ଆମ ଜିଲା ଖବର

ବ୍ୟବସାୟୀଙ୍କୁ ପିଟିବା ମହଙ୍ଗା ପଡ଼ିଲା

ଫୁଲବାଣୀ ଅଫିସ/ଗୋପାଳପୁର(ଡି.ଏନ୍‌.ଏ.),୩ା୧୨: ଆଇନକୁ ଉଲ୍ଲଂଘନ କରି ଦାଦାଗିରି ଦେଖାଇବା ଗଞ୍ଜାମ ଜିଲା ଗୋପାଳପୁର ଥାନାଧିକାରୀଙ୍କୁ ମହଙ୍ଗା ପଡ଼ିଛି । ବିନା ଦୋଷରେ କନ୍ଧମାଳ ଜିଲା ରାଇକିଆର ଜଣେ ଯୁବ ବ୍ୟବସାୟୀଙ୍କୁ ମାଡମାରି ଲହୁଲୁହାଣ କରିବା ଅଭିଯୋଗରେ ଶୁକ୍ରବାର ଗୋପାଳପୁର ଥାନାଧିକାରୀ...

ଗଞ୍ଜାମରେ ୩,୮୬୦ଜଣ ପାଇବେ ଭତ୍ତା

ଛତ୍ରପୁର,୩ା୧୨(ଡି.ଏନ୍‌.ଏ.): ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନାରେ ଗଞ୍ଜାମ ଜିଲାର ୩,୮୬୦ ଜଣ କଳାକାର ଭତ୍ତା ପାଇବେ। ଏଥିସକାଶେ ତାଲିକା ପ୍ରସ୍ତୁତ ହୋଇସାରିଛି। ଜିଲାପାଳ ଦିବ୍ୟଜ୍ୟୋତି ପରିଡା ଶୁକ୍ରବାର ଅନୁଷ୍ଠିତ ଏକ ଆଭାସୀ ବୈଠକରେ ଅଧ୍ୟକ୍ଷତା କରି ଜିଲାକୁ ପ୍ରାପ୍ତ ହୋଇଥିବା...

ଅଙ୍ଗନଓ୍ବାଡି କର୍ମୀ ନିଯୁକ୍ତିକୁ ନେଇ ଉତ୍ତେଜନା

ବେତନଟୀ,୩ା୧୨(ସ୍ବ.ପ୍ର.): ବେତନଟୀ ବ୍ଲକ ଅଧୀନ ଆମ୍ବଗଡ଼ିଆ ପଞ୍ଚାୟତର ଅଙ୍ଗାରଗଡ଼ିଆ ଗ୍ରାମ ଅଙ୍ଗନଓ୍ବାଡି କେନ୍ଦ୍ରରେ କର୍ମୀ ନିଯୁକ୍ତକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ନୂତନ କର୍ମୀଙ୍କୁ ବିରୋଧ କରି ଶୁକ୍ରବାର ସ୍ଥାନୀୟ ଗ୍ରାମବାସୀ ଅଙ୍ଗନଓ୍ବାଡି କେନ୍ଦ୍ରରେ ତାଲା ପକାଇବା ସହ ଦୁଆର...

ବିଦ୍ୟାଳୟ ପରିସରରେ ଭଙ୍ଗା ଘର

କେନ୍ଦୁଝର,୩ା୧୨(ସ୍ବ.ପ୍ର.): କେନ୍ଦୁଝର ସହର ଶିରିପୁର ସାହି ନିକଟରେ ଥିବା ପ୍ରାଥମିକ ବିଦ୍ୟାଳୟ ତଦାରଖ ଅଭାବରୁ ଅସୁରକ୍ଷିତ ହୋଇପଡ଼ିଛି। ପରିସରରେ ଭଙ୍ଗା ଦଦରା ଘର ରହିଥିବା ବେଳେ ତାହା ଭଙ୍ଗାଯାଉନାହିଁ। ଫଳରେ ଛୋଟ ପିଲାମାନେ ଅସୁରକ୍ଷିତ ପରିବେଶରେ ଖେଳକୁଦ କରୁଛନ୍ତି। ଏଥିସହ...

ହାର୍‌ ମାନିନାହାନ୍ତି ପଞ୍ଚାନନ

ଭଦ୍ରକ ଅଫିସ,୩।୧୨: ଇଚ୍ଛାଶକ୍ତି ଓ ଆତ୍ମବିଶ୍ୱାସ ଆଗରେ ହାର୍‌ ମାନିଛି ଅକ୍ଷମତା। ମନୋବଳ ଦୃଢ଼ ଥିଲେ ସବୁକିଛି ସମ୍ଭବ। ଏହାକୁ ପ୍ରମାଣିତ କରି ଦେଖାଇଛନ୍ତି ଭଦ୍ରକ ଜିଲା ବନ୍ତ ବ୍ଲକ ପୁରୁଷଣ୍ଢ ଗ୍ରାମର ଦିବ୍ୟାଙ୍ଗ ପଞ୍ଚାନନ ଜେନା(୬୩)। ଟ୍ରାଇସାଇକେଲରେ ଗଁା...

ସାପ ବିଷ ସଂଗ୍ରହ ର଼୍ୟାକେଟ୍‌ ସକ୍ରିୟ

ବାରିପଦା ଅଫିସ,୩ା୧୨: ମୟୂରଭଞ୍ଜ ଜିଲାରେ ବିଷାକ୍ତ ସାପ ଧରିବା ବାହାନାରେ ବିଷ ସଂଗ୍ରହ ର଼୍ୟାକେଟ ସକ୍ରିୟ ହୋଇପଡ଼ିଛନ୍ତି। ସାପ ଧରିବା ପରେ ବନ ବିଭାଗକୁ ନ ଜଣାଇ ବିଷ ଚୋରାଚାଲାଣ କରାଯାଉଛି। ଏ ନେଇ ବିଭାଗୀୟ କର୍ତ୍ତୃପକ୍ଷଙ୍କ ନିକଟରେ କୌଣସି...

୪ବର୍ଷ ପରେ ମାଆ କୋଳରେ ଝିଅ

ସମ୍ବଲପୁର,୩ା୧୨(ବ୍ୟୁରୋ): ସ୍ବାମୀ ଓ ସ୍ତ୍ରୀଙ୍କ ଝଗଡ଼ା ଯୋଗୁ ୫ବର୍ଷର ଶିଶୁକନ୍ୟା ମା’ଠାରୁ ଦୂରେଇ ସମ୍ବଲପୁର ଚାଲିଆସିଥିଲା। ଲାଳନପାଳନ ସମୟରେ ମାଆର ମମତା ପାଇବାରୁ ବଞ୍ଚତ୍ତ ହୋଇଥିଲା ଶିଶୁକନ୍ୟା। ହେଲେ ମାଆର ମମତାରେ ରହିଛି ଆଲୌକିକ ଶକ୍ତି। ପିଲା ଯେତେ ଦୂରରେ...

କୋର୍ଟରେ ମହିଳାଙ୍କ ଆତ୍ମାହୁତି ଉଦ୍ୟମ

ବ୍ରହ୍ମପୁର ଅଫିସ,୩ା୧୨: ଗଞ୍ଜାମ ଜିଲା ଦୌରାଜଜ୍‌ କୋର୍ଟ ପରିସରରେ ଥିବା ଏସ୍‌ଡିଜେଏମ୍‌ଙ୍କ କୋର୍ଟରେ ଶୁକ୍ରବାର ପୁଣି ଏକ ଅଭାବନୀୟ ଘଟଣା ଘଟିଛି। ପୂର୍ବାହ୍ନ ପ୍ରାୟ ସାଢ଼େ ୧୧ଟାରେ ଏକ ମାମଲାର ସାକ୍ଷ୍ୟ ଗ୍ରହଣ ଚାଲିଥିବା ବେଳେ ଜଣେ ମହିଳା ହଠାତ୍‌...

ପିସ୍ତା ଭାବି ଖାଇଦେଲେ ବିଷାକ୍ତ ଫଳ

ଭଣ୍ଡାରିପୋଖରୀ, ୩।୧୨(ସ୍ବ.ପ୍ର.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ପାଟୁଳି ପଞ୍ଚାୟତ ଅରେଇକଣା ନୋଡାଲ ସ୍କୁଲରେ ଶୁକ୍ରବାର ବିଷାକ୍ତ ଫଳ ଖାଇ ୨୦ ଛାତ୍ରୀଛାତ୍ର ଅସୁସ୍ଥ ହୋଇପଡ଼ିଛନ୍ତି। ସେମାନଙ୍କୁ ଭଣ୍ଡାରିପୋଖରୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସା ପରେ ୫ ଛାତ୍ରୀଛାତ୍ର...

‘୨୦୨୩ ସୁଦ୍ଧା ପଦ୍ମପୁର ହେବ ଜିଲା’

ବରଗଡ଼ ଅଫିସ୍‌/ପାଇକମାଳ/ ଝାରବନ୍ଧ/ପଦ୍ମପୁର,୩ା୧୨: କଥା ନୁହେଁ, କାମରେ ବିଶ୍ୱାସ କରେ। ଆସନ୍ତା ୨୦୨୩ ସୁଦ୍ଧା ପଦ୍ମପୁର ଜିଲା ଗଠନ ହେବ। ନିର୍ବାଚନ ଆଚରଣ ସଂହିତା ଉଠିଲେ ଚାଷୀଙ୍କ ଆକାଉଣ୍ଟରେ ମରୁଡ଼ି ସହାୟତା ଅର୍ଥାତ ଇନ୍‌ପୁଟ ସବ୍‌ସିଡ଼ି ଜମା ହେବ। ଶୁକ୍ରବାର...

ବନ୍ୟପ୍ରାଣୀ ଶିକାର ଉଦ୍ୟମ ବେଳେ ଜଣେ ଗିରଫ

ତେଲକୋଇ,୨ା୧୨(ଡି.ଏନ.ଏ): କେନ୍ଦୁଝର ଜିଲା ତେଲକୋଇ ବନାଞ୍ଚଳ ଅଧୀନ ଦୋବଲାପାଳ ଫରେଷ୍ଟ ବିଟ୍‌ ଢିଙ୍କେଶ୍ୱରୀ ସଂରକ୍ଷିତ ଜଙ୍ଗଲରେ ବନ୍ୟପ୍ରାଣୀ ଶିକାର ଉଦ୍ୟମ ବେଳେ ବନ ବିଭାଗ ଚଢ଼ାଉ କରି ଜଣଙ୍କୁ ଗିରଫ କରିଛି। ତାଙ୍କୁଠାରୁ ଶିକାରରେ ବ୍ୟବହୃତ ବ୍ୟାପକ ସାମଗ୍ରୀ ଜବତ...

ନାବାଳିକା ଅସଦାଚାରଣ ମାମଲା: ଅଭିଯୁକ୍ତଙ୍କୁ ଜେଲଦଣ୍ଡ

ବ୍ରହ୍ମପୁର ଅଫିସ,୨ା୧୨-ଫାଷ୍ଟଟ୍ରାକ୍‌ ସ୍ବତନ୍ତ୍ର ପୋକ୍‌ସୋ ଜଜ୍‌ ଗଣେଶ୍ୱର ପତି ଶୁକ୍ରବାର ଏକ ନାବାଳିକା ଅସଦାଚାରଣ ମାମଲାର ଶୁଣାଣି କରିଥିଲେ। ପ୍ରମାଣ ମିଳିଥିବାରୁ ସେ ଅଭିଯୁକ୍ତ ଉତ୍ସବ ରାଉଳଙ୍କୁ ୪ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହିତ ୮ ହଜାର ଟଙ୍କା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri