ଛାତ୍ରୀଙ୍କୁ ଯୌନ ନିର୍ଯାତନା ଦେଉଥିଲେ ପ୍ରଧାନ ଶିକ୍ଷକ: ଥାନାର ଦ୍ୱାରସ୍ଥ ହେଲା ପରିଚାଳନା କମିଟି
ଲୋଇସିଂହା,୨୮।୧(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ରେଙ୍ଗାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅଶୋକ କୁମାର ତ୍ରିପାଠୀ ଛାତ୍ରୀମାନଙ୍କୁ ଆଶଳୀନ ବ୍ୟବହାର ପ୍ରଦର୍ଶନ କରୁଥିବାରୁ ଅଭିଭାବକ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। ପ୍ରଧାନ ଶିକ୍ଷକଙ୍କ ଏପରି ଆଚରଣକୁ ନେଇ…
ବଡ଼ ଘୋଷଣା କଲେ ନବୀନ ଜିନ୍ଦଲ: କେନ୍ଦୁଝରରେ ପ୍ରତିଷ୍ଠା ହେବ ଷ୍ଟିଲ ପ୍ଲାଣ୍ଟ
ଭୁବନେଶ୍ବର,୨୮।୧: ଉତ୍କର୍ଷ ଓଡ଼ିଶା କନ୍କ୍ଲେଭ୍ରେ ଜେଏସ୍ପିଏଲ୍ ଅଧ୍ୟକ୍ଷ ନବୀନ ଜିନ୍ଦଲ ଏକ ବଡ଼ ଘୋଷଣା କରିଛନ୍ତି। କେନ୍ଦୁଝରରେ ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା କରିବ ନବୀନ ସୂଚନା ଦେଇଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା ହୋଇଛି। କ୍ଷମତା ବୃଦ୍ଧି ପାଇଁ ୬ ବର୍ଷରେ…
ରାଇକିଆର ସାମଗ୍ରିକ ବିକାଶ ମୂଳ ଲକ୍ଷ୍ୟ: ଅନୁଦାନ ଘୋଷଣା କଲେ ବିଧାୟକ
ରାଇକିଆ,୨୮।୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ନାଗରିକ ମଞ୍ଚର ବାର୍ଷିକ ସାଧାରଣ ଅଧିବେଶନ ଅନୁଷ୍ଠିତ ହୋଇଯାଇଛି। ଅତିଥି ଭାବେ ଜି ଉଦୟଗିରି ବିଧାୟକ ପ୍ରଫୁଲ୍ଲ ପ୍ରଧାନ ଯୋଗଦେଇ ରାଇକିଆ ଅଞ୍ଚଳର ବିକାଶରେ ନାଗରିକ ମଞ୍ଚର ଭୂମିକା ଓ ଆଭିମୁଖ୍ୟ ସମ୍ପର୍କରେ ଅବଗତ…
କୁହୁଡ଼ି ଯୋଗୁ ହାଇୱା ପଛକୁ ପିଟିଲା କ୍ଷୀର ଗାଡ଼ି
କଟକ,୨୮।୧: କଟକ ତେଲେଙ୍ଗାପେଣ୍ଠ ଛକରେ ମଙ୍ଗଳବାର ଏକ ଓମ୍ଫେଡ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି। ପ୍ରବଳ କୁହୁଡ଼ି ଯୋଗୁ କ୍ଷୀର ଗାଡ଼ି ଭାରସାମ୍ୟ ହରାଇ ହାଇୱା ପଛରେ ପିଟି ହୋଇଯାଇଥିବା ଜଣାପଡିଛି। ଦୁର୍ଘଟଣାରେ ଗାଡ଼ି ହେଲପର୍ ଗୁରୁତର ଆହତ ହୋଇ କଟକ ମେଡିକାଲରେ…
୪ ଯୁବକଙ୍କୁ ଅପହରଣ ମାମଲା: ୨ ଗିରଫ
ଦିଗପହଣ୍ଡି,୨୮।୧(ଅଶେଷ ନାଥ ମିଶ୍ର): ୪ ଯୁବକଙ୍କୁ ଅପହରଣ ମାମଲାରେ ୨ ଜଣଙ୍କୁ ଗିରଫ କରିଛି କେ.ନୂଆଗାଁ ଥାନା ପୋଲିସ। କାଲି ଅଟକ ଥିବା ଯୁବକ ସହ ମୁଖ୍ୟ ଅଭିଯୁକ୍ତଙ୍କ ସ୍ତ୍ରୀଙ୍କ ଗିରଫ କରାଯାଇଛି। ଅପହରଣ ଘଟଣାର ମୁଖ୍ୟ ଅଭିଯୁକ୍ତ ଏବେ ବି…
ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ୫୦ ଲକ୍ଷ ଟଙ୍କାର ଅଳଙ୍କାର, ଅଢ଼େଇ ଲକ୍ଷ ଟଙ୍କା ଲୁଟ ଅଭିଯୋଗ
ଭୁବନେଶ୍ୱର,୨୮।୧(ସତ୍ୟଜିତ୍ ରାଉତ): ଭୁବନେଶ୍ୱରରେ ଦିନକୁ ଦିନ ଚୋରଙ୍କ ଆପରାଧିକ କାର୍ଯ୍ୟକଳାପ ବଢ଼ିବାରେ ଲାଗିଛି। ପୂରା ସହର କମିଶନରେଟ୍ ପୋଲିସର ସୁରକ୍ଷା ବଳୟରେ ଥିବାବେଳେ ଦୁର୍ବୃତ୍ତମାନେ ଏହାକୁ ଭୟ କରୁନାହାନ୍ତି। କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ନିରଞ୍ଜନ ପଟ୍ଟନାୟକଙ୍କ ଘରକୁ…
ପୋଷାହାତୀ ଭବାନୀର ମୃତ୍ୟୁ, ପ୍ରାଣୀପ୍ରେମୀଙ୍କୁ ଝଟ୍କା
ବାରିପଦା,୨୮।୧(ନୀଳାଦ୍ରି ବିହାରୀ ଦଣ୍ଡପାଟ):ଶିମିଳିପାଳ ଅଭୟାରଣ୍ୟ ସୁରକ୍ଷାରେ ନିୟୋଜିତ ଥିବା ପୋଷାହାତୀ ଭବାନୀର ମୃତ୍ୟୁ ଘଟିଛି । ମଙ୍ଗଳବାର ସକାଳ ୬ଟା ୧୦ରେ ମୃତ୍ୟୁ ହୋଇଥିବା ନେଇ ଜଣାପଡିବା ପରେ ବନକର୍ମଚାରୀ ଓ ପ୍ରାଣୀପ୍ରେମୀଙ୍କ ମଧ୍ୟରେ ଗଭୀର ଆଘାତ ଲାଗିଛି। ସାଢେ ୭ଫୁଟରୁ…
ଆଜିଠୁ ‘ଉତ୍କର୍ଷ ଓଡ଼ିଶା’ କନ୍କ୍ଲେଭ : ଉଦ୍ଘାଟନ କରିବେ ମୋଦି
ଭୁବନେଶ୍ୱର,୨୮ା୧(ଅନିଲ ଦାସ): ଉତ୍କର୍ଷ ଓଡ଼ିଶା, ମେକ୍ ଇନ ଓଡ଼ିଶା କନ୍କ୍ଲେଭ-୨୦୨୫ ମଙ୍ଗଳବାର ଭୁବନେଶ୍ୱର ଜନତା ମଇଦାନଠାରେ ଅନୁଷ୍ଠିତ ହେବ। ଏହା ୨ ଦୁଇଦିନ ଧରି ଚାଲିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୂର୍ବାହ୍ନ ୧୧ଟାରେ ଉତ୍କର୍ଷ ଓଡ଼ିଶା କନ୍କ୍ଲେଭକୁ ଉଦ୍ଘାଟନ କରିବେ। ଏହି…
କୁଢ଼ କୁଢ଼ ଅଳିଆ ଆବର୍ଜନା, ଦୁର୍ଗନ୍ଧରେ ନାକ ଫାଟୁଛି: ସାଧାରଣରେ ଅସନ୍ତୋଷ
ଦାରିଙ୍ଗବାଡି,୨୮।୧(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକସ୍ତରୀୟ ସାଧାରଣତନ୍ତ୍ର ଦିବସ ମଧ୍ୟ ବଡ଼ ଧୁମଧାମରେ ପାଳିତ ହୋଇଯାଇଛି। ଏହି ଦିବସ ପାଳନ ପୂର୍ବ ଦିନ ସ୍ଥାନୀୟ ପ୍ରଶାସନ ପକ୍ଷରୁ ଦାରିଙ୍ଗବାଡିକୁ ସମ୍ପୂର୍ଣ୍ଣ ସଫେଇ କରାଯାଇଥିଲା। ଏଥିପାଇଁ ପ୍ରଶାସନ ସହ ଅଞ୍ଚଳବାସୀ ଛାତ୍ରୀଛାତ୍ର ସମସ୍ତେ…
୭ ମାସରେ ୫ଥର: ଆଜି ପୁଣି ଓଡ଼ିଶା ଆସୁଛନ୍ତି ମୋଦି
ଭୁବନେଶ୍ୱର,୨୬ା୧(ସୁନିତ୍ ମିଶ୍ର): ଭୁବନେଶ୍ୱର ଜନତା ମୈଦାନରେ ଆୟୋଜିତ ଉତ୍କର୍ଷ ଓଡ଼ିଶା-ମେକ୍ ଇନ୍ ଓଡ଼ିଶା କନ୍କ୍ଲେଭ-୨୦୨୫ରେ ଯୋଗଦେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଦିନିକିଆ ଗସ୍ତରେ ଆସୁଛନ୍ତି। ସକାଳ ୮.୩୫ ମିନିଟ୍ରେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀରୁ ବାୟୁସେନା ବିମାନ ଯୋଗେ ବାହାରି ପୂର୍ବାହ୍ନ ୧୦.୩୫…
ଖୋଲିଲା ମଝିଘରିଆଣୀଙ୍କ ୯ ହୁଣ୍ଡି: ମିଳିଲା ୯୪.୪୯ ଲକ୍ଷ, ୫ ବିଦେଶୀ ନୋଟ ସହ ୯୩ ଗ୍ରାମ୍ ସୁନା
ରାୟଗଡ଼ା,୨୭।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀଙ୍କ ମନ୍ଦିରରେ ଥିବା ୯ଟି ଦାନହୁଣ୍ଡି ସୋମବାର ଖୋଲାଯାଇ ଗଣତି ହୋଇଛି। ହୁଣ୍ଡିରୁ ନଗଦ ୯୪ ଲକ୍ଷ ୪୯ ହଜାର ୫୪ ଟଙ୍କା ସହିତ ୯୩.୧୦ ଗ୍ରାମ ସୁନା ଓ…
ସ୍ତ୍ରୀ ହତ୍ୟାକାରୀଙ୍କୁ ଆଜୀବନ ଜେଲ
ମାଲକାନଗିରି, ୨୭ା୧(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଓ ଦୌରା ଜଜ୍ ଡାକ୍ତର ପ୍ରସନ୍ନ କୁମାର ପଣ୍ଡା ସୋମବାର ଏକ ହତ୍ୟା ମାମଲାର ଶୁଣାଣି କରି ସ୍ତ୍ରୀ ହତ୍ୟାକରୀଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଅଭିଯୁକ୍ତ ଜଣକ ହେଲେ ମାଲକାନଗିରି ଥାନା ପାଣ୍ଡ୍ରିପାଣି…
Archives


