ଆମ ଜିଲା ଖବର

ସାଙ୍ଗ ହୋଇ ଖେଳୁ ଥିଲେ: ହେଲା ବଜ୍ରପାତ

ପାଇକମାଳ,୧୫।୫(ବଡ ଶତପଥୀ): ବରଗଡ ଜିଲା ପାଇକମାଳ ବ୍ଲକ ପୁରେନା ଗ୍ରାମରେ ଗୁରୁବାର ବଜ୍ରପାତ ଘଟି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ରଞ୍ଜିତ ଧରୁଆ (୮)। ଗୁରୁବାର ଅପରାହ୍ନ ୩ଟାରେ ପୁରେନା ଗ୍ରାମର ରଞ୍ଜିତଙ୍କ ସମେତ ଓ ସନୋ ଦନସନା…

ବାପାଙ୍କ ଦଶାହ କାର୍ଡ ବାଣ୍ଟିବାକୁ ଯାଇଥିଲେ: ଘରକୁ ଫେରିବା ବେଳେ ଧକ୍କା ଦେଲା କାର୍‌, ଆଉ ତା’ପରେ…

ବରପାଲି,୧୫।୫(ଚିତ୍ତରଞ୍ଜନ ସାହୁ): ବାପାଙ୍କ ଦଶାହ କାର୍ଯ୍ୟକ୍ରମର ନିମନ୍ତ୍ରଣ କାର୍ଡ ବାଣ୍ଟି ଘରକୁ ଫେରୁଥିବା ବେଳେ ବରପାଲି ନିକଟ ମହଦା ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଏକ କାର୍‌ ବାଇକ୍‌କୁ ଧକ୍କା ଦେବାରୁ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ମାନୁ ସା(୩୫)।…

ସ୍ତ୍ରୀ’ ମୃତ୍ୟୁପରେ ପୁଅ-ଝିଅଙ୍କୁ ବିଷ ପିଆଇ ଶେଷରେ ନିଜେ ଜୀବନ ହାରିଲେ ବ୍ୟକ୍ତି

ପାରଳାଖେମୁଣ୍ଡି,୧୫ା୫(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡି ଓଡ଼ିଆ ପାରଳା ସାହିରେ ପୁଅଝିଅଙ୍କୁ ବିଷ ଦେଇ ମାରିଥିବା ବାପା ଶୁଭାଶିଷ ପାଣିଗ୍ରାହୀ ଗୁରୁବାର ବ୍ରହ୍ମପୁର ବଡ଼ ମେଡିକାଲରେ ଆଖି ବୁଜିଛନ୍ତି। ଗତ ମାର୍ଚ୍ଚ ୨୧ତାରିଖରେ ଶୁଭାଶିଷଙ୍କ ସ୍ତ୍ରୀଙ୍କ ସନ୍ଦେଜନକ ମୃତ୍ୟୁ…

୪ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡ

ନୂଆପଡ଼ା,୧୫ା୫(ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଲଖନା ଥାନା ସିଳଭା ଗାଁରେ ୨୦୧୭ ଜାନୁଆରୀ ୧୫ରେ ଜମିବାଡି ବିବାଦକୁ ନେଇ ଦୁଇ ପରିବାର ମଧ୍ୟରେ କଳହ ହୋଇଥିଲା। କପିଲ ଶବର (୫୦) ଓ ଅନ୍ୟ ଏକ ପରିବାରର ୫ ଜଣ…

୨୦ରୁ ରବି ଧାନ ପାଇଁ ଖୋଲିବ ମଣ୍ଡି

ଭବାନୀପାଟଣା,୧୫ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଆସନ୍ତା ୨୦ ତାରିଖରୁ ରବି (ଡାଳୁଅ) ଧାନ ପାଇଁ ମଣ୍ଡି ଖୋଲିବ। ଏହା ପୂର୍ବରୁ ଗୁରୁବାର ସାରେ ଜିଲାପାଳ ପାୱାର ସଚିନ ପ୍ରକାଶ ଭବାନୀପାଟଣାସ୍ଥିତ ଟାଉନ ହଲଠାରେ ଏକ ଜରୁରୀ ବୈଠକ କରିଛନ୍ତି। ଏଥିରେ…

ଅବୈଧ ପ୍ରେମସମ୍ପର୍କକୁ ନେଇ ୨ ଯୁବକଙ୍କୁ ଖୁଣ୍ଟରେ ବାନ୍ଧି ପିଟିଲେ

ବଲାଙ୍ଗୀର,୧୫ା୫(ସୁନୀଲ ମହାନ୍ତି): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଥାନା ଅଞ୍ଚଳର ଏକ ଗାଁରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଅବୈଧ ପ୍ରେମ ସମ୍ପର୍କକୁ ନେଇ ଦୁଇ ଯୁବକଙ୍କୁ ବିଦ୍ୟୁତ ଖୁଣ୍ଟରେ ବାନ୍ଧି ଦେଇଥିଲେ। ଏ ସମ୍ପର୍କରେ ଖବର ପାଇ ପୋଲିସ ସେମାନଙ୍କୁ…

