ଆମ ଜିଲା ଖବର

୩ ଦଫା ଦାବିରେ ରାଜରାସ୍ତାକୁ ଓହ୍ଲାଇଲେ ୨୪୫ ଶିକ୍ଷାକର୍ମୀ

ସିମୁଳିଆ,୧୯ା୧୧(ଡି.ଏନ୍‌.ଏ.): ଓଡ଼ିଶା ମିଳିତ ପ୍ରାଥମିକ ଶିକ୍ଷକ ମହାସଂଘର ଆହ୍ବାନରେ ଶନିବାର ସିମୁଳିଆର ମିଳିତ ପ୍ରାଥମିକ ଶିକ୍ଷକ ମହାସଂଘ ଦ୍ୱାରା ୩ ଦଫା ଦାବି ନେଇ ଶିକ୍ଷକ ଭବନ ପରିସରରେ ସଭା ଓ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ୨୪୫ଜଣ...

କ୍ରେଡିଟ୍‌ କାର୍ଡରୁ ୭୦ ହଜାର ଟଙ୍କା ଗାଏବ

ସିମୁଳିଆ,୧୯ା୧୧(ଡି.ଏନ୍‌.ଏ.): ବାରମ୍ବାର ବିଭିନ୍ନ ଗଣମାଧ୍ୟମରେ ଅନ୍‌ଲାଇନ୍‌ ଠକେଇ ସମ୍ପର୍କରେ ସଚେତନତା ପ୍ରକାଶ ପାଉଛି। ଏହା ପରେ ମଧ୍ୟ ଲୁଟେରାଙ୍କ କବଳରୁ ନିସ୍ତାର ମିଳୁନାହିଁ। କ୍ରେଡିଟ୍‌ କାର୍ଡରୁ ୭୦ ହଜାର ଟଙ୍କା ଗାଏବ ପରି ଘଟଣା ଦେଖିବାକୁ ମିଳିଛି ବାଲେଶ୍ୱର ଜିଲା...

ଟ୍ରକ୍‌ ପଛରେ ପିଟିଲା ପିକ୍‌ଅପ୍‌, ଜଣଙ୍କ ଜୀବନ ଗଲା, ଜଣେ ଗୁରୁତର

ବଣାଇ,୧୯ା୧୧(ସ୍ବ.ପ୍ର.): ସୁନ୍ଦରଗଡ଼ ଜିଲା ଚାନ୍ଦିପୋଷ ଥାନା ଅନ୍ତର୍ଗତ ବିରତୋଳା ବଜାର ନିକଟରେ ଏକ ଟ୍ରକ୍‌ ପଛରେ ପିକ୍‌ଅପ୍‌ଟି ପିଟି ହୋଇଯିବାରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଥିବା ଜଣାପଡ଼ିଛି। ମିଳିଥିବା ସୂଚନାନୁଯାୟୀ, ଓଡି ୧୪ ଏଏ...

ବିଭିନ୍ନ ଦାବିରେ ରାସ୍ତାକୁ ଓହ୍ଲାଇଲେ ୩୦୦ରୁ ଊର୍ଦ୍ଧ୍ୱ ଶିକ୍ଷକ

ସୋରଡ଼ା,୧୯ା୧୧(ଡି.ଏନ୍‌.ଏ.): ରାଜ୍ୟ ମିଳିତ ପ୍ରାଥମିକ ଶିକ୍ଷକ ସଂଘ ସୋରଡ଼ା ଶାଖା ପକ୍ଷରୁ ଶନିବାର ଅପରାହ୍ନରେ ୩୦୦ ଶହରୁ ଊର୍ଦ୍ଧ୍ୱ ଶିକ୍ଷୟିତ୍ରୀ/ଶିକ୍ଷକ କାଳୀମନ୍ଦିରରୁ ଏକେ ବିରାଟ ଶୋଭାଯାତ୍ରାରେ ବାହାରି ଆଡ଼ପମଣ୍ଡପ,ବଡ଼ଦାଣ୍ଡ,ରଥପଦା, ଡେଲି ମାର୍କେଟ ହୋଇ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ ପହଞ୍ଚି ଥିଲେ।...

ଦୋକାନ ଭିତରକୁ ପଶିଗଲା କାର୍‌, ୩ ଛାତ୍ରୀ ଆହତ

ପୁରୁଷୋତ୍ତମପୁର,୧୯ା୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟରାସ୍ତାର ଭାବନ୍ଧ ଛକଠାରେ କାର୍‌ ନଂ ଓଡି ୦୭ଏନ ୨୯୩୬ ଦ୍ରୁତ ଗତିରେ ଆସି ରାସ୍ତା ପାଶର୍‌ବରେ ଥିବା ଏକ ପାନ ଦୋକାନ ମଧ୍ୟକୁ ପଶିଯାଇଥିଲା। ଏହି ସମୟରେ ବସ୍‌ରୁ...

ପଦ୍ମପୁର ଉପନିର୍ବାଚନ: ସୁରକ୍ଷା ବ୍ୟବସ୍ଥା ନେଇ ସୂଚନା ଦେଲେ ଜିଲାପାଳ

ବରଗଡ଼ ଅଫିସ,୧୯ା୧୧: ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନ ପାଇଁ ଆସନ୍ତା ଡିସେମ୍ବର ୫ରେ ଭୋଟ ଗ୍ରହଣ ହେବ। କଂଗ୍ରେସ, ବିଜେଡି, ଭାଜପା ପ୍ରାର୍ଥୀଙ୍କ ସମେତ ୧୧ଜଣ ପ୍ରାର୍ଥୀ ନିର୍ବାଚନ ମଇଦାନକୁ ଓହ୍ଲାଇ ପ୍ରଚାର ଆରମ୍ଭ କରି ଦେଇଛନ୍ତି। ସେହିପରି ନିର୍ବାଚନକୁ...

ପଦ୍ମପୁର ଉପ-ନିର୍ବାଚନ: ଦୀପାଳିଙ୍କୁ ବଡ଼ ଦାୟିତ୍ୱ

ଝାରସୁଗୁଡ଼ାଅଫିସ/ପଦ୍ମପୁର,୧୯।୧୧(ଡି.ଏନ୍‌.ଏ.): ପଦ୍ମପୁର ଉପ-ନିର୍ବାଚନରେ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ଝିଅ ଯୁବନେତ୍ରୀ ଦୀପାଳି ଦାସଙ୍କୁ ବଡ଼ ଦାୟିତ୍ୱ ଦିଆଯାଇଛି। ପ୍ରଚାର କାର୍ଯ୍ୟରେ ବିଜେଡି ପକ୍ଷରୁ ତାଙ୍କୁ ଏହି ବଡ଼ ଦାୟିତ୍ୱ ମିଳିଛି। ପାଇକମାଲ ବ୍ଲକରେ ପ୍ରଚାର କାର୍ଯ୍ୟ ଲାଗି ସଂଯୋଜକ...

ଆଭ୍ୟନ୍ତରୀଣ ଓଡ଼ିଶାରେ ବଢ଼ିବ ଶୀତ

ଭୁବନେଶ୍ୱର,୧୯ା୧୧(ବ୍ୟୁରୋ): ରାଜ୍ୟରେ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ଶୁଖିଲା ପାଗ ଜାରି ରହିବ। ୨୧ ତାରିଖରୁ ପାଗ ବଦଳିବ। ଆକାଶ ମେଘାଚ୍ଛନ୍ନ ରହିବା ସହ କିଛି ଜିଲାରେ ବର୍ଷା ହେବ। ଆଭ୍ୟନ୍ତରୀଣ ଓଡ଼ିଶାରେ ଶୀତ ବଢ଼ିବ। ସ୍ବାଭାବିକଠାରୁ ୨ରୁ ୩...

ଚଢ଼ିଲା ବେଳେ ଟ୍ରେନ୍‌ରୁ ଖସିପଡ଼ିଲେ ଯାତ୍ରୀ: ତାତିଲେ ଲୋକେ

ଯାଜପୁର ଅଫିସ,୧୯।୧୧: ଯାଜପୁର ଜିଲା ଦୁଲାଖପାଟଣା ରେଳ ଷ୍ଟେଶନରେ ଶନିବାର ଏକ ଅଘଟଣ ଘଟିଛି। ଟ୍ରେନ୍‌ରେ ଅତ୍ୟାଧିକ ଯାତ୍ରୀଭିଡ଼ ଯୋଗୁ ଚଢ଼ିଲା ସମୟରେ ୨ ଯାତ୍ରୀ ଖସିପଡ଼ି ଗୁରୁତର ହୋଇଛନ୍ତି। ସେମାନଙ୍କ ପରିଚୟ ମିଳି ପାରି ନ ଥିବା ବେଳେ...

୧୬ ହିତାଧିକାରୀଙ୍କୁ ମିଳିଲା ଜଙ୍ଗଲ ଜମିପଟ୍ଟା

ଦାରିଙ୍ଗବାଡ଼ି,୧୯।୧୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡି ତହସିଲ କାର୍ଯ୍ୟାଳୟ ପକ୍ଷରୁ ଶନିବାର ଜଙ୍ଗଲ ଜମିପଟ୍ଟା ବଣ୍ଟନ କରାଯାଇଛି। ଏହି ଅବସରରେ ତହସିଲଦାର ଡ. ଅଶୋକ କୁମାର ଦାସଙ୍କ ଅଧ୍ୟକ୍ଷତାରେ ବ୍ଲକ ସଭାଗୃହରେ ଏକ ମେଳାର ଆୟୋଜନ କରାଯାଇଥିଲା। ଏଥିରେ ମୁଖ୍ୟ ଅତିଥି...

ବିଜେଡି-ଭାଜପାର ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ

ପଦ୍ମପୁର,୧୯।୧୧(ଡି.ଏନ.ଏ.): ଡିସେମ୍ବର ୫ରେ ପଦ୍ମପୁର ଉପନିର୍ବାଚନ। ଏନେଇ ରାଜନୀତି ସରଗରମ ରହିଛି। ୩ ପ୍ରମୁଖ ଦଳ ପକ୍ଷରୁ ପ୍ରଚାର ଜୋରଦାର ଆରମ୍ଭ ହୋଇଛି। ଏହି ପରିପ୍ରେକ୍ଷୀରେ ଶନିବାର ବିଜେଡି ଏବଂ ଭାଜପା ପକ୍ଷରୁ ୪୦ ଜଣିଆ ଷ୍ଟାର ପ୍ରଚାରକଙ୍କ ତାଲିକା...

ପତଳା ହେଉଛି ଗରୁଡ଼ ସ୍ତମ୍ଭ

ପୁରୀ ଅଫିସ,୧୯।୧୧: ପୁରୀ ଶ୍ରୀମନ୍ଦିର ଗରୁଡ଼ ସ୍ତମ୍ଭ ପତଳା ହେଉଛି । ଏ ନେଇ ମନ୍ଦିର ନାଟମଣ୍ଡପସ୍ଥିତ ଗରୁଡ଼ ସ୍ତମ୍ଭକୁ ରୁପା ଚାଦରରେ ଆଚ୍ଛାଦନ କରାଯିବ। ଛତିଶା ନିଯୋଗ ନାୟକ, ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ ଓ ବରିଷ୍ଠ ସେବାୟତଙ୍କୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri