ଆମ ଜିଲା ଖବର

ବର୍ଷା ପାଣିରେ ବୁଡିଲା ଅମଳ ଧାନ

ଛତ୍ରପୁର,୨୧ା୧୨(ସନ୍ତୋଷ ପାଢୀ): ଗଞ୍ଜାମ ଜିଲାରେ ଗତ ୩ଦିନ ହେଲା ଅଦିନିଆ ବର୍ଷା ଲାଗି ରହିଥିବାରୁ ସାଧାରଣ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି । ଅନ୍ୟପକ୍ଷରେ ଅମଳ ହୋଇଥିବା ଧାନ ବର୍ଷା ପାଣିରେ ବୁଡି ରହିଛି । କେଉଁଠି ଧାନ କଟା ହୋଇନି ତ…

ସ୍କୁଲ୍ ବନ୍ଧା ପକାଇ ଖାଇଗଲେ ଟଙ୍କା: କୋଠା ଦଖଲ କଲା ଫାଇନାନ୍ସ କମ୍ପନୀ

ପୁରୁଷୋତ୍ତମପୁର,୨୧ା୧୨ (ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଥିବା ସର୍ବପୁରାତନ ଶାଶ୍ବତ ଶିଶୁମନ୍ଦିରରେ ଏକ ବଡ ଘୋଟାଲା ଘଟଛି। ଯାହାକି ଶନିବାର ଭୂବନେଶ୍ବରର ଭର୍ତ୍ତିନା ଫାଇନାନ୍ସ ପ୍ରାଇଭିଟ ଲିମିଟେଡ କର୍ତ୍ତୁପକ୍ଷ ଆସି ଏକଜିକ୍ଟିଭ ମାଜିଷ୍ଟେଟ ତଥା ତହସିଲଦାର ଓ ପୋଲିସ ଉପସ୍ଥିତିରେ…

ରମ୍ଭା ପୋଲିସକୁ ବଡ଼ ସଫଳତା, ମନ୍ଦିର ଚୋରୀ ଘଟଣାର ହଟିଲା ପରଦା

ଗଞ୍ଜାମ, ୨୧ା୧୨: (ବିଦ୍ୟାଧର ସାହୁ ): ଗତ କିଛି ମାସ ତଳେ ରମ୍ଭା ଓ ଗଞ୍ଜାମ ଅଞ୍ଚଳ ଶିବ ମନ୍ଦିର ଗୁଡିକରୁ ଲୁଟ ଘଟଣାରେ ରମ୍ଭା ପୋଲିସକୁ ମିଳିଛି ବଡ଼ ସଫଳତା। ସିରିଜ ଲୁଟ ଘଟଣାର ପରଦା ହଟାଇଛି ପୋଲିସ। ଉକ୍ତ…

ହୁତୁହୁତୁ ହୋଇ ଜଳିଗଲା ଘରୋଇ ବସ୍

ବାଲିଗୁଡ଼ା, ୨୧ା୧୨: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ମେଡିକାଲ ସମ୍ମୁଖ ଗଳି ତଥା ଥାନା ଓ କାଳୀ ମନ୍ଦିର ନିକଟରେ ଶନିବାର ଅପରାହ୍ନରେ ଏକ ଘରୋଇ ବସ୍ ହୁତୁହୁତୁ ହୋଇ ଯାଇଯାଇଛି। ଖବରପାଇ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି…

ବାଲ୍ୟବିବାହ, ଶିଶୁଶ୍ରମିକ, ନାରୀ ନିର୍ଯାତନା ରୋକିବା ନେଇ ସଚେତନ

ଦାରିଙ୍ଗବାଡ଼ି,୨୧ା୧୨: କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତ ରାଜୀବ ଗାନ୍ଧୀ ସେବାକେନ୍ଦ୍ର ପରିସରରେ ଧାର୍ମିକ ନେତାଙ୍କୁ ନେଇ ଏକ ସଚେତନତା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ପ୍ରେମ ଅନୁଷ୍ଠାନର ପ୍ରୋଗ୍ରାମ ମ୍ୟାନେଜର ସୁଧୀର ଦିଗାଲ କାର୍ଯ୍ୟକ୍ରମ ପରିଚାଳନା କରିଥିବାବେଳେ ସିଡିପିଓ ସନ୍ଧ୍ୟାରାଣୀ ପଣ୍ଡା…

