ଭିଜିଲାନ୍ସ ଜାଲରେ ମତ୍ସ୍ୟ ଅଧିକାରୀ
ସୋନପୁର,୧।୫(ମୃତ୍ୟୁଞ୍ଜୟ ଶତପଥୀ): ସବ୍ସିଡି ଟଙ୍କା ରିଲିଜ କରାଇଦେବାକୁ କହି SHG ମହିଳାଙ୍କଠାରୁ ଲାଞ୍ଚ ନେଉଥିବା ବେଳେ ଗୁରୁବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି ବୀରମହାରାଜପୁରର ସହକାରୀ ମତ୍ସ୍ୟ ଅଧିକାରୀ ବିଭୂତି ଭୂଷଣ ପ୍ରଧାନ। ଭିଜିଲାନ୍ସ ଅଧିକାରୀ ତାଙ୍କଠାରୁ ୩୦ ହଜାର ଲାଞ୍ଚ ଟଙ୍କା…
କଳା, ସାହିତ୍ୟ, ସଂସ୍କୃତିକୁ ଉଦ୍ଜୀବିତ କରେ ପାଲା: ଗାୟକଙ୍କୁ ସମ୍ବର୍ଦ୍ଧିତ କଲେ ବିଧାୟକ
ପାଟଣା,୧ା୫(ବୀରକିଶୋର ଦାଶ: କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ପାଟଣା ପଞ୍ଚାୟତ ସ୍ବାମ ଶାସନର ୭୦ ତମ ବାଦୀପାଲା ମହୋତ୍ସବ ଉପଲକ୍ଷେ କଳା ଓ ସଂସ୍କୃତି ପାଇଁ ସମର୍ପିତ ବ୍ୟକ୍ତି ବିଶେଷଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। ଆୟୋଜିତ ସମ୍ବର୍ଦ୍ଧନା ଉତ୍ସବ ସ୍ବାମ୍ ପାଲା କମିଟିର…
ଟାଙ୍ଗୀ ଖବରଦାତା ସଂଘ ପାଳନ କଲା ଶ୍ରମିକ ଦିବସ
ନିରାକାରପୁର, ୧।୫(ମାନସ ଚନ୍ଦ୍ର ପଟ୍ଟନାୟକ ): ଖୋର୍ଦ୍ଧା ଜିଲା ନିରାକାରପୁର ପଞ୍ଚାୟତ ସ୍ଥିତ ଶ୍ରୀରାମ ମନ୍ଦିରରେ ଥିବା ପାଠାଘର କକ୍ଷରେ ଗୁରୁବାର ଟାଙ୍ଗୀ ବ୍ଲକ ଖବରଦାତା ସଂଘ ପକ୍ଷରୁ ବିଶ୍ୱ ଶ୍ରମିକ ଦିବସ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ସଂଘ ସଭାପତି…
‘ଶ୍ରମିକମାନେ ସମାଜର ପ୍ରମୁଖ ଅଙ୍ଗ’
ଦିଗପହଣ୍ଡି,୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ତାଲୁକ ଆଇନ ସେବା କମିଟି ପକ୍ଷରୁ ଗୁରୁବାର ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ ହୋଇଯାଇଛି। ସ୍ଥାନୀୟ କୋର୍ଟ ପରିସରରେ ଓକିଲ ସଂଘର ଉପସଭାପତି ସନ୍ତୋଷ କୁମାର ସାହୁଙ୍କ ସଂଯୋଜନାରେ ଆୟୋଜିତ ସଚେତନତା ସଭାରେ…
ପୁରୁଷୋତ୍ତମପୁର ଏସ୍ଡିପିଓଙ୍କ ନିଆରା ପଦକ୍ଷେପ, ସାଧାରଣରେ ପ୍ରଶଂସା
ପୁରୁଷୋତ୍ତମପୁର,୧।୫(ସିମାଞ୍ଚଳ ମିଶ୍ର): ସମାଜରେ ଘଟି ଚାଲିଥିବା ଅପରାଧିକ କାର୍ଯ୍ୟକଳାପକୁ କିଭଳି ରୋକାଯାଇ ପାରିବ ଏବଂ ପୋଲିସ-ଜନସାଧାରଣଙ୍କ ମଧ୍ୟରେ ସୁସମ୍ପର୍କ ଯୋଗୁ ଲୋକେ ପୋଲିସକୁ ବନ୍ଧୁ ଭାବରେ ଗ୍ରହଣ କରିବେ। ଏହାଦ୍ବାରା ଅପରାଧିଙ୍କ ଗତିବିଧିର ସୁରାକ ପୋଲିସକୁ ସହଜରେ ମିଳିପାରିବା ସହ ସମାଜରେ…
ଭକ୍ତିମୟ ପରିବେଶରେ ସମ୍ପନ୍ନ ହେଲା ୩ ମନ୍ଦିରର ରତ୍ନମୁଦ ଉତ୍ସବ, ସାମିଲ ହେଲେ ଏମ୍ପି-ବିଧାୟକ
ଥୁଆମୂଳ ରାମପୁର,୧ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାସ୍ଥିତ ମା’ ମାଣିକେଶ୍ବରୀ, ଶ୍ରୀ ଜଗନ୍ନାଥ ଏବଂ ରାମେଶ୍ୱର ମହାଦେବଙ୍କ ନୂତନ ନିର୍ମାଣାଧୀନ ଭବ୍ୟ ମନ୍ଦିରର ରତ୍ନମୁଦ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଗତ ୨୮ ତାରିଖ ସୋମବାର ଶୁଭାରମ୍ଭ…
