ଆମ ଜିଲା ଖବର

ମଝି ରାସ୍ତାରେ ଓଲଟିଲା କାର୍‌

ଖଜୁରିପଡ଼ା,୨୩ା୫ (ବିଦୁର ବେହେରା): ଖଜୁରିପଡ଼ା ଥାନା ଅନ୍ତର୍ଗତ ସମ୍ବରଡେଗାରେ ଏକ କାର୍‌ (ଓଡି୦୨ଏଓ୍ବାଇ ୬୮୩୩) ଭାରସାମ୍ୟ ହରାଇ ଓଲଟି ପଡ଼ିଛି। କାର୍‌ଟି ଗୁରୁବାର ରାତିରେ ଫୁଲବାଣୀ ଆଡୁ ଭୁବନେଶ୍ୱର ଅଭିମୁଖେ ଯାଉଥିଲା। ସକାଳେ ଅଞ୍ଚଳବାସୀ ଦେଖି ପୋଲିସକୁ ଖବର ଦେବା ପରେ…

ଚଞ୍ଚକତା କରି  ହାତେଇ ନେଇଥିଲେ ରାଶନ କାର୍ଡ, ଆଉ ଏବେ…

ଖଜୁରିପଡ଼ା,୨୩ା୫ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ରେ ଅନେକ ଅଯୋଗ୍ୟ ହିତାଧିକାରୀ ଚଞ୍ଚକତା କରି ରାଶନ କାର୍ଡ ହାତେଇ ନେଇଥିଲେ। ଯାହାକୁ ନେଇ ଖବର ପ୍ରକାଶ ପାଇବା ପରେ ବ୍ଲକ୍‌ ପ୍ରଶାସନ ତତ୍ପର ହୋଇ ଅଯୋଗ୍ୟ ହିତାଧିକାରୀଙ୍କୁ ଚିହ୍ନଟ କରି ସେମାନଙ୍କର ରାଶନ…

ଭାରତୀୟ ସୈନିକଙ୍କୁ ସମ୍ମାନ

ନୂଆପଡ଼ା,୨୩ା୫ (ମକାରୁ ବେମାଲ): ପହଲଗାମ୍‌ ଘଟଣାରେ ଭାରତୀୟ ସୈନିକଙ୍କୁ ସମ୍ମାନ ଜଣାଇ ଶୁକ୍ରବାର ନୂଆପଡ଼ାରେ ଭାରତୀୟ ଜନତା ପାର୍ଟି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ପ୍ରସନ୍ନ କୁମାର ପାଢୀଙ୍କ ନେତୃତ୍ୱରେ ତ୍ରିରଙ୍ଗା ବାଇକ୍‌ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା। ଏଥିରେ ବିଭିନ୍ନ ବର୍ଗର ସହସ୍ରାଧିକ…

ସ୍ବାମୀ ଚାଲିଯିବା ପରେ ବାପଘରୁ ଆଣିଥିବା ସମ୍ପତ୍ତିକୁ ଫେରାଇ ନେଲେ ବୋହୂ, ହୋଇଥିଲେ…

ଛତ୍ରପୁର,୨୩।୫(ଦିଲ୍ଲୀପ ସାମଲ): ବିବାହର ଦେଢ଼ ବର୍ଷ ପରେ ଚାଲିଗଲେ ସ୍ବାମୀ । ନିଜ ବାପଘରୁ ଆଣିଥିବା ସମ୍ପତ୍ତିକୁ ନେଇ ବାପଘରକୁ ଚାଲିଗଲେ ବୋହୂ। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ରମ୍ଭା ଥାନା ଅଧୀନ ମିଞ୍ଚିଣି ପାଟଣା ମେନ ରୋଡ଼ ଠାରେ।…

ବାଲୁକା କଳାରେ ଆତଙ୍କବାଦ ବନ୍ଦ ବାର୍ତ୍ତା

କର୍ଲାମୁଣ୍ଡା,୨୩ା୫(ପ୍ରଦୀପ କୁମାର ସାହୁ): ସମାଜର ଶୋଷକ ଗୋଷ୍ଠୀ ସୁରକ୍ଷିତ ଥିବାବେଳେ ପହଲଗାମ ହିଂସା ଭଳି ଘଟଣାରେ ଦେଶର ନିରୀହ ଜନତା ଆତଙ୍କବାଦର ଶିକାର ହେଉଛନ୍ତି। ଏହି ଆତଙ୍କବାଦକୁ ଏକ ପାଶବିକ ପ୍ରକୃତି ଭାବରେ ବାଲୁକା କଳା ମାଧ୍ୟମରେ ଚିତ୍ରଣ କରିଛନ୍ତି କଳାହାଣ୍ଡି…

ଘାରିଲା ରାତାରାତି ବଡ଼ଲୋକ ହେବାର ସ୍ବପ୍ନ : ବନ୍ଧାହେଲେ ୪ ଜଣ

ଭଞ୍ଜନଗର,୨୩।୫(ବାବୁଲା ପ୍ରଧାନ): ଗୋଟିଏ ପଟେ ବେକାରି ସମସ୍ୟା ବଢୁଛି। ଅନ୍ୟ ପଟେ ଅପରାଧ ମଧ୍ୟ ବଢୁଛି। ଏହିଭଳି ପରିସ୍ଥିତିରେ କିଛି ଲୋକ ବେନିୟମ ଭାବେ କମ ପରିଶ୍ରମ କରି ରାତାରାତି ବଡ଼ଲୋକ ହେବାର ସ୍ବପ୍ନ ଦେଖୁଛନ୍ତି, ପରେ ତାଙ୍କୁ ଅଧିକ ଲାଭ…

ଝିଅ ଦେଖିବାକୁ ଆସି ଜେଲ ଗଲେ ଯୁବକ: ଜାଣନ୍ତୁ ପୁରା ଘଟଣା…

ଛତ୍ରପୁର,୨୩ା୫(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧୀନ ପୁଟବଗଡ଼ ଗାଁରେ ଜଣେ ଯୁବତୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଅଭିଯୁକ୍ତ ଯୁବକଙ୍କୁ ପୋଲିସ ଗିରଫ କରିଛି। ସେ ହେଲେ ଛତ୍ରପୁର ଥାନା ଅଧୀନ ଜଗତପଲି ଗାଁର ଚକ୍ରପାଣି ପ୍ରଧାନ। ତାଙ୍କୁ କୋର୍ଟ…

ଆସୁଛି ବଡ଼ ବର୍ଷା, ଭାସିବ…

ଭୁବନେଶ୍ୱର,୨୩।୫: ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ଓ ଅନ୍ୟ ଆନ୍ତର୍ଜାତୀୟ ପାଣିପାଗ ମଡେଲ ଅନୁଯାୟୀ, ମେ’ ୨୦୨୫ରେ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିଝଡ଼ ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ଓଡ଼ିଶା ଉପକୂଳ ପ୍ରଭାବିତ ହେବାର ଅନୁମାନ କରାଯାଇଛି। ଏହି ଝଡ଼, ଯାହାର…

ଲିଙ୍ଗରାଜ ମନ୍ଦିରରେ ପଶିଗଲେ ଅଣହିନ୍ଦୁ

ଭୁବନେଶ୍ବର,୨୩।୫: ଶୁକ୍ରବାର ଲିଙ୍ଗରାଜ ମନ୍ଦିରରେ ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଲିଙ୍ଗରାଜ ମନ୍ଦିର ଭିତରକୁ ଜଣେ ଅଣହିନ୍ଦୁ ପଶି ଯାଇଥିଲେ। ମଧ୍ୟାହ୍ନ ସାଢ଼େ ୧୨ଟାରେ ମନ୍ଦିର ସିଂହଦ୍ୱାର ଦେଇ ଜଣେ ଅଣହିନ୍ଦୁ ମନ୍ଦିର ଭିତରକୁ ପଶିଯାଇଥିବା ସୂଚନା ମିଳିଛି। ଯୁବକ…

ଓଟିଇଟି ପରୀକ୍ଷା ତୁରନ୍ତ ପ୍ରତ୍ୟାହାର କର: ଆନ୍ଦୋଳନ ଧମକ ଦେଲା ପ୍ରାଥମିକ ଶିକ୍ଷକ ସଂଘ

ଭଞ୍ଜନଗର,୨୩।୫(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମିଳିତ ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ଶୁକ୍ରବାର ଓଟିଇଟି ପରୀକ୍ଷା ପ୍ରତ୍ୟାହାର ଦାବି ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସଚିବଙ୍କ ଉଦ୍ଧେଶ୍ୟରେ ଭଞ୍ଜନଗର ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରିଣୀ ଲୋପାମୁଦ୍ରା ରଥଙ୍କୁ ଏକ…

କୋଭିଡ୍‌କୁ ନେଇ ବଡ଼ ସୂଚନା ଦେଲେ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର,୨୩।୫: ରାଜ୍ୟରେ କୋଭିଡ଼ ସଂକ୍ରମଣକୁ ନେଇ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକଙ୍କ ପକ୍ଷରୁ ଶୁକ୍ରବାର ସୂଚନା ଦିଆଯାଇଛି। ବର୍ତ୍ତମାନ ଦେଖାଯାଉଥିବା କୋଭିଡ ସଂକ୍ରମଣକୁ ଲହର କୁହାଯାଇପାରିବ ନାହିଁ। ଦୁଇ ତିନିଟି ଲହର ପରେ ଏହା ସାଧାରଣ ଥଣ୍ଡା କାଶ ରୋଗ ପାଲଟିଛି। ମଝିରେ ମଝିରେ…

ମା’ଙ୍କ ପାଇଁ ଗଛଟିଏ ଲଗାନ୍ତୁ, ଜଳବାୟୁ ପରିବର୍ତ୍ତନ ରୋକନ୍ତୁ

ଦିଗପହଣ୍ଡି,୨୩।୫(ଅଶେଷ ନାଥ ମିଶ୍ର): କେନ୍ଦ୍ର ସରକାରଙ୍କ ଅମୃତ ଯୋଜନାରେ ସ୍ଥାନୀୟ ଏନଏସି କାର୍ଯ୍ୟାଳୟ ପକ୍ଷରୁ ମା’ଙ୍କ ପାଇଁ ଗଛଟିଏ ୩ ଦିନିଆ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। ବୃକ୍ଷ ଚାରା ରୋପଣ ପାଇଁ ସ୍ଥାନ ନିରୂପଣ କରାଯିବା ସହ ଯୋଜନାରେ ସାମିଲ କରାଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?