ହ୍ବାଟ୍ସଆପ୍‌ରେ ଛାତ୍ରୀଙ୍କୁ ଅଶ୍ଳୀଳ ମେସେଜ ପଠାଇ ନିଲମ୍ବିତ ହେଲେ ପ୍ରାଧ୍ୟାପକ

ପଦ୍ମପୁର,୨୧।୧୨(ପ୍ରଦୀପ୍ତ ଦାଶ): ହ୍ବାଟ୍ସଆପ୍‌ ମାଧ୍ୟମରେ ଅଶ୍ଳୀଳ ମେସେଜ୍‌ ପଠାଇବା ଜଣେ ପ୍ରାଧ୍ୟାପକଙ୍କୁ ମହଙ୍ଗା ପଡ଼ିଛି। ଏପରି ଏକ ଅଶୋଭନୀୟ ଘଟଣା ବରଗଡ଼ ଜିଲା ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟରେ ଦେଖିବାକୁ ମିଳିଛି। ତଦନ୍ତ କମିଟି ରିପୋର୍ଟକୁ ଆଧାର କରି ଅର୍ଥନୀତି ବିଭାଗ ପ୍ରାଧ୍ୟାପକ…

ଭିଜିଲାନ୍ସ ଜାଲରେ ସୁବର୍ଣ୍ଣପୁର ଜିଏମ୍‌ ଡିଆଇସି

ସୋନପୁର,୨୧।୧୨(ମୃତ୍ୟୁଞ୍ଜୟ ଶତପଥୀ): ପ୍ରଧାନମନ୍ତ୍ରୀ ରୋଜଗାର ସୃଜନ କାର୍ଯ୍ୟକ୍ରମ(ପିଏମ୍‌ଇଜିପି)ରେ ଋଣ ଆବେଦନକୁ ମଞ୍ଜୁର ପାଇଁ ଲାଞ୍ଚ ନେଉଥିବା ବେଳେ ଶନିବାର ସୁବର୍ଣ୍ଣପୁର ଜିଲା ଶିଳ୍ପକେନ୍ଦ୍ରର ସାଧାରଣ ପରିଚାଳକ(ଜିଏମ୍‌ ଡିଆଇସି) ବିପିନ କୁମାର ଦେହୁରୀ ଭିଜିଲାନ୍ସ ଜାଲରେ ପଡିଛନ୍ତି। ଦେହୁରୀ ତାଙ୍କ ସୁବର୍ଣ୍ଣପୁର ସହରସ୍ଥିତ…

ଶୁଝିପାରିଲେନି ଲୋନ୍‌, ଘର ସିଲ୍‌ କଲା ବ୍ୟାଙ୍କ

ହିଞ୍ଜିଳିକାଟୁ,୨୧ା୧୨: ବ୍ୟାଙ୍କରୁ ଘର ବନ୍ଧକ ରଖି ଆଣିଥିଲେ ଋଣ। ବ୍ୟାଙ୍କର ବାରମ୍ବାର ସୂଚନା ସତ୍ତ୍ବେ ଦୀର୍ଘଦିନ ଧରି ଋଣ ଟଙ୍କା ଶୁଝି ନ’ପାରିବାରୁ ଋଣଖିଲାପକାରୀଙ୍କ ଘରକୁ ସିଲ୍‌ କରିଛି ବ୍ୟାଙ୍କ। ଗଞ୍ଜାମ ଜିଲା ହିଞ୍ଜିଳି ଥାନା ସାରୁ ଗ୍ରାମରେ ଶୁକ୍ରବାର କୃଷ୍ଣଚନ୍ଦ୍ର…

କାଲିଠୁ କମିବ ବର୍ଷା

ଭୁବନେଶ୍ୱର,୨୧।୧୨: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୂପ ନେବା ପରେ ରବିବାରଠାରୁ ବର୍ଷାର ପରିମାଣ କମିବ । ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାପାତ୍ର ଶନିବାର ସୂଚନା ଦେଇଛନ୍ତି। ଅବପାତ ଆସନ୍ତା ୧୨ ଘଣ୍ଟା ମଧ୍ୟରେ…

ଦୁର୍ବଳ ହେଉଛି ଅବପାତ, ଖୋର୍ଦ୍ଧାରେ ସବୁଠୁ ଅଧିକ ବର୍ଷା

ଖୋର୍ଦ୍ଧା,୨୧ା୧୨: ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତରେ ପରିଣତ ହୋଇଛି। ଏହି ଅବପାତଟି ଆସନ୍ତା ୧୨ ଘଣ୍ଟା ଭିତରେ ଦୁର୍ବଳ ହେବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଲଘୁଚାପ ପ୍ରଭାବରେ ଶୁକ୍ରବାରଠାରୁ ରାଜ୍ୟରେ ବର୍ଷା…

ଟ୍ରଲର ଡ୍ରାଇଭର, ମତ୍ସ୍ୟଜୀବୀଙ୍କ ଘରୁ ହଟୁନି ଭିଏଚ୍‌ଏଫ୍‌ ଟାୱାର

ମହାକାଳପଡ଼ା,୨୧ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଗହୀରମଥାରେ ଅଲିଭ ରିଡ୍‌ଲେ କଇଁଛଙ୍କ ପାଇଁ ସାମୁଦ୍ରିକ ଅଭୟାରଣ୍ୟକୁ ନିଷିଦ୍ଧାଞ୍ଚଳ ଘୋଷଣା କରାଯାଇଛି। କଇଁଛଙ୍କ ପାଇଁ ୨୦୨୪ ନଭେମ୍ବର ୧ରୁ ୨୦୨୫ ମେ ପର୍ଯ୍ୟନ୍ତ ଟ୍ରଲର, ଡଙ୍ଗା, ବୋଟରେ ମାଛଧରା ଉପରେ…

ଇକୋ ରିଟ୍ରିଟ୍‌ରେ ଖୋଲିଲା କ୍ଷୁଦ୍ରଦାନା ଶସ୍ୟର ଷ୍ଟଲ୍‌, ପର୍ଯ୍ୟଟକଙ୍କୁ ମିଳିବ ମାଣ୍ଡିଆ-କାଙ୍ଗୁ

ଦାରିଙ୍ଗବାଡ଼ି,୨୧ା୧୨(ଅରୁଣ ସାହୁ): ସରକାରଙ୍କ ଶ୍ରୀଅନ୍ନ ଅଭିଯାନରେ ପର୍ଯ୍ୟଟକଙ୍କୁ ଏବେ ହାତ ପାହାନ୍ତାରେ ମିଳିବ କ୍ଷୁଦ୍ରଦାନା ଶସ୍ୟରେ ପ୍ରସ୍ତୁତି ସମସ୍ତ ପ୍ରକାର ଖାଦ୍ୟ। ଏହାକୁ ସରକାରଙ୍କ ଶ୍ରୀଅନ୍ନ ଅଭିଯାନରେ ମିଶନ ଶକ୍ତିର ମହିଳାମାନେ ପ୍ରସ୍ତୁତି କରି ବିକ୍ରି କରିବେ। ଦାରିଙ୍ଗବାଡ଼ିରେ ଇକୋ ରିଟ୍ରିଟ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri