ଆମ ଜିଲା ଖବର

ଡିସେମ୍ବର ସୁଦ୍ଧା ଗୋଶାଳା, ଏମ୍‌ସିସି ଖୋଲିବ

କଟକ ଅଫିସ, ୭ା୧୨: ସହରରେ କଠିନ ବର୍ଜ୍ୟବସ୍ତୁର ସୁପରିଚାଳନା ପାଇଁ କଟକ ମହାନଗର ନିଗମ(ସିଏମ୍‌ସି) ପକ୍ଷରୁ ଆଗାମୀ ଦିନରେ ମୋଟ ୧୮ଟି ମାଇକ୍ରୋ କମ୍ପୋଷ୍ଟିଂ ସେଣ୍ଟର (ଏମ୍‌ସିସି) ଖୋଲାଯିବ। ଏନେଇ ସିଏମ୍‌ସି ବିଜୁ ଭବନଠାରେ ମଙ୍ଗଳବାର ଏକ ସମୀକ୍ଷା ବୈଠକରେ...

ବାଲି ସଇରାତ ନ ଥାଇ ବେଆଇନ ବାଲି ଉଠାଣ

ମାହାଙ୍ଗା ୭ା୧୨(ସ୍ବ.ପ୍ର.): ମାହାଙ୍ଗା ତହସିଲରେ ବେଆଇନ୍‌ ବାଲି ଉଠାଣ ଦିନକୁ ଦିନ ବଢ଼ି ଚାଲିଛି। ମାତ୍ର ତହସିଲ ଅବା ପୋଲିସ ପ୍ରଶାସନ ପକ୍ଷରୁ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଉନାହିଁ। ମାହାଙ୍ଗାର ବିଭିନ୍ନ ବାଲିଘାଟରୁ ବାଲି ଉଠାଯାଇ ଟ୍ରିପ ଟ୍ରିପ ବାହାର ଜିଲାକୁ...

ଓଡ଼ିଶା ପୋଲିସକୁ ୨ ବ୍ରୋଞ୍ଜ ପଦକ

କଟକ ଅଫିସ,୭ା୧୨: ୭୧ତମ ସର୍ବଭାରତୀୟ ପୋଲିସ ହକି ଚାମ୍ପିୟନଶିପ୍‌ରେ ଓଡ଼ିଶା ପୋଲିସର ମହିଳା ଓ ପୁରୁଷ ଟିମ୍‌ ଦଳଗତ ପ୍ରଦର୍ଶନ କରି ବ୍ରୋଞ୍ଜ ପଦକ ହାସଲ କରିଛନ୍ତି। ଓଡ଼ିଶା ପୋଲିସର ପୁରୁଷ ଟିମ୍‌ ସିଆଇଏସଏଫ୍‌କୁ ୬-୪ ଗୋଲରେ ପରାସ୍ତ କରି...

ଝାରବନ୍ଧରେ ସର୍ବାଧିକ

ପଦ୍ମପୁର,୭।୧୨(ଡି.ଏନ.ଏ.): ବର୍ତ୍ତମାନ ସାରା ରାଜ୍ୟର ଆଖି ପଦ୍ମପୁର ଉପନିର୍ବାଚନ ଉପରେ କେନ୍ଦ୍ରୀଭୂତ ହୋଇରହିଛି। ବିଭିନ୍ନ ଦୃଷ୍ଟିରୁ ଏହି ଉପନିର୍ବାଚନ ନିଜର ପୁରୁଣା ରେକର୍ଡ ଭାଙ୍ଗିଛି। ଏଥର ଦୁଇ ନମ୍ବର ଉପନିର୍ବାଚନର ସମ୍ମୁଖୀନ ହୋଇଥିବା ପଦ୍ମପୁର ନିର୍ବାଚନ ମଣ୍ଡଳୀର ଭୋଟର ସର୍ବାଧିକ...

କଳାପଟା ନାହିଁ, କବାଟରେ ଲେଖା ହେଲା ପ୍ରଶ୍ନ

ଧର୍ମଶାଳା,୭ା୧୨(ଡି.ଏନ୍‌.ଏ.): ବିଦ୍ୟାଳୟଗୁଡ଼ିକର ଭୂତ୍ତିଭୂମି ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ୫-ଟି ମାଧ୍ୟମରେ ବିପୁଳ ଟଙ୍କା ବ୍ୟୟ କରିଚାଲିଛନ୍ତି। ହେଲେ ଯାଜପୁର ଜିଲାରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି। ଏହି ଜିଲାର ଧର୍ମଶାଳା ବ୍ଲକ ଅନ୍ତର୍ଗତ ଅଣ୍ଟିଆ ଗ୍ରାମରେ ଥିବା...

ଦୋଷୀଙ୍କୁ ୨୦ବର୍ଷ ଜେଲ

ବାରିପଦା ଅଫିସ,୭ା୧୨: ମୟୂରଭଞ୍ଜ ଅତିରିକ୍ତ ଜିଲା ଓ ଦୌରା ଜଜ୍‌ ତଥା ସ୍ବତନ୍ତ୍ର ଫାଷ୍ଟ ଟ୍ରାକ୍‌ କୋର୍ଟରେ ମଙ୍ଗଳବାର ଏକ ନାବାଳିକା ବଳାତ୍କାର ମାମଲାର ରାୟ ପ୍ରକାଶ ପାଇଛି। ଜଜ୍‌ ଦୁର୍ଗାଚରଣ ମିଶ୍ର ଏହାର ବିଚାର କରି ଦୋଷୀଙ୍କୁ ୨୦ବର୍ଷ...

ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ

କୋକସରା,୬।୧୨(ଡି.ଏନ.ଏ.): ସିକନ୍ଦରାବାଦରେ ଇଟାଭାଟିରେ ପୋଡ଼ି ମୃତ୍ୟୁବରଣ କରିଥିବା କଳାହାଣ୍ଡି ଜିଲା କୋକସରା ବ୍ଲକ ସାନପୋଡ଼ା ପଞ୍ଚାୟତ ନେଗିଗୁଡା ଗ୍ରାମର ସତ୍ୟ ସୁନା(୨୭)ଙ୍କ ମୃତଦେହ ମଙ୍ଗଳବାର ପହଞ୍ଚିଛି। ଶୋକାକୁଳ ପରିବେଶ ମଧ୍ୟରେ ଗାଁ ମଶାଣିରେ ତାଙ୍କର ସତ୍କାର କରାଯାଇଛି। କୋକସରା ବ୍ଲକ...

ଟାୟାର ପକାଇ ନିଆଁ ଲଗାଇଲେ ଦୁର୍ବୃତ୍ତ

ବାଲିଗୁଡ଼ା,୬।୧୨(ଡି.ଏନ.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଗୁଣ୍ଡିଚାମନ୍ଦିର ନିକଟସ୍ଥ କେରଳି ଟାୟାର ଦୋକାନରେ ଅଗ୍ନିକାଣ୍ଡ ଘଟିଛି। ସୋମବାର ରାତିରେ ଦୋକାନ ବନ୍ଦ ଥିବା ବେଳେ କେହି ଦୁର୍ବୃତ୍ତ ବାରଣ୍ଡାରେ ଟାୟାର ରଖି ନିଆଁ ଲଗାଇ ଦେଇଥିବା ଅନୁମାନ କରାଯାଉଛି। ସୂଚନାଯୋଗ୍ୟ, ବିଳମ୍ବିତ...

ଅନ୍ଧାରରେ ୩ ନାବାଳକଙ୍କ ଭବିଷ୍ୟତ

ଖଡ଼ିଆଳ,୬।୧୨(ଡି.ଏନ.ଏ.): ମା’ ମାନସିକ ରୋଗୀ। ୩ ନାବାଳକ ପୁଅଙ୍କ ଭବିଷ୍ୟତ କିପରି ଗଠନ କରିବେ ସେ ନେଇ ଚିନ୍ତାରେ ବାପା। ଏପରି ଏକ ଦୁଃଖଦ ଘଟଣାରେ ଦେଖିବାକୁ ମିଳିଛି ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ଅନ୍ତର୍ଗତ ଭୂଳିଆଁସିକୁଆଁ ଗ୍ରାମରେ। ଗ୍ରାମର...

୨ଶହ ମିଟର ଦୂର ଗଲେ ମିଳୁଛି ପିଇବା ପାଣି

ନନ୍ଦାହାଣ୍ଡି,୬।୧୨(ଡି.ଏନ୍‌.ଏ.):ଛୋଟ ଛୋଟ ଶିଶୁଙ୍କୁ ଉତ୍ତମ ପୁଷ୍ଟିକର ଖାଦ୍ୟ ଏବଂ ଉତ୍ତମ ପ୍ରାକ୍‌ ଶିକ୍ଷା ପ୍ରଦାନ ପାଇଁ ସରକାରଙ୍କ ଅଙ୍ଗନଓ୍ବାଡି ଯୋଜନାର ପରିକଳ୍ପନା। କିନ୍ତୁ ଏହି ଯୋଜନାରେ ବ୍ୟତିକ୍ରମ ଦେଖାଦେଇଛି ଜିଲା ମୁଖ୍ୟାଳୟର ସୀମାବର୍ତ୍ତୀ ଅଞ୍ଚଳରେ। ନବରଙ୍ଗପୁର ଜିଲା ନନ୍ଦାହାଣ୍ଡି ବ୍ଲକ...

୫ ବର୍ଷିଆ ମରାମତି ନାଁରେ ଚାଲିଛି ଲୁଟ୍‌

ମାଲକାନଗିରି, ୬।୧୨(ଡି.ଏନ.ଏ.):ମାଲକାନଗିରି ଜିଲା କାଲିମେଳା ମୁଖ୍ୟ ସଡକଠାରୁ କବାସିଗୁଡାକୁ ସଂଯୋଗ କରୁଥିବା ଗ୍ରାମ୍ୟ ସଡକର ୫ ବର୍ଷିଆ ମରାମତି ନଁାରେ ଲକ୍ଷାଧିକ ଟଙ୍କା ହେରଫେର କରାଯାଉଥିବା ଅଭିଯୋଗ ହୋଇଛି। କାର୍ଯ୍ୟର ନାମଫଳକରେ ଥିବା ସୂଚନା ଅନୁଯାୟୀ, ସମେନ୍ଦ୍ର ପ୍ରସାଦ ବିଶୋୟୀ...

ପିସି ନ ଦେଲେ କାମ ହେଉନି

ଦଶମନ୍ତପୁର, ୬ା୧୨ ( ଡି.ଏନ.ଏ):କୋରାପୁଟ ଜିଲା ଦଶମନ୍ତପୁର ବ୍ଲକରେ ପିସି କାରବାର ଖୁଲୁମଖୋଲା ଭାବେ ଚାଲିଛି। ଯେ କୌଣସି କାର୍ଯ୍ୟରେ ପିସି ନ ଦେଲେ କିଛି ହେଉନି। ବ୍ଲକର ଜଣେ କନିଷ୍ଠ ଯନ୍ତ୍ରୀ କାର୍ଯ୍ୟ କରିଥିବା ଠିକାଦାରଙ୍କ ଅର୍ଥରୁ ୧୦...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri