ରାସ୍ତାରୁ ଉଦ୍ଧାର ହେଲା ଶିଶୁପୁତ୍ର, ଠିକ୍ରେ କହିପାରୁନି ଘର ଠିକଣା
ବରଗଡ଼,୨୬ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ପୋଲିସ ସୋମବାର ଜଣେ ଶିଶୁପୁତ୍ରକୁ ଉଦ୍ଧାର କରିଛି। ବରଗଡ଼- ସୋହେଲା ରାସ୍ତାର ପଥର୍ଲା ରାଇସ୍ ମିଲ୍ ଛକ ପାଖ ଏକ ଚା’ ଦୋକାନ ନିକଟରେ ବୁଲାବୁଲି କରୁଥିବା ସମୟରେ ଶିଶୁ ଉଦ୍ଧାର ହୋଇଛି। ଶିଶୁକୁ…
୨୪ ଦାଦନ ଶ୍ରମିକଙ୍କୁ କେସିଙ୍ଗା ରେଲଓ୍ବେ ଷ୍ଟେଶନରୁ ଉଦ୍ଧାର କଲା ଶ୍ରମ ବିଭାଗ
କେସିଙ୍ଗା,୨୬ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ତଥା ପଶ୍ଚିମ ଓଡ଼ିଶାରୁ ପ୍ରତି ଦିନ ଟ୍ରେନ୍ ଯୋଗେ ଦାଦନ ଶ୍ରମିକ ବାହାର ରାଜ୍ୟକୁ ଯାଇ ହଇରାଣ ହରକତ ହେଉଥିବା ଦେଖାଯାଇଥିଲା। କଳାହାଣ୍ଡି ଜିଲା ଶ୍ରମ ଅଧିକାରୀଙ୍କ ଦ୍ୱାରା କେସିଙ୍ଗା ରେଳ ଷ୍ଟେଶନରୁ ରବିବାର ସନ୍ଧ୍ୟାରେ ଉଦ୍ଧାର…
ମୌସୁମୀ ଅପେକ୍ଷାରେ ଇନ୍ଦ୍ରାବତୀ
ଭବାନୀପାଟଣା,୨୬।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଚାଷୀ ଉପର ଇନ୍ଦ୍ରାବତୀ ବିଦ୍ୟୁତ୍ ପ୍ରକଳ୍ପ ଉପରେ ନିର୍ଭରଶୀଳ। ଏହି ପ୍ରକଳ୍ପ ହେବା ଦ୍ୱାରା ଶହ ଶହ ହେକ୍ଟର ଚାଷ ଜମିରେ ଜଳସେଚନ ହେବା ସହ ୬୦୦ ମେଗାୱାଟ ପର୍ଯ୍ୟନ୍ତ ବିଦ୍ୟୁତ୍ଶକ୍ତି ଉତ୍ପାଦନ ଲକ୍ଷ୍ୟ…
ବର୍ଷାପାଣି ଘେରରେ କ୍ଷେତ, ଖଳାଧାନ
ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ଅମଳ ଏବଂ ସଂଗ୍ରହ ପ୍ରକ୍ରିୟା ଜୋର୍ ଧରିଛି। ଚାଷୀଙ୍କ କଟାଧାନ କ୍ଷେତ ଏବଂ ଅମଳ ଧାନ ଖଳାଠାରୁ ଆରମ୍ଭ କରି ମଣ୍ଡି ପର୍ଯ୍ୟନ୍ତ ପଡ଼ିଛି। ଏଭଳି ସ୍ଥଳେ ଲଘୁଚାପଜନିତ ବର୍ଷା ଆରମ୍ଭ ହୋଇଛି।…
ଦୁର୍ନୀତି ଖବର ପ୍ରସାରଣ କରିବାରୁ ସାମ୍ବାଦିକଙ୍କୁ ମାଡ଼: ୨ ଜଣଙ୍କୁ ଗିରଫ କଲା ପୋଲିସ
ବଲାଙ୍ଗୀର,୨୬ା୫(ସୁନୀଲ ମହାନ୍ତି): ସାମ୍ବାଦିକ ବିଜୟ ପ୍ରଧାନଙ୍କୁ ଅମାନୁଷିକ ଭାବେ ଗୋଡ଼ହାତ ବାନ୍ଧି ମାଡ଼ ମାରିବା ଘଟଣାରେ ଦୁଇ ଅଭିଯୁକ୍ତ ଅବିନାଶ ଦଳେଇ ଓ ଆଦିତ୍ୟ ଜେନାଙ୍କୁ ଗିରଫ କରିଛି ପୋଲିସ। ମାଷ୍ଟରମାଇଣ୍ଡ ଠିକାଦାର ଗଜେନ୍ଦ୍ର ଦଳେଇ ଏବେ ବି ଫେରାର ଥିବା…
ଏ ଯୁଗର ସାବିତ୍ରୀ: ଦିବ୍ୟାଙ୍ଗ ଶଯ୍ୟାଶାୟୀ ସ୍ବାମୀଙ୍କ ସେବାରେ ରମା
ଅସ୍ତରଙ୍ଗ,୨୬ା୫(ପ୍ରଦୀପ୍ତ କୁମାର ଦୀକ୍ଷିତ): ପବିତ୍ର ସାବିତ୍ରୀ ବ୍ରତରେ ସବୁ ସ୍ତ୍ରୀମାନେ ତାଙ୍କ ସ୍ବାମୀଙ୍କ ଦୀର୍ଘାୟୁ କାମନାକରି ଏହି ଓଷା କରୁଛନ୍ତି। ହେଲେ ଏମିତି ଜଣେ ସ୍ତ୍ରୀ ଅଛନ୍ତି, ଯିଏ ସ୍ବାମୀଙ୍କ ପାଇଁ ଦୀର୍ଘଦିନ ହେଲା ତପସ୍ୟା କରୁଛନ୍ତି କହିଲେ ଚଳେ। ଅଚାନକ…
ଲୀନ ହେଉଛି ଦୟାନଦୀ
କଣାସ,୨୬ା୫(ବିଭୂତି ଭୂଷଣ ତ୍ରିପାଠୀ): ଓଡ଼ିଶା ଇତିହାସରୁ ଜଣାପଡ଼େ ଅଶୋକଙ୍କ କଳିଙ୍ଗ ବିଜୟ ସମୟରେ ଏକ ଲକ୍ଷ ସୈନ୍ୟ ନିହତ ହେବା ସହ ୫ ଲକ୍ଷ ସୈନିକ ଆହତ ହୋଇଥିଲେ। ସୈନ୍ୟମାନଙ୍କ ରକ୍ତ ସେହି ଦୟାନଦୀକୁ ରକ୍ତରଞ୍ଜିତ କରିଥିଲା। ଏବେ ସେହି ଦୟା…
ମନ୍ଦିର ରୋଷ ଘରେ ନାବାଳିକାଙ୍କୁ ବଳାତ୍କାର କଲେ ପୂଜକ: ପ୍ରବଳ ରକ୍ତସ୍ରାବ ହେବାରୁ…
ଜମନକିରା,୨୬ା୫(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ସଦର ମହକୁମାସ୍ଥିତ ବାବା ମୁକ୍ତେଶ୍ୱର ମନ୍ଦିର ରୋଷେଇ ଗୃହରେ ରବିବାର ମଧ୍ୟାହ୍ନ ପ୍ରାୟ ସାଢ଼େ ୧୨ଟାରେ ଜଣେ ୧୨ବର୍ଷୀୟା ନାବାଳିକା ବଳାତ୍କାରର ଶିକାର ହୋଇଛି। ମନ୍ଦିରର ଜଣେ ସହଯୋଗୀ ପୂଜକ ଶୋଭା…
