ଆମ ଜିଲା ଖବର

‘ଜୁଲାଇ ୬ ସୁଦ୍ଧା ରତ୍ନଭଣ୍ଡାର କାମ ଶେଷ କର’

ପୁରୀ,୧୫।୬(ଅଜିତ୍‌ କୁମାର ମହାନ୍ତି): ରତ୍ନଭଣ୍ଡାର ମରାମତି ତଥା ସଂରକ୍ଷଣ କାର୍ଯ୍ୟ ତ୍ୱରାନ୍ବିତ କରିବା ପାଇଁ ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥା (ଏଏସ୍‌ଆଇ) ମହାନିର୍ଦ୍ଦେଶକଙ୍କୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ କୁମାର ପାଢୀ ପତ୍ର ଲେଖିଛନ୍ତି। ଆଗାମୀ ରଥଯାତ୍ରା ସମୟରେ ମିଳିବାକୁ…

ହୁଇଲ୍‌ ଚେୟାରରେ ଥିବା ଦିବ୍ୟାଙ୍ଗ ଯୁୁବତୀଙ୍କୁ ବଳାତ୍କାର: ଧାନବିଲରୁ ଅଭିଯୁକ୍ତ ବାନ୍ଧିଲା ପୋଲିସ…

ବଳଙ୍ଗା,୧୪ା୬(କେଦାରେଶ୍ୱର ନନ୍ଦ): ପୁରୀ ଜିଲା ବଳଙ୍ଗା ଥାନା ଅଞ୍ଚଳରେ ପୁଣି ଏକ ଲଜ୍ଜାଜନକ ଘଟଣା ଘଟିଛି। ୧୨ଦିନ ତଳେ ଏକ ବଳାତ୍କାର ଘଟଣା ଘଟିଥିବାବେଳେ ଶୁକ୍ରବାର ରାତିରେ ଜଣେ ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର କରାଯାଇଛି। ଏ ନେଇ ଥାନାରେ ଅଭିଯୋଗ ହେବା…

ଡିଏଫଓଙ୍କ ଘରେ ଫୁଟିଲା ବ୍ରହ୍ମକମଳ ଫୁଲ

ଭଞ୍ଜନଗର,୧୪।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଦକ୍ଷିଣ ଘୁମୁସର ବନଖଣ୍ଡ ଅଧିକାରୀ ବିନୋଦ ଆଚାର୍ଯ୍ୟଙ୍କ ଭଞ୍ଜନଗରସ୍ଥିତ ସରକାରୀ ବାସଭବନରେ ଶନିବାର ରାତିରେ ଗୋଟିଏ ଗଛରେ ୪ଟି ବ୍ରହ୍ମ କମଳ ଫୁଲ ଫୁଟିଥିଲା। ଡିଏଫଓ ଆଚାର୍ଯ୍ୟ ଫୁଲ ତୋଳି ମନ୍ଦିରରେ ଦେଇଛନ୍ତି। ସେହିଭଳି ବାହାଡ଼ାପଦରର…

କାଠ ଫାଳିଆରେ ପିଟି ବାପାଙ୍କୁ ହତ୍ୟା

ବାରିପଦା,୧୪ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ସାରସକଣା ବ୍ଲକ ଯୋକା ଗ୍ରାମରେ ଜଣେ ଯୁବକ ବାପାଙ୍କୁ କାଠଫାଳିଆରେ ପିଟି ପିଟି ହତ୍ୟା କରିଛନ୍ତି। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଆଲୋଡନ ସୃଷ୍ଟି କରିଛି। ଅଭିଯୁକ୍ତ ଯୁବକ ହେଲେ ଚନ୍ଦନ…

ବରଗଡ଼ରେ ମାତିଛନ୍ତି ଟ୍ରାନ୍ସଫର୍ମର ଚୋର: ତେଲ, କଏଲ ନେଇଯିବା ଯୋଗୁ ଶ୍ରୀଧାମ ଅନ୍ଧାର,ଲୋକେ…

ବରଗଡ଼ ୧୪।୬(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବିଦ୍ୟୁତ ଟ୍ରାନ୍ସଫର୍ମର ଚୋରଙ୍କ ଦୌରାତ୍ମ୍ୟ ବଢି ଚାଲିଛି। ଗତ କିଛିଦିନ ତଳେ ବରାହାଗୋଡାରେ ହୋଇଥିବା ଟ୍ରାନ୍ସଫର୍ମର ଚୋରିର ଅଭିଯୁକ୍ତଙ୍କୁ ପୋଲିସ ଧରି ପାରି ନାହିଁ। ଏମିତିରେ ପୋଲିସକୁ ଚ୍ୟାଲେଞ୍ଜ କଲା ଭଳି ଶୁକ୍ରବାର ବିଳମ୍ବିତ ରାତିରେ…

ଓଲଟିଲା ହିଟାଚି ବୋଝେଇ ଗାଡ଼ି

ବ୍ରାହ୍ମଣୀଗାଁ,୧୪ା୬ (ମନୋରଞ୍ଜନ ରଣା): ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଏକ ସଡ଼କ ଦୁର୍ଘଟଣା ଘଟିଛି। କଡମ୍ବା ଛକ ନିକଟ ବାଡୁନୁ ଘାଟି ବୁଲାଣିରେ ଭାରସାମ୍ୟ ହରାଇ ହିଟାଚି ବୋଝେଇ ଗାଡ଼ି ଓଲଟି ପଡ଼ିଛି। ଦୁର୍ଘଟଣାରୁ ଗାଡ଼ି ଚାଳକ ଓ ୩ ଯାତ୍ରୀ ଅଳ୍ପକେ…

