ନାବାଳିକାଙ୍କୁ ଓଡ଼ିଶାରୁ ଅପହରଣ କରି କେରଳରେ ବଳାତ୍କାର , ଅଭିଯୋଗ ପରେ ବନ୍ଧାହେଲେ ଯୁବକ
ଜମନକିରା,୮ା୮(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ଗୌଡ଼ପାଳି ଅଞ୍ଚଳର ଜନୈକା ନାବାଳିକାଙ୍କୁ ଅପହରଣ କରି କେରଳ ନେଇ ବଳାତ୍କାର କରିବା ଅଭିଯୋଗରେ ଜଣେ ଯୁବକଙ୍କୁ ଗିରଫ କରିଛି ଜମନକିରା ଥାନା ପୋଲିସ। ଗିରଫ ଅଭିଯୁକ୍ତ ଜଣକ ହେଲେ ଶାସନ…
୧୩ ଦିନରେ ଦୁଇଟି ବଦଳି ଅର୍ଡର, ଶିକ୍ଷାବିତ୍ ମହଲରେ ଅସନ୍ତୋଷ
ଡେରାବିଶ, ୮ା୮(ବେବର୍ତ୍ତା ଅଜୟ ଦାସ): ରାଜ୍ୟ ଗଣଶିକ୍ଷା ବିଭାଗର କେନ୍ଦ୍ରାପଡ଼ା ଶିକ୍ଷା ଜିଲାରେ ବିଇଓଙ୍କ ଦୁଇଟି ବଦଳି ଅର୍ଡ଼ର ବିଜ୍ଞପ୍ତି ପ୍ରକାଶ ପାଇବା ପରେ ଶିକ୍ଷାବିତ୍ଙ୍କ ମହଲରେ ଅସନ୍ତୋଷ ଦେଖାଦେଇଛି। ଶିକ୍ଷା ଜିଲା ଅନ୍ତର୍ଗତ ଡେରାବିଶ ବ୍ଳକରେ ଦୀର୍ଘବର୍ଷ ହେବ ବିଇଓ…
ଧରିତ୍ରୀ ପ୍ରଭାବ: ଦିବ୍ୟାଙ୍ଗଙ୍କ ଘରକୁ ଯାଇ ପଲିଥିନ ଦେଲେ ଆର୍ଆଇ
ଲୋଇସିଂହା,୮।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଏନ୍ଏସି ଅଧୀନର ୨ଜଣ ଦିବ୍ୟାଙ୍ଗ ଲୋଇସିଂହା ଢୋଲମହୁଲର କାଳିଆ ବଗର୍ତ୍ତି ଓ ବାଞ୍ଜିପାଲି ଗ୍ରାମର ସେବକ ସାହୁଙ୍କ ଦୃଷ୍ଟିହୀନ ସ୍ତ୍ରୀ ଲୋଇସିଂହା ତହସିଲରୁ ପଲିଥିନ ପାଇବା ପାଇଁ ବାରମ୍ବାର ଯାଇ ନିରାଶ ହେବାକୁ ପଡୁଥିବା ଅଭିଯୋଗ…
ଖେଳୁଖେଳୁ ପୋଖରୀରେ ବୁଡ଼ିଗଲା ଶିଶୁପତ୍ର, ପରିବାର ଲୋକଙ୍କୁ ବିଧାୟକ ଭେଟି…
ମହାକାଳପଡ଼ା,୮ା୮(ପ୍ରତାପ ଚନ୍ଦ୍ର ସ୍ବାଇ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପଞ୍ଚାୟତ ବରଜ ଗ୍ରାମର ଶଙ୍କର ଦେ’ଙ୍କ ୪ବର୍ଷର ପୁଅ ସଙ୍କେତ ଶୁକ୍ରବାର ପୋଖରୀରେ ବୁଡ଼ି ମୃତ୍ୟୁ ଘଟିଛି। ସଙ୍କେତ ହୁଡ଼ାରେ ଖେଳୁଥିବା ବେଳେ ଅସାବଧାନତାବଶତଃ ପୋଖରୀରେ ବୁଡ଼ି ଯାଇଥିଲେ। ପରିବାର…
ଜିଲା ଯୋଜନା ବୋର୍ଡ ସଦସ୍ୟ ହେଲେ ମହେନ୍ଦ୍ର ରଣା: ଛୁଟୁଛି ଶୁଭେଚ୍ଛାର ସୁଅ
କର୍ଲାମୁଣ୍ଡା:୮/୮(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋନ ୧ ଜିଲ୍ଲା ପରିଷଦ ସଭ୍ୟ ମହେନ୍ଦ୍ର ରଣାଙ୍କୁ ଜିଲା ଯୋଜନା ବୋର୍ଡର ସଦସ୍ୟ ଭାବେ ମନୋନୀତ କରାଯାଇଛି। ଏହି ଦାୟିତ୍ୱ ମିଳିବା ପରେ ଅଞ୍ଚଳବାସୀଙ୍କ ମଧ୍ୟରେ ଖୁସି ପ୍ରକାଶ ପାଇଛି। ଜିଲାର…
ଶିମିଳିପାଳରେ କଳା ବାଘୁଣୀର ମୃତଦେହ ଉଦ୍ଧାର
ବାରିପଦା,୮।୮(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର ଦକ୍ଷିଣ ବନଖଣ୍ଡ ଅଧୀନ ଉପରବାରାହାକାମୁଡା (ୟୁବିକେ) ରେଞ୍ଜ ଅନ୍ତର୍ଗତ ଜଟିଆନୀ କ୍ୟାମ୍ପ ନିକଟରେ (କୋର କ୍ଷେତ୍ର) ପ୍ରାୟ ୫ ବର୍ଷ ବୟସର ଏକ କଳା ବାଘୁଣୀର ମୃତଦେହ ମିଳିଛି। ୬ତାରିଖ ସନ୍ଧ୍ୟା…
ଉଚ୍ଚଶିକ୍ଷାର ଆଲୋକବର୍ତ୍ତିକା ବାୟାବାବା କଲେଜ, ୨୧ ଛାତ୍ରୀଛାତ୍ରଙ୍କୁ ନେଇ ଆରମ୍ଭ ହୋଇଥିବା ଏହି ଶିକ୍ଷାନୁଷ୍ଠାନ ଆଜି…
ମହାକାଳପଡ଼ା, ୮ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସଦର ମହକୁମାସ୍ଥିତ ବାୟା ବାବା କଲେଜରେ ୪୯ତମ ବାର୍ଷିକ ଉତ୍ସବ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଅତିଥିଭାବେ ବିଧାୟକ ତଥା ଜିଲା ଯୋଜନା ବୋର୍ଡ଼ ଅଧ୍ୟକ୍ଷ ତଥା ଡ. ଦୁର୍ଗା…
ଗାଁରେ ଚାଞ୍ଚଲ୍ୟ: ଶୌଚ ପାଇଁ ଯାଇଥିବା ଯୁବକଙ୍କୁ ଜବରଦସ୍ତି ପିଆଇଲେ ପେଟ୍ରୋଲ, ଦେହରେ ଲଗାଇଦେଲେ ନିଆଁ
ବଣାଇ, ୮।୮(ପ୍ରଦୀପ ତ୍ରିପାଠୀ ): ସୁନ୍ଦରଗଡ ଜିଲା ଲହୁଣୀପଡ଼ା ଥାନାର ଗଣିଘଷା ଗ୍ରାମରେ ଶନିବାର ସକାଳୁ କାହ୍ନୁଚରଣ ମାହାନ୍ତ ଶୌଚ ହେବାକୁ ନିକଟସ୍ଥ ନାଳକୁ ଯାଉଥିବା ବେଳେ ଚାରିଜଣ ଦୁର୍ବୃତ୍ତ ଆସି ତାଙ୍କୁ ମାଡି ବସିଥିଲେ। ଜବରଦସ୍ତି ପେଟ୍ରୋଲ ପିଆଇବା ପରେ…
ଦୋକାନ ଉପରେ ପଡିଲା ରାସ୍ତାକଡରେ ଥିବା ବିଶାଳକାୟ ଗଛ, ଭାଙ୍ଗିଲା ବିଦ୍ୟୁତ୍ ଖୁଣ୍ଟ: ଲୋକଙ୍କ ମଧ୍ୟରେ ଅସନ୍ତୋଷ
ପଟ୍ଟାଙ୍ଗି, ୮।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସ୍ଥିତ ଜାତୀୟ ରାଜପଥ କଡରେ ଥିବା ଏକ ଗଛ ପଡି ଦୋକାନ ଗୃହ ଏବଂ ବିଦ୍ୟୁତ୍ ଖୁଣ୍ଟ ଭାଙ୍ଗିଯିବା ନେଇ କୁନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ଦେଖା…
ଗାଁର ଅଧିଷ୍ଠାତ୍ରୀ ଦେବୀ ଦ୍ୱାରସେନୀ ମନ୍ଦିରରୁ ଚୋରି: ମା’ଙ୍କ ରୂପା ମୁକୁଟ ସହ ନେଇଗଲେ…
ବଲାଙ୍ଗୀର,୮।୮ (ସୁନିଲ କୁମାର ମହାନ୍ତି) : ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ବ୍ଲକ ସିନ୍ଧେକେଲା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା’ ଦ୍ୱାରସେନୀ ମନ୍ଦିରରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି । ମା’ ଙ୍କ ରୂପା ମୁକୁଟ ସହ ଦାନପେଟିରୁ ସୁନା ଅଳଙ୍କାର ଟଙ୍କା…
ଗାଁ ମୁହାଁ ୪ ଟିକିଆ ହାତୀ: ଭୟରେ କୋତାଗୁଡା ଗ୍ରାମବାସୀ
ଗୁଣପୁର,୧୩।୮(ସୁଜାତା ପାଢ଼ୀ):ରାୟଗଡା ଗୁଣପୁର ବ୍ଲକ ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର କୋତାଗୁଡା ଗାଁ ନିକଟରେ ଗୁରୁବାର ସକାଳେ ୪ ଟିକିଆ ହାତୀଙ୍କୁ ଦେଖିବାକୁ ମିଳିଛି l କାଦୁଆ ରାସ୍ତା ଦେଇ ହାତୀମାନେ ଯାଉଥିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି l ସ୍ଥାନୀୟ…
ବରଗଡ଼ ୯ବୁଣାକାରଙ୍କୁ ରାଜ୍ୟ ପୁରସ୍କାର: ଜାଣନ୍ତୁ କିଏ କିଏ ପାଇଲେ ଏହି ସମ୍ମାନ
ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ସ୍ଥିତ ବୟନଶିଳ୍ପ ଉପ ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ଜିଲାସ୍ତରୀୟ ଜାତୀୟ ହସ୍ତତନ୍ତ ଦିବସ ପାଳିତ ହୋଇଛି। କାର୍ଯ୍ୟକ୍ରମରେ ଜିଲାପାଳ ଆଦିତ୍ୟ ଗୋୟଲ ମୁଖ୍ୟ ଅତିଥିଭାବେ ଯୋଗଦେଇ କାର୍ଯ୍ୟାଳୟ ପରିସରରେ ଚାରାରୋପଣ ଓ ସମ୍ବଲପୁରୀ ବସ୍ତ୍ରାଳୟ ଦ୍ୱାରା ପ୍ରସ୍ତୁତ ବିଭିନ୍ନ…

