ଧସିଲା ଜଳସେଚନ ବିଭାଗର ସର୍ବପୁରାତନ କେନାଲ ବ୍ରିଜ୍, ଯାତାୟାତ ଠପ୍
ଜୟପୁର,୨୧।୨(ପବନ ପାଣିଗ୍ରାହୀ): ଜଳସେଚନ ବିଭାଗର ଏହି ସର୍ବପୁରାତନ କେନାଲ ବ୍ରିଜ ଧସିଯାଇଛି । ଫଳରେ ଜୟପୁର ସହରରୁ ବାରିଣୀପୁଟ ପଞ୍ଚାୟତର ଅନେକ ଗାଁକୁ ଯାତାୟତ ଠପ୍ ହୋଇଯାଇଛି । ଲୋକେ ରାସ୍ତାରେ ଅଟକି ରହିଥିବା ଦେଖାଯାଇଛି । ଘଟଣା ସ୍ଥଳରେ ଜୟପୁର…
ନାଣ୍ଡୁ ଆଣିଥିଲେ ବନ୍ଧୁକ, ଚଳାଇଲେ ଉତ୍କଳ କେଶରୀ
କଟକ,୨୧।୨(କାର୍ତ୍ତିକ ସାହୁ):କଟକ ମଧୁପାଟଣା ଥାନା ଅନ୍ତର୍ଗତ ନୂଆପଡ଼ା ଗୁଳିକାଣ୍ଡ ମାମଲାରେ କମିଶନରେଟ ପୋଲିସ ୫ଜଣଙ୍କୁ ଗିରଫ କରି ଶୁକ୍ରବାର କୋର୍ଟ ଚାଲାଣ କରିଛି। ଅଭିଯୁକ୍ତମାନେ ହେଲେ ହୁକୁ ଓରଫ ଉତ୍କଳ କେଶରୀ ପଶାୟତ (୩୦), ନାଣ୍ଡୁ ଓରଫ ଅଭିଜିତ ମହାନ୍ତି (୨୫),…
ଦେବଗଡରେ ବୁଲା କୁକୁର ଆତଙ୍କ, ଯାହାକୁ ଦେଖୁଛି….
ଦେବଗଡ,୨୧ା୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ସହରରେ କୁକୁର ଆତଙ୍କ । ବୁଲା କୁକୁର ଲୋକଙ୍କୁ ଗୋଡାଇ ଗୋଡାଇ କାମୁଡୁଥିବା ନେଇ ଅଭିଯୋଗ ହୋଇଛି । ଛୋଟ ଛୁଆଠୁ ଆରମ୍ଭ କରି ବଡ଼ ଲୋକଙ୍କୁ ବି କାମୁଡି ଥିବା ନଜରକୁ ଆସିଛି ।…
ଫେବୃଆରୀ ୨୮ ସୁଦ୍ଧା ଧାନ ନ ଉଠିଲେ ଆନ୍ଦୋଳନ: ଧମକ ଦେଲେ ଚାଷୀ
ପଦ୍ମପୁର,୨୧ା୨(ପ୍ରଦୀପ୍ତ ଦାଶ):ପଦ୍ମପୁର ଉପଖଣ୍ଡରେ ମଣ୍ଡି ଖୋଲିବାର ୩ ମାସ ବିତିଯାଇଛି। ମାତ୍ର ଏବେ ବି ଚାଷୀ ମଣ୍ଡିରେ ଡେରାପକାଇ ସେମାନଙ୍କ ଧାନ କେବେ ଉଠିବ ସେହି ଚିନ୍ତାରେ ଦିନ ଗଣୁଛନ୍ତି। ଉପଖଣ୍ଡ ଯୋଗାଣ ଅଧିକାରୀ ସନ୍ତୋଷ କୁମାର ପଧାନଙ୍କ କହିବା ଅନୁଯାୟୀ,…
ଆଗ ଥଇଥାନ, ପରେ ଉଚ୍ଛେଦ: ଜବରଦଖଲ ଉଚ୍ଛେଦକୁ ନେଇ ବଢିଲା ଅସନ୍ତୋଷ
ବରଗଡ଼,୨୧।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ପୌର ପରିଷଦ ଅଧୀନ ବିଭିନ୍ନ ୱାର୍ଡରେ ପର୍ଯ୍ୟାୟକ୍ରମେ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଚାଲିଛି। ଏହି ଉଚ୍ଛେଦ ପ୍ରକ୍ରିୟାରେ ବଡ଼ବଡ଼ିଆଙ୍କଠାରୁ ଅଧୀକ ଗରିବ ଶ୍ରେଣୀର ଲୋକେ ପ୍ରଭାବିତ ହେଉଛନ୍ତି। ଉଚ୍ଛେଦ ପରେ ଜୀବିକା ଉଜୁଡ଼ି ଯାଉଥିବାବେଳେ ପରିବାର ପୋଷଣ ସେମାନଙ୍କ…
ନାବାଳିକା ଛାତ୍ରୀଙ୍କୁ ଅଧ୍ୟାପକଙ୍କ ପ୍ରେମ ନିବେଦନ, ଅଡିଓ ଭାଇରାଲ୍ ପରେ ଚହଳ, ଥାନାରେ…
ଠାକୁରମୁଣ୍ଡା,୨୦ା୨(ତାରାକାନ୍ତ ପଟ୍ଟନାୟକ)- ଠାକୁରମୁଣ୍ଡା ଥାନା ଅଧୀନ ଏକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜଣେ ନାବାଳିକା ଛାତ୍ରୀଙ୍କୁ ଜଣେ ଅଧ୍ୟାପକ ପ୍ରେମ ନିବେଦନ ସହ ଶାରୀରିକ ସମ୍ପର୍କ ପାଇଁ ପ୍ରବର୍ତ୍ତାଉଥିବା ଅଡିଓ ଭାଇରାଲ୍ ହେବା ପରେ ଚହଳ ପଡ଼ିଛି। ଏନେଇ ଗତ ୧୭…
କାମ ସାରି ଫେରିବା ବେଳେ ଖଣ୍ଡା-କାତିରେ ଆକ୍ରମଣ କରି ହତ୍ୟା, ୮ଜଣଙ୍କୁ ଆଜୀବନ କାରାଦଣ୍ଡରେ…
ଛତ୍ରପୁର,୨୦ା୨(ଦିଲୀପ ସାମଲ)- ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଦୟାପଲ୍ଲୀ ଗ୍ରାମର ୨୦୧୨ର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଶୁକ୍ରବାର ପ୍ରକାଶ ପାଇଛି। ଛତ୍ରପୁର ଅତିରିକ୍ତ ଜିଲା ଦୌରାଜଜ୍ ପ୍ରଦୀପ ସାମଲ ଏହି ମାମଲାର ବିଚାର କରି ୮ ଅଭିଯୁକ୍ତଙ୍କୁ ଦୋଷୀ…
ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…
ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ ହେଉଥିବା ଖବର ପାଇ ଗୋ-ସୁରକ୍ଷା ସମିତିର ସଦସ୍ୟମାନେ ଚଢ଼ାଉ କରିବା ସହ ଥାନା…
ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ
ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି। ନାରୀ ସୁରକ୍ଷିତ ହେଲେ ସମାଜ ସୁରକ୍ଷିତ ହେବାର ବାର୍ତ୍ତାକୁ ନେଇ ଗତ ୫…
ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ
ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା ଜଣକ ହେଲେ କଇଠଖଣ୍ଡି ଗ୍ରାମ ପନ୍ଦରା ସାହିର ସ୍ବର୍ଗତ ସାରଥୀ ଗୌଡ଼ଙ୍କ ସ୍ତ୍ରୀ…
ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ
ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ. ଓଡ଼ି ୦୨ ବିକେ -୫୨୭୭) ଓଲଟି ପଡିବାରୁ ଟ୍ରକ୍ ଚାଳକ ଗୁରୁତର ଆହାତ…
ମୋହନାରେ ନୂତନ ଥାନା ଅଧିକାରୀ
ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ ବସନ୍ତ ସେଠୀଙ୍କୁ ଗୁରାଣ୍ଡି ଥାନାକୁ ବଦଳି ହୋଇଛି। ପାତ୍ର ଗଞ୍ଜାମ ଜିଲା ଖଲିକୋଟ,…
Archives


