କଲ୍ୟାଣପୁର-ପଟପରପାଲି ରାସ୍ତା ଶୋଚନୀୟ
ନୂଆପଡ଼ା,୭ା୫ (ମକାରୁ ବେମାଲ): ନୂଆପଡ଼ା ସଦର ବ୍ଲକ୍ ଆମସେନା ପଞ୍ଚାୟତର କଲ୍ୟାଣପୁର-ପଟପରପାଲି ରାସ୍ତା ଶୋଚନୀୟ ହୋଇପଡିଛି। ଫଳରେ କଲ୍ୟାଣପୁର ସମେତ ଆଖପାଖ ୫ଖଣ୍ଡ ଗ୍ରାମର ଲୋକେ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଗ୍ରାମବାସୀଙ୍କ ଅଭିଯୋଗ ଅନୁଯାୟୀ, ରାସ୍ତା ନିର୍ମାଣ ପରଠାରୁ ପ୍ରାୟ…
ଆରପାରିରେ ପୁରୁଷୋତ୍ତମପୁର ଏନ୍ଏସି ଭାଜପା ମଣ୍ଡଳ ସଭାପତି: ଜଣେ ଦକ୍ଷ ଯୁବସଂଗଠକକୁ ହରାଇଲା ଭାଜପା
ପୁରୁଷୋତ୍ତମପୁର,୭।୮(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍ଏସି ଭାଜପାର ମଣ୍ଡଳ ସଭାପତି ତଥା ଯୁବସଂଗଠକ ସୂର୍ଯ୍ୟନାରାୟଣ ମହାରଣା ଓରଫ କଳିଆ (୩୭)ଙ୍କ ମଙ୍ଗଳବାର ରାତିରେ ପରଲୋକ ହୋଇଛି। ଭୂବନେଶ୍ବରରେ ଏକ ହସ୍ପିଟାଲରେ ସେ ଶେଷ ନିଃଶ୍ୱସ ତ୍ୟାଗ କରିଛନ୍ତି। ପରିବାର ପ୍ରତିପୋଷଣ…
ବିଶ୍ୱଶାନ୍ତି ମହାଯଜ୍ଞ ଶୁଭାରମ୍ଭ: କଳଶ ଯାତ୍ରାରେ ହଜାର ହଜାର ଶ୍ରଦ୍ଧାଳୁ
ଦିଗପହଣ୍ଡି,୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମସ୍ଥିତ ଶ୍ରୀ ମଲ୍ଲିକେଶ୍ୱର ଶୈବ ପୀଠରେ ବୈଶାଖ ଶୁକ୍ଳ ନବମୀ ତିଥି ମଙ୍ଗଳବାରଠାରୁ ଶ୍ରୀରାମତାରକ ବିଶ୍ୱଶାନ୍ତି ମହାଯଜ୍ଞ ଓ ଶ୍ରୀ ମହାବୀର ହନୁମାନଙ୍କ ବିଗ୍ରହ ପ୍ରତିଷ୍ଠା ଉତ୍ସବ…
୧୩ ଘଣ୍ଟା ଅନ୍ଧାର ରହିଲା ଭଞ୍ଜନଗର: ବଢ଼ୁଛି ଅସନ୍ତୋଷ
ଭଞ୍ଜନଗର,୬।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହର ଏବଂ ବ୍ଲକ ଅଞ୍ଚଳରେ ସୋମବାର ଅପରାହ୍ନ ୪ଟାରୁ ମଙ୍ଗଳବାର ଅପରାହ୍ନ ୪ଟା ଯାଏ ୧୩ ଘଣ୍ଟା ବିଦ୍ୟୁତ୍ ସେବା ବନ୍ଦ ରହଥିଲା। ସୋମବାର ଅପରାହ୍ନ ୪ ଟାରୁ ରାତି ୧ଟା ପର୍ଯ୍ୟନ୍ତ ପ୍ରଥମେ…
ଆଜିଠୁ ପୁରୁଷୋତ୍ତମପୁର ଠାକୁରାଣୀ ଯାତ୍ରା
ପୁରୁଷୋତ୍ତମପୁର,୬ା୫(ସିମାଞ୍ଚଳ ମିଶ୍ର): ପୁରୁଷୋତ୍ତମପୁରର ପ୍ରସିଦ୍ଧ ଐତିହାସିକ ମା କନଳା ଠାକୁରାଣୀଙ୍କ ସମେତ କାଳୁଆ, ତାରାତାରିଣୀ, କାଳୀ ଓ ଫୁଲସୁନ୍ଦରୀ ଆଦି ପଞ୍ଚ ଠାକୁରାଣୀଙ୍କ ଦ୍ୱିବାର୍ଷିକ ଯାତ୍ରା ବୁଧବାରଠାରୁ ଆରମ୍ଭ ହେବ। ଏଥିଲାଗି ସମଗ୍ର ସହର ଚଳଚଞ୍ଚଳ ହୋଇଉଠିଛି । ଜୁନ ୮…
କେସିଙ୍ଗା ଏନ୍ଏସିକୁ ମ୍ୟୁନିସିପାଲିଟି ଘୋଷଣା ଦାବି
କେସିଙ୍ଗା,୬ା୫(ତୁମେଶ୍ବର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଏନ୍ଏସିକୁ ମ୍ୟୁନିସିପାଲିଟି ଘୋଷଣା ପାଇଁ ସିଟିଜେନ ଫୋରମ ପକ୍ଷରୁ ଦାବି କରାଯାଇଛି। ଏହି ମର୍ମରେ ଫୋରମର ସଭାପତି ଡା. ହେମସାଗର ସାହା ପୌର ପ୍ରଶାସନ ନିର୍ଦ୍ଦେଶକ ଅରିନ୍ଦମ ଡାକୁଆ ଏବଂ ଗୃହ ଓ ନଗର…
ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା ଗ୍ରାମବାସୀଙ୍କୁ ହତ୍ୟା ଧମକ
ଦିଗପହଣ୍ଡି,୬ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ବିରିବାଡିଆ ଗ୍ରାମର ଚିତ୍ରସେନ ମଲ୍ଲିକ ଗତ ଏପ୍ରିଲ ୨୨ ତାରିଖ ମଧ୍ୟାହ୍ନଠାରୁ ନିଖୋଜ ଥିଲେ। ୨୩ ତାରିଖ ସକାଳେ ଗାଁ ନିକଟ ଜଙ୍ଗଲରୁ ତାଙ୍କ ମୃତଦେହ ମିଳିଥିଲା।…
ଇଟା ଲୋଡ କରୁଥିବା ବେଳେ କାମୁଡ଼ିଲା ସାପ: ପରେ…
ଦିଗପହଣ୍ଡି,୬ା୫(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମର ଜଣେ ଶ୍ରମିକଙ୍କ ସାପ କାମୁଡ଼ାରେ ମୃତ୍ୟୁ ହୋଇଛି। ସେ ହେଲେ ଟୁଟୁ ଭୁଁୟା। ଦିଗପହଣ୍ଡି ପୋଲିସ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ପହଞ୍ଚି ତାଙ୍କ ମୃତଦେହ ଜବତ କରିଛି। ଥାନାରେ ଅପମୃତ୍ୟୁ ମାମଲା…
ଦାରିଙ୍ଗବାଡିକୁ ସବୁଜ ସୁନ୍ଦର କରିବାକୁ ଅଣ୍ଟା ଭିଡିଲା ପ୍ରଶାସନ: ଅଳିଆ ପକାଇଲେ ତଣ୍ଡ ଗଣିବେ ବ୍ୟବସାୟୀ
ଦାରିଙ୍ଗବାଡି,୬ା୫ (ଅରୁଣ ସାହୁ): ଏଣିକି ସର୍ବସାଧାରଣ ଜାଗାରେ ଅଳିଆ ଆବର୍ଜନା ପକାଇଲେ ତଣ୍ଡ ଗଣିବାକୁ ପଡିବ। ପ୍ଲାଷ୍ଟିକ ହେଉ କି ଅଇଁଠା ଖଲିପତ୍ର କିମ୍ବା ପଲିଥିନ, ଚା’କପ ଆଦି ଏଣେତେଣେ ପକାଇଲେ ବ୍ୟବସାୟୀଙ୍କୁ ଅତି କମରେ ୫ ହଜାର ଟଙ୍କା ଜରିମାନା…
ଗଣେଶଙ୍କ ଉପରେ ଆସ୍ଥା ପ୍ରକଟକଲା ଭାଜପା: ବ୍ରାହ୍ମଣୀଗାଁ ମଣ୍ଡଳ ସଭାପତି ଭାବେ ମିଳିଲା ଗୁରୁଦାୟିତ୍ୱ
ଦାରିଙ୍ଗବାଡି,୬।୫(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁର ଭାଜପା ମଣ୍ଡଳ ସଭାପତି ଭାବେ ଗଣେଶ ଡାକୁଆଙ୍କୁ ଦଳ ନିଯୁକ୍ତି ଦେଇଛି। ଏ ନେଇ ରାଜ୍ୟ ପରିଷଦର ସଦସ୍ୟ ସୁକାନ୍ତ କୁମାର ସାହୁ ଓରଫ ଟୁଟୁ ସାହୁ ସୂଚନା ଦେଇଛନ୍ତି।…
୫ ବର୍ଷ ହେଲା ଜଗା ରଥପାଇଁ ପଠାଯାଉଛି କାଠ: ଭଞ୍ଜନଗରୁ ପ୍ରଥମ ପର୍ଯ୍ୟାୟରେ ଗଲା ରଥକାଠ
ଭଞ୍ଜନଗର,୬।୫(ବାବୁଲା ପ୍ରଧାନ): ବିଶ୍ବ ପ୍ରସିଦ୍ଧ ପୁରୀ ରଥଯାତ୍ରା ଜୁନ ୨୭ ତାରିଖରେ ହେବ। ତେଣୁ ତିନି ଠାକୁରଙ୍କ ରଥ ନିର୍ମାଣ କାର୍ଯ୍ୟ ପୁରୀ ରଥଖଳାରେ ଚାଲିଛି। ଏଥିପାଇଁ ରାଜ୍ୟର ବିଭିନ୍ନ ବନଖଣ୍ଡରୁ ରଥକାଠ ପୁରୀ ଅଭିମୂଖେ ଅଣାଯାଉଛ। ଏହିଭଳି ଗଞ୍ଜାମ ଜିଲା…
କବାଟ ତାଡ଼ି ଘରେ ପଶିଲେ: ହାତ ଗୋଡ ବାନ୍ଧି ….
ସିମୁଳିଆ,୬।୫(ସନ୍ତୋଷ ନାୟକ): ବାଲେଶ୍ବର ଜିଲା ସିମୁଳିଆ ବ୍ଲକ ବାଟି ପଞ୍ଚାୟତ ହରସିଂହପୁର ଅଞ୍ଚଳର ରାମଚନ୍ଦ୍ର ନାୟକଙ୍କ ଘର କବାଟ ତାଡି ଦୁର୍ବୃତ୍ତମାନେ ସୋମବାର ରାତିରେ ଲୁଟ୍ କରିଛନ୍ତି । ମଙ୍ଗଳବାର ମଧ୍ୟାହ୍ନରେ ସିମୁଳିଆ ପେlଲିସ ଓ ସନ୍ଧାନୀ କୁକୁର ଘଟଣା ସ୍ଥଳରେ…

