ଆମ ଜିଲା ଖବର

ସୌରଶକ୍ତି ଚାଳିତ ଲୌହଜଳ ଅପସାରଣ ପ୍ରକଳ୍ପ ଉଦ୍‌ଘାଟିତ

ଦେବଗଡ,୩୦ା୪(ଶଶାଙ୍କ ଶେଖର ଝାଙ୍କର)- ବାରକୋଟ ବ୍ଲକର ବିଭିନ୍ନ ଗ୍ରାମରେ ଜାତୀୟ ସ୍ବେଚ୍ଛାସେବୀ ଅନୁଷ୍ଠାନ ୱାଟରଏଡ୍‌ ଇଣ୍ଡିଆ ପକ୍ଷରୁ ଜିଲା ପ୍ରଶାସନ ଆନୁକୂଲ୍ୟରେ ୯ଟି ସୌରଶକ୍ତି ଚାଳିତ ଲୌହଜଳ ଅପସାରଣ ପ୍ରକଳ୍ପ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ମଙ୍ଗଳବାର ବମ୍ପରଡା ଗ୍ରାମପଞ୍ଚାୟତ ସଭାଗୃହରେ…

ବର୍ଷକରେ ଅଢ଼େଇ କୋଟି ଲିଟର ଦେଶୀମଦ ପିଇଛନ୍ତି

ଭବାନୀପାଟଣା,୩୦ା୪(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଇବାରେ ଲାଗିଛି। ଜିଲାର ସହର ସମେତ ଅଧିକାଂଶ ଗାଁରେ ଏବେ ମଦକୋଠି ଛତୁ ଫୁଟିଲା ଭଳି ଖୋଲିଛି। ଅନେକ ନିରୀହ ଗରିବ ଲୋକ ମଦ ନିଶାରେ ପଡ଼ି…

ବଢୁଛି ଜଳକଷ୍ଟ, ଅସ୍ତିତ୍ୱ ହରାଉଛି ଜଳାଶୟ

ବରଗଡ଼,୩୦।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ପୌର ପରିଷଦ ୧୯ୱାର୍ଡକୁ ନେଇ ଗଠିତ। ଏକଦା ପ୍ରତି ୱାର୍ଡରେ ଏକାଧିକ ଜଳାଶୟ(ବନ୍ଧ,କଟା) ରହିଥିଲା। ପୂର୍ବପୁରୁଷମାନେ ଶ୍ରମଦାନ କରି ଏଠାରେ ଅନେକ ଜଳାଶୟ ଖୋଳିଥିଲେ ଏବଂ ସେଗୁଡ଼ିକର ପୃଥକ୍‌ ନାମକରଣ କରିଥିଲେ। ବରଗଡ଼ ସହରରେ ପୂର୍ଣ୍ଣିବନ୍ଧ, ମଝଲି ବନ୍ଧ,…

ଆମ୍ବେଡ଼କରଙ୍କ ପ୍ରଦର୍ଶିତ ମାର୍ଗ ଅନୁସରଣ ଆହ୍ବାନ

ଡୁଙ୍ଗୁରିପାଲି ,୨୯ା୪(ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବସ୍‌ଷ୍ଟାଣ୍ଡ ନିକଟରେ ଥିବା ଏସ୍‌ସି, ଏସ୍‌ଟି ଷ୍ଟଲ ପରିସରରେ ରବିବାର ରାତି ୮ଟା ୩୦ରେ ସମ୍ବିଧାନ ପ୍ରଣେତା ଭାରତରତ୍ନ ବାବା ସାହେବ ଡ଼.ଭୀମରାଓ ଆମ୍ବେଡ଼କରଙ୍କ ଜୟନ୍ତୀ ସଭା ପାଳିତ ହୋଇଯାଇଛି। ବ୍ଲକ…

ଦିଗଶିରାରେ ପାନୀୟ ଜଳ ସଙ୍କଟ, ବିଡିଓଙ୍କୁ ଦାବିପତ୍ର ପ୍ରଦାନ

ଡୁଙ୍ଗୁରିପାଲି, ୨୯ା୪(ଦୀନବନ୍ଧୁ ସୁନା) : ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ଦିଗଶିରା ପଞ୍ଚାୟତରେ ପାନୀୟ ଜଳ ସମସ୍ୟା ଉତ୍କଟ ହୋଇଛି। ଏ ନେଇ ପଞ୍ଚାୟତର ବହୁ ଲୋକେ ମଙ୍ଗଳବାର ଗୋଷ୍ଠୀ ଉନ୍ନୟନ ଅଧିକାରୀ ଦିଲୀପ କୁମାର ବାଡାଙ୍କୁ ଏକ ଦାବିପତ୍ର…

ସାକ୍ଷୀଗୋପାଳଙ୍କ ବଗିଚାରୁ ଲକ୍ଷାଧିକ ଟଙ୍କାର ଚନ୍ଦନ ଗଛ କାଟିନେଲେ

ସାକ୍ଷୀଗୋପାଳ,୨୯।୪(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ରାତି ପାହିଲେ ଚନ୍ଦନ ସାକ୍ଷୀଗୋପାଳ ଠାକୁରଙ୍କ ଚନ୍ଦନ ଯାତ୍ରା। ଚନ୍ଦନ ପୋଖରୀରେ ଚାପ ଖେଳିବେ ବିଜେ ପ୍ରତିମା ମଦନମୋହନ। ୨୧ ଦିନ ବ୍ୟାପୀ ଚନ୍ଦନ ମଣ୍ଡପରେ ବିଳମ୍ବିତ ରାତି ପର୍ଯ୍ୟନ୍ତ ଗହଳଚହଳ ଲାଗି ରହିବ। ଚନ୍ଦନ…

ସନ୍ଦେହଜନକ ଭାବେ ଯୁବତୀଙ୍କ ମୃତ୍ୟୁ, ମୃତଦେହ ଜବତ କଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୨୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ିି ପଞ୍ଚାୟତ ନରେନ୍ଦ୍ରପୁର ଗ୍ରାମର ଏନ୍‌.ସୁଷମା ରେଡ୍ଡୀ(୧୮)ଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ଏନେଇ ଏତଲା ହେବାପରେ ଦିଗପହଣ୍ଡି ପୋଲିସ ମଙ୍ଗଳବାର ସକାଳେ ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରୁ ଯୁବତୀଙ୍କ ମୃତଦେହ ଜବତ…

ଚଳନ୍ତା ବସ୍‌ରୁ ସୁନା ହାର ଲୁଟି ଫେରାର ହେବାକୁ ଉଦ୍ୟମ, ଲୁଟେରାଙ୍କୁ କାବୁ କଲେ ଯାତ୍ରୀ

ବରଗଡ଼, ୨୯।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲା ସୋହେଲା ଥାନା ଲେଖାପଖର ନିକଟରେ ମଙ୍ଗଳବାର ଏକ ଚଳନ୍ତା ବସରୁ ସୁନାହାର ଲୁଟ ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଝର ଗ୍ରାମର ପାର୍ବତୀ ମେହେର ବସରେ ଯାତ୍ରା କରୁଥିବା ସମୟରେ ତାଙ୍କ ବେକରୁ…

‘ଆଦିବାସୀଙ୍କ ଦାବି ପୂରଣ ପ୍ରତି ସରକାର ଗୁରୁତ୍ୱ ଦିଅନ୍ତୁ’

ତୁମୁଡିବନ୍ଧ,୨୯ା୪(ଦିପକ କୁମାର ପରାସେଠ)- କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କୁଇ କୁଳ ସମିତିର ସାଂସ୍କୃତିକ ବାର୍ଷିକ ଉତ୍ସବ ମଙ୍ଗଳବାର ପାଳିତ ହୋଇଛି। ଏଥିରେ ତୁମୁଡିବନ୍ଧ ବ୍ଲକ କୁଇ କୁଳ ସଭାପତି ଯୁବରାଜ ପାଟମାଝି, ସମ୍ପାଦକ ଦଶରଥ ମାଝି ଓ ପଞ୍ଚାୟତସ୍ତରୀୟ ନେତୃବୃନ୍ଦ…

ନୂଆଗଡ ଡେଙ୍ଗାପଦର ରାସ୍ତା କାମ ନିମ୍ନମାନର, କେନ୍ଦ୍ର ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀଙ୍କୁ ଚିଠି ଲେଖିଲେ ସମିତିସଭ୍ୟ

ଭଞ୍ଜନଗର,୨୯ା୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀକ୍ଷଣ ଯନ୍ତ୍ରୀଙ୍କ ଅଧୀନରେ ଥିବା ନୂଆଗଡ ଭାୟା ବିରିପୁର ଡେଙ୍ଗାପଦର ରାସ୍ତା ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନାରେ ନିର୍ମିତ ହେଉଛି। ତେବେ ହେଉଥିବା ଏହି ରାସ୍ତା କାମ ନିମ୍ନମାନର ହେଉଥିବା ଅଭିଯୋଗ…

କାଳବୈଶାଖୀ ପ୍ରଭାବ: ବରଗଡ଼ରେ ଝଡବତାସ ସହିତ ପ୍ରବଳ ବର୍ଷା

ବରଗଡ଼,୨୯।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ମଙ୍ଗଳବାର ରାତି ୮ଟାରୁ କାଳବୈଶାଖୀ ପ୍ରଭାବରେ ଝଡବତାସ ସହିତ ପ୍ରବଳ ବର୍ଷା ହୋଇଛି। ସେହିପରି ବଜ୍ରପାତ ମଧ୍ୟ ହୋଇଛି। ଏହାଫଳରେ ବିଦ୍ୟୁତ ସରବରାହ ବନ୍ଦ ରହିଛି। ଗାଁଠୁ ସହର ସବୁଆଡେ ଅନ୍ଧାର ହୋଇ ପଡିଛି। ତେବେ…

ବୁଦାମୂଳେ ପଡ଼ିଛି ମଲା ଗୋରୁର କଟାଗୋଡ଼

ଭଞ୍ଜନଗର,୨୯ା୪(ବାବୁଲା ପ୍ରଧାନ): ତାରସିଂ ଥାନା ଅନ୍ତର୍ଗତ ବଦାଙ୍ଗୀରେ ସୋମବାର ଏକ ମଲା ଗୋରୁର କଟାଗୋଡ଼ ବୁଦାମୂଳେ ପକାଇ ଅନ୍ୟ ଅଂଶକୁ କିଏ ନେଇଯାଇଥିବାରୁ ଗ୍ରାମବାସୀ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ମଲା ଗୋରୁଟିକୁ କେହି ଖାଇବା ଉଦ୍ଦେଶ୍ୟରେ ନେଇଥିବା ଆଶଂକା କରାଯାଉଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?