ସରକାରୀ ସ୍କୁଲରେ ପାଠ ପଢ଼ି ଯାଆଁଳା ଭଉଣୀଭାଇ କଲେ କମାଲ୍
ବଲାଙ୍ଗୀର,୩ା୫(ବୀରେନ୍ଦ୍ର କୁମାର ଝାଙ୍କର):ଚଳିତ ମାଟ୍ରିକ୍ ପରୀକ୍ଷାରେ ବଲାଙ୍ଗୀର ସହରର ଦୁଇ ଯାଅଁାଳା ଭଉଣୀ-ଭାଇ କମାଲ କରିଛନ୍ତି। ସରକାରୀ ସ୍କୁଲରେ ପାଠ ପଢ଼ୁଥିବା ଦୁଇ ଭଉଣୀ ଭାଇ ଜ୍ୟୋତିର୍ମୟୀ ପଣ୍ଡା ଓ ବିନାୟକ ପଣ୍ଡା ମାଟ୍ରିକ୍ ପରୀକ୍ଷାରେ ଏ-ୱାନ୍ ଗ୍ରେଡ୍ରେ ଉତ୍ତୀର୍ଣ୍ଣ ହୋଇ…
ରାଜା ଚକ୍ରଙ୍କ ଓକିଲଙ୍କ ନାଁରେ ମାନହାନି ମୋକଦ୍ଦମା ଦାୟର କଲେ ମନମୋହନ
ବାଲେଶ୍ୱର,୩ା୫: ରାଜା ଚକ୍ରଙ୍କ ଓକିଲଙ୍କ ନାଁରେ ମାନହାନି ମୋକଦ୍ଦମା ଦାୟର କରିଛନ୍ତି ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ। ରାଜା ଚକ୍ରଙ୍କ ଓକିଲ ସୀତାଂଶୁ ଦ୍ବିବେଦୀଙ୍କ ନାଁରେ ସେ ମୋକଦ୍ଦମା ଦାୟର କରିଛନ୍ତି। ବାଲେଶ୍ବର ଏସ୍ଡିଜିଏମ୍ କୋର୍ଟରେ ମୋକଦ୍ଦମା ଦାୟର ହୋଇଛି।…
ପାସ୍ହାର: କଳାହାଣ୍ଡିରେ ୯୫.୨୨%, ନୂଆପଡ଼ାରେ ୯୭.୦୫%
ଭବାନୀପାଟଣା,୩ା୫ (ଉତ୍ତମ କୁମାର ଦାଶ): ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ଫଳ ଶୁକ୍ରବାର ଅପରାହ୍ନରେ ପ୍ରକାଶ ପାଇଛି। ଚଳିତ ବର୍ଷ କଳାହାଣ୍ଡି ଜିଲାରେ ପାସ୍ ହାର ୯୫.୨୨% ରହିଛି। ଜୟପାଟଣା ବ୍ଲକ ମୁଖିଗୁଡ଼ା ସରସ୍ବତୀ ଶିଶୁ ବିଦ୍ୟା…
ସମ୍ବଲପୁର ଜିଲା ଟପ୍ପର: ଜି ଶିରିଶା
ସମ୍ବଲପୁର,୩ା୫(ପ୍ରମୋଦ ବହିଦାର): ନିୟମିତ ଅଭ୍ୟାସ ଯୋଗୁ ମାଟ୍ରିକ୍ ପରୀକ୍ଷାରେ ସଫଳତା ପାଇଛନ୍ତି ବୋଲି ସମ୍ବଲପୁର ଜିଲା ଟପ୍ପର ଜି ଶିରିଶା କହିଛନ୍ତି। ମାନେଶ୍ୱରର ଜି ଜଗଦିଶ ଓ ଜି ଶ୍ରୀଲକ୍ଷ୍ମୀଙ୍କ କନ୍ୟା ଶିରିଶା ଚଳିତ ମାଟ୍ରିକ ପରୀକ୍ଷାରେ ୯୪.୩୩ ପ୍ରତିଶତ ହାରରେ…
ସରପଞ୍ଚଙ୍କ ସ୍ବାମୀ-ଶ୍ୱଶୁରଙ୍କୁ ମାରିଦେଲେ ଦୁର୍ବୃତ୍ତ, ଗାଁ ଦାଣ୍ଡରେ ପଡ଼ିଛି ୨ ମୃତଦେହ
ରାୟଗଡ଼ା/ପଦ୍ମପୁର,୩ା୫(ଆଶିଷ ରଞ୍ଜନ ପଣ୍ଡା/ପ୍ରଶାନ୍ତ କର): ରାୟଗଡ଼ା ଜିଲା ପଦ୍ମପୁର ବ୍ଲକ ଲିକିଟିପଦର ପଞ୍ଚାୟତ ସାରେଗଡ଼ା ଗ୍ରାମରେ ଜମିଜମା ବିବାଦକୁ କେନ୍ଦ୍ର କରି ହତ୍ୟାକାଣ୍ଡ ଘଟିଛି । ସରପଞ୍ଚଙ୍କ ସ୍ବାମୀ ଅଗାଧୁ ଗମାଙ୍ଗ ଓ ଶିଶୁର ସେମେରା ଗମାଙ୍ଗଙ୍କୁ ଟାଙ୍ଗିଆରେ ଦୁର୍ବୃତ୍ତମାନେ ଆକ୍ରମଣ…
ବ୍ରହ୍ମ ସଂସ୍ଥାପନ କେବଳ ଶ୍ରୀମନ୍ଦିରରେ ହୋଇଥାଏ
ପୁରୀ,୩ା୫(ଅଜିତ୍ କୁମାର ମହାନ୍ତି): ଏପ୍ରିଲ ୩୦ରେ ପଶ୍ଚିମବଙ୍ଗର ତୃଣମୂଳ କଂଗ୍ରେସ (ଟିଏମ୍ସି) ସରକାରଙ୍କ ପକ୍ଷରୁ ଦୀଘାରେ ନବନିର୍ମିତ ଶ୍ରୀଜଗନ୍ନାଥ ମନ୍ଦିରକୁ ନେଇ ବିବାଦ ଉଠିଛି। ଏହି ମନ୍ଦିର ପ୍ରତିଷ୍ଠା ଉତ୍ସବରେ ପୁରୀ ଶ୍ରୀମନ୍ଦିରର କେତେଜଣ ସେବାୟତ ଯୋଗଦେଇଥିବାବେଳେ ସମ୍ପୃକ୍ତ ସ୍ଥାନକୁ ‘ଜଗନ୍ନାଥ…
ପୁରୀ ଆସି କଥା ବଦଳାଇଲେ ରାମକୃଷ୍ଣ
ପୁରୀ୩ା୫(ଅଜିତ୍ କୁମାର ମହାନ୍ତି): ଦୀଘା ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ଉତ୍ସବରେ ଯୋଗଦେଇ ବିବାଦୀୟ ହୋଇଥିବା ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ତଥା ଦଇତାପତି ନିଯୋଗ ସମ୍ପାଦକ ରାମକୃଷ୍ଣ ଦାସମହାପାତ୍ର ସେଠାରେ ଏକ ବଙ୍ଗଳା ଟିଭି ଚ୍ୟାନେଲକୁ ସାକ୍ଷାତ୍କାର ଦେଇ କହିଥିଲେ, ପୁରୀ ମନ୍ଦିର…
ଶିକାରୀଙ୍କ ଗଳା କାଟି ହତ୍ୟା
ଦେବଗଡ଼,୩ା୫(ଶଶାଙ୍କ ଶେଖର ଝାଙ୍କର):ଦେବଗଡ଼ ଜିଲା ବାରକୋଟ ଥାନା ଅନ୍ତର୍ଗତ ମର୍ହା ଗ୍ରାମରେ ଜଣେ ବନ୍ୟଜନ୍ତୁ ଶିକାରୀଙ୍କ ଗଳା କାଟି ହତ୍ୟା କରାଯାଇଛି। ମୃତକ ହେଲେ ସୁରେଶ ଶବର(୫୯)। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ସୁରେଶଙ୍କୁ ହତ୍ୟା କରାଯାଇଥିବା ତାଙ୍କ ପରିବାର ଲୋକେ ଅଭିଯୋଗ…
