ମହିଳା ଥାନାରୁ ଚମ୍ପଟ ମାରିଥିଲେ ବଳାତ୍କାର ଅଭିଯୁକ୍ତ: ବେଙ୍ଗାଲୁରୁରୁ ଗିରଫ
ଭୁବନେଶ୍ୱର,୭।୮: କମିଶନରେଟ ପୋଲିସ ଶୁକ୍ରବାର ଭୁବନେଶ୍ୱର ମହିଳା ଥାନାରୁ ଚମ୍ପଟ ମାରିଥିବା ବଳାତ୍କାର ଅଭିଯୁକ୍ତଙ୍କୁ ବେଙ୍ଗାଲୁରୁରୁ ଗିରଫ କରିଛି। ମିଳିଥିବା ସୂଚନା ମୁତାବକ, ଜଳଖିଆ ଖାଇବା ବାହାନାରେ ଭଦ୍ରକ ଅଞ୍ଚଳର ଜଣେ ଅଭିଯୁକ୍ତ ମହିଳା ଥାନାରୁ ଚମ୍ପଟ ମାରିଥିଲେ। ଏନେଇ କମିଶନରେଟ…
ଜିଲା ଶିକ୍ଷାଧିକାରୀ କାର୍ଯ୍ୟାଳୟ ସମ୍ମୁଖରେ ଶିକ୍ଷକ-କର୍ମଚାରୀଙ୍କ ପ୍ରତିବାଦ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…
କୋରାପୁଟ,୭ା୮(ଅମିତାଭ ବେହେରା): ଓଡ଼ିଶା ସ୍କୁଲ-କଲେଜ ଶିକ୍ଷକ କର୍ମଚାରୀ ସମନ୍ବୟ ସମିତି ପକ୍ଷରୁ ଶୁକ୍ରବାର କୋରାପୁଟ ଜିଲା ଶିକ୍ଷାଧିକାରୀ କାର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଥିଲା। ସମିତିର ଆବାହକ ତଥା ଜିଲା ଓଷ୍ଟା ସମ୍ପାଦକ ଅଶୋକ କୁମାର ପଟ୍ଟନାୟକଙ୍କ ନେତୃତ୍ୱରେ ଶିକ୍ଷକ…
ଚାଲିଥିଲା ଗଞ୍ଜେଇ କାରବାର, ମହିଳାଙ୍କ ସମେତ ୨ ଜଣଙ୍କୁ ଗିରଫ କରି…
ଖୋର୍ଦ୍ଧା,୭ା୮(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଶିଳ୍ପାଞ୍ଚଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଚୋରା ଚାଲାଣକାରୀଙ୍କୁ ଧରିବାରେ ସଫଳ ହୋଇଛି। ଗଡ଼ଖୋର୍ଦ୍ଧାସ୍ଥିତ ଗଡ଼ ଚଣ୍ଡିମନ୍ଦିର ନିକଟରେ ଚଢ଼ାଉ କରି ଏକ ବୋଲେରୋ ପିକ୍ଅପ୍ର ଗୁପ୍ତ ଚାମ୍ବରରୁ ୧୦୯ କେଜି ଗଞ୍ଜେଇ ଜବତ କରିଛି।…
ସାମାଜିକ ଦାୟିତ୍ୱବୋଧ, ସ୍ବଚ୍ଛତା ଆପଣାଇବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ
ଦିଗପହଣ୍ଡି,୭ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ଗ୍ରାମସ୍ଥିତ ସେବାନନ୍ଦ ସରସତୀ ଡିଗ୍ରୀ କଲେଜ ଜାତୀୟ ସେବା ଯୋଜନା (NSS) କୋ-ୟୁନିଟ୍ ପକ୍ଷରୁ ଶୁକ୍ରବାର ‘ସ୍ବଚ୍ଛତା ପଖଓ୍ବାଡା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଆୟୋଜିତ ସଚେତନତା ସଭାରେ କଲେଜର ଭାରପ୍ରାପ୍ତ…
ଦେଶୀ ମଦରେ ଅପମିଶ୍ରଣ ଅଭିଯୋଗ:ନିରପେକ୍ଷ ତଦନ୍ତ ଦାବି କଲା କଂଗ୍ରେସ
ଭଞ୍ଜନଗର, ୭।୮ (ବାବୁଲା ପ୍ରଧାନ):ଗଞ୍ଜାମ ଜିଲାର ବିଭିନ୍ନ ଦେଶୀ ମଦ ଭାଟିରେ ଅପମିଶ୍ରିତ ଓ ନକଲି ମଦ ପ୍ରସ୍ତୁତ ହେଉଥିବା ନେଇ ଗଞ୍ଜାମ ଜିଲା କଂଗ୍ରେସ (ପଶ୍ଚିମ) ସାଂଗଠନିକ ଜିଲା ପକ୍ଷରୁ ଭଞ୍ଜନଗରରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଗୁରୁତର ଅଭିଯୋଗ…
ରାସ୍ତାକଡ଼ରେ ଗର୍ଜନ କରୁଥିଲା ୧୨ ଫୁଟ ଲମ୍ବର ଅହିରାଜ, ଯୁବକ ଦେଖିବା ପରେ…
ଦିଗପହଣ୍ଡି,୭ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ୩ ନଂ ଓ୍ବାର୍ଡ ପିଏଚ୍ଡି ରୋଡ୍ କେନାଲ କଡ଼ ମୋବାଇଲ ଟାଓ୍ବାର ନିକଟରୁ୍ ପ୍ରାୟ ୧୨ ଫୁଟ ଲମ୍ବର ଏକ ଅହିରାଜ ସାପକୁ ସ୍ନେକ୍ ହେଲ୍ପ ଲାଇନ ସଦସ୍ୟ ଉଦ୍ଧାର କରି…
ପାଣି ଘେରରେ ତେରେସିଂହା ବସ୍ତି ସ୍କୁଲ-ଅଙ୍ଗନବାଡି କେନ୍ଦ୍ର: ଅସ୍ବାସ୍ଥ୍ୟକର ପରିବେଶରେ ଚାଲିଛି ପାଠପଢା
କର୍ଲାମୁଣ୍ଡା,୭।୮(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଳକର ତେରେସିଂହା ଗ୍ରାମରେ ଥିବା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ନାହିଁ ନ ଥିବା ଅସୁବିଧା ଦେଖିବାକୁ ମିଳୁଛି I ବିଦ୍ୟାଳୟ ପରିସରରେ ପାଣି ଜମି ରହୁଥିବା ଦେଖାଯାଇଛି l ଏହି ସମସ୍ୟା ପ୍ରତିବର୍ଷ ହେଉଥିବାବେଳେ…
ପଥରକୁ ଧକ୍କା ଦେଇ ରାସ୍ତା ତଳକୁ ଖସିଲା ଫାଇବର ବୋଝେଇ ପିକ୍ଅପ୍
ମୋହନା,୭ା୮(ମନ୍ମଥ ମିଶ୍ର): ପୁଣି ଭୀମଦଲି ଘାଟିରେ ଭାରସାମ୍ୟ ହରାଇ ଏକ ପଥରକୁ ଧକ୍କା ଦେଇ ରାସ୍ତା ତଳକୁ ଖସିପଡ଼ିଛି ପିକ୍ଅପ୍। ଦୁର୍ଘଟଣାରେ ଡ୍ରାଇଭର ଆହତ ହୋଇଥିବା ବେଳେ ସ୍ଥାନୀୟ ଲୋକଙ୍କ ଦ୍ୱାରା ଉଦ୍ଧାର କରାଯାଇ ବିରିକୋଟ ମେଡିକାଲରେ ଭର୍ତ୍ତି କରାଯାଇଛି। ସୂଚନାନୁଯାୟୀ,…
ଗଞ୍ଜାମ ମହାବିଦ୍ୟାଳୟ ୫୮ ତମ ସ୍ବର୍ଣ୍ଣକ୍ଷେତ୍ର ସମାରୋହ: ନୂତନ ସମିଳନୀ କକ୍ଷ ଶୁଭାରମ୍ଭ କଲେ ବିଧାୟକ, ୮ ଛାତ୍ରୀଛାତ୍ରଙ୍କୁ…
ଗଞ୍ଜାମ, ୭।୮(ବିଦ୍ୟାଧର ସାହୁ ): ଗଞ୍ଜାମ କଲେଜକୁ ପୂରିଛି ୫୮ ବର୍ଷ । ଏହି ଅବସରରେ ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କଲେଜ ପରିସରରେ ଥିବା ନୂତନ ସମିଳନୀ କକ୍ଷର ଶୁଭାରମ୍ଭ କରିଥିଲେ…
ଛାତ୍ରୀଛାତ୍ରଙ୍କୁ ସଫା କରିବାକୁ ଦିଆଯାଉଛି ଘାସ, ଶୌଚାଳୟ: ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ଘେରିଲେ ଅଭିଭାବକ, ବଦଳି ପାଇଁ ଜୋର୍ଧରିଲା…
ଛତ୍ରପୁର, ୭।୮(ଦିଲ୍ଲୀପି ସାମଲ /ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପୌର ପରିଷଦର ଜି. ଏନ. ପାଲମ୍ମା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଅବ୍ୟବସ୍ଥା ଘେରରେ ଚାଲିଛି ପାଠପଢା । ଛାତ୍ରୀଛାତ୍ରମାନଙ୍କୁ ଘାସ ସହିତ ଲାଟିନ୍ ଟାଙ୍କି ସଫା କରିବାକୁ କହି ପ୍ରଧାନ…
ଜିଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଧାରଣାରେ ବସିଲେ ଶିକ୍ଷକ
ବଲାଙ୍ଗୀର,୭ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଓଡ଼ିଶା ସ୍କୁଲ-କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ବୟ କମିଟି ପକ୍ଷରୁ ଶୁକ୍ରବାର ବିଭିନ୍ନ ଦାବି ନେଇ ଜିଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟଠାରେ ଧାରଣା ଦିଆଯାଉଛି। ଜିଲାପାଳଙ୍କ ଜରିଆରେ ରାଜ୍ୟ ସରକାରଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି।…
କାହିଁକି ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା କରିଥିଲେ ୩ ଅଭିଯୁକ୍ତ? ବଡ଼ ଖୁଲାସା କଲେ…
ଭବାନୀପାଟଣା,୭।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମ କର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ବାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ହତ୍ୟା ଘଟଣାରେ ପୋଲିସ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ଡମ କର୍ଲାଖୁଣ୍ଟା…

