ସୁରତରେ ଉତ୍କଳ ବ୍ରାହ୍ମଣ ପରିବାର ପକ୍ଷରୁ ପର୍ଶୁରାମ ଜୟନ୍ତୀ
ଭଞ୍ଜନଗର,୧।୫(ବାବୁଲା ପ୍ରଧାନ): ସୁରତ ଉତ୍କଳ ବ୍ରାହ୍ମଣ ପରିବାର ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ମଙ୍ଗଳବାର ପର୍ଶୁରାମ ଜୟନ୍ତୀ ପାଳିତ ହୋଇଯାଇଛି। ସଭାପତି ଭାବଗ୍ରାହୀ ପଣ୍ଡାଙ୍କ ତତ୍ତ୍ୱାବଧାନରେ ବିଗତ ୩ ବର୍ଷ ଧରି ଏହି ଉତ୍ସବ ପାଳିତ ହେଉଛି। ମଙ୍ଗଳବାର ଅନୁଷ୍ଠିତ ଉତ୍ସବରେ ମୁଖ୍ୟ…
ପାରାଦୀପରେ ହେବ ନୂଆ ଏୟାରପୋର୍ଟ
ଭୁବନେଶ୍ୱର,୧।୫: ରାଜ୍ୟରେ ବିମାନ ଚଳାଚଳ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଲୋକସେବା ଭବନରେ ବିମାନ ଚଳାଚଳ ଏବଂ ନେଟୱାର୍କ ନିର୍ମାଣ ପରିଚାଳନା ସମ୍ପର୍କରେ ଆଲୋଚନା କରିଛନ୍ତି। ବୈଠକରେ, ପାରାଦୀପରେ ଏକ ଗ୍ରୀନଫିଲ୍ଡ ବିମାନବନ୍ଦର ପାଇଁ…
ସହକାରୀ ମତ୍ସ୍ୟ ଅଧିକାରୀଙ୍କ ପୈତୃକ ବାସଭବନରେ ଭିଜିଲାନ୍ସ ଚଢାଉ
ଓଡ଼ଗାଁ,୨।୫(ଆଦର୍ଶ କୁମାର ପଟ୍ଟନାୟକ): ନୟାଗଡ଼ ଜିଲା ଓଡ଼ଗାଁ ଏନ୍ଏସି ଦଲକସାହିରେ ଗୁରୁବାର ସନ୍ଧାରେ ସୋନପୁର ଜିଲା ବିରମହାରାଜପୁର ସହକାରୀ ମତ୍ସ୍ୟ ଅଧିକାରୀ ବିଭୁତି ଭୁଷଣ ପ୍ରଧାନଙ୍କ ପୈତୃକ ବାସଭବନରେ ଚଢ଼ାଉ ଜାରି ରହିଛି। ସମ୍ପୃକ୍ତ ଅଧିକାରୀ ପ୍ରଧାନ ନିଜ କାର୍ଯ୍ୟାଳୟରେ ଏସ୍ଏଚ୍ଜି…
ଜଙ୍ଗଲରୁ ବନ୍ଧୁକ, ଭୁଜାଲି ସହିତ ବାଇକ୍ ଜବତ, ଶିକାରୀ ଫେରାର
ଓଡଗାଁ,୧।୫(ଆଦର୍ଶ କୁମାର ପଟ୍ଟନାୟକ): ନୟାଗଡ଼ ବନଖଣ୍ଡ ଅନ୍ତର୍ଗତ ଶୁଳିଆ ଜଙ୍ଗଲ ଓ ଢୋଲପଥର ଡ୍ୟାମ ନିକଟରୁ ବନ ବିଭାଗ ଗୋଟିଏ ଦେଶୀ ବନ୍ଧୁକ, ଭୁଜାଲି, ଟାଙ୍ଗିଆ, କଟୁରୀ ସହିତ ଗୋଟିଏ ବାଇକ୍ ଜବତ କରିଛି। ମିଳିଥିବା ସୂଚନା ମୁତାବକ, ବନ ବିଭାଗ…
କାଳବୈଶାଖୀ ତାଣ୍ଡବ: ଉପୁଡ଼ିଲା ଗଛ, ବିଦ୍ୟୁତ୍ ସେବା ଠପ
ଅତାବିରା,୧।୫(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଅଞ୍ଚଳରେ କାଳବୈଶାଖୀ ତାଣ୍ଡବ ରଚିଛି। ଝଡବତାସ ସହିତ ପ୍ରବଳ ବର୍ଷା ଯୋଗୁ ରାସ୍ତା ପାର୍ଶ୍ୱରେ ଥିବା ବଡ଼ବଡ଼ ଗଛ ଭାଙ୍ଗି ଯାତାୟତ ଠପ୍ ହୋଇଯାଇଥିଲା। ତେବେ ଅତାବିରା ଅଗ୍ନିଶମ ବିଭାଗର ଅକ୍ଲାନ୍ତ ପରିଶ୍ରମ ପରେ…
ବାଘପାଲିରେ ଡବଲ ମର୍ଡର: ପୋଲିସର ତନାଘନା
ବରଗଡ଼,୧।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଅଧୀନ ବାଘପାଲି ଗ୍ରାମରେ ଗୁରୁବାର ଡବଲ ମର୍ଡର ହୋଇଛି। ଆକ୍ରମଣ, ପ୍ରତିଆକ୍ରମଣରେ ୨ଜଣଙ୍କ ମୃତ୍ୟୁ ଘଟିଛି। ମୃତକମାନେ ହେଲେ ବାଘପାଲି ଗ୍ରାମର ତରଣୀ ବାଗ ଏବଂ ମଘା ଭୁଏ। ମଘାଙ୍କ ଏକ ଘର…
ଯୁବକଙ୍କୁ ମରଣାନ୍ତକ ଆକ୍ରମଣ: ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ବାନ୍ଧିଲା ପୋଲିସ
ପରୁଷୋତ୍ତମପୁର,୧।୫(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୋଷୋତ୍ତମ ଥାନା ଅଧୀନ କରନ୍ଦାପଲ୍ଲୀ ଗ୍ରାମରେ ମଙ୍ଗୁଳୁ ରେଡି ନାମକ ଜଣେ ବ୍ୟକ୍ତିଙ୍କୁ ମରଣାତ୍ମକ ଆକ୍ରମଣ କରାଯାଇଥିବା ଅଭିଯୋଗରେ ଦୁର୍ଦ୍ଦାନ୍ତ ଅପରାଧୀ ମିଟୁ ରେଡିଙ୍କୁ ଗୁରବାର ଆଇଆଇସି ରାଜେଶ କୁମାର ନାୟକ ଗିରଫ କରି କୋର୍ଟ…
ହାତୀ ଉପଦ୍ରବ: କ୍ଷତିଗ୍ରସ୍ତ ପରିବାରଙ୍କୁ ଭେଟିଲେ ଅଧିକାରୀ
ରାଇକିଆ,୧।୫(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ଇନ୍ଦ୍ରାଗଡ଼ ପଞ୍ଚାୟତରେ ମଙ୍ଗଳବାର ରାତିରେ ଗାନ୍ଧାରିଭୁଇଁ ଗ୍ରାମରେ ୨୬ ଟିକିଆ ହାତୀପଲ ପଶି ବ୍ୟାପକ ଉପଦ୍ରବ କରିବା ସହ ୪ଜଣଙ୍କ ଘର ଭାଙ୍ଗିବା ସହ ଧାନ, ଚାଉଳ ଖାଇ ନଡ଼ିଆ ଗଛ, କଦଳୀ…
ନବ ବିବାହିତାଙ୍କ ସନ୍ଦେହଜନକ ମୃତ୍ୟୁ: ଜେଲ ଗଲେ ସ୍ବାମୀ
ଦିଗପହଣ୍ଡି,୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମର ନବ ବିବାହିତା ସ୍ମୃତି ସାହୁଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାରେ ସ୍ବାମୀ ସୁଜିତ ସାହୁଙ୍କୁ ପାଟପୁର ପୋଲିସ ଗୁରୁବାର ଗିରଫ କରି କୋର୍ଟ ଚାଲାଣ କରିଛି। ଏନେଇ ଥାନାରେ ଏକ…
କାରଖାନାର ବିଷାକ୍ତ କଳାଧୂଆଁରେ ଅଞ୍ଚଳବାସୀ ଅତିଷ୍ଠ: କାର୍ଯ୍ୟାନୁଷ୍ଠାନକୁ ଅପେକ୍ଷା
କୁଆଁରମୁଣ୍ଡା,୧।୫(ମହେନ୍ଦ୍ରକୁମାର ସାହୁ): ଗୁରୁବାର ସନ୍ଧ୍ୟା ପ୍ରାୟ ୫ଟା ୨୦ରେ କୁଆଁରମୁଣ୍ଡା ଅଞ୍ଚଳରେ ହଠାତ୍ କଳା ହାଣ୍ଡିଆ ବାଦଲ ଉଠାଇ ଥିଲା। ଏହାର ସୁଯୋଗ ନେଇ କୁଆଁରମୁଣ୍ଡା ବସ୍ତି ନିକଟସ୍ଥ ଏକ ଲୁହା ସ୍ପଞ୍ଜ କାରଖାନା ବାୟୁମଣ୍ଡଳକୁ ବିଷାକ୍ତ କଳା ଧୂଆଁ ଛାଡିଥିବା…
ନକଲି ଶିକ୍ଷକ ବିରୋଧରେ ଜିଲା ଆଦିବାସୀ ସଂଘ ରାଜସ୍ବ କମିଶନରଙ୍କ ଦ୍ୱାରସ୍ଥ
ରିଷିଡ଼ା,୧ା୫(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସମେତ ଜିଲାର ସମସ୍ତ ବ୍ଲକରେ ନକଲି ପ୍ରମାଣପତ୍ର ଦେଇ ଚାକିରୀ କରୁଛନ୍ତି। ଦୀର୍ଘବର୍ଷ ହେଲା ଏହି ନକଲି ଶିକ୍ଷକ ଶିକ୍ଷୟିତ୍ରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ଜିଲା ଆଦିବାସୀ ସଂଘ ପକ୍ଷରୁ ଦାବି…
ରଥଯାତ୍ରାର ପ୍ରଥମ ସମନ୍ବୟ ବୈଠକ
ପୁରୀ,୧।୫ ( ଅଜିତ୍ କୁମାର ମହାନ୍ତି ): ଚଳିତ ବର୍ଷ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଜୁନ ୨୭ ତାରିଖରେ ଓ ବାହୁଡ଼ା ଯାତ୍ରା ଜୁଲାଇ ୫ ତାରିଖରେ ଅନୁଷ୍ଠିତ ହେବ। ସୁନାବେଶ ଜୁଲାଇ ୬ ଏବଂ ନୀଳାଦ୍ରି ବିଜେ ଜୁଲାଇ ୮…