ପାଟ୍ରୋଲିଂ ବେଳେ ପୋଲିସ ଗାଡ଼ିକୁ ଟେକାପଥର ମାଡ଼
ବାଙ୍କୀ,୨୬ା୫: କଟକ ଜିଲା ବାଙ୍କୀର ବୈଦେଶ୍ୱର ଥାନାର ପାଟ୍ରୋଲିଂ ଗାଡ଼ି ଉପରକୁ ଦୁର୍ବୃତ୍ତମାନେ ଟେକାପଥର ମାଡ଼ କରିଛନ୍ତି। କାଳିପୋଇ ପଞ୍ଚାୟତରୁ ଚଢ଼େଇବନ୍ଧ ଗାଁକୁ ପାଟ୍ରୋଲିଂ ପାଇଁ ଗଲା ବେଳେ ଏହି ଢେଲାମାଡ଼ ହୋଇଛି। ଫଳରେ ପୋଲିସ ଭ୍ୟାନ୍ର ପଛପଟ କାଚ ଭାଙ୍ଗି…
ଧନ୍ଦାମୂଳକ ଶିକ୍ଷାରେ ବାଧକ ବିଏଫ୍ସି କଟକଣା
ଜଗତ୍ସିଂହପୁର, ୨୬ା୫(ପ୍ରମୋଦ କୁମାର ନାୟକ): ରାଜ୍ୟରେ ୨୩୩ଟି ସରକାରୀ ଧନ୍ଦାମୂଳକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରହିଛି। ସେଥିରୁ ୩ଟି ବିଭିନ୍ନ କାରଣରୁ ଖୋଲିପାରିନାହିଁ। ୧୮ଟିରେ ଗୋଟିଏ ଲେଖାଏ ଓ ଅବଶିଷ୍ଟ ୨୧୨ଟିରେ ୨ଟି ଟ୍ରେଡ୍ ବିଷୟ ରହିଛି। ଅର୍ଥାତ୍ କଳା, ବିଜ୍ଞାନ…
୪ ଲକ୍ଷ ଟଙ୍କାର ଗଞ୍ଜେଇ ଛାଡ଼ି ମାଫିଆ ଚମ୍ପଟ
ମୋହନା,୨୫ା୫(ମନ୍ମଥ ମିଶ୍ର): ସୁଲୁବା ନୂଆସାହି ଓ ବାଘମାରି ଗାଁ ରାସ୍ତାରୁ ୪୧ କିଲୋରୁ ଊଦ୍ଧର୍ବ ଗଞ୍ଜେଇ ଜବତଳ ହୋଇଥିବାବେଳେ ଗଞ୍ଜେଇ ମାଫିଆ ଫେରାର ହୋଇଯାଇଛନ୍ତି। ଗଜପତି ଜିଲା ଚନ୍ଦ୍ରଗିରି ଫାଣ୍ଡି ପୋଲିସ ବିଶେଷ ସୂତ୍ରରୁ ସୂଚନା ପାଇ ଚୋରା ଚାଲାଣକୁ ନେଇ…
ସାମାନ୍ୟ ବର୍ଷାରେ ସହର ସ୍ଥିତି ବେହାଲ୍: ଆଗକୁ ସ୍ଥିତି ଅସମ୍ଭାଳ
ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଡ୍ରେନେଜ୍ ଅବ୍ୟବସ୍ଥା ନିତିଦିନିଆଁ ଘଟଣାରେ ପରିଣତ ହୋଇଯାଇଛି। ପ୍ରତିବର୍ଷ ଅବ୍ୟବସ୍ଥିତ ଡ୍ରେନେଜ୍ ବ୍ୟବସ୍ଥା ଯୋଗୁ ସହର ଜଳାର୍ଣ୍ଣବ ହୋଇ ପଡ଼ିଥାଏ। ଏହାର ପ୍ରତିକାର ଦିଗରେ ସ୍ଥାନୀୟ ଜନ ପ୍ରତିନିଧି ଏବଂ ପ୍ରଶାସନିକ ଅଧିକାରୀ ଆଖି ବୁଜି…

