ଆମ ଜିଲା ଖବର

ଅର୍କିଟ ଫୁଲ ଚାଷ ବୁଲି ଦେଖିଲେ ରାଜ୍ୟପାଳ

ଗଞ୍ଜାମ,୩୦।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲା ଗସ୍ତରେ ଆସିଥିବା ମହାମହିମ ରାଜ୍ୟପାଳ ଡ଼. ହରିବାବୁ କମ୍ଭମ୍‌ପତି ଗଞ୍ଜାମ ବ୍ଲକ ରାମଗଡ଼ ପଞ୍ଚାୟତ ପାଳୁରୁ ସ୍ଥିତ ଅର୍କିଟ ଫୁଲ ଚାଷ ବୁଲି ଦେଖିଥିଲେ l ଆର୍କିଟ ଫୁଲ ଦେଖି ରାଜ୍ୟପାଳ ବହୁତ ଖୁସିବ୍ୟକ୍ତ…

ବୀମାଭୁକ୍ତ ହେଲା ବୈଶାଖ ମେଳା; କାହାର ବି ମୃତ୍ୟୁ ହେଲେ ମିଳିବ ସାଢ଼େ ୭ ଲକ୍ଷ ଟଙ୍କା ବୀମା ସହାୟତା

ବରଗଡ଼,୩୦।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଅନ୍ତର୍ଗତ ନୃସିଂହନାଥ ମନ୍ଦିରରେ ଆସନ୍ତା ୭ ତାରିଖରୁ ବୈଶାଖ ମେଳା ଆରମ୍ଭ ହେବ। ଦୀର୍ଘ ୬ଦିନ ଧରି ନୃସିଂହନାଥ ମହାପ୍ରଭୁଙ୍କ ଜନ୍ମୋତ୍ସବ ଅବସରରେ ଚଳିତମାସ ୧୨ତାରିଖ ପର୍ଯ୍ୟନ୍ତ ଏହା ଚାଲିବ। ଅନ୍ୟବର୍ଷ…

ଭଞ୍ଜନଗର ମେଡିକାଲକୁ ମିଳିବ ଜିଲା ମାନ୍ୟତା, ପର୍ଯ୍ୟଟନ କ୍ଷେତ୍ରରେ ବି ପ୍ରମୁଖ ସ୍ଥାନରେ ରହିବ…

ଭଞ୍ଜନଗର,୩୦।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସହର ଗାନ୍ଧୀ କୈଳାସ ପାହାଡ଼ର ପାଦଦେଶରେ ଥିବା ପୁରୁଣା ହନୁମାନ ମନ୍ଦିର ସ୍ଥାନରେ ଏକ ନୂଆ ମନ୍ଦିର ନିର୍ମାଣ ହେବ। ବୁଧବାର ସନ୍ଧ୍ୟାରେ ତାହାର ଶିଳାନ୍ୟାସ ହୋଇଥିଲା। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ…

ଭଞ୍ଜନଗରରେ ପ୍ରଧାନଶିକ୍ଷକ, ଶିକ୍ଷୟତ୍ରୀ, ପିଅନଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

ଭଞ୍ଜନଗର,୩୦।୪(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତୁରୁମୁ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଦିଲୀପ ମିଶ୍ର ବୁଧବାର ଚାକିରିରୁ ଅବସର ନେଇଛନ୍ତି। ଏହି ଅବସରରେ ବିଦ୍ୟାଳୟ ପରିସରରେ ତାଙ୍କ ଉଦ୍ଧେଶ୍ୟରେ ଏକ ବିଦାୟ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଥିଲା।…

ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

ଦିଗପହଣ୍ଡି,୩୦ା୪(ଅଶେଷ ନାଥ ମିଶ୍ର): ଚୁଡୁଙ୍ଗପୁର ସ୍ଥିତ ସାନଖେମୁଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ଚାକିରିରୁ ଅବସର ଗ୍ରହଣ କରିଥିବା ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। ବୁଧବାର ଆୟୋଜିତ କାର୍ଯ୍ୟକ୍ରମରେ ବ୍ଲକ ଗୋଷ୍ଠୀ ଶିକ୍ଷାଅଧିକାରୀ କୋରେଶୁ ସେଠୀ ପୌରହିତ୍ୟ କରିଥିଲେ। ଅବସର…

ନବବିବାହିତାଙ୍କ ଆତ୍ମହତ୍ୟା ପରେ ତରବରିଆ ଭାବେ କରିଥିଲେ ଅନ୍ତିମ ସଂସ୍କାର, ସ୍ବାମୀ ଅଟକ

ଦିଗପହଣ୍ଡି,୩୦।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମର ନବ ବିବାହିତା ସ୍ମୃତି ସାହୁଙ୍କ ଆତ୍ମହତ୍ୟା ଘଟଣାରେ ସ୍ବାମୀ ସୁଜିତ ସାହୁଙ୍କୁ ପାଟପୁର ଥାନାରେ ପୋଲିସ ଅଟକ ରଖି ତଦନ୍ତ ଚଳାଇଛନ୍ତି। ଗତ ୨୦ ତାରିଖରେ ଗ୍ରାମର ନୂଆସାହିରେ…

ଶିକ୍ଷା ବିଭାଗ ପକ୍ଷରୁ ଡ୍ରପ୍‌ଆଉଟ୍‌ ସର୍ଭେ କାର୍ଯ୍ୟ ଆରମ୍ଭ

ବାଲିଗୁଡ଼ା,୩୦ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ବ୍ଲକରେ ବୁଧବାରଠାରୁ ଡ୍ରପ୍‌ ଆଉଟ ସର୍ଭେ କାର୍ଯ୍ୟ ଆରମ୍ଭ ହୋଇଥିବା ବେଳେ ଏହା ମେ’ ୫ ତାରିଖ ପର୍ଯ୍ୟନ୍ତ ଚାଲୁ ରହିବ। ବ୍ଲକ ଶିକ୍ଷାଧିକାରୀ ମହେଶର ମାଝି ଓ ସିଆରସିସି ସୌଦାମିନି ସାହୁଙ୍କ…

ହାତୀ ଆକ୍ରମଣରେ ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର

କେନ୍ଦୁଝର,୩୦ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଗୁରୁବାର କେନ୍ଦୁଝର ବନଖଣ୍ଡର ତେଲକୋଇ ରେଞ୍ଜ ଅଞ୍ଚଳରେ ଜଙ୍ଗଲୀ ହାତୀ ଆକ୍ରମଣରେ ଜଣେ ୪୫ ବର୍ଷୀୟା ମହିଳାଙ୍କ ମୃତ୍ୟୁ ହୋଇଥିବାବେଳେ ତାଙ୍କ ସ୍ବାମୀ ଗୁରୁତର ହୋଇଛନ୍ତି। ମୃତ ମହିଳାଙ୍କ ନାମ ଲାବଣ୍ୟ ପଲେଇ ଏବଂ ଆହତଙ୍କ ନାମ…

ଛାତ୍ରବତ୍ସଳ ଶିକ୍ଷକଙ୍କ ଅବସରରେ ଭାବପ୍ରବଣ ହେଲେ ପିଲା

ପାଟଣା,୩୦ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଏରେଣ୍ଡେଇ ପଞ୍ଚାୟତ ବେଗୁନା ଖମଣ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଭବାନୀଶଙ୍କର ମହାନ୍ତ ବୁଧବାର ସରକାରୀ ଚାକିରିରୁ ଅବସର ଗ୍ରହଣ କରିଛନ୍ତି। ଆୟୋଜିତ ଅବସରକାଳୀନ ସମ୍ବର୍ଦ୍ଧନା ସଭା ସ୍ଥାନୀୟ ହାଇସ୍କୁଲ ପ୍ରଧାନଶିକ୍ଷକ ସୁରେଶ…

ଦୁଇ ବର୍ଷ ତଳେ ଜଣଙ୍କ ଘରେ ନିଆଁ ଲଗାଇ ଦେଇଥିଲେ ଅଭିଯୁକ୍ତ, ଏବେ ଭୋଗିବେ ୭ ବର୍ଷ ଜେଲ୍‌ଦଣ୍ଡ

ଭଞ୍ଜନଗର,୩୦ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ କନ୍ଧ ନୂଆଁପଲ୍ଲୀ ଗ୍ରାମରେ ୨୦୨୩ରେ ନିଆଁ ଲଗାଇବା ଅଭିଯୋଗରେ ଅଭିଯୁକ୍ତ କାର୍ତ୍ତିକ ସାହୁଙ୍କୁ ଭଞ୍ଜନଗର ସହକାରୀ ଦୌରା ଜଜ ଦେବାଶିଷ ବିଷୋୟୀ ବୁଧବାର ୭ ବର୍ଷ ସଶ୍ରମ କାରାଦଣ୍ଡ ଶୁଣାଇଛନ୍ତି। ଏଥିସହ…

ଏମିତି ବି ଆସେ ମୃତ୍ୟୁ: ରୋଷେଇ କରୁଥିବାବେଳେ ହେଲା ବଜ୍ରପାତ, ଚାଲିଗଲା ୨ ଜୀବନ

ପଦ୍ମପୁର,୩୦ା୪(ପ୍ରଦୀପ୍ତ ଦାଶ): ଏମିତି ବି ଆସେ ମୃତ୍ୟୁ। ଘରେ ରୋଷେଇ କରୁଥିବାବେଳେ ବଜ୍ରପାତ ହେବାରୁ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି। ଏପରି ଦୁଃଖଦ ଘଟଣା ଦେଖିବାକୁ ମିଳିଛି ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଜଗଦଲପୁର ଥାନା ଅନ୍ତର୍ଗତ ଲଖମରା ଗ୍ରାମରେ। ବୁଧବାର…

ଯୁବ ବ୍ୟବସାୟୀଙ୍କୁ ଟଙ୍କା ପାଇଁ ହତ୍ୟା: ଖବରଦାତା ସମ୍ମିଳନୀରେ ପୂରା ଘଟଣା କହିଲେ ଏସ୍‌ପି, ୨ ଗିରଫ

ବୌଦ୍ଧ,୩୦ା୪(ଅଜିତ କୁମାର ବାରିକ): ଗତ ୨୭ ତାରିଖ ସନ୍ଧ୍ୟାରେ ସ୍ଥାନୀୟ ଜଗଦୀଶପୁର ଛକଠାରେ ରାସ୍ତା ମଝିରେ ବୌଦ୍ଧ ସହର ଗଣେଶ ବଜାରର ଯୁବ ବ୍ୟବସାୟୀ ମନୋଜ ପାତ୍ର ହତ୍ୟା ଘଟଣାରେ ଦୁଇ ଜଣ ଅଭିଯୁକ୍ତଙ୍କୁ ଗିରଫ କଲା ବୌଦ୍ଧ ପୋଲିସ। ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?