ଜଗା ଦର୍ଶନ କରି ଘରକୁ ଫେରିବା ବେଳେ ଓଲଟିଲା କାର୍, ଜଣଙ୍କ ଜୀବନ ଗଲା, ୪ ଗୁରୁତର
ଖଲ୍ଲିକୋଟ,୧୭ା୭(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ନାରାୟଣୀ ଛକରେ ଗୁରୁବାର ଭୋର୍ରୁ ଏକ କାର୍ ଦୁର୍ଘଟଣାଗ୍ରସ୍ତ ହୋଇ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୪ ଜଣ ଆହତ ହୋଇଥିବା ଜଣାପଡ଼ିଛି। ସୂଚନାନୁଯାୟୀ,ବ୍ରହ୍ମପୁର ଆଙ୍କୁଲି ଅଞ୍ଚଳରୁ ପରିବାର ର ୧୨…
ସବୁଠି ସୌମ୍ୟାଶ୍ରୀ ତାତି: ଦିଗପହଣ୍ଡିରେ ମହିଳା ବିଜେଡି ପକ୍ଷରୁ କ୍ୟାଣ୍ଡେଲ ଶୋଭାଯାତ୍ରା
ଦିଗପହଣ୍ଡି,୧୬।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନଏସି ମହିଳା ବିଜେଡି ପକ୍ଷରୁ ବୁଧବାର ସଂଧ୍ୟାରେ ଏକ କ୍ୟାଣ୍ଡେଲ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଫକୀର ମୋହନ ମହାବିଦ୍ୟାଳୟ ଛାତ୍ରୀ ସୌମ୍ୟାଶ୍ରୀଙ୍କ ପରିବାରକୁ ନ୍ୟାୟ ପ୍ରଦାନ ତଥା ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ପ୍ରତିବାଦରେ ଏହି ଶୋଭାଯାତ୍ରା…
ରାଜ୍ୟସ୍ତରୀୟ ଖାଦ୍ୟ ମେଳା: ଭାଗ ନେବେ ଲାଞ୍ଜିଗଡ ବ୍ଲକର ୩ ଏସଏଚଜି ମହିଳା
ଭବାନୀପାଟଣା,୧୬।୭( ଉତ୍ତମ କୁମାର ଦାଶ )-ଆସନ୍ତା ସପ୍ତାହରେ ରାଜଧାନୀ ଭୁବନେଶ୍ୱରସ୍ଥିତ ମେ ଫେୟାର ଲାଗୁନରେ ଅନୁଷ୍ଠିତ ହେବ ରାଜ୍ୟସ୍ତରୀୟ ସୁଭଦ୍ରା ଶକ୍ତି ପାରମ୍ପରିକ ଖାଦ୍ୟ ମେଳା। ଏଥିରେ ରାଜ୍ୟର ୩୦ ଜିଲାର ଶ୍ରେଷ୍ଠ ସ୍ଥାନ ଅଧିକାର କରିଥିବା ତିନିଜଣ ଲେଖାଏଁ ମହିଳା…
କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ଡାକରା: କଳାହାଣ୍ଡିରେ ସମସ୍ତେ ସମର୍ଥନ କରିବାକୁ ନିବେଦନ
ଭବାନୀପାଟଣା,୧୬ା୭(ଉତ୍ତମ କୁମାର ଦାଶ): ବାଲେଶ୍ୱର ଜିଲା ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟରେ ଛାତ୍ରୀ ସୌମ୍ୟାଶ୍ରୀ ବିଶି ଆତ୍ମାହୁତି ଘଟଣାକୁ ନେଇ ସମଗ୍ର ରାଜ୍ୟରେ ପ୍ରତିବାଦର ସ୍ବର ଦେଖିବାକୁ ମିଳିଛି। ଏହାର ପ୍ରଭାବ କଳାହାଣ୍ଡି ଜିଲାରେ ଦେଖିବାକୁ ମିଳିଛି। ଗୁରୁବାର ପ୍ରଦେଶ କଂଗ୍ରେସ…
କଲେଜରେ ରାକେଟ୍ ଚଳାଉଥିଲେ HOD ସମୀର ସାହୁ, ସାଂଘାତିକ ଖୁଲାସା କଲେ…
ଭୁବନେଶ୍ୱର,୧୬।୭: ଥମୁନି ବାଲେଶ୍ୱର ଜିଲା ଏଫ୍ଏମ୍ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ଆତ୍ମାହୁତିର ନିଆଁ। ସାରା ରାଜ୍ୟରେ ଏହି ଘଟଣାକୁ ନେଇ ହଇଚଇ ସୃଷ୍ଟି ହୋଇଥିବା ବେଳେ ବିରୋଧୀମାନେ ବନ୍ଦ ଡ଼ାକରା ଦେଇଛନ୍ତି। ଏସବୁ ମଧ୍ୟରେ ବଡ଼ ବୟାନ ଦେଇଛନ୍ତି ମୃତା ଛାତ୍ରୀଙ୍କ…
FM ଛାତ୍ରୀ ମୃତ୍ୟୁ ଘଟଣା: ଆସିଲା ବଡ଼ ଖବର, ଖସିପାରିବେନି…
ଭୁବନେଶ୍ୱର,୧୬।୭: ବାଲେଶ୍ୱର ଏଫ୍ଏମ୍ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁ ଘଟଣାରେ ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି। ଏନେଇ କ୍ରାଇମବ୍ରାଞ୍ଚକୁ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି। କ୍ରାଇମ୍ବ୍ରାଞ୍ଜ ଡିଜି ବିନୟତୋଷ ମିଶ୍ର ଡିଏସ୍ପି ଇମନ କଲ୍ୟାଣ ନାୟକଙ୍କୁ ତଦନ୍ତ ଦାୟିତ୍ୱ ଦେଇଥିବା ବେଳେ ତାଙ୍କୁ…
ରସିକିଆ ସମୀର ସାର୍ଙ୍କ ଭିଡିଓ ଭାଇରାଲ, ଜଣାପଡିଲା ଅସଲ ସତ!
ବାଲେଶ୍ୱର,୧୬।୭: ଭାଇରାଲ ହେଲା ରସିକିଆ ସାର୍ଙ୍କ ଭିଡିଓ। ଭିଡିଓ ଭାଇରାଲ ପରେ ଜଣାପଡିଛି ଅସଲ ସତ। ଏଫଏମ ଛାତ୍ରୀ ସୌମ୍ୟାଙ୍କ ମୃତ୍ୟୁ ଖବର ସାରା ଓଡ଼ିଶାରେ ଚହଳ ପକାଇଛି। ଏହି ଘଟଣାରେ ବିରୋଧୀ ସରକାରଙ୍କୁ ଘେରିଥିବାବେଳେ ଅକଳରେ ପଡିଛନ୍ତି ଭାଜପା ସରକାର।…
ଧରିତ୍ରୀ ପ୍ରଭାବ: ଅସୁରକ୍ଷିତ ସୁଲୁମାହା ଜଙ୍ଗଲ, ନିର୍ଭୟରେ ଗଛ କଟା ଖବର ପ୍ରକାଶ ପରେ ତତ୍ପରତା ଦେଖାଇଲା ବନବିଭାଗ
ଦାରିଙ୍ଗବାଡ଼ି,୧୬ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବନାଞ୍ଚଳର ସୁଲୁମାହା ଜଙ୍ଗଲ ଅସୁରକ୍ଷିତ ଓ ଦୁର୍ବୃତ୍ତମାନେ ବେଧଡ଼କ ମୂଲ୍ୟବାନ ଗଛକାଟି ନେଇଯାଉଥିବା ଘଟଣାରେ ବନାଞ୍ଚଳ ଅଧିକାରୀ ମାଧବ ଚନ୍ଦ୍ର ବେହେରା ଆକ୍ସନ ମୋଡ୍କୁ ଆସିଛନ୍ତି। ଏନେଇ ଧରିତ୍ରୀ ପୋର୍ଟାଲରେ ବୁଧବାର ସକାଳେ ଖବର…
କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ଡାକରା, ସମସ୍ତେ ସହଯୋଗ କରିବାକୁ ନିବେଦନ
ଦାରିଙ୍ଗବାଡ଼ି,୧୬ା୭(ଅରୁଣ ସାହୁ): ବାଲେଶ୍ୱର ଜିଲା ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟରେ ଯେଉଁ ଭଳି ଘଟଣା ଘଟିଗଲା ତାକୁ ନେଇ ସମଗ୍ର ରାଜ୍ୟରେ ତାତି ଦେଖାଯିବା ସହ ପ୍ରତିବାଦର ସ୍ବର ଦେଖିବାକୁ ମିଳିଛି। ଏହାର ପ୍ରଭାବ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ…
FM ଛାତ୍ରୀ ସୌମ୍ୟାଶ୍ରୀଙ୍କ ଅମର ଆତ୍ମାର ସଦ୍ଗତି କାମନା କରି ଛାତ୍ରୀଛାତ୍ର…
ଭଞ୍ଜନଗର,୧୬ା୭(ବାବୁଲା ପ୍ରଧାନ): ବାଲେଶ୍ୱର କଲେଜ ଛାତ୍ରୀ ସୌମ୍ୟାଶ୍ରୀ ବିଶି ଆତ୍ମହତ୍ୟା ଘଟଣାକୁ ନେଇ ବିରୋଧୀ ଦଳଗୁଡ଼ିକ ବର୍ତ୍ତମାନ ଆନ୍ଦୋଳନକୁ ଜୋରଦାର କରିଛନ୍ତି। ଆଜି ବେଜେଡି ପକ୍ଷରୁ ବାଲେଶ୍ୱର ବନ୍ଦ ଡାକରା ଦେଇଛି। ଏଥିସହ ଭୁବନେଶ୍ୱରରେ ବିଜେଡି ପକ୍ଷରୁ ବଡ଼ଧରଣର ବିକ୍ଷୋଭ ପ୍ରଦର୍ଶନ…
ଜିଲାପାଳଙ୍କୁ ପୋକ ଲାଗିଥିବା ଛତୁଆ ଦେଖାଇଲେ ଲୋକେ, ସରକାର ଯେଉଁ ପୁଷ୍ଟିକର ଖାଦ୍ୟ ଦେଉଛନ୍ତି ସେଥିରେ…
ଖଜୁରୀପଡ଼ା,୧୬ା୭(ବିଦୁର ବେହେରା): କୋମଳ ମତି ଶିଶୁମାନଙ୍କର ପ୍ରାରମ୍ଭିକ ଶିକ୍ଷା ପାଇଁ ଅଙ୍ଗନଓ୍ବାଡ଼ି କେନ୍ଦ୍ର ସ୍ଥାପନ କରାଯାଇଛି। ଯେଉଁଥିରେ ଶିଶୁମାନଙ୍କର ମାନସିକ ଓ ଶାରୀରିକ ବୃଦ୍ଧି ସହିତ ଉତ୍ତମ ସ୍ବାସ୍ଥ୍ୟ ପାଇ ସରକାର ପୁଷ୍ଟିକର ଖାଦ୍ୟ ସହିତ ଛତୁଆ ଯୋଗାଇ ଦେଉଛନ୍ତି। ଅଙ୍ଗନଓ୍ବାଡ଼ି…
ରାସ୍ତା ସମ୍ପ୍ରସାରଣ କାର୍ଯ୍ୟରେ ବିଳମ୍ବ, ବଢୁଛି ଜନ ଅସନ୍ତୋଷ
ବୁଗୁଡ଼ା,୧୬ା୭(କାଳୀଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ସହରର ସୌନ୍ଦର୍ଯ୍ୟକରଣ ପାଇଁ ବିଭିନ୍ନ ପଦକ୍ଷେପ ନିଆଯାଇ କୋଟି କୋଟି ଟଙ୍କା ଖର୍ଚ୍ଚ କରାଯାଉଥିବା ବେଳେରାସ୍ତାର ସୌନ୍ଦର୍ଯ୍ୟକରଣ ସହ ଟ୍ରାଫିକ୍ ନିୟନ୍ତ୍ରଣ ପାଇଁ ରାସ୍ତାରେ ହୋଇଥିବା ଡିଭାଇଡର ବ୍ୟବସ୍ଥା ବର୍ଷବର୍ଷ ଧରି ଅଧାପନ୍ତରିଆ ରହିଥିବାରୁ…

