ଆମ ଜିଲା ଖବର

ଗଣମାଧ୍ୟମ ପ୍ରତିନିଧିଙ୍କୁ ନିସ୍ତୁକ ମାଡ, ଭିଡିଓ ଭାଇରାଲ: ମୁଖ୍ୟ ଅଭିଯୁକ୍ତ ଠିକାଦାର ଗଜେନ୍ଦ୍ର ଦଲେଇଙ୍କ ସହ ୪ ଅଭିଯୁକ୍ତଙ୍କୁ ମିଳିଲା ଜାମିନ

ବଲାଙ୍ଗୀର,୩୧।୫(ସୁନୀଲ, ବଲାଙ୍ଗୀର): ରାସ୍ତା ଗାର୍ଡୱାଲ କାମରେ ଦୁର୍ନୀତି ହୋଇଥିବା ଖବର ପରିବେଷଣ କରିବାରୁ ପୁଇଁତଲା ଥାନା ଅନ୍ତର୍ଗତ କୁଲଥିପାଲି ଗାଁରେ ସର୍ବସାଧାରଣ ସମ୍ମୁଖରେ ଗଣମାଧ୍ୟମ ପ୍ରତିନିଧି ବିଜୟ ପ୍ରଧାନଙ୍କୁ ନିସ୍ତୁକ ମାଡ଼ ମାରିବା ଓ ମାଡ ମରାଯିବା ଦୃଶ୍ୟକୁ ସାମାଜିକ ଗଣମାଧ୍ୟମରେ…

ବିଜେଡିକୁ ପୁଣି ଶକ୍ତ ଝଟ୍‌କା: ଦଳ ଛାଡିଲେ ସ୍ନେହଲତା

ପୁରୁଷୋତ୍ତମପୁର,୩୧।୫(ସୀମାଞ୍ଚଳ ମିଶ୍ର): ପୁଣି ବିଜେଡିକୁ ଝଟ୍‌କା। ଗଞ୍ଜାମ ଜିଲାର ବରିଷ୍ଠ ବିଜେଡି ନେତ୍ରୀ ତଥା ପୂର୍ବତନ ଜିଲାପରିଷଦ ଉପାଧ୍ୟକ୍ଷା ସ୍ନେହଲତା ପଣ୍ଡା ଶନିବାର ଦଳ ଛାଡିଛନ୍ତି। ସେ ତାଙ୍କର ଇସ୍ତପାପତ୍ର ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଛନ୍ତି। ସ୍ନେହଲତା ଦଳ…

ଏଣିକି ସରକାରୀ ଯୋଜନାର ଲାଭ ଉଠାଇପାରିବେ ଚାଷୀ

କର୍ଲାମୁଣ୍ଡା,୩୧।୫(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରଠାରେ କୃଷି ବିଭାଗ ପକ୍ଷରୁ ବିକଶିତ କୃଷି ସଂକଳ୍ପ ଅଭିଯାନ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ ସଭାରେ ଆତ୍ମା ଅଧ୍ୟକ୍ଷ ଗୌର କିଶୋର ରଣା, କର୍ଲାମୁଣ୍ଡା ସରପଞ୍ଚ ସ୍ବର୍ଣ୍ଣ…

ବୃହତ ପାନୀୟ ଜଳ ଯୋଗାଣ ପ୍ରକଳ୍ପ ପରିଦର୍ଶନ କଲା ବିଧାନସଭା ଷ୍ଟାଣ୍ଡିଂ କମିଟି

ଛତ୍ରପୁର,୩୧।୫(ଦିଲ୍ଲୀପ ସାମଲ): ରାଜ୍ୟ ବିଧାନସଭାର ନବମ ଷ୍ଟାଣ୍ଡିଂ କମିଟି ଶନିବାର ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଗ୍ରସ୍ତରେ ଆସି ବିଭିନ୍ନ ପ୍ରକଳ୍ପ ବୁଲି ଦେଖିଛନ୍ତି । ବିଧାୟକ ସନାତନ ବିଜୁଳିଙ୍କ ଅଧ୍ୟକ୍ଷତାରେ ଗଠିତ ଏହି ଷ୍ଟାଣ୍ଡିଂ କମିଟିର ସଦସ୍ୟ ବିଧାୟକ…

ପାଟଣା ପଞ୍ଚାୟତ ସମିତି ବୈଠକରେ ବିଭିନ୍ନ ପ୍ରସଙ୍ଗକୁ ନେଇ ଆଲୋଚନା ପର୍ଯ୍ୟାଲୋଚନା

ପାଟଣା,୩୧।୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ସଭା ଗୃହରେ ଶନିବାର ପଞ୍ଚାୟତ ସମିତିର ଅଷ୍ଟମ ସାଧାରଣ ଅଧିବେଶନ ବ୍ଲକ ଅଧ୍ୟକ୍ଷା ବୀଣା ପାଣି ନାୟକଙ୍କ ଅଧକ୍ଷତା ରେ ଅନୁଷ୍ଠିତ ହୋଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ପାଟଣା ବିଧାୟକ ଅଖିଳ…

ହଠାତ୍ ମାଡ଼ି ଆସିଲା ସମୁଦ୍ର; ବୁଡିଗଲା…

ଜଗତସିଂହପୁର,୩୧।୫: ଜଗତସିଂହପୁର ଜିଲ୍ଲାର ଏରସମା ବ୍ଲକର ଶିଆଳି ବେଳାଭୂମିରେ ସମୁଦ୍ର ତା’ର ଉଗ୍ର ରୂପ ଦେଖାଇଛି। ଶନିବାର ସମୁଦ୍ରର ଉଚ୍ଚ ଜୁଆର କୂଳ ଲଙ୍ଘି ପ୍ରାୟ ୨୦୦ ମିଟର ଅଞ୍ଚଳକୁ ବୁଡ଼ାଇ ଦେଇଛି। ଏହି ଘଟଣାରେ ବେଳାଭୂମି ନିକଟରେ ଥିବା ପାର୍କିଂସ୍ଥଳ…

ଦାରିଙ୍ଗବାଡ଼ିରେ ବର୍ଷା ସାଙ୍ଗକୁ ଅଦିନ କୁହୁଡ଼ି, ଜନଜୀବନ ପ୍ରଭାବିତ

ଦାରିଙ୍ଗବାଡ଼ି,୩୧ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଲଘୁଚାପ ଜନିତ ବର୍ଷାରେ ଜନଜୀବନ ପ୍ରଭାବିତ ହୋଇଛି। ଦିନ ତମାମ ପାଗ ମେଘୁଆ ସହ ବର୍ଷା ଲାଗିରହିଛି। ସେହିପରି ଦିନ ହେଉକି ରାତି ଦାରିଙ୍ଗବାଡ଼ି ଓ ତାର ଆଖପାଖ ଅଞ୍ଚଳରେ ଘନକୁହୁଡି…

୧୯ ଘଣ୍ଟା ଅଟକ ପରେ ବିଧାୟକ, ଗ୍ରାମବାସୀଙ୍କୁ ଛାଡିଲା ପୋଲିସ

ସୁନ୍ଦରଗଡ଼/ବଣାଇଁ,୩୧।୫(ଜୟ ନାରାୟଣ ମେଣ୍ଡୁଳି/ପ୍ରଦୀପ ତ୍ରିପାଠୀ): ୧୯ ଘଣ୍ଟା ଅଟକ ପରେ ବିଧାୟକ ଯୋଗେଶ ସିଂ ଏବଂ ଗ୍ରାମବାସୀଙ୍କୁ ଛାଡ଼ିଲା ପୋଲିସ। ଉପ ଜିଲାପାଳ, ଅତିରିକ୍ତ ଏସ୍‌ପି ଏବଂ ଏସଡିପିଓ ଅଟକ ବିଧାୟକ ଓ ଗ୍ରାମବାସୀଙ୍କ ସହ ଆଲୋଚନା ପରେ ଛାଡ଼ିଲା ପୋଲିସ।…

ଶେଷ ପର୍ଯ୍ୟାୟରେ ପୁରୁଷୋତ୍ତମପୁର ଠାକୁରାଣୀ ଯାତ୍ରା, ମନ ମୋହୁଛି ମୀନା ବଜାର

ପୁରୁଷୋତ୍ତମପୁର,୩୧ା୫(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରର ପ୍ରସିଦ୍ଧ ଐତିହାସିତ ପଞ୍ଚ ଠାକୁରାଣୀଙ୍କ ଦ୍ବିତୀୟ ବାର୍ଷିକ ଯାତ୍ରାର ଶେଷ ପର୍ଯ୍ୟାୟ ଶନିବାର ୨୫ ଦିନରେ ପହଞ୍ଚିଛି। ମା’ ପଞ୍ଚ ଠାକୁରାଣୀଙ୍କ ଆଶୀର୍ବାଦ ଭିକ୍ଷା ଲାଗି ବଡ଼ବଜାର ଅସ୍ଥାୟୀ ମନ୍ଦିରରେ ଭକ୍ତଙ୍କ ଭିଡ଼ ଲାଗି…

ଅଫିସ ଯିବା ବେଳେ ଟ୍ରକ୍‌ ପଛରେ ପିଟିହେଲା କାର୍‌, ଚାଲିଗଲା ଇଞ୍ଜିନିୟରଙ୍କ ଜୀବନ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ରାସ୍ତାରେ ଶନିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌କୁ ଅନ୍ୟ ଏକ କାର୍‌ ପଛପଟୁ ଧକ୍କା ଦେବରୁ କାର୍‌ ଚାଳକଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ, ବରଗଡ଼ ଗଙ୍ଗାଧର ନଗର ନିବାସୀ ଇଞ୍ଜିନିୟର ତୁଷାର…

ଶିଶୁ ଶ୍ରମିକ, ଯୌନ ନିର୍ଯାତନା ରୋକିବା ପାଇଁ ଟାସ୍କ ଫୋର୍ସର ପ୍ରୟାସ

ଦାରିଙ୍ଗବାଡ଼ି,୩୧ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସଭାଗୃହ ପରିସରରେ ଶନିବାର ଟାସ୍କ ଫୋର୍ସ କମିଟିର ବୈଠକ ବିଡିଓ ପ୍ରୀତିରଞ୍ଜନ ରଥଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ କମିଟିର ଆବାହକ ତଥା ସମନ୍ବିତ ମହିଳା ଓ ଶିଶୁ ବିକାଶ ଯୋଜନାର ଅଧିକାରୀ…

ବଜ୍ରପାତରେ ଜଳିଗଲା ଗୁହାଳ: ୩୦ ଛେଳି ଜୀବନ୍ତ ଦଗ୍ଧ

ଦିଗପହଣ୍ଡି,୩୧ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ଗ୍ରାମ କୁମ୍ଭାର ସାହିରେ ବଜ୍ରପାତ ଘଟି କେଶବ ଗୌଡ଼ଙ୍କ ଗୁହାଳ ଘର ଜଳିଯାଇଛି। ଏହି ଅଗ୍ନିକାଣ୍ଡରେ କେଶବଙ୍କ ଗୁହାଳ ଘରେ ଥିବା ୩୦ଟି ଛେଳି ଜୀବନ୍ତ ଦଗ୍ଧ ହୋଇଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?