ଆମ ଜିଲା ଖବର

ମା’, ପୁଅଙ୍କୁ ଆକ୍ରମଣ: ଥାନାରେ ମାମଲା

ଦିଗପହଣ୍ଡି,୧୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ପଞ୍ଚାୟତ ରାଜପୁର ଗ୍ରାମରେ ପାରିବାରିକ ଶତ୍ରୁତାକୁ କେନ୍ଦ୍ର କରି ଗ୍ରାମର ଜିନି ବିଷୋୟୀ ଏବଂ ତାଙ୍କ ପୁଅ ଲାବଣ୍ୟ ବିଷୋୟୀଙ୍କୁ ବବୁଲ ବିଷୋୟୀ ଓରଫ ରୁଦ୍ର ଆକ୍ରମଣ କରିଥିବା ଅଭିଯୋଗ…

ନୃସିଂହ ଉତ୍ସବରେ ଠାକୁରଙ୍କୁ ଦର୍ଶନ କଲେ ବିଧାୟକ

ଗଞ୍ଜାମ,୧୧।୫(ବିଦ୍ୟାଧର ସାହୁ): ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମରେ ଚାଲିଥିବା ନୃସିଂହ ଚତୁର୍ଦ୍ଧଶୀ ଉତ୍ସବରେ ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ଯୋଗଦେଇ ଠାକୁରଙ୍କ ଦର୍ଶନ କରିଥିଲେ l ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା, ଏନ୍‌ଏସି ଚେୟାରମ୍ୟାନ ପ୍ରତିନିଧି ବିନୋଦ ଚନ୍ଦ୍ର…

ଆହୁରି ବଢ଼ିବ ଖରା: ୧୫ ଯାଏ ନାହିଁ ନିସ୍ତାର

ଭୁବନେଶ୍ୱର,୧୦ା୫: ଖରାରେ ଶିଝୁଛି ସାରା ଓଡ଼ିଶା। ଦିନ ସାଢେ ଦୁଇଟା ସୁଦ୍ଧା ସମ୍ବଲପୁର ରାଜ୍ୟର ସବୁଠୁ ଉତ୍ତପ୍ତ ସହର ହୋଇଛି। ସମ୍ବଲପୁରରେ ସର୍ବାଧିକ ୪୩ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ତା ପଛକୁ ରହିଛି ରାଜଧାନୀ ଭୁବନେଶ୍ବର। ଭୁବନେଶ୍ବରରେ ଚଳିତ…

ଅଧାରେ ରହିଗଲା ମା’ଙ୍କୁ ଡାକ୍ତର ଦେଖାଇବା, ଦୁର୍ଘଟଣାରେ ଚାଲିଗଲା ଜୀବନ

ଆନନ୍ଦପୁର,୧୧ା୫(ସୁଶାନ୍ତ କୁମାର ସାହୁ): ମା’ଙ୍କୁ ଡାକ୍ତର ଦେଖାଇବାକୁ ବାହାରି ଥିଲେ ସପରିବାର। ହେଲେ ଦୁର୍ଘଟଣାରେ ଚାଲିଗଲା ମା’ଙ୍କ ଜୀବନ। ସେପଟେ ପୁଅ ଓ ନାତୁଣୀ ଗୁରୁତର ହୋଇଥିବା ବେଳେ ବୋହୂ ଓ ଝିଅ ଆହତ ହୋଇଛନ୍ତି। ହେଲେ ଦେଢ଼ବର୍ଷର ନାତି ଅଳ୍ପକେ…

ପାଇପ ଅଛି, ହେଲେ ପାଣି ବାହାରୁନି, ୩୦୦ ପରିବାର ହନ୍ତସନ୍ତ

ରିଷିଡ଼ା,୧୧ା୫(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପୌରକେଲା ପଞ୍ଚାୟତ ରଣାପଡ଼ା, ଓ ପାଟଖଣ୍ତା ମନ୍ଦିରପଡ଼ାର ପାୟ ୩୦୦ ପରିବାର ପାନୀୟ ଜଳ ପାଇଁ ହନ୍ତସନ୍ତ ହେଉଛନ୍ତି। ପଡ଼ାରେ ସରକାର ତରଫରୁ ସଫଲେଇ ପାଣି ପାଇପ ବ୍ୟବସ୍ଥା କରିଥିଲେ ହେଁ ତାହା…

ଗାଁରୁ କେଉଁଆଡ଼େ ଚାଲିଯାଇଛନ୍ତି ୩ ନାବାଳିକା, ଫେରାଇ ଆଣିବା ପାଇଁ ପରିବାର ଲୋକଙ୍କ ଆକୁଳ ନିବେଦନ

ପାଟଣା,୧୧ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଉପାନ୍ତ ଅଞ୍ଚଳ ଚିନାମାଳିପଶି ପଞ୍ଚାୟତ ବଡ଼ ମହୁଲଡିହା ଗ୍ରାମର ୩ ଆଦିବାସୀ ନାବାଳିକା ଗତ ଗୁରୁବାରଠାରୁ ଗାଁରୁ କେଉଁଆଡ଼େ ନିଖୋଜ ହୋଇଛନ୍ତି। ବଡ଼ ମହୁଲଡିହା ଗ୍ରାମର ସମରା ମୁଣ୍ଡାଙ୍କ ଝିଅ ଶିବାନୀ (୧୩),…

ହାତୀ ଆକ୍ରମଣରୁ ରକ୍ଷା ପାଇବା ପାଇଁ ଗ୍ରାମବାସୀଙ୍କୁ ସଚେତନ କଲା ବନ ସୁରକ୍ଷା ସମିତି

କେସିଙ୍ଗା,୧୧ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନ ବିଭାଗ ଅନ୍ତର୍ଗତ କୁର୍ଲୁପଡ଼ା ବନସୁରକ୍ଷା ସମିତି ପକ୍ଷରୁ ହାତୀ ଆକ୍ରମଣରୁ ରକ୍ଷା ପାଇବା ପାଇଁ ଏକ ସଚେତନତା କାର୍ଯ୍ୟକ୍ରମ ରବିବାର ଅନୁଷ୍ଠିତ ହୋଇଯାଇଛି। ସମିତିର ସମ୍ପାଦକ ତଥା ବନପାଳ ଯଶୋବନ୍ତ ନାଏକଙ୍କ ନେତୃତ୍ୱରେ…

ବିଷ ପିଇ ପ୍ରେମୀଯୁଗଳଙ୍କ ଆତ୍ମହତ୍ୟା ଉଦ୍ୟମ, ୧୫ ଦିନ ତଳେ ଦୁହେଁ…

ଦେବଗଡ଼,୧୧ା୫(ଶଶାଙ୍କ ଶେଖର ଝାଙ୍କର): ଏକ ଅଭାବନୀୟ ଘଟଣାକ୍ରମରେ ପ୍ରାୟ ୧୫ ଦିନ ହେଲା ଏକାଠି ରହୁଥିବା ପ୍ରେମୀଯୁଗଳ ଶନିବାର ବିଷପାନ କରି ଆତ୍ମହତ୍ୟା ଉଦ୍ୟମ କରିବା ସହ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଜଣାପଡ଼ିଛି। ସୂଚନାନୁଯାୟୀ ଦେବଗଡ଼ ଜିଲା କଣ୍ଟାପାଲି…

ସ୍ତ୍ରୀ-ବୋହୂଙ୍କୁ ଛୁରିରେ ମରଣାନ୍ତ୍ରକ ଆକ୍ରମଣ: ପରେ ନିଜେ କଲେ ଆତ୍ମହତ୍ୟା

କେସିଙ୍ଗା,୧୧ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅନ୍ତର୍ଗତ ପରଲସିଙ୍ଗା ଗ୍ରାମ ପଞ୍ଚାୟତର ଭମରମାଲ(ପଥର୍ଲା) ଗ୍ରାମରେ ଏକ ଘରୋଇ କଳି ଭୟଙ୍କର ରୂପ ଧାରଣ କରି ଶେଷରେ ୪୨ ବର୍ଷୀୟ କୃଷ୍ଣ ସାହୁ ଆତ୍ମହତ୍ୟା କରିଛନ୍ତି। କୃଷ୍ଣ ମଦ୍ୟପାନ କରି ସ୍ତ୍ରୀ…

ଅତାବିରାରୁ ଛତିଶଗଡ଼କୁ ହେଉଥିଲା ଗଞ୍ଜେଇ ଚୋରା ଚାଲାଣ, ୨ ଗିରଫ

ଅତାବିରା,୧୧ା୫(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ଛତିଶଗଡ଼ ରାଜ୍ୟକୁ ଚୋରା ଚାଲାଣ ହେଉଥିବା ୧ କ୍ୟୁଣ୍ଟାଲ ୨୦ କେଜି ୬୭୦ ଗ୍ରାମ ଗଞ୍ଜେଇ ଜବତ କରିଛି ଅତାବିରା ପୋଲିସ l ଏହା ସହ ୨…

ମେ’ ୧୯ରୁ ଗଞ୍ଜାମରେ ହେବ ଯକ୍ଷ୍ମା ରୋଗୀ ସର୍ଭେ, ଘରକୁ ଘର ବୁଲି…

ଭଞ୍ଜନଗର,୧୧ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ଆସନ୍ତା ୧୯ ତାରିଖରୁ ପୁଣି ୧୦୦ ଦିନ ପର୍ଯ୍ୟନ୍ତ ଯକ୍ଷ୍ମା ରୋଗୀ ଚିହ୍ନଟ ପାଇଁ ସର୍ଭେ ହେବ। ତେଣୁ ଏନେଇ ଜଗନ୍ନାଥପ୍ରସାଦ ବ୍ଲକ ବରଗାଁ ସ୍ବାସ୍ଥ୍ୟକେନ୍ଦ୍ର, ବେଲଗୁଣ୍ଠା ଏବଂ ଗୋବରା ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟକ୍ରମ କିଭଳି ସଫଳ…

ନୃସିଂହ ଚତୁର୍ଦ୍ଦଶୀ ପାଇଁ ପୁଇଁତୋଳା ଉତ୍ସବ ମୁଖର

ଗଞ୍ଜାମ,୧୧।୫(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ମହା ଆଡମ୍ବରରେ ନୃସିଂହ ଚତୁର୍ଦ୍ଦଶୀ ପାଳିତ ହେଉଅଛି । ଏଥିପାଇଁ ସମଗ୍ର ଗ୍ରାମ ଉତ୍ସବ ମୁଖର ହୋଇ ଉଠିଛି। ଗତକାଲି ସାରେ ନୃସିଂହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?