ଆମ ଜିଲା ଖବର

ଆଦର୍ଶ ଆଇନଜୀବୀ ଭାବେ ପରିଚିତ ଥିଲେ ବଂଶୀଧର, ଆଜି ତାଙ୍କୁ ଝୁରୁଛି ଓକିଲ ସଂଘ

ଦିଗପହଣ୍ଡି,୧୬ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ଓକିଲ ସଂଘର ବରିଷ୍ଠ ସଦସ୍ୟ ବରିଷ୍ଠ ଆଇନଜୀବୀ ବଂଶୀଧର ପାଳଙ୍କ ଭୁବନେଶରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ହୋଇଯାଇଛି। ଗତ ୧୯୪୯ ଜୁନ୍‌ ୨୮ରେ ଜନ୍ମଗ୍ରହଣ କରିଥିବା ବଂଶୀଧର ବ୍ରହ୍ମପୁରରେ…

ସହରର ମୁଖ୍ୟ ରାସ୍ତାରେ ଗଦାହୋଇଛି ବାଲି, ଦୁର୍ଘଟଣାକୁ ଆମନ୍ତ୍ରଣ କରି…

ଗଞ୍ଜାମ,୧୬ା୯(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥଠାରୁ ଗଞ୍ଜାମ ସହରକୁ ସଂଯୋଗ ମୁଖ୍ୟ ରାସ୍ତାରେ ଅଧିକାଂଶ ସମୟରେ ଘର ନିର୍ମାଣ କାର୍ଯ୍ୟ ପାଇଁ ବାଲି ଶୁଖା ଯାଉଥିବା ଦେଖିବାକୁ ମିଳିଛି। ଏହା ଦ୍ୱାରା ସେହିରାସ୍ତା ଦେଇ ଯାତାୟାତ କରୁଥିବା ବାଇକ ଆରୋହୀଙ୍କ…

ବାଲସି ଗାଁରେ ନୂଆଖାଇ ଜୁହାର, ଏକାଠି ହୋଇ ନବାନ୍ନ ଭକ୍ଷଣ କରିବା ପରେ…

କେସିଙ୍ଗା,୧୬ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବାଲସି ଗ୍ରାମର ତୈଳିକ ବୈଶ୍ୟ ହଳଦିଆ ସାହୁ ସମାଜର ଷଣା ବଂଶ ପକ୍ଷରୁ ନୂଆଖାଇ ଓ ଜୁହାର କାର୍ଯ୍ୟକ୍ରମ ମହାସମାରୋହରେ ପାଳିତ ହୋଇଯାଇଛି। ନୂଆଖାଇ ପୂର୍ବରୁ ଅର୍ଥାତ ଗତ ସୋମବାର ସକାଳେ ରୁଗୀ…

ବଜ୍ରପାତରେ ଦୁଇ ପରିବାରର ଚାଲିଗଲା ୨ ଜୀବନ

ବଞ୍ଚୋ/ଆନନ୍ଦପୁର,,୧୬ା୯(ପ୍ରଦୋଷ ବିଶ୍ୱାଳ/ ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅଞ୍ଚଳରେ ବୁଧବାର ବଜ୍ରପାତ ଘଟି ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ଅଚାନକ ବଜ୍ରପାତରେ ଦୁଇଟି ପରିବାରର ଦୁଇ ଜଣଙ୍କ ଜୀବନ ଚାଲିଯିବା ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର…

ମୂର୍ତ୍ତି ବିସର୍ଜନବେଳେ ପୋଖରୀରେ ବୁଡ଼ି ଛାତ୍ରଙ୍କ ଜୀବନ ଗଲା, ଗାଁରେ ଶୋକାକୁଳ ପରିବେଶ

ଦିଗପହଣ୍ଡି,୧୬ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ପଞ୍ଚାୟତ ସିଦ୍ଧଖଣ୍ଡି ଗାଁ ସ୍କୁଲରେ ୮ମ ଶ୍ରେଣୀରେ ପଢୁଥିବା ମରମ ଜେନାଙ୍କ ପୁଅ ସୀତାଂଶୁ (୧୩)ଙ୍କ ବୁଧବାର ସକାଳେ ଗାଁ ପୋଖରୀରେ ବୁଡ଼ିଯାଇ ମୃତ୍ୟୁ ଘଟିଛି। ସୀତାଂଶୁ ତାଙ୍କ ଗାଁର…

ମା’ ଗଜଲକ୍ଷ୍ମୀଙ୍କ ପୂଜା ପାଇଁ ସ୍ଥାପନ ହେଲା ଶୁଭଖୁଣ୍ଟି, ୩୦ ବର୍ଷରେ…

ଗୁଣପୁର,୧୬ା୯(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଅଫିସ ସମ୍ମୁଖରେ ଜାଗୃତି ସାଂସ୍କୃତିକ ସଙ୍ଗଠନ ପକ୍ଷରୁ ହେବାକୁ ଥିବା ମା’ ଗଜଲକ୍ଷ୍ମୀଙ୍କ ପୂଜା ପାଇଁ ବୁଧବାର ଶୁଭଖୁଣ୍ଟି ସ୍ଥାପନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛ। ପୂଜକ ଭାବେ ନବୀନ ରଥ, ପ୍ରକାଶ ରଥ,…

ଅଳିଆଗଦାରେ ପୂରିଛି ସିମନବାଡ଼ି, ଯାତାୟାତବେଳେ ନାକ ଟେକୁଛନ୍ତି ପର୍ଯ୍ୟଟକ, ମାସିକ ବୈଠକରେ…

ଦାରିଙ୍ଗବାଡ଼ି,୧୬ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ଅନ୍ୟତମ ପର୍ଯ୍ୟଟକଙ୍କ ଯାତାୟାତ ସ୍ଥାନ ସିମନବାଡ଼ି ପଞ୍ଚାୟତ ଅଞ୍ଚଳ ଏବେ କୁଢ଼କୁଢ଼ ଅଳିଆ ଗଦାରେ ପୁତ୍ତିମୟ ଗନ୍ଧରେ ନାକ ଫାଟୁଛି। ପ୍ରକାଶ ଯେ, ସିମନବାଡ଼ିର ଏସ୍‌ବିଆଇ ଶାଖା ସମ୍ମୁଖ ଏବଂ ଜନଜାତି ହାଟ…

ପାରିବାରିକ କଳହର କରୁଣ ପରିଣତି, ସ୍ବାମୀଙ୍କ ମାଡ଼ରେ ସ୍ତ୍ରୀଙ୍କ ଜୀବନ ଗଲା, ଘରେ ପଡ଼ିଛି…

ଚାନ୍ଦବାଲି,୧୬ା୯(କିଷାନ ପାତ୍ର): ଏମିତି ଏକ ଦୁଃଖଦ ଘଟଣାକୁ ନେଇ ଚାନ୍ଦବାଲି ଅଞ୍ଚଳରେ ଚାଞ୍ଚଲ୍ୟ ଦେଖାଦେଇଛି। ଭଦ୍ରକ ଜିଲା ଚାନ୍ଦବାଲି ଥାନା ଅଧୀନ ପାଇକିରାପୁର ଗ୍ରାମରେ ପାରିବାରିକ କଳହକୁ କେନ୍ଦ୍ର କରି ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ମୃତକ ହେଲେ…

U-15ରେ ଓଡ଼ିଶା ପାଇଁ ଖେଳିବେ ଗୁଡ଼ାରି ଝିଅ ଆୟୁଷା

ଗୁଡ଼ାରି,୧୬ା୯(ପ୍ରମୋଦ କୁମାର ପତି): ୧୫ ବର୍ଷରୁ କମ୍‌ କ୍ରିକେଟ୍‌ରେ ଓଡ଼ିଶା ପାଇଁ ଖେଳିବାର ସୁଯୋଗ ପାଇଛନ୍ତି ରାୟଗଡ଼ା ଜିଲା ଗୁଡ଼ାରି ଝିଅ ଆୟୁଷା ମିଶ୍ର। ଏ ନେଇ ଓସିଏ ପକ୍ଷରୁ ସୂଚନା ମିଳିଛି ଏବଂ ଆସନ୍ତା ୧୯ରେ ବଲାଙ୍ଗୀର ହେବାକୁ ଥିବା…

ଶଙ୍ଖ ନଦୀରେ ଅଘଟଣ: ଗାଧୋଇବାବେଳେ ବୁଡ଼ିଗଲେ ୩ ନାବାଳିକା

କୁଆଁରମୁଣ୍ଡା, ୧୬।୯ (ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଅଞ୍ଚଳରେ ବୁଧବାର ସକାଳେ ଏକ ହୃଦୟବିଦାରକ ଘଟଣା ଘଟିଛି। ଶଙ୍ଖ ନଦୀରେ ଗାଧୋଉଥିବାବେଳେ ବୁଡ଼ିଯାଇ ୩ ଜଣ ନାବାଳିକାଙ୍କ ମୃତ୍ୟୁ ଘଟିଛି। ସୂଚନା ଅନୁଯାୟୀ, ସ୍ଥାନୀୟ ଶଙ୍ଖ ନଦୀର…

ବିଜୁ ପଟ୍ଟନାୟକ ମାର୍ଗରେ ନିଆରା ଗଣେଶ ପୂଜା: ରାଧାକୃଷ୍ଣ ବେଶରେ ପୂଜା ପାଉଛନ୍ତି ଗଜାନନ

ଗଞ୍ଜାମ, ୧୬/୯ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ବିଭିନ୍ନ ସ୍ଥାନରେ ଅଗ୍ରପୂଜ୍ୟ ଗଣେଶଙ୍କ ପୂଜା ମହାଆଡ଼ମ୍ବରରେ ପାଳିତ ହେଉଥିବାବେଳେ ବିଜୁ ପଟ୍ଟନାୟକ ମାର୍ଗରେ ଆୟୋଜିତ ଗଣେଶ ପୂଜା ନିଆରା ହୋଇଛି। ଆକର୍ଷଣୀୟ ପୂଜାମଣ୍ଡପରେ ରାଧାକୃଷ୍ଣ ବେଶରେ ଗଜାନନ ପୂଜା ପାଉଛନ୍ତି। ଚଳିତବର୍ଷ…

ଶ୍ରୀମନ୍ଦିରରେ ଛୁଆଁ ମହାସ୍ନାନ ନୀତି: ରତ୍ନସିଂହାସନ ଉପରେ ଛୁଇଁ ଦେଲେ…

ପୁରୀ,୧୬।୯(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିରରେ ବୁଧବାର ଶ୍ରୀବିଗ୍ରହଙ୍କ ‘ଛୁଆଁ ମହାସ୍ନାନ’ ନୀତି ଅନୁଷ୍ଠିତ ହୋଇଛି। ଏହି କାରଣରୁ ଶ୍ରୀଜିଉଙ୍କ ନୀତିକାନ୍ତିରେ ବିଳମ୍ବ ଦେଖିବାକୁ ମିଳିଛି। ମହାସ୍ନାନ ନୀତି ପାଇଁ କିଛି ସମୟ ଲାଗି ସର୍ବସାଧାରଣ ଦର୍ଶନ ବନ୍ଦ ରଖାଯାଇଥିଲା। ମିଳିଥିବା ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?