଜିଲାନ୍ସ ତାଙ୍କୁ ଗିରଫ କରିଛି। ଗିରଫ ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ ହେଲେ ଅକ୍ରୁର…

ଧାନକିଣାରେ ଅଚଳାବସ୍ଥା: ରାଜରାସ୍ତାକୁ ଓହ୍ଲାଇଲେ ଚାଷୀ

ବରଗଡ଼,୧୯।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଧାନ ସଂଗ୍ରହ ପ୍ରକ୍ରିୟାକୁ ଦେଢ଼ମାସ ପୂରି ନାହିଁ। ଅଥଚ ଏବେଠାରୁ ଧାନ କିଣାବିକାରେ ଅଚଳାବସ୍ଥା ସ୍ଥିତି ଉପୁଜିଛି। ଜିଲାର ବିଭିନ୍ନ ମଣ୍ଡିରେ ବହୁ ପରିମାଣରେ ଧାନ ବିକ୍ରି ଅପେକ୍ଷାରେ ପଡ଼ି ରହିଛି। ଅନୁରୂପଭାବେ ବିକ୍ରି ପାଇଁ ଅନେକ…

ଧାନ କିଣାବିକା ଜାଲିଆତି:ଅଣଚାଷୀଙ୍କୁ ଦିଆଯାଇଛି ଧାନବିକ୍ରି ଟୋକନ

ବରଗଡ଼,୧୯।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ମାତ୍ର ଧାନବିକ୍ରି ନେଇ ଜିଲାର ଚାଷୀମାନେ ବିଭିନ୍ନ ସମସ୍ୟାରେ ଛନ୍ଦି ହୋଇ ପଡ଼ିଛନ୍ତି। ମଣ୍ଡିରେ ଧାନ ଉଠାଯାଉ ନ ଥିବାବେଳେ କେଉଁ ଚାଷୀଙ୍କ ଟୋକନ ଅବଧି ସରିଯାଉଛି ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?