ଆମ ଜିଲା ଖବର

ବାହାଘର ପରେ କନିଆକୁ ଧରି ଘରକୁ ଫେରୁଥିଲେ, ବର ମୁଣ୍ଡରେ ବନ୍ଧୁକ ଲଗାଇ ନବବଧୂକୁ ଧରି ପ୍ରେମିକ ଛୁ

ତରଭା/ବଲାଙ୍ଗୀର,୨୨।୨(ମାନଭଞ୍ଜନ ମିଶ୍ର/ସୁନୀଲ ମହାନ୍ତି): ଫିଲ୍ମ ଷ୍ଟାଇଲରେ ଜଣେ ଯୁବକ ବନ୍ଧୁକ ଦେଖାଇ ଅଧାବାଟରୁ ନବବଧୂଙ୍କୁ ନେଇ ଫେରାର ହୋଇଯାଇଥିବା ନେଇ ଅଭିଯୋଗ ହୋଇଛି । ବରଙ୍କ ଘର ଫେରନ୍ତା କାର ଭିତରୁ ନବବଧୂକୁ ଅପହରଣ କରି ନେଇଯିବା ଘଟଣା ଚାଞ୍ଚଲ୍ୟ ଖେଳାଇ…

ମଦ ପିଇବାକୁ ବାପାଙ୍କୁ ମାଗିଲେ ଟଙ୍କା ନଦେବାରୁ ହାଣିଲେ…

ଦିଗପହଣ୍ଡି,୨୨|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ିି ପଞ୍ଚାୟତ ଦସିପୁର ଗାଁ ରେ ଶନିବାର ରାତି ପ୍ରାୟ ୧ ଟାରେ ଘଟିଯାଇଛି ଏକ ଅଘଟଣ।ପାରିବାରିକ ହିଂସା କାରଣରୁ ଗ୍ରାମର କେ.ବୁଲୁ ରେଡ୍ଡୀ(୫୨) ଙ୍କୁ ତାଙ୍କ ଏକମାତ୍ର ପୁଅ…

ମହାପୁରୁଷଙ୍କୁ କି ଦଣ୍ଡ: ସର୍ବ ସମ୍ମୁଖରେ …

ଗଞ୍ଜମ,୨୨।୧(ବିଦ୍ୟାଧର ସାହୁ): ମହାପୁରୁଷ ମାନଙ୍କୁ କି ପ୍ରକାର ଦଣ୍ଡ। ସର୍ବ ସମ୍ମୁଖରେ ମହାପୁରୁଷ ମାନଙ୍କୁ ଏଭଳି ଅପମାନିତ କରିବାକୁ କାହାର ସାହସ ହେଲା ତାହା ସହରରେ ଚର୍ଚ୍ଚା ଜୋରଧରିଛି ।ମହାପୁରୁଷ ପ୍ରତିମୂର୍ତ୍ତି ଅର୍ଥାତ ମହାପୁରୁଷଙ୍କ ବେକକୁ ରଶିରେ ବାନ୍ଧି ବାଉଁଶ ଠେସ…

ଅପରେଶନ ସାଇବର କବଚ୍‌: ୬ ଗିରଫ

ଛତ୍ରପୁର,୨୨।୨( ଦିଲ୍ଲୀପ ସାମଲ): ସାଇବର ଅପରାଧୀ ଉପରେ ଲଗାମ ଲଗାଇବା ପାଇଁ ଓଡ଼ିଶା ପୋଲିସ ପକ୍ଷରୁ ଆରମ୍ଭ ହୋଇଛି ଅପରେଶନ ସାଇବର କବଚ । ଏହି ଅବସରରେ ଗଞ୍ଜାମ ପୋଲିସ ଜିଲାକୁ ମିଳିଛି ବଡ ସଫଳତା । ଗୋଟିଏ ଦିନରେ ୮୬ଟି…

୫ ମିନିଟ୍ ବ୍ୟବଧାନରେ ଗୋଟିଏ ଗାଡ଼ିରେ ୨ଟି ମିଲକୁ ଧାନଯିବା ଘଟଣା: ତଦନ୍ତ ସରିଲା, ଖସିଯିବେ ବଡ଼ବଡ଼ିଆ

ବରଗଡ଼,୨୨।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ କିଣାବିକାରେ ଫଲ୍ସ ଏଣ୍ଟ୍ରି ନୂଆଁ କଥା ନୁହେଁ। ପ୍ରତ୍ୟେକ ଧାନ ସଂଗ୍ରହ ପ୍ରକ୍ରିୟାରେ ଏହା ଚାଲି ଆସୁଥିବା ଅଭିଯୋଗ ହୋଇଛି। କିନ୍ତୁ ପ୍ରଶାସନ ଏହାକୁ ସବୁବେଳେ ହାଲୁକାଭାବେ ନେଉଥିଲା। ଏଭଳି ଫଲ୍ସ ଏଣ୍ଟ୍ରିର ପ୍ରମାଣ…

ଦୋଳ ଯାତ୍ରା: ଡିଜେ କଟକଣା, ଫୁଟିବନି ବାଣ

ଗଞ୍ଜମ,୨୨।୧(ବିଦ୍ୟାଧର ସାହୁ): ଆସନ୍ତା ମାର୍ଚ୍ଚ ୧ରୁ ଆରମ୍ଭ ହେବ ଗଞ୍ଜାମ ଐତିହାସିକ ଦୋଳପୂର୍ଣ୍ଣମୀ ଯାତ୍ରା। ଏଥିପାଇଁ ସମସ୍ତ ସାହି ଗୁଡିକରେ ଯାତ୍ରା ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ। ଏହି ଦୋଳ ଯାତ୍ରା ଉପଲକ୍ଷେ ପୁଇଁତୋଳା ଚାରି ସାହି ବୈଠକ ଶନିବାର ସାରେ ତିନି…

ରାସ୍ତା ପାଶର୍‌ବକୁ ଖସିଲା ଫର୍ଣ୍ଣିଚର ବୋଝେଇ ଟ୍ରକ

ବାଲେଶ୍ୱର,୨୨।୨( ବାଞ୍ଛାନିଧି ଦେ ): ବାଲେଶ୍ବର ଜିଲା ୧୬ ନଂ ଜାତୀୟ ରାଜପଥର ବସ୍ତା ଥାନା ଅନ୍ତର୍ଗତ ଗୁଡିଖାଳ ଛକ ନିକଟରେ ଘଟିଛି ମର୍ମନ୍ତୁଦ ସଡକ ଦୁର୍ଘଟଣା।ଶନିବାର ବିଳମ୍ବିତ ରାତିରେ ଭାରସାମ୍ୟ ହରାଇ ରାସ୍ତା ପାଶର୍‌ବକୁ ଖସିଲା ଫର୍ଣ୍ଣିଚର ବୋଝେଇ ଟ୍ରକ।…

ପୁଣି ନକ୍ସଲ ଖଞ୍ଜିଥିବା ଲ୍ୟାଣ୍ଡ ମାଇନ ବିସ୍ଫୋରଣ: କୋବ୍ରା ବାଟାଲିୟନର ଦୁଇ ଯବାନ ଗୁରୁତର

ବଣାଇଁ,୨୨।୨(ପ୍ରଦୀପ ତ୍ରିପାଠୀ): ଶନିବାର ଝାରଖଣ୍ଡ ପଶ୍ଚିମ ସିଂହଭୂମ ଜିଲାର ସାରାଣ୍ଡା ଜଙ୍ଗଲ ଅଞ୍ଚଳରେ ନକ୍ସଲ ବିରୋଧୀ ଅଭିଯାନ ସମୟରେ ପୁଣି ଲ୍ୟାଣ୍ଡ ମାଇନ ବିସ୍ଫୋରଣ ଘଟିଥିବା ଜଣାପଡ଼ଛି । ଛୋଟାନାଗରା ଥାନା ଅନ୍ତର୍ଗତ ଚାଦ୍ରିଡେରା ଜଙ୍ଗଲରେ ୨୦୯ ନମ୍ବର କୋବ୍ରା ବାଟାଲିୟନର…

ଝାରସୁଗୁଡାରେ ରକ୍ତାକ୍ତ ରାଜପଥ: ଟ୍ରଲର-ବୋଲେରୋ ମୁହାଁମୁହିଁ ଧକ୍କା, ୫ ପୋଲିସ କର୍ମଚାରୀ ମୃତ

ଝାରସୁଗୁଡା,୨୨।୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ସଦର ଥାନା ସମ୍ମୁଖରେ ରବିବାର ଭୋର ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଦ୍ରୁତଗାମୀ ଟ୍ରେଲର ଏବଂ ପୋଲିସ ବୋଲେରୋ ଗାଡି ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଘଟଣାସ୍ଥଳରେ ହିଁ ୫…

ସ୍ୱଂୟ ସହାୟକ ଦ୍ୱାରା କରାଯାଇଥିବା ଫୁଲ ଚାଷ ଦେଖିଲେ ଜିଲାପାଳ, ପାହାଡ଼ ଚଢ଼ି….

ପଟ୍ଟାଙ୍ଗି,୨୨।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା କୋଟିଆ ପଞ୍ଚାୟତକୁ ଜିଲାପାଳ ମନୋଜ ସତ୍ୟବାନ୍ ମହାଜନ୍ ଗସ୍ତ କରି ପଞ୍ଚାୟତର ବିଭିନ୍ନ କାର୍ଯ୍ୟକ୍ରମ ବୁଲି ଦେଖିଥିଲେ । ଏହାସହ ଉପସ୍ଥିତ ବ୍ଲକ୍ କର୍ମଚାରୀଙ୍କ ସହ ଆଲୋଚନା କରି…

ମନ୍ଦିର ପ୍ରତିଷ୍ଠା ଓ ରତ୍ନମୁଦ କାର୍ଯ୍ୟକ୍ରମ, ହଜାର ସଂଖ୍ୟାରେ ଶ୍ରଦ୍ଧାଳୁ ଯୋଗଦେଇ….

ଦାରିଙ୍ଗବାଡି/ବ୍ରାହ୍ମଣୀଗାଁ,୨୨।୨(ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଠାରେ ମୁକ୍ତେଶ୍ଵର ମହାରୁଦ୍ରଙ୍କ ଜୀର୍ଣ୍ଣ୍ନୋଦ୍ଧାର ଭବ୍ୟ ମନ୍ଦିର ଓ ହନୁମାନଙ୍କ ବିଗ୍ରହ ପ୍ରତିଷ୍ଠା ମହାସମାରୋହ ଗୁରୁବାର ଠାରୁ ଆରମ୍ଭ ହୋଇଛି । ଶନିବାର ଭଵ୍ୟ କାର୍ଯ୍ୟକ୍ରମରେ ହୋମ ଯଜ୍ଞ ସହ…

ବଗିଚାରେ କାମ କରୁଥିବା ବେଳେ ୨ ଜଣଙ୍କୁ ଦଳିଦେଲା ଦନ୍ତା, ଜଣଙ୍କୁ ଦଳିଲା….

ଦିଗପହଣ୍ଡି,୨୨।୨(ଅଶେଷ ନାଥ ମିଶ୍ର): ଜଲମେରିପଲ୍ଲୀରେ ୨ ଜଣଙ୍କୁ ଦଳିଦେଲା ଦନ୍ତା । ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ପଞ୍ଚାୟତ ଜଲମେରିପଲ୍ଲୀ ଗ୍ରାମର ସିମାଞ୍ଚଳ ରାଉତଙ୍କ ସ୍ତ୍ରୀ ଉର୍ମିଳା ରାଉତ(୪୯) ଏବଂ ସ୍ବର୍ଗତ କାଶୀନାଥ ପ୍ରଧାନଙ୍କ ପୁଅ ଗୋପୀନାଥ ପ୍ରଧାନ(୬୦) ଦନ୍ତା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri