ଆମ ଜିଲା ଖବର

ବାଲ୍ୟ ବିବାହକୁ ବିରୋଧ: ଆର୍ଥିକ ଅନଗ୍ରସର ପିଲାଙ୍କୁ ଉଚ୍ଚଶିକ୍ଷା ଦେବା ଜରୁରୀ

ଦେବଗଡ଼,୫ା୫(ଶଶାଙ୍କ ଶେଖର ଝାଙ୍କର)- ତିଳେଇବଣି ବ୍ଲକ ଛେପିଲିପାଲି ଗ୍ରାମପଞ୍ଚାୟତ ଅଧୀନ ବୁଢିବିଲ ଆମ୍ବତୋଟାରେ ଗୋପାଳ ଚନ୍ଦ୍ରିକା ସମାଜ, କୁଶପଙ୍ଗା ଗ୍ରୁପ୍‌ର ବାର୍ଷିକ ସାଧାରଣ ଅଧିବେଶନ ରବିବାର ଅନୁଷ୍ଠିତ ହୋଇଯାଇଛି। ଗ୍ରୁପ୍‌ ସଭାପତି ଶୂନ୍ୟଚନ୍ଦ୍ର ବଣିଚୁଳଙ୍କ ସଭାପତିତ୍ୱରେ ଆୟୋଜିତ ଅଧିବେଶନରେ ଉତ୍କଳ ଯାଦବ…

ବେଙ୍ଗାଲୁରୁରେ ଓଡ଼ିଆ ଯୁବକଙ୍କୁ ହତ୍ୟା

ଗଞ୍ଜାମ,୫ା୫(ବିଦ୍ୟାଧର ସାହୁ):ବେଙ୍ଗାଲୁରୁର ଏକ ଘରୋଇ କମ୍ପାନୀରେ ସିକ୍ୟୁରିଟି ସୁପରଭାଇଜର ଭାବେ କାର୍ଯ୍ୟରତ ଗଞ୍ଜାମ ଜିଲା ଗଞ୍ଜାମ ବ୍ଲକ୍‌ କୁଶପଲ୍ଲୀ ଗାଁର ଯୁବକ ରବୀନ୍ଦ୍ର ସାହୁ (୨୫)ଙ୍କୁ ଗତ ଗୁରୁବାର ହତ୍ୟା କରାଯାଇଛି। ଏନେଇ ରବୀନ୍ଦ୍ରଙ୍କ ପରିବାର ପକ୍ଷରୁ ହୁମା ଫାଣ୍ଡିରେ ଶନିବାର…

ପଦ୍ମପୁରରେ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ସ୍ଥାପନ ଦାବି: ପରିବହନ ମନ୍ତ୍ରୀଙ୍କୁ ଭେଟିଲେ ବରଗଡ଼ ଏମ୍‌ପି

ପଦ୍ମପୁର,୫ା୫ (ପ୍ରଦୀପ୍ତ ଦାଶ):ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଏକ ଉପାନ୍ତ ଅଞ୍ଚଳ। ଏହାର ଛତିଶଗଡ଼ ସୀମାନ୍ତ ବର୍ତ୍ତୀ ବ୍ଲକ ଝାରବନ୍ଧ ଓ ପାଇକମାଳଠାରୁ ବରଗଡ଼ ଦୂରତା ପ୍ରାୟ ୧୨୦କିମି ପଡ଼ିଥାଏ। ପଦ୍ମପୁରର ଜନସାଧାରଣ ନିଜର ଗାଡି ମୋଟର, ଟ୍ରାକ୍ଟରର କାଗଜପତ୍ର ପାଇଁ…

