ଆମ ଜିଲା ଖବର

ଦାବି ପୂରଣ ନ ହେଲେ ୧୫ ଦିନରେ…

କେସିଙ୍ଗା,୧୮।୫(ତୁମେଶ୍ବର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ ସଚେତନ ନାଗରିକ ମଞ୍ଚ ପକ୍ଷରୁ ୧୦ ଦଫା ଦାବିନେଇ ଜିଲାପାଳଙ୍କ ଉଦ୍ଦେଶ୍ୟରେ ଶନିବାର ଦିଆଯାଇଛି। ଏନଏସିର କାର୍ଯ୍ୟ ନିର୍ବାହୀ ଅଧିକାରୀ ଓ ଆଇ ଆଇଦ୍‌ସି କେସିଙ୍ଗାଙ୍କ ଜରିଆରେ ଏହି ଦାବିପତ୍ର ପ୍ରଦାନ କରାଯାଇଛି।…

ପ୍ରଶାସନିକ ଅବହେଳା: ଉଜୁଡ଼ିଲାଣି ପନିପରିବା ଚାଷ, ଦୁର୍ଦ୍ଦଶା ଭୋଗୁଛନ୍ତି ଟୁପାପଡ଼ାର ମିଶ୍ରିତ ଚାଷୀ

ଅତାବିରା, ୧୮।୫(ଯୁଧିଷ୍ଠିର ମହାପାତ୍ର): ଚାଷୀ କେତେ କଷ୍ଟକରି ଫସଲ ଉତ୍ପାଦନ କରୁଛି। ହେଲେ କେତେବେଳେ ପ୍ରାକୃତିକ ବିପର୍ଯ୍ୟୟ ତ କେତେବେଳେ ଅଦିନିଆ ଝଡବତାସ ଏବଂ ପ୍ରଶାସନିକ ଅଧିକାରୀଙ୍କ ଅବହେଳାରୁ ଫସଲ ଉଜୁଡି ଯାଉଛି। ଏପରି ଏକ ଘଟଣା ଶନିବାର ଦେଖିବାକୁ ମିଳିଛି…

୧୦ ଦିନ ହେଲା ପାନୀୟ ଜଳ ପ୍ରକଳ୍ପ ଅଚଳ: ଗ୍ରାମବାସୀ ହନ୍ତସନ୍ତ

ଲୋଇସିଂହା,୧୭।୫(ସୁଶାନ୍ତ ବାରିକ)ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଅନ୍ତର୍ଗତ ବୁର୍ଡା ଗ୍ରାମର ପାନୀୟ ଜଳ ପ୍ରକଳ୍ପ ଗତ ୧୦ ଦିନ ହେଲା ବନ୍ଦ ରହିଛି। ଏହା ମରାମତି ହେଉ ନ ଥିବାରୁ ପିଇବା ପାଣି ପାଇଁ ଗ୍ରାମବାସୀ ହନ୍ତସନ୍ତ ହେଉଛନ୍ତି । ଫାସଡସ୍ଥିତ…

ଭଲିବଲ ଟୁର୍ନାମେଣ୍ଟ: ଯୋଗଦେଲେ ୧୧ ଦଳ

କର୍ଲାମୁଣ୍ଡା:୧୭।୫(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜଲା କର୍ଲାମୁଣ୍ଡା ବ୍ଲକ ରିଞ୍ଜା ଯୁବ ସଙ୍ଗଠନ ପକ୍ଷରୁ ରାତ୍ରିକାଳୀନ ଭଲିବଲ ଟୁର୍ନାମେଣ୍ଟ ଶନିବାର ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି ଭାବେ ରିଞ୍ଜା ସରପଞ୍ଚ ପୂର୍ଣ୍ଣମି ମାଝୀ, ସମ୍ମାନିତ ଅତିଥି ଭାବେ ଓଡିଶା…

ଲେଭଲ କ୍ରସିଂରେ ଫସି ରହିଲା ହାଇୱା

ଧର୍ମଶାଳା,୧୭ା୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ହରିଦାସପୁର-ଗଡ଼ମଧୁପୁର ରେଳଷ୍ଟେଶନ ମଧ୍ୟସ୍ଥ ଏକ ଲେଭଲ କ୍ରସିଂରେ ଶନିବାର ଏକ ଚିପ୍ସ ବୋଝେଇ ହାଇୱା ଏକ ଘଣ୍ଟା ଧରି ଫସି ରହିଛି। ଗାଡ଼ି ଖରାପ ହୋଇଯିବାରୁ ଲେଭଲ କ୍ରସିଂ ପାରି ହୋଇ ପାରି ନ…

ଭାଇବୋହୂଙ୍କୁ ବଳାତ୍କାର ଉଦ୍ୟମ, ଦେଢ଼ଶୂର ଗିରଫ

ପାଣିକୋଇଲି,୧୭ା୫(ବିକାଶ ମଲ୍ଲିକ): ଯାଜପୁର ଜିଲା ପାଣିକୋଇଲି ଥାନା ଅଞ୍ଚଳରେ ଭାଇବୋହୂଙ୍କୁ ଦେଢ଼ଶୂର ବଳାତ୍କାର ଉଦ୍ୟମ କରିଛନ୍ତି। ଏନେଇ ଥାନାରେ ଅଭିଯୋଗ ହେବାପରେ ପୋଲିସ ଶନିବାର ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ମହିଳାଙ୍କ ସ୍ବାମୀଙ୍କ ଅନୁପସ୍ଥିତିର ସୁଯୋଗରେ ଦେଢ଼ଶୂର ତାଙ୍କ…

ଲକ୍ଷ୍ମୀ ବସ୍‌- କାର ମୁହାଁମୁହିଁ ଧକ୍କା: କାର ଚାଳକ ମୃତ, ୧୫ ଗୁରୁତର

ଖଲ୍ଲିକୋଟ,୧୭।୫(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ କନ୍ଦିଗାଁ କାକୁଡ଼ିଆ ବନ୍ଧ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଲକ୍ଷ୍ମୀ ବସ୍‌ ଏବଂ କାର ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ କାର ଚାଳକଙ୍କ…

ଆକ୍ରମଣ କରିବା ପଡ଼ିଲା ମହଙ୍ଗା: ଜେଲ ଗଲେ ବାପ-ପୁଅ

ଦିଗପହଣ୍ଡି,୧୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ ଗାଁର ସୀମାଞ୍ଚଳ ସେଠୀ ଏବଂ ତାଙ୍କ ପୁଅ ଭବାନୀ ଶଙ୍କର ସେଠୀଙ୍କୁ ଶନିବାର କେ.ନୂଆଗାଁ ଥାନା ନୂଆପଡ଼ା ଫାଣ୍ଡି ଅଧିକାରୀ ଏସ.ଆଇ ଜଗବନ୍ଧୁ ବାର୍ଲା ଗିରଫ କରି କୋର୍ଟ ଚାଲାଣ…

ଫୁଲ ତୋଳିବାକୁ ନେଇ ୨ଗାଁ ମଧ୍ୟରେ ସଂଘର୍ଷ

ଛତ୍ରପୁର,୧୭ା୫(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ଗଞ୍ଜାମ ଜ଼ିଲା ଚମାଖଣ୍ଡି ଥାନା ଅନ୍ତର୍ଗତ ଯଜ୍ଞଶାଳ ଗ୍ରାମ ନିକଟ ଏକ ବିବାଦୀୟ ଜମିରୁ ଶନିବାର କିଆଫୁଲ ତୋଳିବାକୁ ନେଇ ୨ଗାଁ ମଧ୍ୟରେ ସଂଘର୍ଷ ହୋଇଛି। ସିନ୍ଦୁରାପିଲ୍ଲୀ ଓ ଯଜ୍ଞଶାଳ ଗ୍ରାମର ଦୁଇ ଗୋଷ୍ଠୀ ମଧ୍ୟରେ ହୋଇଥିବା…

କରୋନାକୁ ନେଇ କୌଣସି ଭୟଭୀତ ହେବାର କାରଣ ନାହିଁ: ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର,୧୭।୫: ଏସିଆ ମହାଦେଶର ଥାଇଲାଣ୍ଡ, ହଂକଂ ଏବଂ ସିଙ୍ଗାପୁରରେ ପୁଣି ଥରେ କରୋନା ସଂକ୍ରମଣ ବ୍ୟାପିବାରେ ଲାଗିଛି। ଏହି ସ୍ଥାନଗୁଡିକରେ ନୂତନ କରୋନା ରୋଗୀ ଚିହ୍ନଟ ହୋଇଥିବା ବେଳେ ରୋଗୀଙ୍କ ସଂଖ୍ୟା ହଠାତ୍‌ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି…

ଆସିଲା କଂଗ୍ରେସ ପଦାଧିକାରୀଙ୍କ ତାଲିକା: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ…

ଭୁବନେଶ୍ୱର,୧୭।୫: ଅଲ୍‌ ଇଣ୍ଡିଆ କଂଗ୍ରେସ କମିଟି ପକ୍ଷରୁ ଶନିବାର ରାଜ୍ୟର ବିଭିନ୍ନ ପଦାଧିକାରୀଙ୍କ ତାଲିକା ଜାରି କରାଯାଇଛି। ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି କୋଷାଧ୍ୟକ୍ଷ ଭାବେ ସିଦ୍ଧାର୍ଥ ସ୍ବରୁପ ଦାସଙ୍କୁ ଦାୟିତ୍ୱ ଦିଆଯାଇଛି। ସେହିପରି ୭ଜଣ ଉପସଭାପତି, ୧୦ ସାଧାରଣ ସମ୍ପାଦକ,…

ବିବାହ ନିମନ୍ତ୍ରଣ କାର୍ଡ ବାଣ୍ଟି ଘରକୁ ଫେରୁଥିଲେ, ବାଟରେ ଧକ୍କା ଦେଲା ବସ୍‌; ଚାଲିଗଲା ଜଣଙ୍କ ଜୀବନ, ଆଉ…

ଆର୍‌.ଉଦୟଗିରି,୧୭।୫(ମନ୍ମଥ ମିଶ୍ର): ବିବାହ ନିମନ୍ତ୍ରଣ କାର୍ଡ ଦେଇ ଘରକୁ ଫେରୁଥିଲେ। ଧକ୍କା ଦେଲା ଘରୋଇ ବସ୍‌। ଦୁର୍ଘଟଣାରେ ଘଟଣାସ୍ଥଳରେ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୨ ଜଣ ଗୁରୁତର ହୋଇଛନ୍ତି। ମୃତକ ଜଣକ ଆର.ଉଦୟଗିରି ଥାନା ଅନ୍ତର୍ଗତ ଛେଳିଗଡ଼ ନିକଟସ୍ଥ କୁଲା ପଥର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?