ବିଦ୍ୟୁତ ତାର ଉପରେ ଗଛ ପକାଇଲେ ଦୁର୍ବୁତ୍ତ

ଦାରିଙ୍ଗବାଡି,୧୪ା୬ (ଅରୁଣ ସାହୁ): ଦାରଙ୍ଗବାଡ଼ି ବ୍ଲକ୍‌ ସିମନବାଡ଼ି ନୂତନ ସବଷ୍ଟେସନ ଶନିବାର କାର୍ଯ୍ୟ ଚାଲିଥିବାରୁ ଦିନବେଳେ ବିଦ୍ୟୁତ୍‌ କାଟି ଦିଆଯାଇଥିଲା। ଅପରାହ୍ନରେ ବିଦ୍ୟୁତ ସ୍ବାଭାବିକ ହେବାର ମାତ୍ର କିଛି ସମୟ ମଧ୍ୟରେ ସୁଲୁମାହା ଗ୍ରାମ ନିକଟ ଜଙ୍ଗଲରେ କେହି ଅଜଣା ଦୁର୍ବୁତ୍ତ…

ସରକାରଙ୍କ ଯୋଜନା ବଖାଣୁଛି ବିକାଶ ରଥ

ରିଷିଡ଼ା,୧୪।୬(ସୁଶାନ୍ତ ମଲ୍ଲିକ): ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ ବିକାଶ ବାହନ ରଥ ଶନିବାର ରିଷିଡ଼ାରେ ପହଞ୍ଚି ଥିଲା। ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ରଥକୁ ସ୍ବାଗତ କରାଯାଇଥିଲା। ଏହି ଅବସରରେ ଏଲ୍‌ଇଡି ମାଧ୍ୟମରେ ସରକାରଙ୍କ ବିଭିନ୍ନ ଯୋଜନା ଉପରେ ଲୋକଙ୍କୁ…

ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣିଲେ, ପରେ ଝୁଲି ପଡ଼ିଲେ ସ୍ବାମୀ; ୨ ନାବାଳକ ସନ୍ତାନ…

ପଦ୍ମପୁର,୧୪।୬(ପ୍ରଦୀପ୍ତ ଦାଶ): ସ୍ତ୍ରୀକୁ ଟାଙ୍ଗିଆରେ ହାଣି ଝୁଲି ପଡିଲେ ସ୍ବାମୀ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ପଦ୍ମପୁର ଥାନା ଭେଉଁରିଆ ଗାଁରେ । ମୃତକ ହେଲେ ଶ୍ୟାମସୁନ୍ଦର ଭୋଇ। ସୂଚନାନୁଯାୟୀ, ଭେଉଁରିଆ ଗାଁର ଶ୍ୟାମସୁନ୍ଦରଙ୍କ ସ୍ତ୍ରୀ ରତ୍ନୀ ଭୋଇ ମଧ୍ୟରେ…

୧୮ ମାସରେ ଉତ୍ତମ ଚମତ୍କାରୀ ପାଠ, ଅନର୍ଗଳ ଭାବେ କହୁଛନ୍ତି…

ମୋହନା,୧୪।୬(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ସହରରେ ରହୁଥିବା ସାମାଜସେବୀ ତଥା ପ୍ରକୃତି ବନ୍ଧୁ, ଭାଜପା ରାଜ୍ୟ ଓବିସି ମୋର୍ଚ୍ଚା କାର୍ଯ୍ୟକାରିଣୀ ସଦସ୍ୟ ଜିତେନ୍ଦ୍ର କୁମାର ବେହେରାଙ୍କ ୧୮ ମାସର ପୁଅ ଉତ୍ତମ କୁମାର ବେହେରା ଖୁବ କମ୍‌ ବୟସରେ ନିଜ…

ବରଗଡ଼ ଜିଲାରେ ବ୍ୟାପିଲା ଝାଡ଼ାବାନ୍ତି: ୧୭ ଗୁରୁତରଙ୍କୁ ହସ୍ପିଟାଲ ସ୍ଥାନାନ୍ତର

ପାଇକମାଳ,୧୪।୬(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ କୁଆପାଲି ଗ୍ରାମରେ ଝାଡ଼ାବାନ୍ତି ବ୍ୟାପିବାରେ ଲାଗିଛି। ପ୍ରାୟ ୭୦ଜଣ ଝାଡାବାନ୍ତିରେ ଆକ୍ରାନ୍ତ ହୋଇଥିବା ଜଣାପଡିଛି। ଝାଡାବାନ୍ତି ଅଣାୟତ୍ତ ହେବାରୁ ୧୭ଜଣଙ୍କୁ ପଦ୍ମପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସୂଚନା ଯୋଗ୍ୟ, ଶୁକ୍ରବାର ଅପରାହ୍ନରେ…

ଅଙ୍ଗନଓ୍ବାଡି କେନ୍ଦ୍ର ଯିବାକୁ ରାସ୍ତା ନିର୍ମାଣ ଦାବି ତେଜିଲା

କେସିଙ୍ଗା,୧୪।୬(ତୁମେଶ୍ବର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସମନ୍ବିତ ଶିଶୁ ବିକାଶ ଯୋଜନା ଅନ୍ତର୍ଗତ ଜୋଲକୋ ଗ୍ରାମ ସ୍ଥିତ ଆମ ଅଙ୍ଗନଓ୍ବାଡି କେନ୍ଦ୍ରକୁ ପକ୍କା ରାସ୍ତା ନ ଥିବାରୁ କୋମଳ ମତି ଶିଶୁ, ଗର୍ଭବତୀ ଓ ପ୍ରସୂତୀ ମହିଳାମାନେ କେନ୍ଦ୍ରକୁ ଯିବାକୁ ଅସୁବିଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?