ଆମ ଜିଲା ଖବର

ଖୋଲା ଆକାଶ, ଗଛମୂଳେ ପାଠପଢ଼ା

ନୂଆପଡ଼ା ଅଫିସ,୨୬।୧୧: ରାଜ୍ୟ ସରକାର ଶିକ୍ଷାର ପ୍ରଚାର ପ୍ରସାର ପାଇଁ ବିଭିନ୍ନ ଯୋଜନା ମଧ୍ୟମରେ ବିଦ୍ୟାଳୟକୁ ବଡ ବଡ କୋଠା ନିର୍ମାଣ କରି ଚିକ୍କଣ ଓ ଚକଚାକ କରୁଛନ୍ତି। ଛାତ୍ରୀଛାତ୍ରଙ୍କୁ ଉତ୍ସାହ କରିବା ପାଇଁ ନାଚଗୀତ ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମ...

ଥାନା ଆଗରେ ଲୋକ ପ୍ରତିନିଧିଙ୍କ ଧାରଣା

ଝରିଗାଁ,୨୬।୧୧(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ କାର୍ଯ୍ୟାଳୟରେ ଗୁରୁବାର ପାଲିଆ ସରପଞ୍ଚ ରାଧା ସାନ୍ତାଙ୍କ ସ୍ବାମୀ ପବିତ୍ର ସାନ୍ତା, ତାଙ୍କ ସହଯୋଗୀ ରମେଶ ହରିଜନ ଏବଂ ଅଭୟ ସ୍ବାଇଁ ବିଡିଓ ସତ୍ୟନାରାୟଣ ମେହେରଙ୍କ ଉପରେ କରିଥିବା ଆକ୍ରମଣ ବିରୋଧରେ ଶୁକ୍ରବାର...

ବିଜେଡି ପକ୍ଷରୁ ପୌର କାର୍ଯ୍ୟାଳୟ ଘେରାଉ

ଗୁଣପୁର,୨୬୧୧(ଡି.ଏନ୍‌.ଏ.):  ନିର୍ବାଚନ ନ ଥିଲେ ମଧ୍ୟ ଗୁଣପୁର ରାଜନୀତି ପାଣିପାଗରେ ଏବେ ଉଷ୍ମତା ଦେଖାଦେଇଛି। ପୌର ପରିଷଦ ଉପାଧ୍ୟକ୍ଷ ଶିବ ପ୍ରସାଦ ଗୌଡ଼ଙ୍କ ଗୋଷ୍ଠୀ ତଥା ବ୍ଲକ ଅଧ୍ୟକ୍ଷା ଏବଂ ଉପାଧ୍ୟକ୍ଷଙ୍କ ପକ୍ଷରୁ ମଙ୍ଗଳବାର ବ୍ଲକ ଘେରାଉ କରାଯାଇଥିବାବେଳେ ଶୁକ୍ରବାର...

ମାଓବାଦୀ ପ୍ରଥମ କରି ପାଦ ଥାପିଥିବା ଗାଁ ମସିଣା

ଲାଠୋର,୨୬ା୧୧(ଡ଼ି.ଏନ.ଏ.) ଭୁବନେଶ୍ୱର ବାରିକ: ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ କରୁଆଝର ପଞ୍ଚାୟତର ବଣ ପାହାଡ଼ ଘେରା ମସିଣା ଏକ ଆଦିବାସୀ ବହୁଳ ଗ୍ରାମ। ଗ୍ରାମର ଉତ୍ତର ଦିଗରେ ବଣପାହାଡ ରହିଥିବା ବେଳେ ପଶ୍ଚିମରେ ଚାନ୍ଦଲି ପାହାଡ ରହିଛି। ସେହିପରି ପୂର୍ବ...

ସବୁ ଯୋଜନାରୁ ବଞ୍ଚତ୍ତ ହେଉଛନ୍ତି ଡମେ

ମାଥିଲି,୨୬।୧୧(ଡି.ଏନ.ଏ.): ରାଜ୍ୟ ସରକାର ବହୁ ବିକାଶମୂଳକ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ମାତ୍ର ଏହକୁ କାର୍ଯ୍ୟକାରିତାରେ ଅବହେଳା ଯୋଗୁ ହିତାଧିକାରୀମାନେ ସେଥିରୁ ସୁଫଳ ପାଇବାରୁ ବଞ୍ଚତ୍ତ ହେଉଛନ୍ତି। ତୃଣମୂଳ ସ୍ତରରେ ଯୋଜନାଗୁଡ଼ିକ ପହଞ୍ଚୁ ନ ଥିବାରୁ ସେଥିରୁ ସୁଫଳ ମିଳୁ ନ ଥିବା...

ପୋଷ୍ଟରରେ ଜିତୁ ଜାକାସିକାଙ୍କୁ ଟାର୍ଗେଟ: ପ୍ରଜାକୋର୍ଟରେ ବିଚାର କରାଯିବ ବୋଲି ଚେତାବନୀ

ବିଷମକଟକ/ମୁନିଗୁଡ଼ା,୨୬।୧୧(ଡି.ଏନ୍‌.ଏ.): ଭାରତୀୟ ସମାଜବାଦୀ ପାର୍ଟି(ବିଏସ୍‌ପି) ରାୟଗଡ଼ା ଜିଲା ସଭାପତି ତଥା ଆଦିବାସୀ ନେତା ଜିତୁ ଜାକାସିକାଙ୍କୁ ଟାର୍ଗେଟକରି ବିଷମକଟକ, ମୁନିଗୁଡ଼ା ଏବଂ ଅମ୍ବାଦଳା ଥାନା ଅନ୍ତର୍ଗତ ବିଭିନ୍ନ ସ୍ଥାନରେ ପୋଷ୍ଟର ଲଗାଯାଇଛି। ବିଷମକଟକ ବ୍ଲକ କାର୍ଯ୍ୟାଳୟ କାନ୍ଥ, ମୁନିଗୁଡ଼ା ଥାନା...

ଦେଶୀ ମଦଭାଟିରେ ଅଚଳ ଇଟିପି

ସମ୍ବଲପୁର,୨୬ା୧୧(ବ୍ୟୁରୋ): ପରିବେଶ ସୁରକ୍ଷା ଓ ପ୍ରଦୂଷଣ ନିୟନ୍ତ୍ରଣ ପାଇଁ ଦେଶୀ ମଦଭାଟିରେ ଇଟିପି (ଏଫ୍ଲୁଏଣ୍ଟ ଟ୍ରିଟ୍‌ମେଣ୍ଟ ପ୍ଲାଣ୍ଟ ବା ବର୍ଜ୍ୟଜଳ ବିଶୋଧନ କରୁଥିବା ପ୍ଲାଣ୍ଟ) ଲଗାଇବାକୁ ଏନ୍‌ଜିଟି ନିର୍ଦ୍ଦେଶ ଦେଇଥିଲା। ତଦନୁଯାୟୀ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ଏହାକୁ କାର୍ଯ୍ୟକାରୀ...

ଫେରିଲା ରାଜପଥ ତାତି

ଢେଙ୍କାନାଳ ଅଫିସ, ୨୬।୧୧: କଟକ ଜିଲା ମଙ୍ଗୁଳି ଛକଠାରୁ ଢେଙ୍କାନାଳ-ଅନୁଗୋଳ ଜିଲା ଦେଇ ସମ୍ବଲପୁରକୁ ସଂଯୋଗ କରୁଥିବା ୫୫ନଂ. ଜାତୀୟ ରାଜପଥ ସମ୍ପ୍ରସାରଣ କାର୍ଯ୍ୟ ୫ ବର୍ଷ ହେଲା ଶେଷ ହେଉନାହିଁ। ଶୋଚନୀୟ ହୋଇପଡ଼ିଥିବା ରାସ୍ତାରେ ଦୁର୍ଘଟଣା ଘଟି ଧନଜୀବନ...

ପଦ୍ମପୁର ଉପନିର୍ବାଚନ: ଏଣିକି ହେଭିୱେଟଙ୍କ ପ୍ରଚାର

ପଦ୍ମପୁର,୨୬।୧୧(ଡି.ଏନ.ଏ.): ପଦ୍ମପୁର ଉପନିର୍ବାଚନ ପାଇଁ ଡିସେମ୍ବର ୫ ତାରିଖରେ ମତଦାନ ହେବ। ଏଥିପାଇଁ ପଦ୍ମପୁର ନିର୍ବାଚନ ମଣ୍ଡଳୀ ଅଧୀନ ପଦ୍ମପୁର, ପାଇକମାଳ ଓ ଝାରବନ୍ଧ ବ୍ଲକ ଅଞ୍ଚଳରେ ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ପ୍ରଚାରକୁ ଜୋରଦାର କରାଯାଇଛି। ଦଳୀୟ...

ରାଣୀ ପଣ୍ଡାଙ୍କ କାର୍‌ ଦୁର୍ଘଟଣା,ଚିକିତ୍ସାଧୀନ ଅବସ୍ଥାରେ ବାଇକ୍‌ ଆରୋହୀଙ୍କ ମୃତ

ଆଠଗଡ,୨୬।୧୧(ଡି.ଏନ.ଏ.) କଟକ ଜିଲା ଆଠଗଡ ବ୍ଲକ ଡାଳଖାଇ ଛକ ନିକଟରେ ଗୁରୁବାର ରାତିରେ ଯାତ୍ରା ଅଭିନେତ୍ରୀ ରାଣୀ ପଣ୍ଡାଙ୍କ କାର୍‌ ଦୁର୍ଘଟଣା ଗସ୍ତ ହୋଇଛି। ଏକ ବାଇକ୍‌ ସହ ତାଙ୍କ କାର୍‌ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ବାଇକ୍‌ ଆରୋହୀଙ୍କ...

୨୯ରେ କୁଲାଡ଼ ଗ୍ରାମବାସୀଙ୍କ ଆନ୍ଦୋଳନ

ବଅଁରପାଳ,୨୬।୧୧(ଡି.ଏନ.ଏ.): ନାଲ୍‌କୋ ପାରିପାର୍ଶ୍ୱିକ ଗ୍ରାମ କୁଲାଡ଼ ଗ୍ରାମବାସୀଙ୍କ ପକ୍ଷରୁ ଶୁକ୍ରବାର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ସରପଞ୍ଚ ଊଷାରାଣୀ ସ୍ବାଇଁ ଏହାର ନେତୃତ୍ୱ ନେଇଥିଲେ। ବୈଠକରେ କୁହାଯାଇଛି ଯେ, ନାଲ୍‌କୋ ପ୍ଲାଣ୍ଟ ନିକଟରେ ଥିବା କୁଲାଡ଼ ଗ୍ରାମବାସୀ ଦୀର୍ଘଦିନ ହେଲା...

ବିଦ୍ୟାଳୟ ଫାଟକରେ ତାଲା ପକାଇ ଧାରଣା

ଛେଣ୍ଡିପଦା,୨୬ା୧୧(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଦୁର୍ଗାପୁର ପଞ୍ଚାୟତ ଟାଙ୍ଗରସାହି ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବ ସମସ୍ୟାର ସମାଧାନ ହେଉ ନ ଥିବାରୁ ଶୁକ୍ରବାର ଶତାଧିକ ଛାତ୍ରୀଛାତ୍ରଙ୍କୁ ନେଇ ଅଭିବାବକ, ଗ୍ରାମବାସୀ ପ୍ରତିବାଦ କରିଛନ୍ତି। ସେମାନେ ବିଦ୍ୟାଳୟ ମୁଖ୍ୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri