ଆମ ଜିଲା ଖବର

କଟକରେ ପୁଣି ନ କଲି କାରବାର: ୱାଶିଂ ପାଉଡର କାରଖାନା ଠାବ

କଟକ,୨।୫: କଟକରେ ପୁଣି ନ କଲି କାରବାର। କଟକ ଜଗତପୁରରେ ନକଲି ୱାଶିଂ ପାଉଡର କାରଖାନା ଠାବ ହୋଇଛି। ଅପମିଶ୍ରଣ ସହ ବ୍ରାଣ୍ଡେଡ କଂପାନୀ ନାଁରେ ତିଆରି କରି ବକ୍ରି ହେଉଥିଲା ପାଉଡର। ଚଢ଼ାଉ କରିବା ସହ କାରଖାନା ମାଲିକଙ୍କୁ ଗିରଫ…

ଗୋଡ଼ାଇ ଗୋଡ଼ାଇ କାମୁଡ଼ିଲେ ମହୁମାଛି, ଚାଲିଗଲା ଯୁବକଙ୍କ ଜୀବନ

କୋରାପୁଟ,୨ା୫(ଅମିତାଭ ବେହେରା): ଶୁକ୍ରବାର ସକାଳେ କୋରାପୁଟ ସହରରେ ଏକ ଅଘଟଣ ଘଟିଛି। ମହୁମାଛି ଆକ୍ରମଣରେ କୋରପୁଟ ସହରରେ ହାଉସିଂବୋର୍ଡ କଲୋନୀରେ ରହୁଥିବା ଅଜୁ ଚେଟୀ ନାମକ ଜଣେ ଯୁବକ ଏଲ୍‌ଆଇସି କଲୋନୀରେ ରହୁଥିବା ନିଜ ଭଉଣୀ ଘରକୁ ଅଟୋ ଆଣିବା ପାଇଁ…

ଶ୍ରୀ ଜଗନ୍ନାଥ କଥାମୃତ ପ୍ରବଚନ: ଜଗନ୍ନାଥଙ୍କ ମାନବୀୟ ଲୀଳା ଶ୍ରବଣ କଲେ ଶ୍ରଦ୍ଧାଳୁ

ଦିଗପହଣ୍ଡି,୨।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜବାଟୀ ସିଂହଦାର ସମ୍ମୁଖରେ ଗତ ୨ ଦିନ ଧରି ଚାଲିଥିବା ଶ୍ରୀ ଜଗନ୍ନାଥ କଥାମୃତ ପ୍ରବଚନ କାର୍ଯ୍ୟକ୍ରମ ଗୁରୁବାର ରାତିରେ ଉଦ୍‌ଯାପିତ ହୋଇଯାଇଛି। ଦିଗପହଣ୍ଡି ଏନଏସି ଅଧ୍ୟକ୍ଷ ପ୍ରଫୁଲ ପଣ୍ଡାଙ୍କ ପ୍ରତ୍ୟକ୍ଷ ତତ୍ତାବଧାନରେ…

 ମାସେ ତଳେ ହୋଇଥିଲା ବିବାହ: ଯୌତୁକ  ପାଇଁ ନବବଧୂଙ୍କୁ ହତ୍ୟା

ପଦ୍ମପୁର,୨।୫(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଜଗଦଲପୁର ଥାନା ଲହଙ୍ଗିର ଗ୍ରାମରେ ନବବଧୂଙ୍କୁ ଯୌତୁକ ପାଇଁ ନିର୍ଯ୍ୟାତନା ଦେଇ ହତ୍ୟା କରିଥିବା ଅଭିଯୋଗ ହୋଇଛି । ପ୍ରକାଶ ଯେ, ମେଲଛାମୁଣ୍ଡା ଥାନା ଅନ୍ତର୍ଗତ ଜାମପାଲି ଗ୍ରାମର ମମତା ବରିହା…

KIITରେ ପୁଣି ଜଣେ ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣା, ନିରପେକ୍ଷ ତଦନ୍ତ ହେଉ: ନେପାଳ ଦୂତାବାସ

ଭୁବନେଶ୍ୱର,୨।୫:କିଟ ବିଶ୍ୱବିଦ୍ୟାଳୟ(KIIT)ରେ ପୁଣି ଜଣେ ନେପାଳୀ ଛାତ୍ରୀ ଆତ୍ମହତ୍ୟା କରିଛନ୍ତି। ପୋଲିସ କମିଶନର ଏନେଇ ସୂଚନା ଦେଇଛନ୍ତି। ଏପଟେ ନିରପେକ୍ଷ ତଦନ୍ତ ହେଉ ବୋଲି ନେପାଳ ଦୂତାବାସ ପ୍ରେସ୍ ବିଜ୍ଞପ୍ତି ଜାରି କରିଛନ୍ତି। ଘଟଣାର ନିରପେକ୍ଷ ତଦନ୍ତ ପାଇଁ ଦୂତାବାସ ପକ୍ଷରୁ…

ଦେଓଗାଁ ସମିତି ବୈଠକରେ ହଟ୍ଟଗୋଳ: ବର୍ଜନ କଲେ ସରପଞ୍ଚ ସଂଘ

ଦେଓଗାଁ,୨।୫(କୃଷ୍ଣ ପ୍ରସାଦ ପାଣିଗ୍ରାହୀ):ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକରେ ଶୁକ୍ରବାର ବ୍ଲକ ଅଧ୍ୟକ୍ଷ ଦୟାନିଧି ଖମାରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ସରପଞ୍ଚ ମାନେ ଅଣଦେଖା କରାଯାଉଥିବା ଅଭିଯୋଗ ଉଠାଇଥିଲେ। ସରପଞ୍ଚ ସଂଘ ସଭାପତି ଗୋପାଳ ଚନ୍ଦ୍ର ମିଶ୍ର ବୈଠକରେ ସରପଞ୍ଚ ମାନଙ୍କ ଦ୍ୱାରା…

ବରଡ଼ା ଶାଗ ଦେଇଛି ମହିଳାଙ୍କୁ ଜୀବିକା, ଜଙ୍ଗଲି ଶାଗ ବିକି…

ଦାରିଙ୍ଗବାଡ଼ି,୨ା୫(ଅରୁଣ ସାହୁ): ଗ୍ରୀଷ୍ମ ଋତୁରେ ବିଶେଷ କରି ବୈଶାଖ ମାସରେ ବରଡ଼ା ଶାଗର ଚାହିଦା ବୃଦ୍ଧି ପାଇବା ସହ ଅମଳ ବୃଦ୍ଧି ପାଇଥାଏ। ଏହି ପ୍ରରିପ୍ରେକ୍ଷୀରେ ଏହି ଶାଗ କନ୍ଧମାଳ ଜିଲାର ବହୁ ଗ୍ରାମରେ ଅମଳ ହେଉଥିବା ବେଳେ ଅଧିକ ରାଇକିଆ…

କୟାଁ ବ୍ୟାଘ୍ରଦେବୀ ମନ୍ଦିର ଶୁଭସ୍ତମ୍ଭ ସ୍ଥାପନ: ଜୁନ ୪ରେ ପ୍ରତିଷ୍ଠା ଉତ୍ସବ

ଭଞ୍ଜନଗର,୨।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ନିକଟରେ ଥିବା ବହୁପୁରାତନ ମା’ ଭଗବତୀ ରାଜରାଜେଶରୀଙ୍କ କୟାଁ (ବାଟ) ବ୍ୟାଘ୍ରଦେୀ ମନ୍ଦିର ନୂତନ ପ୍ରାସାଦ ଉତ୍ସବ ଜୁନ ୪ ରୁ ୯ ତାରିଖ ୬ ଦିନ ଧରି ହେବ। ତେଣୁ ଶୁକ୍ରବାର…

ସର୍ଭିସ ରୋଡ ଉପରେ ରଖାଯାଉଛି ଗାଡ଼ି: ଯାତାୟତ ବାଧାପ୍ରାପ୍ତ

ଚୌଦାର,୩୦।୪(ଆଶୁତୋଷ ଦାସ): ୫୫ ନମ୍ବର ଜାତୀୟ ରାଜପଥ ମଙ୍ଗୁଳିଠାରୁ ଧୂମାବତୀ ପର୍ଯ୍ୟନ୍ତ ଜାତୀୟ ରାଜପଥ ସମ୍ପ୍ରସାରଣ କାମ ଜାରି ରହିଛି । ରାଜପଥର ମୁଖ୍ୟ ରାସ୍ତା କାମ ଚାଲୁ ରହିଥିବାରୁ ଯାନବାହାନ ସହିତ ୨ ଚକିଆ ୪ ଚକିଆ ଓ ସାଧାରଣ…

ବିଭିନ୍ନ ସମସ୍ୟା ନେଇ ଗଣମାଧ୍ୟମ ପ୍ରତିନିଧିଙ୍କ ଆଲୋଚନା କଲେ ସାଂସଦ

ପଦ୍ମପୁର,୨।୫(ପ୍ରଦୀପ୍ତ ଦାଶ):ପଦ୍ମପୁର ଠାରେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ସହିତ ପଦ୍ମପୁର ଅଞ୍ଚଳର ବିଭିନ୍ନ ସମସ୍ୟା ନେଇ ପଦ୍ମପୁର ଗଣମାଧ୍ୟମର ପ୍ରତିନିଧିମାନେ ଆଲୋଚନା କରିଛନ୍ତି । ବିଶେଷକରି ପଦ୍ମପୁରରେ ଏକ ଆଞ୍ଚଳିକ ସହକାରୀ ପରିବହନ କାର୍ଯାଳୟ ସ୍ଥାପନ ସମେତ ପଦ୍ମପୁରର ସ୍ବାସ୍ଥ୍ୟ…

ମଶାଣି ସଫେଇ କଲେ ଗ୍ରାମବାସୀ: ଶତାଧିକ ଲୋକେ ସାମିଲ

ଦାରିଙ୍ଗବାଡି, ୨।୫ (ଅରୁଣ ସାହୁ )- ମଣିଷର ଶେଷ ଠିକଣା ହେଉଛି ମଶାଣି। ତାକୁ ସଫାସୁତୁରା ସହ ପରିବେଶ ସଫା ରଖିବା ନିଷ୍ପତି ଗ୍ରହଣ କରି ପ୍ରତେକ ବର୍ଷ ଭଳି ଚଳିତ ବର୍ଷ ମଶାଣିକୁ ସଫେଇ କରିଛନ୍ତି ଗ୍ରାମବାସୀ। ଏଭଳି ଦୃଶ୍ୟ…

କଳସ ଧରି ଗ୍ରାମ ପରିକ୍ରମା କଲେ ମହିଳା

ଭଞ୍ଜନଗର,୧।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ନେଟେଙ୍ଗା ଶ୍ରୀ ବୁଢ଼ିମା ଠାକୁରାଣୀ ମନ୍ଦିର ପୁନରୁଦ୍ଧାର ଏବଂ ପ୍ରତିଷ୍ଠା ଉତ୍ସବ ଗୁରୁବାର ଆରମ୍ଭ ହୋଇଯାଇଛି। ଗୁରୁବାର ରାତିରେ ନିକଟସ୍ଥ ନଦୀରୁ ଶତାଧିକ ମହିଳା ଜଳ ଗ୍ରହଣ କରି କଳସ ଶୋଭାଯାତ୍ରାରେ ଆସିଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?