ଆମ ଜିଲା ଖବର

ହସ୍ପିଟାଲରେ ୬ ରୋଗୀ ମୃତ୍ୟୁ ଘଟଣା: କଲେଜ ଅଧୀକ୍ଷକଙ୍କୁ ଭେଟିଲା ବିଜେଡି ଟିମ୍‌

କୋରାପୁଟ,୭ା୬(ଅମିତାଭ ବେହେରା): ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲରେ ଆଇସିୟୁ ବେଡ୍‌ରେ ମଙ୍ଗଳବାର ୬ ରୋଗୀଙ୍କର ମୃତ୍ୟୁ ଘଟିଥିଲା। ଏନେଇ ଶନିବାର ଜିଲା ବିଜେଡି ଟିମ୍‌ ଜିଲା ସଭପତି ଝିନ ହିକ୍‌କାଙ୍କ ନେତୃତ୍ୱରେ ଜିଲା ପରିଷଦ ଅଧ୍ୟକ୍ଷା ସସ୍ମିତା…

୨ ନାବାଳିକାଙ୍କୁ ଘରୁ ଡାକି ନେଇ କରିଥିଲେ ଗଣବଳାତ୍କାର: ୪ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ବ୍ରହ୍ମପୁର,୭ା୬(ସୁବାସ ପାଢ଼ୀ): ଜନୈକା ୧୪ବର୍ଷର ନାବାଳିକାଙ୍କ ସହ ବନ୍ଧୁତା କରି ତାଙ୍କୁ ଘରୁ ଡାକି ନେଇ ଏକ ନିର୍ଜନ ସ୍ଥାନରେ ବଳାତ୍କାର ପରେ ଅଭିଯୁକ୍ତ ଜଣଙ୍କ ତାଙ୍କର ଅନ୍ୟ ତିନି ସାଙ୍ଗକୁ ଡାକି ଉକ୍ତ ନାବାଳିକାଙ୍କୁ ଜଣଙ୍କ ପରେ ଜଣେ ଗଣବଳାତ୍କାର…

ମଣ୍ଡିରୁ ଉଠୁନି ଧାନ, ତାଲା ପକାଇଲେ ଚାଷୀ

ଅତାବିରା,୭ା୬(ଯୁଧିଷ୍ଠିର ମହାମାତ୍ର): ବରଗଡ଼ ଜିଲାରେ ଧାନ ସଂଗ୍ରହ ପ୍ରକ୍ରିୟାକୁ ନେଇ ଚାଷୀ ଅସନ୍ତୋଷ ଲାଗି ରହିଛି। ଚାଷୀମାନେ ବିକ୍ରି ପାଇଁ ମଣ୍ଡିକୁ ଧାନ ଆଣୁଛନ୍ତି। ମାତ୍ର ସେଠାରେ ସେହି ଧାନକୁ କ୍ରୟ ସଂସ୍ଥା କିଣୁ ନାହିଁ। ଫଳରେ ମଣ୍ଡିରେ ଧାନ ପକାଇ…

୮ଟଙ୍କାରେ ମିଳୁଛି କେଜିଏ ଆଳୁ, ବସ୍ତାକୁ ୪୦୦ ଟଙ୍କା: ଯିଏ ଶୁଣିଲେ ସିଏ ଦୌଡ଼ିଲେ, ଯେତେ ପାରିଲେ…

ବୈଶିଙ୍ଗା,୭।୬(ରତନ ଦାଶ): ୮ଟଙ୍କାରେ ମିଳୁଛି କେଜିଏ ଆଳୁ । ଯିଏ ଶୁଣିଲେ ସିଏ ଦୌଡ଼ିଲେ, ଯିଏ ଯେତେ ପାରିଲେ ସେତେ ବୋହିନେଲେ । ଆଳୁ ବସ୍ତା ପ୍ରତି ଚାରି ଶହ ଟଙ୍କା ଶୁଣି ଆଖପାଖ ଅଞ୍ଚଳର ଲୋକଙ୍କ ଭିଡ଼ ଜମିଲା। ଭିଡ଼…

ଏବେ ତାତିରେ ସିଝୁଛି ଓଡ଼ିଶାର କଶ୍ମୀର ଦାରିଙ୍ଗବାଡ଼ି, ରାସ୍ତାଘାଟ ଜନଶୂନ୍ୟ

ଦାରିଙ୍ଗବାଡ଼ି,୭ା୬(ଅରୁଣ ସାହୁ): ଓଡ଼ିଶାର ପର୍ଯ୍ୟଟନକ୍ଷେତ୍ର ଦାରିଙ୍ଗବାଡ଼ି ଓଡ଼ିଶାର କଶ୍ମୀର ଭାବେ ଜଣାଶୁଣା କିନ୍ତୁ ଗ୍ରୀଷ୍ମ ପ୍ରବାହରେ ଏବେ ଅସମ୍ଭାଳ ହୋଇପଡ଼ିଛି ଏହି ଥଣ୍ଡା ଅଞ୍ଚଳ। ସକାଳ ୮ଟାରୁ ଖରାର ପ୍ରଭାବ ଯୋଗୁ ଜରୁରୀକାର୍ଯ୍ୟ ନ ଥିଲେ ଲୋକମାନେ ଘରୁ ପଦାକୁ ଗୋଡ଼…

ଫୁଲବାଣୀ ମେଡିକାଲ କଲେଜ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଫୁଲବାଣୀ,୭ା୬(ରାକେଶ କୁମାର ରାଉତ): କନ୍ଧମାଳବାସୀଙ୍କ ବହୁ ଦିନର ସ୍ବପ୍ନ ସାକାର ହୋଇଛି। ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବହୁ ପ୍ରତୀକ୍ଷିତ ଫୁଲବାଣୀ ସରକାରୀ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟକୁ ଉଦଘାଟନ କରିଛନ୍ତି। ପୂର୍ବାହ୍ନ ପ୍ରାୟ ୧୧ଟା ବେଳେ ମାଦିକୁନ୍ଦା ସ୍ଥିତ…

ଭଡ଼ା ଘରେ ଚାଲିଛି ଅଙ୍ଗନୱାଡ଼ି କେନ୍ଦ୍ର: ଟଙ୍କା ଫେରାଇବାକୁ ଏନଏସିକୁ ଚିଠି ଲେଖିଲା ବ୍ଲକ

ଭଞ୍ଜନଗର,୭।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରାଙ୍କ ଅଧ୍ୟକ୍ଷତାରେ ଉପଖଣ୍ଡର ବିଭିନ୍ନ ଅଙ୍ଗନୱାଡ଼ି କେନ୍ଦ୍ର ଉପରେ ସମୀକ୍ଷା ହୋଇଛି। ବୈଠକରେ ଉପଖଣ୍ଡର ବିଭିନ୍ନ ଅଞ୍ଚଳର ବିଡ଼ିଓ ଏବଂ ସିଡ଼ିପିଓମାନେ ଯୋଗ ଦେଇଥିଲେ। ଯେଉଁଠି ଅଙ୍ଗନୱାଡ଼ି କେନ୍ଦ୍ରର ନିଜସ୍ବ କୋଠା…

୫ ପୋଲିସ ବାବୁ ସସ୍‌ପେଣ୍ଡ୍‌

ବାଲେଶ୍ୱର,୭ା୬: ବାଲେଶ୍ୱରରେ ୫ ଜଣ ପୋଲିସ ବାବୁଙ୍କୁ ସସ୍‌ପେଣ୍ଡ୍‌ କରାଯାଇଛି। ଜଣେ ହାବିଲଦାରଙ୍କ ସହିତ ୪ କନଷ୍ଟେବଳ ସସ୍‌ପେଣ୍ଡ୍‌ ହୋଇଛନ୍ତି। କାର୍ଯ୍ୟରେ ଅବହେଳା ପାଇଁ ବାଲେଶ୍ୱର ଏସ୍‌ପି ଏମାନଙ୍କୁ ସସ୍‌ପେଣ୍ଡ୍‌ କରିଛନ୍ତି। କାର୍ଯ୍ୟ ସମ୍ପାଦନରେ ଅବହେଳା ଅଭିଯୋଗ ଆସିବା ପରେ ଏସ୍‌ପି…

ସୀମାନ୍ତରେ ଆଉ ଜଣେ ଦୁର୍ଦ୍ଦାନ୍ତ ମାଓବାଦୀ ନିହତ

ମାଲକାନଗିରି,୭ା୬(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲାରେ ଗତ ତିନିଦିନ ଧରି ପୋଲିସ ଓ ସୁରକ୍ଷାକର୍ମୀଙ୍କ ଅପରେଶନ ଜାରି ରହିଥିବା ବେଳେ ବର୍ତ୍ତମାନ ସୁଦ୍ଧା ଉକ୍ତ ଅଞ୍ଚଳରେ ୪ ମାଓବାଦୀ ନିହତ ହୋଇଛନ୍ତି। ବିଜାପୁର ଏସ୍‌.ପି. ସୁନ୍ଦରରାଜ ପି…

ଟ୍ରଲରକୁ ପିଟିଲା ତୀର୍ଥଯାତ୍ରୀ ବସ୍‌: ୫ ଆହତ

ବାଲେଶ୍ୱର,୭/୬(ବାଞ୍ଛାନିଧି ଦେ/ହରିଶଙ୍କର ପାଢୀ): ରାଜପଥ ପାର୍ଶରେ ଛିଡା ହୋଇଥିବା ଏକ ଟ୍ରଲରର ପଛପଟୁ ଧକ୍କା ଦେଲା ତୀର୍ଥଯାତ୍ରୀ ବସ l ୫ ଜଣ ତୀର୍ଥ ଯାତ୍ରୀ ଗୁରୁତର ଆହତ ହୋଇଥିବା ବେଳେ ଅନ୍ୟ କିଛି ଯାତ୍ରୀ ଆହତ ହୋଇଥିବା ଜଣାପଡିଛି l…

ଶୋଇଥିବାବେଳେ ଘର ଉପରକୁ ବୋମାମାଡ଼: ଗାଁ ଧୂଆଁମୟ

ବାଙ୍କୀ,୭ା୬: ଶୋଇଥିବାବେଳେ ଘର ଉପରକୁ ବୋମାମାଡ଼ କରିଛନ୍ତି ଦୁର୍ବୃତ୍ତ। ଏପରି ଘଟଣା ଘଟିଛି କଟକ ଜିଲା ବାଙ୍କୀ ମହଙ୍ଗା ଗୋପାଳପୁର ଗାଁରେ। ଏହି ଗାଁରେ ୩ଟି ବୋମାମାଡ଼ ହୋଇଛି। ଫଳରେ ଗାଁ ଧୂଆଁମୟ ହୋଇଯାଇଥିଲା। ବୋମାମାଡ଼ରେ ଭାଙ୍ଗିଲା ଘରର କବାଟ ଝରକା…

ବରଗଡ଼ରେ ଚାଞ୍ଚଲ୍ୟ: ହତ୍ୟା ପରେ ମୃତଦେହକୁ ଅଧା ପୋତିଦେଲେ ଦୁର୍ବୃତ୍ତ

ବରଗଡ଼, ୭।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ପଞ୍ଚାୟତ କଲେଜ ନିକଟ ପଣ୍ଡରୀପଥର ପାଖରେ ଜଣେ ବ୍ୟକ୍ତିଙ୍କୁ ହତ୍ୟା ପରେ ଦୁର୍ବୃତ୍ତମାନେ ମାଟିରେ ଅଧା ଶରୀର ପୋତିଦେବା ଘଟଣା ଚାଞ୍ଚଲ୍ୟ ଖେଳାଇ ଦେଇଛି। ମୃତକ ଜଣକ ସ୍ଥାନୀୟ ଅଞ୍ଚଳର ଦେବରାଜ ପାଣିଗ୍ରାହୀ (୪୫) ବୋଲି ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?