ଆମ୍ବୁଲାନ୍ସ ଧକ୍କାରେ ଚାଲିଗଲା ଜଣଙ୍କ ଜୀବନ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ
ଧର୍ମଗଡ଼,୧ା୫(ଘାସିରାମ ଜଗତ): କଳାହାଣ୍ଡି କୋକସରା ଥାନା ବେହେରା ନିକଟରେ ଜଣେ ଯୁବକଙ୍କୁ ୧୦୮ଆମ୍ବୁଲାନ୍ସ ଧକ୍କା ଦେବାରୁ ତାଙ୍କୁ ଗୁରୁତର ଅବସ୍ଥାରେ ପର୍ଲା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ମୃତ ଯୁବକ ହେଲେ ରାବଣଗୁଡ଼ା…
ସର୍ବୋପରି ରାଷ୍ଟ୍ର ଗଠନ ଆମର ମୁଖ୍ୟ ଲକ୍ଷ୍ୟ: ଏମପି ପ୍ରଦୀପ ପୁରୋହିତ
ପଦ୍ମପୁର,୧।୫ (ପ୍ରଦୀପ୍ତ ଦାଶ) ପଦ୍ମପୁରର ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ଆଜି ପ୍ରାଦେଶିକ ଆଚାର୍ଯ୍ୟ ପ୍ରଶିକ୍ଷଣ ୨୦୨୫ ଜ୍ଞାନ ଯଜ୍ଞ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏହି କାର୍ଯ୍ୟକ୍ରମକୁ ବରଗଡ଼ ଏମପି ପ୍ରଦୀପ କୁମାର ପୁରୋହିତ ଉଦଘାଟନ କରିଛନ୍ତି। ସର୍ବୋପରି ରାଷ୍ଟ୍ର ଗଠନ…
‘ଗ୍ରାମାଞ୍ଚଳ ବିକାଶରେ ପଞ୍ଚାୟତର ଭୂମିକା ଗୁରୁତ୍ୱପୂର୍ଣ୍ଣ’
ଭଞ୍ଜନଗର,୧ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଗୁଣ୍ଡିରିବାଡ଼ି ପଞ୍ଚାୟତ ଘର ଶିଳାନ୍ୟାସ ହୋଇଛି। ଏଥିରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶିଳାନ୍ୟାସ କରିଥିଲେ। ଏହି ଅବସରରେ ବିଧାୟକ ନାୟକ କହିଥିଲେ ଯେ, ଗ୍ରାମାଞ୍ଚଳର…
ମାଛ ଧରିବାକୁ ଯାଇ ମତ୍ସ୍ୟଜୀବୀଙ୍କ ମୃତ୍ୟୁ
ଗଞ୍ଜାମ,୧ା୫(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅଞ୍ଚଳରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି l ଜଣେ ମତ୍ସ୍ୟଜୀବୀ କେନାଲରେ ମାଛ ମାରୁଥିବା ତାଙ୍କର ମୃତ୍ୟୁ ଘଟିଥିବା ସହରରେ ଚର୍ଚ୍ଚା ହେଉଛ। ମୃତ ବ୍ୟକ୍ତି ହେଉଛନ୍ତି ପୋ ଗ୍ରାମର ସି ଏଚ୍ ଗୁରେୟା…
‘ଦେଶର ବିକାଶରେ ଶ୍ରମିକମାନଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’
ଭଞ୍ଜନଗର,୧ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟିପିଏସ୍ଓଡିଏଲ୍ ପକ୍ଷରୁ ଗୁରୁବାର ଶ୍ରମିକ ଦିବସ ପାଳିତ ହୋଇଯାଇଛି। ଏଥିରେ ଭଞ୍ଜନଗର ଏସ୍ଡିଓ (୧) ସୁଦୀପ କୁମାର ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଆଜିର ଦିବସ ସମ୍ପର୍କରେ କହିବା ସହ ବିକାଶ କ୍ଷେତ୍ରରେ…
ତାମିଲନାଡୁରେ ଓଡ଼ିଆ ଯୁବକଙ୍କୁ ହତ୍ୟା: ହାତଗୋଡ଼ ବାନ୍ଧି ଫିଙ୍ଗିଦେଇ…
ଆନନ୍ଦପୁର,୧ା୫(ସୁଶାନ୍ତ କୁମାର ସାହୁ): ଦାନନ ଖଟିବାକୁ ଯାଇଥିବା ଓଡ଼ିଆ ଯୁବକଙ୍କୁ ତାମିଲନାଡୁରେ ହତ୍ୟା ହାତ ଗୋଡ଼ ବନ୍ଧା ଅବସ୍ଥାରେ ମିଳିଲା ମୃତଦେହ। କିଏ ଏବେ କେଉଁ କାରଣର ହତ୍ୟା କଲା ବର୍ତ୍ତମାନ ସୁଦ୍ଧା କାରଣ ଅସ୍ପଷ୍ଟ ରହିଛି। ପୁଅର ମୃତଦେହ ଘରକୁ…

