୨ ବର୍ଷ ହେଲାଣି ବିଦ୍ୟୁତ କେବୁଲ ସଂଯୋଗ ପାଇଁ ଦାବି କରୁଛନ୍ତି ହିତାଧିକାରୀ: ପୂରଣ ହେଉନି..
କେସିଙ୍ଗା,୬।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଟିଡିପିଏଲ ଅଧୀନସ୍ଥ ବାଲସି, ମଶାଣିବନ୍ଧ, କାଣ୍ଡେଲ ସମେତ ବ୍ଲକର ବିଭିନ୍ନ ଗ୍ରାମରେ ଦୁଇ ବର୍ଷରୁ ଉଦ୍ଧର୍ବ ହେଲା ନୂଆ ଖମ୍ବ ଓ କେବୁଲ ତାର ଟାଣି ଗାଁ ଗାଁରେ ପୋତା ଯାଇଛି। ବର୍ଷା ଋତୁରେ…
ପିଅନଙ୍କ ଅବସର ପରେ ସୂଚନା, ଲୋକସମ୍ପର୍କ କାର୍ଯ୍ୟାଳୟରେ ଝୁଲୁଛି ତାଲା
ଜି.ଉଦୟଗିରି,୬ା୮(ଚିନ୍ମୟ କୁମାର ସେଠୀ): ଜି.ଉଦୟଗିରି ସହରରେ ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ ୧୯୮୦ରେ ପ୍ରତିଷ୍ଠା ହୋଇଥିବା ବେଳେ ଏଠାରେ ତାଲା ଝୁଲୁଥିବା ଦେଖିବାକୁ ମିଳିଛୁ। ପୂର୍ବରୁ ଏହି କାର୍ଯ୍ୟାଳୟ ମାଧ୍ୟମରେ ବିଭିନ୍ନ ସରକାରୀ କାର୍ଯ୍ୟକ୍ରମ ଆୟୋଜିତ ହେଉଥିଲା। ଏଠାରେ ୫ଜଣ…
ହଷ୍ଟେଲ ଛାଡ଼ିଲେ ଶତାଧିକ ଛାତ୍ର, ହାତରେ ବ୍ୟାଗ୍ ଧରି ୧୦ କିଲୋମିଟର ଚାଲିଲେ
ଝରିଗାଁ,୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ସରକାର କେଜିରୁ ପିଜି ପର୍ଯ୍ୟନ୍ତ ପିଲାଙ୍କୁ ମାଗଣା ଶିକ୍ଷା ପ୍ରଦାନ ପାଇଁ ଗୁରୁତ୍ୱ ଦେଉଥିବା ବେଳେ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନଟେମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଠାରେ ଭିତ୍ତିଭୂମି ଅଭାବ ସହ ହଷ୍ଟେଲ ଛାତ୍ରଙ୍କୁ…
ମା’ଙ୍କ ପାଇଁ ଔଷଧ ଆଣିବାକୁ ଯାଇ ବନ୍ୟାସ୍ରୋତରେ ଭାସିଗଲେ ଯୁବକ, ୨୪ ଘଣ୍ଟା ପରେ…
ଆଳି,୬ା୮(ବନମାଳୀ ସେନାପତି): ମା’ଙ୍କ ଔଷଧ ପାଇଁ ସିଂହପୁର ଯିବା ସମୟରେ ମାନପୁର ଘୋଷରାରେ ପ୍ରବାହିତ ବନ୍ୟା ସ୍ରୋତରେ ଜଣେ ଯୁବକ ମଙ୍ଗଳବାର ସନ୍ଧ୍ୟାରେ ଭାସି ଯାଇଥିଲେ। ବୁଧବାର ଅପରାହ୍ନରେ ତାଙ୍କ ମୃତଦେହ ଜବତ ହୋଇଛି। ସେ ହେଲେ ଆଳି ଥାନା ଅନ୍ତର୍ଗତ…
୧୬ ବର୍ଷ ପରେ ଭଞ୍ଜନଗର କେଭି ପାଳିଲା ପ୍ରତିଷ୍ଠା ଦିବସ, ବିଧାୟକ କହିଲେ ଆତ୍ମନିର୍ଭର ଭାରତର ସ୍ବପ୍ନ…
ଭଞ୍ଜନଗର,୬ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ(କେଭି) ସ୍ଥାପନାର ୧୬ ବର୍ଷ ପରେ ଗୁରୁବାର ପ୍ରଥମ ଥର ପାଇଁ ପ୍ରତିଷ୍ଠା ଦିବସ ଧୂମ୍ଧାମରେ ପାଳନ କରିଛି। ଏହି ଅବସରରେ ଆୟୋଜିତ ଉତ୍ସବରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ…
ନୀଳାଚଳଙ୍କ ନିବେଦନ ପରେ ସରପଞ୍ଚଙ୍କ ତତ୍ପରତା, ଖୁବଶୀଘ୍ର ମିଳିବ…
ଗଞ୍ଜାମ,୬ା୮ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ୍ ମଲାଡ ପଞ୍ଚାୟତ ଅନ୍ତର୍ଗତ ଲୁଙ୍ଗୁରୀ ଗ୍ରାମର ନୀଳାଞ୍ଚଳ ରାସ୍ତା କଡ଼ରେ ଗୋଟିଏ ନଡ଼ିଆ ବାହୁଙ୍ଗା ଓ ଜରି ପାଲ ପକାଇ ବସବାସ କରୁଥିଲେ । ଏନେଇ ଧରିତ୍ରୀରେ ଖବର ପ୍ରସାରଣ ହୋଇଥିଲା ।…
ପଟ୍ଟନାୟକ ପୋଖରୀ ନବୀକରଣରେ ୫୫.୬୯ ଲକ୍ଷ ଟଙ୍କାର ଦୁର୍ନୀତି: ପୂର୍ବତନ ଯନ୍ତ୍ରୀ-ଏମ୍ଇ-ଠିକାଦାର ଗିରଫ
ପାରଳାଖେମୁଣ୍ଡି,୬ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିସ୍ଥିତ ପଟ୍ଟନାୟକ ପୋଖରୀର ପୁନରୁଦ୍ଧାର ଓ ନବୀକରଣ କାର୍ଯ୍ୟରେ ୫୫ ଲକ୍ଷ ୬୯ ହଜାର ୩୩ ଟଙ୍କାର ସରକାରୀ ପାଣ୍ଠି ଅପବ୍ୟବହାର ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ବୁଧବାର ପୂର୍ବତନ କନିଷ୍ଠ ଯନ୍ତ୍ରୀ (ଜେଇ), ମ୍ୟୁନିସିପାଲ ଇଞ୍ଜିନିୟର…
ସ୍କୁଲ ଭିତରକୁ ପଶୁପଶୁ ଦୁଇ ଛାତ୍ରଙ୍କ ଉପରେ ଭୁଶୁଡ଼ି ପଡ଼ିଲା ଫାଟକ, ଆଉ ତା’ ପରେ…
ନନ୍ଦପୁର,୬ା୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ କସନ୍ଦି ପଞ୍ଚାୟତର କାଲାଡ଼ି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରବେଶ ଫାଟକ ଉପୁଡ଼ି ଗୁରୁବାର ଦୁଇ ଛାତ୍ର ଆହତ ହୋଇଛନ୍ତି। ଦୁଇ ଛାତ୍ର ସତ୍ୟ ଖିଲ (୭) ଓ କାମେଶ ଖିଲ (୮)ଙ୍କୁ…
ଘରୋଇ କଳିର କରୁଣ ପରିଣତି, ବାପର କାଠ ଫାଳିଆ ମାଡ଼ରେ ପୁଅର ମୃତ୍ୟୁ
ଭବାନୀପାଟଣା,୬ା୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଲମପୁର ଥାନା ନୂଆଗୁଡ଼ାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବାପର କାଠ ଫାଳିଆ ମାଡରେ ଭେଣ୍ଡିଆ ପୁଅର ମୃତ୍ୟୁ ହେବା ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି । ନୁଆଗୁଡା ଗାଁ…
ବିଲରେ ଛୁଆକୁ ଶୁଆଇଥିବା ବେଳେ କାମୁଡିଦେଲା ସାପ; ହଠାତ୍ ଫୁଲିଗଲା ମୁହଁ, ତାପରେ…
ପଟ୍ଟାଙ୍ଗି,୬।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ପୁକାଲି ଗ୍ରାମପଞ୍ଚାୟତର ମାଳିଗୁଡା ଗ୍ରାମରେ ସାପ କାମୁଡାରେ ଜଣେ ନାବାଳକଙ୍କର ମୃତ୍ୟୁ ହୋଇଛି । କୋରାପୁଟ ଶହୀଦ ଲକ୍ଷ୍ମଣନାୟକ ମେଡିକାଲ କଲେଜରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଥିବା ଜଣାପଡିଛି ।…
ରାଜ୍ୟ ସରକାରଙ୍କ ଉଦ୍ଦେଶ୍ୟରେ ବିଡିଓଙ୍କୁ ଦାବିପତ୍ର, ସ୍କୁଲ, କଲେଜ ଶିକ୍ଷକ କର୍ମଚାରୀଙ୍କ…
ମହାକାଳପଡ଼ା,୬ା ୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସମ୍ମୁଖରେ ଓଡ଼ିଶା ସ୍କୁଲ, କଲେଜ ଶିକ୍ଷକ, କର୍ମଚାରୀ ସମନ୍ବୟ ସମିତି ପକ୍ଷରୁ ୪ ଦଫା ଦାବି ନେଇ ବୁଧବାର ଧାରଣା ଦିଆଯାଇଛି। ରାଜ୍ୟ ସରକାରଙ୍କ ପାତର ଅନ୍ତର ନୀତିକୁ ନେଇ…
ହଠାତ୍ ଟାୟାର ହେଲା ବ୍ଲାଷ୍ଟ, ଘାଟିରେ ଓଲଟି ପଡିଲା ଲୁହା ବୋଝେଇ ଟ୍ରକ୍, ଘଟଣାସ୍ଥଳରେ…
ମୋହନା,୬।୮ ( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନା ବ୍ଲକ ଖାରିଗୁଡା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଭୀମଦଳି ଘାଟିରେ ଏକ ଲୁହା ବୋଝେଇ ଟ୍ରକ୍ ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟି ପଡ଼ିଛି। ପ୍ରାଥମିକ ସୂଚନା ଅନୁଯାୟୀ, ଟ୍ରକ୍ଟିର ଟାୟାର…