୨ ଯାଆଁଳା ଭାଇ ମାଲକାନଗିରି ଜିଲା ଟପ୍ପର
ମାଲକାନଗିରି/ଏମ୍ଭି ୭୯, ୩ା୫(ଦୁର୍ଯ୍ୟୋଧନ ପାତ୍ର/ଭିକି ବାରିକ): ମାଟ୍ରିକ୍ ପରୀକ୍ଷାଫଳ ଶୁକ୍ରବାର ପ୍ରକାଶ ପାଇଛି। ଦୁଇ ଯାଆଁଳା ଭାଇ ସମାନ ନମ୍ବର ରଖି ମାଲକାନଗିରି ଜିଲା ଟପ୍ପର ହୋଇଛନ୍ତି। କାଲିମେଳା ବ୍ଲକ୍ ଏମ୍.ଭି. ୭୯ସ୍ଥିତ ସାବେରୀ ଉଚ୍ଚ ବିଦ୍ୟାଳୟରେ ମୋହନ ଲେଙ୍କାଙ୍କ ଦୁଇ…
ରାଇକିଆ ବ୍ଲକରେ ୯୮.୭% ସଫଳତା
ରାଇକିଆ,୨।୫(ପ୍ରଦୀପ ବେହେରା): ଶୁକ୍ରବାର ଦଶମ ପରୀକ୍ଷା ଫଳ ପ୍ରକାଶ ପାଇଛି । ରାଇକିଆ ବ୍ଲକରେ ସଫଳତା ହାର ୯୮.୭% ରହିଛି । ସମୁଦାୟ ୭୯୪ ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିବା ବେଳେ ୭୮୦ କୃତକାର୍ଯ୍ୟ ହୋଇଛନ୍ତି । ଇନ୍ଦ୍ରଗଡ ମା ବାପାଙ୍ଗି…
ପ୍ରେମିକାଙ୍କୁ ଛୁରିଭୁସି ବନ୍ଧାହେଲେ ପ୍ରେମିକ
ବ୍ରହ୍ମପୁର,୨ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ପୋଲିସ ଜିଲାରେ ଏବେ କଥା କଥାକେ ହତ୍ୟା ଓ ମରଣାନ୍ତକ ଘଟଣା ଘଟୁଛି। ଗୋପାଳପୁର ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ତାଙ୍କ ପ୍ରେମିକ ହତ୍ୟା କରିଥିଲେ। ଏହାର ୨୪ ଘଣ୍ଟା ନ ପୂରୁଣୁ ଶୁକ୍ରବାର ନିମଖଣ୍ଡି…
ବରଗଡ଼ ଜିଲାରେ ପାସ୍ହାର ୯୭ ପ୍ରତିଶତ: ବବିତା ରଥ ଟପ୍ପର
ବରଗଡ଼,୨ା୫(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଅଧୀନ ହାଇସ୍କୁଲ ସାର୍ଟିଫିକେଟ୍(ମାଟ୍ରିକ) ପରୀକ୍ଷାଫଳ ଶୁକ୍ରବାର ପ୍ରକାଶ ପାଇଛି। ଏଥିରେ ବରଗଡ଼ ଜିଲା ରାଜ୍ୟରେ ତ୍ରୟୋଦଶ(୧୩ତମ) ସ୍ଥାନରେ ରହିଛି। ଜିଲାର ପାସ୍ ହାର ୯୭.୦୯ପ୍ରତିଶତ ରହିଛି। ଜିଲାରେ୧୬ହଜାର ୯୩୫ଜଣ ପରୀକ୍ଷା ଦେଇଥିଲେ। ସେଥିମଧ୍ୟରୁ…