ବେଆଇନ ନିଶା କାରବାର: ମହିଳା ସମେତ ୬ ଗିରଫ

ନୂଆପଡ଼ା,୧୫ା୫ (ମକାରୁ ବେମାଲ): ନୂଆପଡ଼ା ଜିଲାକୁ ନିଶାମୁକ୍ତ କରିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଅପରେଶନ ଶୁଦ୍ଧି ଆରମ୍ଭ ହୋଇଛି। ବୁଧବାର ଏହି ଅପରେଶନ ସମୟରେ ଜିଲା ପୋଲିସକୁ ଏକ ବଡ ସଫଳତା ମିଳିଛି। ଚଢାଉ ବେଳେ ପୋଲିସ ୬ କିଲୋଗ୍ରାମ…

ଠାକୁରାଣୀ ଯାତ୍ରା: ମା’ଙ୍କ ଦର୍ଶନ ପାଇଁ ଭକ୍ତଙ୍କ ପ୍ରବଳ ଭିଡ଼

ପୁରୁଷୋତ୍ତମପୁର,୧୫।୫(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଠାରେ ଚାଲିଥିବା ପଞ୍ଚଠାକୁରାଣୀଙ୍କ ଯାତ୍ରା ନବମ ଦିନରେ ପହଞ୍ଚିଛି। ପଞ୍ଚ ଠାକୁରାଣୀ ମା’ କନକା, କାଳୁଆ, ତାରାତାରିଣୀ, କାଳୀ ଓ ଫୁଲସୁନ୍ଦରୀ ବଡବଜାରସ୍ଥିତ ଅସ୍ଥାୟୀ ମନ୍ଦିରରେ ପୂଜାପାଉଛନ୍ତି। ଏଥିଲାଗି ସମଗ୍ର ସହର ଉସବମୁଖର ହୋଇପଡିଛି।…

ଦାଣ୍ଡ-ବାଡ଼ି କବାଟ କିଳି ଆତ୍ମହତ୍ୟା କଲେ ଯୁବକ, ୨-୩ ଦିନ ପରେ…

ଛତ୍ରପୁର,୧୫ା୫(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ପାଲିଆ ଛତ୍ରପୁର ମଝିସାହିରେ ଜଣେ ଯୁବକ ଛାତର କ୍ଲାମ୍ପରେ ବେକରେ ଲୁଗା ବାନ୍ଧି ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ଆତ୍ମହତ୍ୟା କରିଥିବା ଯୁବକ ଜଣକ ୨୮ ବର୍ଷୀୟ ଟି. ରାଜା ସ୍ବାମୀ। ନିଜ…

CBSE ଦଶମ ପରୀକ୍ଷାରେ ଛାତ୍ରଙ୍କ କୃତିତ୍ୱ

ପାଟଣା,୧୫ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ସେଣ୍ଟ ଜାଭିୟର ପବ୍ଲିକ ସ୍କୁଲ CBSE ପରିଚାଳିତ ଦଶମ ପରୀକ୍ଷାରେ ଶତ ପ୍ରତିଶତ ସଫଳତା ପାଇଛି। ଏହି ବିଦ୍ୟାଳୟର ସମସ୍ତ ଛାତ୍ରୀଛାତ୍ର ପାସ୍‌ କରିଥିବା ବେଳେ ପ୍ରଥମ କରି ପରୀକ୍ଷାର୍ଥୀମାନେ ଦଶମ…

ସକାଳୁ ଉଠିବାର କିଛି ସମୟ ପରେ ଛାତିରେ ହେଲା ପ୍ରବଳ ଯନ୍ତ୍ରଣା, ଆଉ ତା’ ପରେ…

ଭଞ୍ଜନଗର,୧୫ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଜଣାଶୁଣା ବ୍ୟବସାୟୀ ତଥା ବରିଷ୍ଠ ବିଜେଡି ସଂଗଠକ ବିଶ୍ୱନାଥ ପ୍ରଧାନ (୬୦) ଗୁରୁବାର ସକାଳୁ ଉଠିବା ପରେ ଛାତିରେ ପ୍ରବଳ ଯନ୍ତ୍ରଣା ଅନୁଭବ କରିଥିଲେ। ତାଙ୍କୁ ସଙ୍ଗେ ସଙ୍ଗେ ଭଞ୍ଜନଗର ଡାକ୍ତରକାନା ନିଆଯାଇଥିଲା।…

ପରିଚୟ ହଜାଇବାକୁ ବସିଲାଣି ଗୋଲମରିଚ: ଅମଳ କରି ପ୍ରସ୍ତୁତି ଅପେକ୍ଷାରେ ଚାଷୀ

ଦାରିଙ୍ଗବାଡ଼ି,୧୫ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିକୁ ସ୍ବତନ୍ତ୍ର ପରିଚୟ ଦେଇଥିବା କଫି ବଗିଚା ଓ ତା’ ପରିସର ମଧ୍ୟରେ ରହିଥିବା ଗୋଲମରିଚ ଏବେ ନିଜ ପରିଚୟ ହଜାଇବାକୁ ବସିଲାଣି। ବଗିଚା ଯେଉଁଭଳି ଅସୁରକ୍ଷିତ ସେଠାକୁ ଦୈନିକ ଆସୁଥିବା ପର୍ଯ୍ୟଟକ ମଧ୍ୟ ଅସୁରକ୍ଷିତ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?