ଆମ ଜିଲା ଖବର

୨ ଦିବସୀୟ ରାଉରକେଲା ଗସ୍ତରେ ଡିଜି ଖୁରାନିଆ

ରାଉରକେଲା ,୨୮।୪(ସଂଗୀତା ଜେନା): ରାଜ୍ୟରେ ୧୨ ଜଣ ପାକିସ୍ତାନୀ ଅଛନ୍ତି। ସମସ୍ତଙ୍କୁ ଲିଭ ଇଣ୍ଡିଆ ନୋଟିସ ଦିଆଯାଇଛି। କେତେ ଜଣେ ପାକିସ୍ତାନୀ ଯାଇ ସାରିଲେଣି। ଏବେ ପରବର୍ତ୍ତୀ ନିର୍ଦ୍ଦେଶନାମାକୁ ଅପେକ୍ଷା କରାଯାଇଛି। ଓଡ଼ିଶା ପୋଲିସ ଡିଜି ୟୋଗେସ ବାହାଦୁର ଖୁରାନିଆ ତାଙ୍କର…

ବ୍ୟବସାୟୀଙ୍କୁ ଆକ୍ରମଣ କରି ଲୁଟି ନେଲେ ଲକ୍ଷାଧିକ ଟଙ୍କାର ସୁନା ଗହଣା

କେନ୍ଦୁଝର,୨୮।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ବ୍ଲକ ଅଧୀନ ନରଣପୁରରେ ଥିବା ସାହୁ ଜୁଏଲାରୀ ମାଲିକ ଦୀପକ ସାହୁଙ୍କୁ ଆକ୍ରମଣ କରି ୫ ଲକ୍ଷରୁ ଉଦ୍ଧର୍‌ବ ଟଙ୍କାର ସୁନା, ରୂପା ଅଳଙ୍କାର ଲୁଟି ନେଇଥିବା ଅଭିଯୋଗ ହୋଇଛି। ରବିବାର ରାତିରେ…

ଭୁବନେଶ୍ୱର ଷ୍ଟେଶନରେ ହାଇ ଆଲର୍ଟ: ଆର୍‌ପିଏଫ୍‌ର ଫ୍ଳାଗ ମାର୍ଚ୍ଚ

ଭୁବନେଶ୍ୱର,୨୮।୪: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଦେଶରେ ହାଇ ଆଲର୍ଟ ଜାରି କରାଯାଇଛି। ଦେଶର ବିଭିନ୍ନ ସ୍ଥାନରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରି ଦିଆଯାଇଛି। ଦିଲ୍ଲୀ, କୋଲକାତା, ଚେନ୍ନାଇରେ ସୁରକ୍ଷା ବ୍ୟବସ୍ଥାକୁ ବିଶେଷ ଗୁରୁତ୍ୱ ଦିଆଯାଉଛି। ସବୁ ଷ୍ଟେଶନରେ ଫ୍ଳାଗ ମାର୍ଚ…

ବିଭିନ୍ନ ସମସ୍ୟା ନେଇ ଆନ୍ଦୋଳନକୁ ଓହ୍ଲାଇଲା ଭାରତୀୟ କମ୍ୟୁନିଷ୍ଟ ପାର୍ଟି

ଛତ୍ରପୁର,୨୮।୪(ଦିଲ୍ଲୀପ ସାମଲ/ସନ୍ତୋଷ ପାଢ଼ୀ): ଜନ ସମସ୍ୟାର ସମାଧାନ ନେଇ ଆଜି ଆନ୍ଦୋଳନକୁ ଓହ୍ଲାଇଛି ଭାରତୀୟ କମ୍ୟୁନିଷ୍ଟ ପାର୍ଟି। ଚାଷୀ, କ୍ଷେତ-ମଜଦୂର, ଶ୍ରମିକ ଏବଂ ଗରିବ ଜନସାଧାରଣଙ୍କ ହକ ନିମନ୍ତେ ସ୍ବର ଉତ୍ତୋଳନ କରିଛି ଭାରତୀୟ କମ୍ୟୁନିଷ୍ଟ ପାର୍ଟି। ରାଜ୍ୟରେ ବହୁ ପ୍ରତୀକ୍ଷିତ…

ରାଶନ କାର୍ଡରୁ ବିଦେଶୀଙ୍କ ନାଁ କଟିବ: ଯୋଗାଣ ମନ୍ତ୍ରୀ

ଭୁବନେଶ୍ୱର,୨୮।୪: ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୋମବାର ଏକ ବଡ଼ ବୟାନ ଦେଇଛନ୍ତି। ରାଶନ କାର୍ଡରୁ ବିଦେଶୀଙ୍କ ନାଁ କଟିବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି। ଓଡ଼ିଶାରେ ଅନୁପ୍ରବେଶ କରି ପାକିସ୍ତାନୀ, ବାଂଲାଦେଶୀ ରାଶନ କାର୍ଡ ହାତେଇଛନ୍ତି। ସେମାନଙ୍କୁ ଚିହ୍ନଟ…

ମନ୍ତ୍ରୀଙ୍କ ପାଖଲୋକ କହି ହାଇପ୍ରୋଫାଇଲ ଠକେଇ: ମାଡ଼ିବସିଲା ପୋଲିସ

ଦେବଗଡ,୨୮ା୪(ଶଶାଙ୍କ ଶେଖର ଝାଙ୍କର):ନିଜକୁ ପ୍ରଭାବଶାଳୀ ନେତା, ମନ୍ତ୍ରୀଙ୍କ ପାଖଲୋକ ଦର୍ଶାଇବା ସହ ସେମାନଙ୍କ ସହିତ ଉଠାଇଥିବା ଫଟୋ ଦେଖାଇ ଅଭିନବ ଉପାୟରେ ଲକ୍ଷାଧିକ ଟଙ୍କା ଠକେଇ କରିବା ଅଭିଯୋଗରେ ଦେବଗଡ ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

ମନରେଗା ଯୋଜନାରେ ଅନିୟମିତତା : ଏନଏମଏମଏସରେ ଚଞ୍ଚକତା କରି ଅର୍ଥ ହରିଲୁଟ

ଥୁଆମୂଳ ରାମପୁର,୨୮।୪(ଦୁର୍ଗା କୀର୍ତ୍ତି): ମନରେଗା ଯୋଜନାକୁ ସଫଳ ରୂପାୟନ କରିବା ନିମନ୍ତେ ଗାଁସାଥି ଭାବରେ ଜଣେ ଲୋକଙ୍କୁ ଚୟନ କରାଯାଇଛି। କିନ୍ତୁ ଏହି ଗାଁସାଥିଙ୍କ ଦୌରାତ୍ମ୍ୟ ଯୋଗୁ ମନରେଗା ଯୋଜନା ବାଟବଣା ହେଉଥିବା ଅଭିଯୋଗ ଆସୁଛି। କେଉଁଠି ଗାଁସାଥୀ ନିଜେ ଠିକାଦାର…

୧୦୦ ବିଶୃଙ୍ଖଳିତ ଭିସୁଟ ଛାତ୍ରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ

ସମ୍ବଲପୁର,୨୮।୪(ପ୍ରମୋଦ ବହିଦାର): ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ବବିଦ୍ୟାଳୟ (ଭିସୁଟ)ର ୧୦୦ ଜଣ ଛାତ୍ରଙ୍କ ହିରୋଧରେ ବିଶୃଙ୍ଖଳାଗତ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି କର୍ତ୍ତୃପକ୍ଷ। ଭିସୁଟ ଶୃଙ୍ଖଳା କମିଟି ଦ୍ବାରା ଛାତ୍ରମାନଙ୍କ ଅସଦାଚରଣ, ନିମ୍ନ ଉପସ୍ଥାନ ଏବଂ ବିଶ୍ବବିଦ୍ୟାଳୟ ନିୟମ ଉଲଂଘନ ଆଦି…

ପାରାଦୀପ ଷ୍ଟକ୍‌ୟାର୍ଡ଼ରେ ଭୟଙ୍କର ଅଗ୍ନିକାଣ୍ଡ

ପାରାଦୀପ,୨୮।୪: ପାରାଦୀପ ଜିରୋ ପଏଣ୍ଟରେ ଥିବା ଏକ ଷ୍ଟକ୍‌ୟାର୍ଡରେ ସୋମବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଷ୍ଟକ୍‌ୟାର୍ଡରେ ଥିବା ପ୍ଲାଷ୍ଟିକ କୋଟେଡ ଆଇରନ୍‌ ପାଇପ୍‌ରେ ନିଆଁ ଲାଗି ହୁତୁହୁତୁ ହୋଇ ଜଳି ଉଠୁଛି। ଖବର ପାଇ ସ୍ଥାନୀୟ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି…

‘ଧନ ଛାଡ଼ି ଜ୍ଞାନ ଅର୍ଜନ କଲେ ସମ୍ମାନ ମିଳିବ’

ଭଞ୍ଜନଗର,୨୮ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ପକ୍ଷରୁ ସୋମବାର ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ଅବସରରେ ଆଇନଜୀବୀ ଦିବସ ପାଳିତ ହୋଇଯାଇଛି। ଏଥିରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ କୋର୍ଟ…

ପ୍ରଶ୍ନପତ୍ର ବିଭ୍ରାଟରେ ଯିଏ ଦୋଷୀ ତାଙ୍କୁ ଛଡ଼ା ଯିବନାହିଁ: ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

ଭୁବନେଶ୍ୱର,୨୮ା୪: OPSC/SSC ପ୍ରଶ୍ନପତ୍ର ବିଭ୍ରାଟକୁ ନେଇ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ସୋମବାର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ପ୍ରଶ୍ନପତ୍ର ବିଭ୍ରାଟରେ ଯେଉଁ ବିଭାଗ ସଂଶ୍ଳିଷ୍ଟ ଅଛି ତଦନ୍ତ କରାଯିବ ବୋଲି କହିଲେ ମନ୍ତ୍ରୀ ସୂର୍ଯ୍ୟବଂଶୀ ପ୍ରକାଶ କରିଛନ୍ତି। ଏପରିକି ଯିଏ ଦୋଷୀ…

ଭିତରକାଠରେ ପଡ଼ିଲା ବାନ୍ତି: ମହାପ୍ରଭୁଙ୍କର ହେଲା ବଡ଼ ମହାସ୍ନାନ

ପୁରୀ,୨୮ା୪: ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବଡ଼ ମହାସ୍ନାନ କରାଯାଇଛି। ଭିତରକାଠ ନିକଟରେ କେହି ବାନ୍ତି କରିଦେବାରୁ ମହାପ୍ରଭୁଙ୍କ ବଡ଼ ମହାସ୍ନାନ ହୋଇଛି। ଏନେଇ ସ୍ବତନ୍ତ୍ର ନୀତିକାନ୍ତି କରାଯିବ। ଯେଉଁଥିପାଇଁ ଗୋଟିଏ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ତେବେ ଭିତର ବେଢ଼ାରେ ପାର୍ଶ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?