ଆମ ଜିଲା ଖବର

ଉପନିର୍ବାଚନରେ ଗାଡ଼ି ନିୟୋଜିତ କଲେନି: ୧୪ ଗାଡ଼ି ମାଲିକଙ୍କୁ ନୋଟିସ

ଭଦ୍ରକ ଅଫିସ,୨୯।୧୦: ଧାମନଗର ଉପନିର୍ବାଚନ ପାଇଁ ଗାଡ଼ି ନିୟୋଜିତ ନ କରିବାରୁ ୧୪ ଗାଡ଼ି ମାଲିକଙ୍କୁ କାରଣଦର୍ଶାଅ ନୋଟିସ ଜାରି ହୋଇଛି। ସନ୍ତୋଷଜନକ ଉତ୍ତର ନ ମିଳିଲେ ଆଇନଗତ କାର୍ଯ୍ୟାନୁଷ୍ଠାନ ନିଆଯିବ। ଭଦ୍ରକ ଆଞ୍ଚଳିକ ପରିବହନ ବିଭାଗ ତରଫରୁ ଏମିତି...

ପଞ୍ଚମ ଧିଙ୍ଗୁଆନ୍‌ ମହୋତ୍ସବ: ଯୋଗଦେଲେ ୨୮ ଧିଙ୍ଗୁଆନ୍‌ ଦଳ

ପାଟଣା,୨୯।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ଅଧୀନ କୁଣ୍ଡଳା ପଞ୍ଚାୟତ ଅନ୍ତର୍ଗତ କୁଣ୍ଡଳା ଗ୍ରାମରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ କୁଡୁମୀ ସମ୍ପ୍ରଦାୟର ଲୋକ କଳା, ସଂସ୍କୃତି ଓ କୁଡୁମାଲି ଭାଷା ସମ୍ବଳିତ ପଞ୍ଚମ ଧିଙ୍ଗୁଆନ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।...

ହାର୍ଡୱେର ଦୋକାନରେ ଅଗ୍ନିକାଣ୍ଡ: ୨ କୋଟିରୁ ଊର୍ଦ୍ଧ୍ବ ସମ୍ପତ୍ତି ନଷ୍ଟ

ରାୟଗଡ଼ା ଅଫିସ,୨୯।୧୦: ରାୟଗଡ଼ା ସହରର କପିଳାସ ରୋଡ଼ରେ ଥିବା ଏକ ହାର୍ଡୱେର ଦୋକାନରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ପ୍ରାୟ ୨ କୋଟିରୁ ଊର୍ଦ୍ଧ୍ବ ଟଙ୍କାର ସାମଗ୍ରୀ ପୋଡ଼ି ନଷ୍ଟ ହୋଇଯାଇଛି। ଶୁକ୍ରବାର ରାତିରେ ଏହି ଅଗ୍ନିକାଣ୍ଡ ଘଟିଥିଲା। ବିଳମ୍ବିତ ରାତିରେ...

ପୁରୀରେ ଜାଲ୍‌ ନୋଟ କାରବାର

ପୁରୀ ଅଫିସ,୨୯।୧୦: ପୁରୀ ସମୁଦ୍ରକୂଳ ବଜାର ଅଞ୍ଚଳରେ ଜାଲ୍‌ ନୋଟ କାରବାର ନେଇ ଚର୍ଚ୍ଚା ହେଉଛି। ଜଣେ ମହିଳା ଏହି ନୋଟ କାରବାର କରୁଥିବା ର଼୍ୟାକେଟଙ୍କ ଟାର୍ଗେଟରେ ରହିଛନ୍ତି। କ୍ଷୀର କିଣିବାକୁ ଯିବା ସମୟରେ ମହଳା ଜଣଙ୍କ ଜାଲ୍‌ ନୋଟ...

ଶ୍ରୀମନ୍ଦିର ଚର୍ଚ୍ଚା ଘରୁ ଖସିଲା ପଥର

ପୁରୀ ଅଫିସ, ୨୯।୧୦: ଶ୍ରୀମନ୍ଦିର ଜଗମୋହନ ବାହାର ପାର୍ଶ୍ୱ ମାଜଣା ମଣ୍ଡପ ପାଖ ଚର୍ଚ୍ଚା ଘରୁ ପଥର ଖସିଥିବା ଜଣାପଡ଼ିଛି। ଶୁକ୍ରବାର ସନ୍ଧ୍ୟାରେ ଜେଟିପି ଚର୍ଚ୍ଚାଘର ବାହାର ପାର୍ଶ୍ୱରୁ ଗୋଟିଏ ଛୋଟ ପଥର ଖସିଥିଲା। ଏ ନେଇ ଏଏସଆଇକୁ ଶ୍ରୀମନ୍ଦିର...

ବନ୍ଦ କଠୋରିରେ ୮ଦିନ

ଜୟପୁର, ୨୯ା୧୦ (ନି.ପ୍ର.): ଜୟପୁର ଢେପଗୁଡାସ୍ଥିତ ଏକ ପରିବାରର ଲୋକେ ଜଣେ ୮୦ ବର୍ଷର ବୃଦ୍ଧାଙ୍କୁ ୮ଦିନ ଧରି ଏକ କଠୋରିରେ ବନ୍ଦ କରି ରଖିଥିଲେ। ବୃ୍‌ଦ୍ଧା ଜଣକ ହେଉଛନ୍ତି ପାର୍ବତୀ ନାୟକ ା ସେ କଠୋରିରେ ଖାଇବାକୁ ନ...

ଥାନା ଫାଟକ ସମ୍ମୁଖରେ ପରିବାର ଲୋକଙ୍କ ଧାରଣା

ପଟ୍ଟାଙ୍ଗି,୨୯ା୧୦(ଡି.ଏନ.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗୀ ଥାନା ଅନ୍ତର୍ଗତ ସୋରିଷପଦର ପଞ୍ଚାୟତ ସମିତିସଭ୍ୟାଙ୍କ ସ୍ବାମୀ ଭଗବାନ ଚେଟ୍ଟୀଙ୍କ ମୃତ୍ୟୁ ଘଟଣାରେ ପରିବାର ସଦସ୍ୟ, ସମ୍ପର୍କୀୟ ଏବଂ ଗ୍ରାମବାସୀ ଅଭିଯୁକ୍ତମାନଙ୍କ ଗିରଫ ଦାବି କରି ଥାନା ଫାଟକ ସମ୍ମୁଖରେ ମୃତଦେହ ରଖି ଶୁକ୍ରବାର...

ମହିଳାଙ୍କୁ ଜାଳି ହତ୍ୟା ଉଦ୍ୟମ ଅଭିଯୋଗ

ପଦ୍ମପୁର,୨୯। ୧୦(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ପଦ୍ମପୁର ଗିରିଧାରୀ ସାହିରେ ଶୁକ୍ରବାର ଜଣେ ମହିଳାଙ୍କୁ ଘରୁ ଅଧା ପୋଡ଼ିଯାଇଥିବା ଅବସ୍ଥାରେ ଉଦ୍ଧାର କରାଯାଇଛି। ସେ ହେଲେ ସାହିର ରାମଚନ୍ଦ୍ର ପାଢ଼ୀଙ୍କ ସ୍ତ୍ରୀ ରଶ୍ମିତା। ପାରିବାରିକ ଅଶାନ୍ତିରୁ ସେ ଆତ୍ମହତ୍ୟା ଉଦ୍ୟମ କରିଥିବା...

‘ଆଦିବାସୀଙ୍କ ବିକାଶ ପାଇଁ ବିଶେଷ ଗୁରୁତ୍ୱ ଦିଆଯାଉଛି’

ଉମରକୋଟ,୨୯ା୧୦(ସ୍ବ.ପ୍ର.): ଆଦିବାସୀ କଲ୍ୟାଣ ଓ ଆଇନ ମନ୍ତ୍ରୀ ଜଗନ୍ନାଥ ସାରକା ଶୁକ୍ରବାର ନବରଙ୍ଗପୁର ଜିଲା ଗସ୍ତରେ ଆସି ଉମରକୋଟ ନିର୍ବାଚନମଣ୍ଡଳୀରେ ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପ ଉଦ୍‌ଘାଟନ କରିଛନ୍ତି। ମନ୍ତ୍ରୀଙ୍କୁ ପ୍ରଥମେ ଏସ୍‌ଏସ୍‌ ଇଣ୍ଟରନ୍ୟାଶନାଲ ହୋଟେଲ ନିକଟରେ ସମସ୍ତ ବିଜେଡି...

ଡଙ୍ଗରିଆଙ୍କ ବାନ୍ଧକଳା କପଡ଼ାଗୁନ୍ଦାର ପୁନରୁଦ୍ଧାର ପ୍ରୟାସ

ରାୟଗଡ଼ା ଅଫିସ,୨୯ା୧୦: ନିୟମଗିରି ପାଦଦେଶରେ ଅବସ୍ଥିତ ଆଦିମ ଜନଜାତି ଡଙ୍ଗରିଆ କନ୍ଧଙ୍କ ହାତ ତିଆରି ସାଲ୍‌(କପଡ଼ାଗୁନ୍ଦା) ଧୀରେ ଧୀରେ ଲୋକ ପାଇବାକୁ ବସିଥିବାବେଳେ ଏହାର ପୁନରୁଦ୍ଧାର ପଇଁ ପ୍ରୟାସ ଆରମ୍ଭ ହୋଇଛି। ଜାତୀୟ ତଥା ଅନ୍ତର୍ଜାତୀୟ ସ୍ତରରେ ଏହାର ଚାହିଦାକୁ...

ପ୍ରାୟ ସମୟରେ ଅଫିସ୍‌ରେ ଝୁଲୁଛି ତାଲା

ଜୁନାଗଡ,୨୯।୧୦(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ ସହର ଇନ୍ଧାରା ଗାନ୍ଧୀ ଛକ ନିକଟରେ ଥିବା ବୈଧମାପ ନିରୀକ୍ଷକ ବିଜ୍ଞାନଙ୍କ କାର୍ଯ୍ୟାଳୟ ଅବ୍ୟବସ୍ଥାରେ ଚାଲିଥିବା ଦେଖିବାକୁ ମିଳିଛି। ଏଠାରେ ଓଡିଶା ସରକାରଙ୍କ ପକ୍ଷରୁ ବିଭାଗୀୟ ନିରୀକ୍ଷକଙ୍କ ପାଇଁ ଅଫିସ ମଧ୍ୟ ରହିଛି। ହେଲେ...

ଡାକ୍ତର ବେଶରେ ଏମ୍‌କେସିଜିରେ ଦଲାଲ୍‌

ବ୍ରହ୍ମପୁର ଅଫିସ,୨୯ା୧୦: ଦକ୍ଷିଣ ଓଡ଼ିଶାର ସ୍ବାସ୍ଥ୍ୟସେବା କ୍ଷେତ୍ରରେ ରୋଗୀଙ୍କ ଜୀବନ ରେଖା କୁହାଯାଉଥିବା ଏମକେସିଜି ବଡ଼ ଡାକ୍ତରଖାନାରୁ ଶୁକ୍ରବାର ପୁଣି ଜଣେ ଦଲାଲ୍‌ ଧରାପଡ଼ିଛନ୍ତି। ନିଜକୁ ଡାକ୍ତର ପରିଚୟ ଦେଇ ଅସ୍ଥିଶଲ୍ୟ ବିଭାଗରେ ନିୟୋଜିତ ସୁରକ୍ଷା କର୍ମଚାରୀଙ୍କ ସହିତ ଯୁକ୍ତିତର୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri