ଆମ ଜିଲା ଖବର

ଶୋଭାଯାତ୍ରାରେ ବାହାରି ସହର ପରିକ୍ରମା କଲେ ଦିବ୍ୟାଙ୍ଗ ଛାତ୍ରୀଛାତ୍ର

ପାଟଣା,୩।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଶନିବାର ଆନ୍ତର୍ଜାତିକ ଭିନ୍ନକ୍ଷମ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭିନ୍ନକ୍ଷମ ଛାତ୍ରୀଛାତ୍ରଙ୍କୁ ନେଇ ଏକ ଶୋଭାଯାତ୍ରା ବାହାରି ସହର ପରିକ୍ରମା କରାଯାଇଥିଲା। ଏଥିରେ ଦିବ୍ୟାଙ୍ଗଙ୍କ...

ସରକାରୀ ଗୋଚର ଜମିରେ ବେଆଇନ ଗୃହ ଉଚ୍ଛେଦ

ମହାକାଳପଡ଼ା,୩।୧୨(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ବିଜୟନଗର ଗ୍ରାମ ଶାସନପଡ଼ାରେ ସରକାରୀ ଗୋଚର ଜମିରେ ବେଆଇନ ଭାବେ ନିର୍ମାଣ ହୋଇଥିବା ଗୃହକୁ ଉଚ୍ଛେଦ କରିବା ନେଇ ଗ୍ରାମବାସୀ ଉଚ୍ଚ ନ୍ୟାୟାଳୟରେ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତିଭୂମି ଉଚ୍ଚ ନ୍ୟାୟାଳୟ...

ସମିତି ସଭ୍ୟାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ମାର୍ଶାଘାଇ,୩।୧୨(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲକ ଦୁମୁକା ପଞ୍ଚାୟତ ସମିତି ସଭ୍ୟା ଗୀତା ପ୍ରଧାନଙ୍କ ଝୁଲନ୍ତା ମୃତଦେହ ପୋଲିସ ଶନିବାର ଜବତ କରିଛି। ଆତ୍ମହତ୍ୟାର ପ୍ରକୃତ କାରଣ ଜଣାପଡି ନ ଥିବା ବେଳେ ମାର୍ଶାଘାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ...

ଅମରି ଲଟାରେ ପରିପୂର୍ଣ୍ଣ ମସିଣା ଡ୍ୟାମ

ଲାଠୋର,୩ା୧୨(ଡ଼ି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ କରୁଆଝର ପଞ୍ଚାୟତ ଅଧୀନ ମସିଣା ଗ୍ରାମରେ ରହିଥିବା ଡ୍ୟାମ(ବନ୍ଧ) ବର୍ତ୍ତମାନ ମାଟି ଢିପ ଏବଂ ଅମରି ଲଟାରେ ପରିପୂର୍ଣ୍ଣ ହୋଇରହିଛି। ଦୀର୍ଘ ବର୍ଷ ହେଲା ପଙ୍କ ଉଦ୍ଧାର ହୋଇ ନ ଥିବା ଯୋଗୁ...

ଦୁର୍ଗମ ଅଞ୍ଚଳରେ ଆଦିବାସୀଙ୍କ ଅଭିଶପ୍ତ ଜୀବନ

ଭବାନୀପାଟଣା,୩।୧୨(ସ୍ବ.ପ୍ର.): ଦୁର୍ଗମ ଅଞ୍ଚଳ ଆଦିବାସୀମାନେ କିଭଳି ମୁଖ୍ୟସ୍ରୋତରେ ସାମିଲ ହେବେ, ସରକାରୀ ଯୋଜନାର କିଭଳି ଲାଭ ପାଇବେ, କିଭଳି ବିକାଶ ହେବ ସେ ନେଇ ସ୍ବତନ୍ତ୍ର ଯୋଜନା ପ୍ରସ୍ତୁତ କରି କୋଟି କୋଟି ଟଙ୍କା ଖର୍ଚ୍ଚ କରାଯାଇଛି। ହେଲେ ଆଜି...

କୁଚିଣ୍ଡା ଉପଖଣ୍ଡ: ଧାନକିଣା ଆରମ୍ଭରୁ ଅବ୍ୟବସ୍ଥା

କୁଚିଣ୍ଡା,୩ା୧୨(ଡି.ଏନ.ଏ.): ସମ୍ବଲପୁର ଜିଲା କୁଚିଣ୍ଡା ଉପଖଣ୍ଡର ୯ଗୋଟି ଲ୍ୟାମ୍ପ୍ସ ଓ ଗୋଟିଏ ମହିଳା ଏସ୍‌ଏଚ୍‌ଜି ଦ୍ୱାରା ବୁଧବାର ଖରିଫ ଧାନକିଣା ଆରମ୍ଭ ହୋଇଛି। କୁଚିଣ୍ଡା ସହକାରୀ ନିବନ୍ଧକଙ୍କ ପ୍ରତ୍ୟକ୍ଷ ନିୟନ୍ତ୍ରଣରେ ଥିବା କୁଚିଣ୍ଡା ଓ ଜମନକିରା ବ୍ଲକର ୭ଗୋଟି ମଣ୍ଡି...

ବରଗଡ଼ ଧନୁଯାତ୍ରା: ଗୋପପୁରରେ ଶୁଭଧ୍ବଜା ସ୍ଥାପିତ

ବରଗଡ ଅଫିସ,୩।୧୨: ବରଗଡ଼ ଧନୁଯାତ୍ରା ପାଇଁ ଗୋପପୁରରେ ଶୁଭଧ୍ୱଜା ସ୍ଥାପିତ ହୋଇଛି। ଶୁକ୍ରବାର ଅପରାହ୍ନ ୩ଟାରେ ଅମ୍ବାପାଲିର ଦେବୀ ମାଁ ସମଲେଶ୍ୱରୀଙ୍କଠାରେ ରୀତିନୀତି ଅନୁସାରେ ପୂଜାର୍ଚ୍ଚନା କରାଯିବା ପରେ ଏକ ସାଂସ୍କୃତିକ ଶୋଭାଯାତ୍ରା ବାହାରି ଗୋପପୁର ଗାଁର ସମସ୍ତ ଛୋଟବଡ଼...

ବିଦେଶୀ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବାକୁ ହୋଇଛି ବ୍ୟବସ୍ଥା

ସୁନାବେଡ଼ା/ସେମିଳିଗୁଡ଼ା,୩ା୧୨(ସ୍ବ.ପ୍ର.): ପ୍ରାକୃତିକ ସୌନ୍ଦର୍ଯ୍ୟରେ ପରିପୂର୍ଣ୍ଣ କୋରାପୁଟ ଜିଲା। ସେମିଳିଗୁନା ବ୍ଲକ ଅନ୍ତର୍ଗତ ଦୁଧାରି ପଞ୍ଚାୟତର ପୁଟସିଲ ଓ ଫୁଲବନ୍ଧ ମଧ୍ୟରେ ଥିବା ପର୍ବତ ହେଉଛି ଗିର୍ଲିମାଳି। ଏହାର ପ୍ରାକୃତିକ ସୌନ୍ଦର୍ଯ୍ୟ ଦୃଷ୍ଟିରୁ ଓଡ଼ିଶା ସରକାର ଗତବର୍ଷ ଏହାକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା...

ବିଡିଓଙ୍କ ନାଁରେ କୋର୍ଟରେ ମାମଲା ଦାଏର କଲେ ବ୍ଲକ ଅଧ୍ୟକ୍ଷା

ଗୁଣପୁର,୩ା୧୧(ଡି.ଏନ୍‌.ଏ.): ଗୁଣପୁର ବିଡିଓ ଶାନ୍ତିପ୍ରଭା ପ୍ରଧାନଙ୍କ ନାମରେ ବ୍ଲକ ଅଧ୍ୟକ୍ଷା ଝିଲି ଶବର କୋର୍ଟରେ ଶୁକ୍ରବାର ମାମଲା ଦାୟର କରିଛନ୍ତି। ଏ ନେଇ ଗୁଣପୁର ଏସଡିଜେଏମ୍‌ଙ୍କ କୋର୍ଟରେ ୱାନ୍‌ ସିସି ୨୮/୨୨, ଦଫା ୫୦୦, ୫୦୩, ୫୦୬ରେ ମାମଲା ରୁଜୁ...

ଶିକ୍ଷକଙ୍କ ଲମ୍ବା ଛୁଟି ତଥ୍ୟ ପୁନଃ ମାଗିଲେ ଗଣଶିକ୍ଷା ବିଭାଗ ଅତିରିକ୍ତ ସଚିବ

ନବରଙ୍ଗପୁର,୩।୧୨(ବି.ପ୍ର.): ନବରଙ୍ଗପୁର ଜିଲାରେ କେତେଜଣ ଶିକ୍ଷକ ଲମ୍ବା ଛୁଟିରେ ତ ଆଉ କେଉଁଠି ନକଲି ସାର୍ଟିଫିକେଟ ଦେଇ ଚାକିରି କରିଛନ୍ତି। ଯାଞ୍ଚ ପରେ ଧରା ପଡିଲେ ଚାକିରିରୁ ବହିଷ୍କୃତ କରାଯାଉଛି। ବହିଷ୍କାର ପୂର୍ବରୁ ନକଲିି ଶିକ୍ଷକଙ୍କୁ ଆଗୁଆ ଜଣାଇଦେବା ଓ...

ତତ୍ପରତାର ସହ କାର୍ଯ୍ୟ କରିବାକୁ ନିର୍ଦ୍ଦେଶ

ଅନୁଗୋଳ ଅଫିସ,୩ା୧୨(ଡି.ଏନ୍‌.ଏ.): ଉତ୍ତରାଞ୍ଚଳ ରାଜସ୍ବ କମିଶନର ଡ. ସୁରେଶ ଚନ୍ଦ୍ର ଦଳେଇ ଶୁକ୍ରବାର ଅନୁଗୋଳ ଜିଲା ଗସ୍ତରେ ଆସି ଜିଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ବିଭିନ୍ନ ବିଭାଗର କାର୍ଯ୍ୟାବଳୀ ନିରୀକ୍ଷଣ କରିଥିଲେ। ସରକାରଙ୍କ ଜନହିତକର ଯୋଜନାଗୁଡିକ କିପରି ଜନସାଧାରଣଙ୍କ ନିକଟରେ...

ଦାୟିତ୍ୱ ନେଲେ ନାଲ୍‌କୋର ନୂଆ ଇଡି

ବଅଁରପାଳ,୩ା୧୨ (ଡି.ଏନ.ଏ.): ଅନୁଗୋଳ ଜିଲା ନାଲ୍‌କୋର ନୂଆ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ (ଇଡି) ଭାବେ ନିଯୁକ୍ତି ପାଇଥିବା ଭୀମସେନ ପ୍ରଧାନ ଶୁକ୍ରବାର ସ୍ମେଲଟର ଓ ପାଓ୍ବାର କମ୍ପ୍ଲେକ୍ସଠାରେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ଏହି ଅବସରରେ ଏସ୍‌ ଆଣ୍ଡ ପି କମ୍ପ୍ଲେକ୍ସର କର୍ମଚାରୀଗଣ,...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri