ଆମ ଜିଲା ଖବର

୬ ମହଲାରୁ ପଡ଼ି ଚାଲିଗଲା ଶ୍ରମିକଙ୍କ ଜୀବନ

କଟକ,୭।୬: ଶୈଳବାଳା ମହିଳା ମହାବିଦ୍ୟାଳୟର କ୍ୟାମ୍ପସ ନିର୍ମାଣ ବେଳେ ଶନିବାର ଏକ ଅଘଟଣ ଘଟିଛି। ନିର୍ମାଣାଧୀନ ୬ ମହଲା କୋଠାରୁ ଖସି ପଡ଼ି ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଶ୍ରମିକ ଜଣକ ବାହାର ରାଜ୍ୟର ହୋଇଥିବା ସୂଚନା ମିଳିଛି। ମିଳିଥିବା ସୂଚନା…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ସୁବର୍ଣ୍ଣପୁରରେ ହେବ ୪ ନଦୀଗର୍ଭ ଜଳାଶୟ

ସୋନପୁର,୭ା୬(ମୃତ୍ୟୁଞ୍ଜୟ ଶତପଥୀ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ସୁବର୍ଣ୍ଣପୁରଠାରେ ପ୍ରାୟ ୩୨୩ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ପ୍ରକଳ୍ପ ମୂଲ୍ୟର ୫୬ଟି ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କରିଛନ୍ତି। ଏହି ପ୍ରକଳ୍ପଗୁଡ଼ିକ ମଧ୍ୟରେ ୮୦ କୋଟି ଟଙ୍କା ମୂଲ୍ୟର…

ଭଞ୍ଜନଗର ମେଡିକାଲକୁ ମିଳିବ ଜିଲା ମାନ୍ୟତା: ସ୍ବାସ୍ଥ୍ୟମନ୍ତ୍ରୀ

ଭଞ୍ଜନଗର,୭।୬(ବାବୁଲା ପ୍ରଧାନ): ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼ ମୁକେଶ ମହାଲିଙ୍ଗ ଶନିବାର ସନ୍ଧ୍ୟାରେ ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ମେଡ଼ିକାଲ ପରିଦର୍ଶନ କରିଛନ୍ତି। ଏହି ସମୟରେ ସେ ମେଡ଼ିକାଲର ବିଭିନ୍ନ ୱାର୍ଡ ବୁଲି ଦେଖିବା ସହ ରୋଗୀମାନଙ୍କୁ ସ୍ବାସ୍ଥ୍ୟସେବା…

କାଲି ନିଜ ମନ୍ଦିରକୁ ବାହୁଡ଼ିବେ ମା’ ପଞ୍ଚ ଠାକୁରାଣୀ

ପୁରୁଷୋତ୍ତମପୁର,୭ା୬(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରର ପ୍ରସିଦ୍ଧ ପଞ୍ଚ ଠାକୁରାଣୀଙ୍କ ଯାତ୍ରା ରବିବାର ଶେଷ ହେବ। ଲୋକେ ମା’ ପଞ୍ଚଠାକୁରାଣୀ କନକା, କାଳୁଆ, ତାରାତାରିଣୀ, କାଳୀ ଓ ଫୁଲସୁନ୍ଦରୀଙ୍କୁ ବଡ଼ବଜାରସ୍ଥିତ ଅସ୍ଥାୟୀ ମନ୍ଦିରରେ ଶ୍ରଦ୍ଧାଳୁ ଦର୍ଶନ କରିବା ସହ ଯାତ୍ରାପଡ଼ିଆରେ ବୁଲି…

ନାବାଳିକାଙ୍କୁ ଘରୁ ଉଠାଇନେଲେ ସନିଆ, ଏବେ ଝିଅଙ୍କ ବାପା…

ଦିଗପହଣ୍ଡି,୭ା୬(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା ଅଧିନ ଏକ ଗାଁର ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ସେହି ଗାଁର ସନିଆ ନାୟକ ଅପହରଣ କରି କେଉଁଆଡ଼େ ନେଇଯାଇଥିବା ଅଭିଯୋଗ ହୋଇଛି। ନାବାଳିକାଙ୍କ ବାପା ଏନେଇ ଏତଲା ଦେବାପରେ ଭାରପ୍ରାପ୍ତ ଆଇଆଇସି ପ୍ରଶାନ୍ତ…

ଯୁବକଙ୍କୁ ସ୍କୁଲ ନିକଟରେ ଅଟକାଇ ଲୁହାଛଡ଼ରେ ପିଟିଲେ

ଦିଗପହଣ୍ଡି,୭ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ପଞ୍ଚାୟତ ରାଜପୁର ଗାଁର ସୁଶାନ୍ତ ବିଷୋୟୀଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ପୂର୍ବ ଶତ୍ରୁତାରୁ ସୁଶାନ୍ତଙ୍କୁ ତାଙ୍କ ପଡ଼ୋଶୀ ବାହାନ ସ୍ବାଇଁ ଏବଂ ତୋଫାନ ସ୍ବାଇଁ ଦୁଇଭାଇ ଶୁକ୍ରବାର ସନ୍ଧ୍ୟାରେ ଗାଁ…

ପିଠା ମହକରେ ବାସିଲା ବ୍ଲକ: ପ୍ରଥମ ବିଜେତାଙ୍କୁ ମିଳିଲା…

ଗଞ୍ଜାମ,୭।୬(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ସୁଭଦ୍ରା ଶକ୍ତି ପକ୍ଷରୁ ପାରମ୍ପରିକ ପିଠା ପ୍ରତିଯୋଗିତା ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିଥି ଭାବେ ବ୍ଲକ ଅଧକ୍ଷା ଶର୍ମିଷ୍ଠା ପ୍ରଧାନ, ବିଡ଼ିଓ ଅଚ୍ୟୁତାନନ୍ଦ ଯାନୀ, ସିଡିପିଓ ଶଲିଳା ପ୍ରଧାନ, ସହକାରୀ ଯନ୍ତ୍ରୀ ଦିଗାମ୍ବର…

ଚାଲାଣ ହେଉଥିଲା ଖଇର କାଠ: ମାଡ଼ି ବସିଲା ବନବିଭାଗ

ଲାଠୋର,୭।୬(ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଧଉଁରାଖମନ ଛକ ନିକଟରୁ ଲାଠୋର ବନବିଭାଗ ଚୋରା ଚାଲାଣ ହେଉଥିବା ଖଇର କାଠ ସହ ଏକ ପିକଅପ ଭ୍ୟାନ୍‌ ଜବତ କରିଛି । ଏପରି କି ଡ୍ରାଇଭରଙ୍କୁ ଗିରଫ କରି କୋର୍ଟ ଚାଲାଣ…

ବହୁମୁଖୀ ସମବାୟ ସମିତିକୁ ମିଳିଛି ବଡ଼ ସଫଳତା: ଅଞ୍ଚଳର ଜୈବିକ ଅମଳ ସାମଗ୍ରୀର କାରବାର ହେବ ସହଜ

ଦାରିଙ୍ଗବାଡି,୭।୬ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଠାରେ ରହିଥିବା ବୃହଦାକାର ବହୁମୁଖୀ ସମବାୟ ସମିତିକୁ ମିଳିଛି ବଡ଼ ସଫଳତା। ଏବେ କେବଳ ରାଜ୍ୟ ନୁହଁ ରାଜ୍ୟ ବାହାରେ ତଥା ରାଷ୍ଟ୍ରୀୟ କୋପରେଟିଭ ଅର୍ଗାନିକ ଲିମିଟେଡ ସହ ଅନୁବନ୍ଧିତ ହୋଇପାରିଛି ।…

୪ ଦିନ ହେଲା ଭଡ଼ା ନେଇ ରହିଥିଲେ: ବନ୍ଦ ଘରୁ ମିଳିଲା ଯୁବତୀ-ଯୁବକଙ୍କ ମୃତଦେହ, ସମ୍ପର୍କୀୟ କହିଲେ…

ସାଲେପୁର,୭।୬: କଟକ ଜିଲା ମାହାଙ୍ଗା ଥାନା ଖନ୍ଦୋଳ ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଏକ ବନ୍ଦ ଘରୁ ଯୁବତୀ-ଯୁବକଙ୍କ ଝୁଲନ୍ତା ମୃତଦେହ ପୋଲିସ ଜବତ କରିଛି। ମିଳିଥିବା ସୂଚନା ମୁତାବକ, ଗାଁର କ୍ଷୀରୋଦ ଲେଙ୍କାଙ୍କ ଘରେ ଗତ…

ହେଡ୍‌ଫୋନ୍‌ ଦେଇ ଟ୍ରାକ୍‌ରେ ଯାଉଥିଲେ ଯୁବକ: ସେପଟୁ ଆଲିଲା ଟ୍ରେନ୍‌, ପରେ…

ବାଲେଶ୍ୱର,୭।୬: ଟ୍ରାକ ଉପରେ ହେଡ୍‌ଫୋନ ଦେଇ କଥା ହେଉଥିବା ବେଳେ ମାଡ଼ିଗଲା ଟ୍ରେନ୍‌। ଏଭଳି ଅଭାବନୀୟ ଘଟଣା ଘଟିଛି ବାଲେଶ୍ୱର ଜିଲା ରେଳ ଷ୍ଟେସନ ନିକଟରେ। ତେବେ ଏଯାବତ୍‌ ଉକ୍ତ ଯୁବକଙ୍କ ପରିଚୟ ମିଳିପାରି ନାହିଁ। ଖବରପାଇ ସହଦେବଖୁଣ୍ଟା ପୋଲିସ, RPF…

ଚରମାଳ ଅଞ୍ଚଳରେ ମାଓବାଦୀ ସକ୍ରିୟ, ଜାରି ରହିଛି ସର୍ଚ୍ଚ ଅପରେଶନ

ସମ୍ବଲପୁର,୭ା୬(ପ୍ରମୋଦ ବହିଦାର): ବହୁଦିନର ନୀରବତା ପରେ ସମ୍ବଲପୁର ଜିଲାରେ ପୁଣିଥରେ ମାଓବାଦୀ ସକ୍ରିୟ ହୋଇଉଠିଥିବା ଅନୁମାନ କରାଯାଉଛି। ସୋନପୁର, ବୌଦ୍ଧ, ରେଢ଼ାଖୋଲ ଅଞ୍ଚଳର ଠେଙ୍ଗୋ ଡ୍ୟାମ ସଂଲଗ୍ନ ବିଭିନ୍ନ ସଂରକ୍ଷିତ ଜଙ୍ଗଲ ବିଶେଷକରି ଚରମାଳ ଥାନା ଅନ୍ତର୍ଗତ ଅଞ୍ଚଳରେ ମାଓବାଦୀ ସକ୍ରିୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?