ଆମ ଜିଲା ଖବର

ସ୍କୁଲ ଭିତରକୁ ଯାଉଥିଲେ ଛାତ୍ର, ହଠାତ ଭୁଶୁଡ଼ି ପଡ଼ିଲା ଫାଟକ, ଆଉ ତା’ ପରେ…

ନନ୍ଦପୁର,୬ା(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ କସନ୍ଦି ପଞ୍ଚାୟତର କାଲାଡି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ମୁଖ୍ୟ ଫାଟକ ଭୁଶୁଡ଼ି ୨ ଛାତ୍ର ଗୁରୁବାର ଆହତ ହୋଇଛନ୍ତି। ୨ ଛାତ୍ର ବୁଲୁ ଖିଲ(୭) ଓ ଆୟୁଷ ଖିଲ(୮)ଙ୍କୁ ନନ୍ଦପୁର…

ଗାଁରେ ପସିଲେ ହାତୀ, ଦଳି ଚକଟି ନଷ୍ଟ କଲେ ଫସଲ

କଲ୍ୟାଣସିଂହପୁର, ୬।୮ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ପଞ୍ଚାୟତ ଅଧୀନ କେଶବ ନାୟକଗୁଡ଼ା ନୂଆ ସାହି ଏବଂ ଘାଗୁଡ଼ିମାଳ ଅଞ୍ଚଳରେ ହାତୀଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ୨ଟି ହାତୀ ଗାଁ ନିକଟକୁ ଚାଲିଆସି ବ୍ୟାପକ ଫସଲ…

ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘିବା ଘଟଣାର ସ୍ଥାୟୀ ସମାଧାନ କରାଯାଉ

ଛତ୍ରପୁର,୬ା୮(ଦିଲୀପି ସାମଲ): ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘିବା ଘଟଣାର ସ୍ଥାୟୀ ସମାଧାନ ଓ ବିସ୍ଥାପିତ ନୀତିକୁ କାର୍ଯ୍ୟକାରୀ କରିବା ପାଇଁ ଦକ୍ଷିଣାଞ୍ଚଳ ବ୍ରହ୍ମପୁର ଆରଡ଼ିସି ଓ ଛତ୍ରପୁର ଉପଜଲାପାଳ ସହିତ ଆଲୋଚନା ହୋଇଛି। ଆସନ୍ତା ୧୦ ତାରିଖ ସୁଦ୍ଧା ସମାଧାନ ନ…

ଖେମୁଣ୍ଡି କଲେଜରେ ନିଶାମୁକ୍ତ ଅଭିଯାନ ସଚେତନତା ସଭା, ନିଶା ଦ୍ରବ୍ୟ ସେବନ ବିରୋଧରେ ଛାତ୍ରୀ ଛାତ୍ର କଲେ ପ୍ରତିଜ୍ଞା

ଦିଗପହଣ୍ଡି,୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ଶକ୍ତିଶ୍ରୀ ମହିଳା ସଶକ୍ତି କରଣ ୟୁନିଟ , ଜାତୀୟ ସେବା ସଂସ୍ଥା(ଏନଏସଏସ) ଶାଖା ଏବଂ ଈଶ୍ୱରୀୟ ବିଶବିଦ୍ୟାଳୟ ଦିଗପହଣ୍ଡି ଶାଖାର ମିଳିତ ଆନୁକୁଲ୍ୟରେ, ଗୁରୁବାର କଲେଜ ପରିସରରେ ନିଶାମୁକ୍ତ…

ଝାଡ଼ାବାନ୍ତିରେ ୩୩ ଛାତ୍ରୀ ଆକ୍ରାନ୍ତ

କପ୍ତିପଦା,୬ା୮(ବିଷ୍ଣୁଚରଣ ପୁଥାଳ): ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଅଧୀନ ବଡ଼ସିମୁଳିଆ କନ୍ୟାଶ୍ରମର ୩୩ ଛାତ୍ରୀ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ଚିକିତ୍ସା ପାଇଁ ସେମାନଙ୍କୁ କପ୍ତିପଦା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସୂଚନା ଅନୁଯାୟୀ, ଗୁରୁବାର ଛାତ୍ରୀମାନେ ଖାଇ ସାରିବା ପରେ ଝାଡ଼ାବାନ୍ତିରେ ଆକ୍ରାନ୍ତ…

ଭାଜପା ନେତାଙ୍କ ଶେଷକୃତ୍ୟ ସମ୍ପନ୍ନ: ୪ଜଣଙ୍କ ନାମରେ ହତ୍ୟା ଅଭିଯୋଗ ଆଣିଲେ ସ୍ତ୍ରୀ

ମ. ରାମପୁର,୬।୮(ଶଶି ଭୂଷଣ ପ୍ରହରାଜ): କଳାହାଣ୍ଡି ଜିଲା ରାମପୁର ବ୍ଲକ ଡମ୍ବ କରଲାଖୁଣ୍ଟା ପଞ୍ଚାୟତ ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ବାମୀ ତଥା ଭାଜପା ମଣ୍ଡଳ ଉପସଭାପତି ଫକିର ରଣାଙ୍କୁ ବୁଧବାର ରାତିରେ ଅତି ନିର୍ମମ ଭାବେ ହତ୍ୟା କରାଯାଇଛି। ଏ ନେଇ…

ଛେଳି ଚରାଇବାକୁ ଯାଇଥିବା ବେଳେ କାମୁଡ଼ି ଦେଲା ସାପ, ତାପରେ….

ଛତ୍ରପୁର,୬।୮(ଦିଲ୍ଲୀପି ସାମଲ /ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ରମ୍ଭା ଥାନା ଅନ୍ତର୍ଗତ କାଠଗଡା ଗ୍ରାମରେ ସାପ କାମୁଡ଼ାରେ ଜଣେ ଛେଳି ଚରାଳିଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ସେହି ଗ୍ରାମର ବି. ଯୋଗୀ ପାତ୍ର ବୋଲି ଜଣାପଡିଛି । ଆଜି…

ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ଗୃହ ନିର୍ମାଣ ଦାବି

କୋରାପୁଟ,୬ା୮(ଅମିତାଭ ବେହେରା): କୋରାପୁଟ ଜିଲାର ନନ୍ଦପୁର ବ୍ଲକ ଅନ୍ତର୍ଗତ ମାଳିବେଲଗାଁ ପଞ୍ଚାୟତର ଛେଲିଆମୁଣ୍ଡା ଗ୍ରାମରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଗୃହ ନିର୍ମାଣ କରିବା ପାଇଁ ଗ୍ରାମବାସୀ ଜିଲାପାଳ ମନୋଜ ସତ୍ୟବାନ ମହାଜନଙ୍କୁ ଭେଟି ଏକ ଦାବିପତ୍ର ପ୍ରଦାନ କରିଛନ୍ତି।…

ରିଷିଡା ଡାକ୍ତରଖାନାରେ ସ୍ୱାସ୍ଥ୍ୟସେବା ବିପର୍ଯ୍ୟସ୍ତ; ଛୁଟିରେ ଡାକ୍ତର, ରୋଗୀ ହନ୍ତସନ୍ତ

ରିଷିଡା, ୬।୮(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକର ରିଷିଡା ସ୍ଥିତ ସରକାରୀ ଡାକ୍ତରଖାନାରେ କାର୍ଯ୍ୟରତ ଡାକ୍ତର ଆଜକୁ ପ୍ରାୟ ୨ମାସ ହେଲା ଛୁଟିରେ ରହିଛନ୍ତି । ଫଳରେ ରୋଗୀ ସେବାରେ ଗୁରୁତର ପ୍ରଭାବ ପଡୁଛି । ଡାକ୍ତର ଛୁଟିରେ ଥିବାରୁ ତାଙ୍କ ବଦଳରେ…

ଧାମନଗରରେ ସ୍ବାସ୍ଥ୍ୟ ସମୀକ୍ଷା କଲେ ସ୍ବାସ୍ଥ୍ୟ ମନ୍ତ୍ରୀ, ବନ୍ୟା ବିପନ୍ନଙ୍କ ସହ କଲେ ଆଲୋଚନା

ଧାମନଗର,୬।୮( ସନ୍ତୋଷ କୁମାର ମହାପାତ୍ର): ଚଳିତ ବର୍ଷ ପ୍ରଥମ କରି ବନ୍ୟାରେ ଭଦ୍ରକ ଜିଲା ସମେତ ଧାମନଗର ଅଞ୍ଚଳରେ କ୍ଷୟକ୍ଷତି ହୋଇଥିଲା । ଏହି ବନ୍ୟାରେ ଲୋକଙ୍କ ସ୍ବାସ୍ଥ୍ୟ ଜନିତ ସମସ୍ୟା ନେଇ ଓଡ଼ିଶା ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ…

ନାବାଳିକା ମୃତ୍ୟୁ ଘଟଣା: ପ୍ରଶାସନିକ ଅବହେଳା ବିରୋଧରେ ଦାବିପତ୍ର ପ୍ରଦାନ କରି…

ଥୁଆମୂଳ ରାମପୁର,୬ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମପଞ୍ଚାୟତ ବାର୍ସିକନା ଗ୍ରାମର କାଲୁଆ ମାଝୀଙ୍କ ୧୬ ବର୍ଷୀୟା ଝିଅ ମାଧୁରୀଙ୍କର ସାପ କାମୁଡ଼ାରେ ମୃତ୍ୟୁ ପରେ ପୋଷ୍ଟମୋର୍ଟମ ପାଇଁ ପରିବାରକୁ ଦୀର୍ଘ ୩୬ ଘଣ୍ଟା ଧରି…

ଘରେ ଶୋଇଥିବାବେଳେ ପଶିଲେ ହାତୀପଲ, ଭାଙ୍ଗିଲେ ଘର, ଗୋଟିଏ ପରିବାରର ୪ ଜଣଙ୍କୁ…

ବଲାଙ୍ଗୀର,୬ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ମୁରିବାହାଲ ରେଞ୍ଜ ଅନ୍ତର୍ଗତ ସରଗୁଲ ଗାଁରେ ଏବେ ହାତୀ ଆତଙ୍କ ଦେଖାଦେଇଛି। ଗାଁରେ ଏକ ପରିବାର ଘର ଭିତରେ ଶୋଇଥିବା ବେଳେ ୧୫ ଟିକିଆ ହାତୀପଲ ଗାଁ ଭିତରକୁ ପଶି ଆସି ଘର ଭାଙ୍ଗି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?