ଆମ ଜିଲା ଖବର

ଭଞ୍ଜନଗରରେ ତ୍ରିରଙ୍ଗା ଶୋଭାଯାତ୍ରା,ସାମିଲ ହେଲେ ସବୁ ବର୍ଗର ଲୋକେ

ଭଞ୍ଜନଗର,୧୫।୫(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଗୁରୁବାର ଭାରତୀୟ ଯବାନଙ୍କ ପରାକ୍ରମକୁ ଦର୍ଶାଇ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବାଉଁଶଲୁଣ୍ଡି ବାଇପାସ ଛକରୁ ବାଇକ ଶୋଭାଯାତ୍ରା ବାହାରି ଭଞ୍ଜନଗର ସହର ପରିକ୍ରମା କରିବା ପରେ…

ମନ୍ଦିର ଦର୍ଶନବେଳେ ଘେରିଗଲେ ବାଘୁଆ ମହୁମାଛି: ୪ ଭକ୍ତ ଗୁରୁତର

ଗଜପତି,୧୫।୫:ବାଘୁଆ ମହୁ ମାଛି ଆକ୍ରମଣରେ ଚାରି ଭକ୍ତ ଗୁରୁତର। ଚନ୍ଦ୍ରଗିରି ଶିବ ମନ୍ଦିରକୁ ଦର୍ଶନ କରିବା ପାଇଁ ଯାଇଥିବାବେଳେ ଘଟିଛି ଏପରି ଅଘଟଣ। ପୂର୍ବରୁ ମଧ୍ୟ ହନୁମାନ ଜୟନ୍ତୀ ଦିନ ମନ୍ଦିରରେ ହୋଇଥିଲା ମହୁମାଛି ଆକ୍ରମଣ। ଗଜପତି ଜିଲା ମୋହନା ଥାନା…

ପୁରୁଷୋତ୍ତମପୁରରେ ଉଡ଼ିଲା ତ୍ରିରଙ୍ଗା, ଅପରେଶନ ସିନ୍ଦୂରରେ ଯବାନଙ୍କ ବିରତ୍ୱକୁ ନେଇ ପରାକ୍ରମ ଶୋଭାଯାତ୍ରା

ପୁରୁଷୋତ୍ତମପୁର,୧୫।୫ (ସିମାଞ୍ଚଳ ମିଶ୍ର): ଜମ୍ମୁ କଶ୍ମୀରର ପହଲଗାମ୍‌ରେ ପାକିସ୍ଥାନୀ ଆତଙ୍କବାଦୀଙ୍କ ଆକ୍ରମଣର ଉଚିତ ଜବାବ ଦେଇ ‘ଅପରେଶନ ସିନ୍ଦୂର’ ଜରିଆରେ ପରାକ୍ରମ ଦେଖାଇଥିଲେ ଭାରତୀୟ ବୀର ଯବାନ। ସେମାନଙ୍କ ସାହସିକତାକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପ୍ରଶାସନ ପକ୍ଷରୁ ବିଡିଓ ଶରତ…

ଭଦ୍ରକରେ ପରାକ୍ରମ ଶୋଭାଯାତ୍ରା, ଯୋଗଦେଲେ ଏମ୍‌ପି-ଜିଲାପାଳ

ଭଦ୍ରକ, ୧୫।୫(ସନାତନ ରାଉତ): ପାକିସ୍ତାନ ବିରୋଧରେ ଅପରେଶନ ସିନ୍ଦୂରରେ ସଫଳତା ପରେ ସାରା ଦେଶରେ ପରାକ୍ରମ ଶୋଭଯାତ୍ରା କରାଯାଉଛି l ଓଡ଼ିଶାରେ ମୁଖ୍ୟମନ୍ତ୍ରୀ ବୁଧବାର ଶୋଭଯାତ୍ରାର ଶୁଭାରମ୍ଭ କରିବା ପରେ ଭଦ୍ରକରେ ଗୁରୁବାର ପୂର୍ବାହ୍ନ ୮ ଟାରେ ସାଇକେଲ ଓ ବାଇକ…

ମନସୁର-ଶିଶିରଙ୍କୁ ସଫଳତା: କନିଷ୍ଠ ଯନ୍ତ୍ରୀ ପାଇଁ ଯୋଗ୍ୟ ବିବେଚିତ

କର୍ଲାମୁଣ୍ଡା/ରିଷିଡା:୧୫।୫(ପ୍ରଦୀପ କୁମାର ସାହୁ/ସୁଶାନ୍ତ କୁମାର ମଲ୍ଲିକ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ଦୁଇ କନିଷ୍ଠ ଯନ୍ତ୍ରୀ ଚାକିରି ପାଇଁ ଯୋଗ୍ୟ ବିବେଚିତ ହୋଇଥିବା ଜଣାପଡିଛି। ସଦ୍ୟ ପ୍ରକାଶିତ ଜୁନିୟର ଇଂଜିନିୟର ସିଭିଲ ବିଭାଗରେ ଏହି ବ୍ଲକର ପୌରକେଲା ପଂଚାୟତ କୁନ୍ଦେଇପାଲି ଗ୍ରାମ ର…

କିଡ୍‌ନୀ ରୋଗରେ ଆକ୍ରାନ୍ତ ମାନସଙ୍କ ଚିକିତ୍ସାରେ ଅର୍ଥ ବାଧକ, ସହାୟତା ପାଇଁ ସ୍ତ୍ରୀଙ୍କ ନିବେଦନ

କାଏମା,୧୪ା୫(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ କୋତପୁର ପଞ୍ଚାୟତ ମୁରତପୁର ଗଁାର ମାନସ ଦଳାଇ କିଡ୍‌ନୀ ରୋଗରେ ଆକ୍ରାନ୍ତ ହୋଇଛନ୍ତି। ହେଲେ ଅର୍ଥ ନ ଥିବାରୁ ତାଙ୍କର ଚିକିତ୍ସା ହୋଇ ପାରୁନାହିଁ। ୩୫ ବର୍ଷୀୟ ମାନସଙ୍କ ସ୍ତ୍ରୀ ଓ ଚାରି…

ଭିଜିଲାନ୍ସ ଜାଲରେ ଧର୍ମଶାଳା ଅତିରିକ୍ତ ବ୍ଲକ ଉନ୍ନୟନ ଅଧିକାରୀ, ୭ ଠିକଣାରେ ଚାଲିଛି ଚଢ଼ାଉ

ଧର୍ମଶାଳା,୧୫।୫(ଶିବ ପ୍ରସାଦ ମହାନ୍ତି): ଭିଜିଲାନ୍ସ ଜାଲରେ ପୁଣି ଜଣେ ସରକାରୀ ବାବୁ । ଯାଜପୁର ଧର୍ମଶାଳା ବ୍ଲକର ଅତିରିକ୍ତ ବ୍ଲକ ଉନ୍ନୟନ ଅଧିକାରୀଙ୍କ ଘରେ ଗୁରୁବାର ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଉଛି। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ…

୨ ଦିନରେ ବଜ୍ରପାତ ନେଲା ୨ ଜୀବନ

ଥୁଆମୂଳ ରାମପୁର,୧୫ା୫ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ବଜ୍ରପାତରେ ୨ ଦିନରେ ଦୁଇଟି ଅମୂଲ୍ୟ ଜୀବନ ଯାଇଛି। ମଙ୍ଗଳବାର ପୋଡାପଦର ପଞ୍ଚାୟତ ତଳଟେମରା ଗାଁର ମାଦାନ ମାଝୀଙ୍କ ଝିଅ ସବିତା ମାଝୀ (୯)ଙ୍କ ମୃତ୍ୟୁ ହୋଇଥିବା ବେଳେ ବୁଧବାର…

କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ର ଜିଲା ଟପ୍ପର

ନୂଆପଡ଼ା,୧୫ା୫(ମକାରୁ ବେମାଲ):କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ଫଳାଫଳ ମଙ୍ଗଳବାର ପ୍ରକାଶିତ ହୋଇଛି। ଏଥିରେ ଖଡିଆଳ କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ର ସ୍ମରଣ ଯୋଷୀ ୯୮.୮ ପ୍ରତିଶତ ମାର୍କ ରଖି ଜିଲା ଟପ୍ପର ହୋଇଛନ୍ତି। ସେହିପରି ନୂଆପଡ଼ା…

ମାଓବାଦୀ କ୍ୟାମ୍ପ ଠାବ, ସାମଗ୍ରୀ ଜବତ

ନୂଆପଡ଼ା,୧୫ା୫ (ମକାରୁ ବେମାଲ):ନୂଆପଡ଼ା ଜିଲାରେ କିଛିମାସର ବ୍ୟବଧାନ ପରେ ପୁଣି ମାଓବାଦୀମାନେ ସେମାନଙ୍କ ଉପସ୍ଥିତି ଜାହିର କରିଛନ୍ତି ା କୋମନା ଥାନା ସୁନାବେଡ଼ା ଅଭୟାରଣ୍ୟ ଗାତିବେଡା ନିକଟ ସଂରକ୍ଷିତ ଜଙ୍ଗଲରେ ବୁଧବାର ଏକ ମାଓବାଦୀ କ୍ୟାମ୍ପ ଠାବ ହୋଇଛି ା ସେଠାରୁ…

ସହି ପାରିଲେନି ସ୍ତ୍ରୀଙ୍କ ମୃତ୍ୟୁ, ଜଳଖିଆରେ ପୁଅ ଝିଅଙ୍କୁ ବିଷ ଦେଇ ଆତ୍ମହତ୍ୟା କଲେ ବାପା

ଗଜପତି,୧୪ା୫(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ଓଡିଆ ପାରଳା ସାହିରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ପୁଅଝିଅଙ୍କୁ ବିଷ ଦେଇ ବାପା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ୮ ବର୍ଷୀୟ ପୁଅ ବିଜୟାନନ୍ଦଙ୍କ ପାରଳାଖେମୁଣ୍ଡି ମେଡିକାଲରେ ଓ ୧୨ବର୍ଷୀୟା ଝିଅ ପ୍ରିୟଦର୍ଶିନୀ…

ଭାରତୀୟ ସେନାର ଶକ୍ତି ବଢାଇଲା ଓଡ଼ିଶା, ଟେଷ୍ଟ କଲା ଡ୍ରୋନ୍‌ କିଲର ‘ଭାର୍ଗବାସ୍ତ୍ର’

ବ୍ରହ୍ମପୁର,୧୫ା୫(ସୁବାସ ଚନ୍ଦ୍ର ପାଢ଼ୀ): ଡ୍ରୋନ୍‌ ଜରିଆରେ ହେଉଥିବା ଆକ୍ରମଣକୁ ରୋକିବା ପାଇଁ ‘ଭାର୍ଗବାସ୍ତ୍ର’ ନାମରେ ଏକ କାଉଣ୍ଟର୍‌ ଆଟାକ ସିଷ୍ଟମ ତିଆରି କରାଯାଇଛି। ଗଞ୍ଜାମ ଜିଲାର ଗୋଳାବନ୍ଧ ଆର୍ମି ଏୟାର ଡିଫେନ୍ସ କଲେଜ ପରିସରରେ ଥିବା ଫାୟାରିଂ ରେଞ୍ଜରେ ଏହାର ସଫଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?