ବାଘର ସୁରକ୍ଷା, ସଂରକ୍ଷଣକୁ ଗୁରୁତ୍ୱ

ବରଗଡ଼,୫।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ଉପକଣ୍ଠ ବରାହଗୋଡ଼ାସ୍ଥିତ କ୍ରୀଷ୍ଣା ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଶନିବାର ଲିଓପାଡ୍‌ ଡେ (କଲରାପତରିଆ ଦିବସ) ପାଳିତ ହୋଇଯାଇଛି। ଆର୍ଥ କୃଷିଡେର୍ସ ଅର୍ଗାନାଇଜେଶନ, ବରଗଡ଼ ବନ ବିଭାଗ ଏବଂ କ୍ରୀଷ୍ଣା ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ମିଳିତ…

କାଳବୈଶାଖୀରେ ଫସଲକ୍ଷତି: ଆକଳନ ଆରମ୍ଭ, ଆଶଙ୍କାରେ ଚାଷୀ

ବରଗଡ଼,୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ଫସଲ ଅମଳକ୍ଷମ ଅବସ୍ଥାରେ ରହିଛି। ଜିଲାର କେତେକ ବିଭିନ୍ନ ଅଞ୍ଚଳରେ ଚାଷୀମାନେ ଧାନ ଅମଳ ଆରମ୍ଭ କରି ଦେଇଛନ୍ତି। ଅନ୍ୟପଟେ ଏଭଳି ସମୟରେ କାଳବୈଶାଖୀ ଚାଷୀଙ୍କୁ ଦାଉ ସାଧିଛି। ଝଡ଼ବର୍ଷା ସାଙ୍ଗକୁ କରାମାଡ଼(କୁଆପଥର ବୃଷ୍ଟି)…

ଭଞ୍ଜନଗରରେ ଲାଗିଲା ପାକିସ୍ତାନ ମୁର୍ଦ୍ଧାବାଦ ପତାକା

ଭଞ୍ଜନଗର,୪।୫(ବାବୁଲା ପ୍ରଧାନ): ଜମ୍ମୁ କାଶ୍ମୀରର ପହଲଗାମ୍ ଠାରେ ଆତଙ୍କବାଦୀ ମାନେ ୨୬ ଜଣ ପର୍ଯ୍ୟଟକ ଏବଂ ଜଣେ ସଂପୃକ୍ତ ଅଞ୍ଚଳବାସୀଙ୍କୁ ୧୨ ଦିନ ପୂର୍ବେ ହତ୍ୟା କରିଥିଲେ। ଏହି ଘଟଣାକୁ ନେଇ ପାକିସ୍ତାନ ଏବଂ ଆମ ଦେଶ ମଧ୍ୟରେ ଦିନକୁ ଦିନ…

ଗଛକୁ ଧକ୍କା ଦେଲା ଡାଲା ଅଟୋ; ୬ ଶ୍ରମିକ ଆହତ, ୨ ଗୁରୁତର

ଦିଗପହଣ୍ଡି,୪।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି. ଗୋବିନ୍ଦପୁର ପଞ୍ଚାୟତ ଦଶେଇପୁର ଗାଁ ଛକ ନିକଟରେ ରବିବାର ଅପରାହ୍ନ ପ୍ରାୟ ସାଢ଼େ ୨ ଟାରେ ଏକ ଡାଲା ଅଟୋ ଦୁର୍ଘଟଣା ଗ୍ରସ୍ତ ହୋଇଛି। ରାସ୍ତା କଡରେ ଥିବା ଏକ…

୨୦ ଦିନ ହେଲା ଜଳ ପ୍ରକଳ୍ପ ବନ୍ଦ: ଲୋକେ ହନ୍ତସନ୍ତ

କେନ୍ଦୁଝର,୪ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ରାଜ୍ୟରେ ଚଳିତ ବର୍ଷ ୪୦ ଡିଗ୍ରୀ ଉପରେ ତାପମାତ୍ରା ପ୍ରଭାବିତ ହୋଇ ଭୀଷଣ ଗରମ ଅନୁଭୂତି ହେଉଥିବା ବେଳେ ସରକାର ପକ୍ଷରୁ ଜଳ ଉତ୍ସଗୁଡିକର ପୂର୍ଣ୍ଣ କାର୍ଯ୍ୟକ୍ଷମ କରିବା ପାଇଁ ନିର୍ଦ୍ଦେଶ ରହିଛି। କେତେକ ସ୍ଥାନରେ ବିଭାଗୀୟ…

କେନ୍ଦ୍ରାପଡ଼ାରେ ଫୁଟିଲା ଗୁଳି

ଡେରାବିଶ,୪ା୫(ବେବର୍ତ୍ତା ଅଜୟ ଦାଶ): କେନ୍ଦ୍ରାପଡା ସଦର ଥାନା ଅନ୍ତର୍ଗତ ଡେରାବିଶ ବ୍ଲକ ଇନ୍ଦାଳୋ ପଞ୍ଚାୟତ ବାଲିସାହିଠାରେ ଗୁଳିମାଡ଼ ହୋଇଛି। ରବିବାର ଅପରାହ୍ନରେ ୪ ଜଣ ଦୁର୍ବୃତ୍ତ ଗୁଳିମାଡ଼ କରି ଫେରାର ହୋଇଯାଇଛନ୍ତି। ଏହି ଗୁଳିକାଣ୍ଡରେ ଜଣେ ଗୁରୁତର ହୋଇଛନ୍ତି। ଗୁରୁତର ଜଣକ…

ଘର ଭିତରେ ପଶିଗଲା ନାଗ, ହାତରେ ଧରି ବାହାରକୁ ନେବାବେଳେ …

ନୂଆପଡ଼ା,୪ା୫ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନ ଥାନା ତରବୋଡ ଗାଁରେ ସାପ କାମୁଡ଼ାରେ ଜଣେ ରାଜମିସ୍ତ୍ରିଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ତରବୋଡ କଲୋନିପଡାର ସହଦେବ ରଣା (୬୦)। ସୂଚନା ମୁତାବକ ଶୁକ୍ରବାର ସକାଳେ ଗାଁର ଜଣଙ୍କ ଘରେ ଏକ…

ଫ୍ଲାଏ ଓଭରରୁ ତଳକୁ ଖସିଲା ଟ୍ୟାଙ୍କର, ବିଚ୍‌ ରାସ୍ତାରେ ହେଲା…

ରାୟଗଡ଼ା,୪ା୫(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ମଧ୍ୟ ଦେଇ ଯାଇଥିବା ୩୨୬ ନଂ ଜାତୀୟ ରାଜପଥରେ ରହିଥିବା ପୁରୁଣା ତଥା ଏକମାତ୍ର ଫ୍ଲାଏ ଓଭର ଉପରେ ଭାରସାମ୍ୟ ହରାଇ ତଳକୁ ଓଲଟି ପଡ଼ିଛି ଏକ ଟ୍ୟାଙ୍କର। ଏହି ଟ୍ୟାଙ୍କର ଓଲୋଟି ପଡ଼ିବାରୁ…

ପୁରୁଷୋତ୍ତମପୁରରେ ଆୟୁଷ୍ମାନ କାର୍ଡ ବଣ୍ଟନ, ସ୍ବାସ୍ଥ୍ୟସେବାରେ ହିତାଧିକାରୀ ପାଇବେ…

ପୁରୁଷୋତ୍ତମପୁର,୪ା୫(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରାଞ୍ଚଳ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ପରିସରରେ ରବିବାର ଆୟୁଷ୍ମାନ କାର୍ଡ ବଣ୍ଟନ କରାଯାଇଛି। ଏଥିରେ ଭାଜପାର ରାଜ୍ୟ ଉପ-ସଭାପତି ଗୋଲକ ମହାପାତ୍ର ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଏହିକାର୍ଡର ସୁବିଧା ଓ ମହତ୍ତ୍ୱ ସମ୍ପର୍କରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?