ଆମ ଜିଲା ଖବର

କୂଳା ନାଳରେ ଭାସିଗଲେ ବୃଦ୍ଧ: ଉଦ୍ଧାର ପାଇଁ ଅଗ୍ନିଶମ ବାହିନୀର ଉଦ୍ୟମ

ମହାକାଳପଡ଼ା, ୯।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ଟିକରପଙ୍କା ପଞ୍ଚାୟତର ଟିକରପଙ୍କା ଗ୍ରାମରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ଗ୍ରାମର ସୁନାକର ମଲ୍ଲ (୭୫) ଘର ନିକଟସ୍ଥ ମହାନଦୀର ଶାଖା କୂଳା ନାଳକୁ ଶୌଚ…

ହୀରାକୁଦ ଜଳଭଣ୍ଡାରରେ ବୃଦ୍ଧି ପାଉଛି ବନ୍ୟାଜଳ, ପୁଣି ଖୋଲିଲା ଗେଟ୍‌

ସମ୍ବଲପୁର,୯ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ରବିବାର ପୁଣିଥରେ ବିପୁଳ ପରିମାଣର ବନ୍ୟାଜଳ ପ୍ରବେଶ କରିବା ଆରମ୍ଭ କରିଛି। ଫଳରେ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଜଳଭଣ୍ଡାରରୁ ବନ୍ୟାଜଳ…

ନିଜର ହକ୍‌ ପାଇଁ ଶୋଭାଯାତ୍ରାରେ ବାହାରିଲେ ଆଦିବାସୀ, କୁସଂସ୍କାର ଦୂର ପାଇଁ ଏକଜୁଟ୍‌ ହୋଇ…

କର୍ଲାମୁଣ୍ଡା,୯ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ରାଜୀବଗାନ୍ଧୀ ଭବନଠାରେ ଜୋରାଡବରା ପଞ୍ଚାୟତ କନ୍ଧ ସମାଜ ପକ୍ଷରୁ ବିଶ୍ୱ ଆଦିବାସୀ ଦିବସ ରବିବାର ପାଳିତ ହୋଇଯାଇଛି। ଶତାଧିକ କର୍ମକର୍ତ୍ତା ଏକ ଶୋଭାଯାତ୍ରାରେ ବାହାରି ଜୋରାଡବରା ଧରଣୀ ପୀଠରେ ପୂଜାର୍ଚ୍ଚନା…

ଆଇନ ଶୃଙ୍ଖଳା ହୁଗୁଳା: ସକ୍ରିୟ ହୋଇପଡ଼ିଛନ୍ତି ଅପରାଧୀ, ସହରବାସୀଙ୍କୁ ସୁରକ୍ଷା ନାହିଁ

ବରଗଡ଼,୯।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ସମେତ ଜିଲାରେ କିଛିଦିନର ଆଇନ ଶୃଙ୍ଖଳା ହୁଗୁଳା ହୋଇପଡ଼ିଛି। କିଛିଦିନର ନୀରବତା ପରେ ଏଠାରେ ଅପରାଧୀମାନେ ସକ୍ରିୟ ହୋଇପଡ଼ିଛନ୍ତି। ଏଭଳି ସ୍ଥିତିରେ ସହରବାସୀ ତଥା ସାଧାରଣ ଲୋକଙ୍କ ସୁରକ୍ଷା ବିପଦରେ ରହିଛି। ଏଠାରେ ସାଧାରଣ ଜନତା…

ଅଧରାତିରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ବାବୁଲାଙ୍କ ଜୀବନ

ବୀରମହାରାଜପୁର,୯।୮ (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ଅନ୍ତର୍ଗତ କୁମରକେଲି ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ବାଇକ୍ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ ମହଦା ପଞ୍ଚାୟତର ପାଳିଗାଁ ଗାଁର…

୧୩ କୋଟିରୁ ଅଧିକ ଟଙ୍କାର ଗଞ୍ଜେଇ ଜବତ, ପୋଲିସକୁ ଦେଖି ଡ୍ରାଇଭର…

ଅମରପାଲି,୧୦ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ପୋଲିସକୁ ମିଳିଛି ବଡ଼ ସଫଳତା। ଏକ କଣ୍ଟେନରରୁ ୧୨ କ୍ୱିଣ୍ଟାଲରୁ ଅଧିକ ଗଞ୍ଜେଇ ଯାହାର ଆନୁମାନିକ ମୂଲ୍ୟ ପ୍ରାୟ ୧୩ କୋଟି ଟଙ୍କାରୁ ଅଧିକ ହେବ ଜବତ କରିଛି ପୋଲିସ। ଜବତ କଣ୍ଟେନରର ନମ୍ବର…

ଦଲକି ନାଳ ପୋଲ ଉପରେ ୪ ଫୁଟ୍‌ ବନ୍ୟାଜଳ: ଖଣ୍ଡହତା-ସାହାଜଲଥା ଯାତାୟାତ ବିଚ୍ଛିନ୍ନ

ଅମରପାଲି, ୯।୮ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ଉପାନ୍ତ ତଥା ରେଢ଼ାଖୋଲ ବ୍ଲକ ସୀମାବର୍ତ୍ତୀ ଅଞ୍ଚଳରେ ଲଘୁଚାପଜନିତ ବର୍ଷା ଯୋଗୁ ବିଭିନ୍ନ ଜୋର ଓ ନାଳରେ ବନ୍ୟାଜଳ ପ୍ରବାହିତ ହେଉଛି। ଏହାର ପ୍ରଭାବରେ ଖଣ୍ଡହତା-ସାହାଜଲଥା ରାସ୍ତାରେ ଥିବା ଦଲକି…

ଧାନ ତଳି ଉପାଡୁଥିବାବେଳେ ହେଲା ବଜ୍ରପାତ, ବିଲରେ ଟଳିପଡ଼ିଲେ ମହିଳା, ଆଉ ଜଣେ ଅଚେତ

ପାଟକୁରା,୯ା୮(ରବୀନ୍ଦ୍ର ନାଥ ବାରିକ): ରବିବାର ମଧ୍ୟାହ୍ନରେ ହଠାତ୍‌ ବର୍ଷା ସାଙ୍ଗକୁ ବିଜୁଳି ଘଡ଼ଘଡ଼ି ମାରିଥିଲା। ଫଳରେ କେନ୍ଦ୍ରାପଡ଼ା ଜିଲା ଗରଦପୁର ଗ୍ରାମର ଶୁକଦେବ ମଲ୍ଲିକଙ୍କ ସ୍ତ୍ରୀ ଟିକି(୪୨) ବିଲରେ ଟଳି ପଡ଼ିଥିଲେ। ଗରଦପୁର ଗ୍ରାମ ଓଁ ଶାନ୍ତି ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପଛପାଖ…

ଜଳାଭିଷେକ ପାଇଁ ଯାଉଥିଲେ କାଉଡ଼ିଆ,ବାଟରେ ଓଲଟିଲା ଗାଡ଼ି, ଆଉ ତା’ ପରେ…

ଛତ୍ରପୁର,୯ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅନ୍ତର୍ଗତ ମାୟାପାଟଣା ଛକ ଜାତୀୟ ରାଜପଥରେ ରବିବାର ଭାରସାମ୍ୟ ହରାଇ ଏକ ଟାଟାଏସି ଗାଡ଼ି ଓଲଟି ପଡ଼ିଛି। ଫଳରେ ଏଥିରେ ଥିବା ଡ୍ରାଇଭରଙ୍କ ସମେତ ୧୩ ଜଣ ବୋଲବମ୍‌ ଭକ୍ତ (କାଉଡ଼ିଆ)…

ପାଣି ଘେରରେ ଗାଁ, ଦୁର୍ଦ୍ଦଶା ଭୋଗୁଛନ୍ତି ଅଞ୍ଚଳବାସୀ

ହାଟଡିହୀ/ଛେନାପଦୀ,୯l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଅସରାଏ ବର୍ଷା ହେଲେ ଲୋକଙ୍କ ଦୁଃଖ ବଢିଯାଉଛି l କିନ୍ତୁ ସ୍ଥାନୀୟ ଲୋକ ପ୍ରତିନିଧି କିମ୍ବା ପ୍ରଶାସନ ଏଥିପ୍ରତି ଦୃଷ୍ଟି ନ ଦେବା ପରିତାପର ବିଷୟ ସାଜିଛି । ବର୍ଷା ହେଲେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ…

ବରଗଡ଼ରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ: କାର୍ଯ୍ୟବନ୍ଦ ଆନ୍ଦୋଳନକୁ ଓହ୍ଲାଇବ ଓକିଲ ସଂଘ

ବରଗଡ଼,୯।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳାକୁ ନେଇ ଅସନ୍ତୋଷ ବଢ଼ି ଚାଲିଛି । ଗତ କିଛିଦିନ ତଳେ ବରଗଡ଼ ସହରସ୍ଥିତ କୋର୍ଟ ସମ୍ମୁଖ ରାସ୍ତାରେ ଜିଲା ଓକିଲ ସଂଘର ସଭାପତି ଭୀଷ୍ମଦେବ ସରାଫଙ୍କୁ ମଦ ବୋତଲରେ ମରଣାନ୍ତକ ଆକ୍ରମଣ…

ମୁଜାଗଡ଼ରେ ଆଇନ ସଚେତନତା କାର୍ଯ୍ୟକ୍ରମ: ଆଇନଗତ ଅଧିକାର ଓ ସରକାରୀ ଯୋଜନା ସମ୍ପର୍କରେ….

ଭଞ୍ଜନଗର, ୯।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ମୁଜାଗଡ଼ସ୍ଥିତ ହରେକୃଷ୍ଣ ପ୍ରଧାନ କଲ୍ୟାଣ ମଣ୍ଡପଠାରେ ରବିବାର ତାଲୁକ ଆଇନ ସେବା କମିଟି, ଭଞ୍ଜନଗର ପକ୍ଷରୁ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ସାଧାରଣ ଲୋକଙ୍କ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?