ଆମ ଜିଲା ଖବର

ମନ୍ଦାକିନୀଙ୍କ ଉପରେ ପୁଣି ଭରଷା କଲା କଂଗ୍ରେସ

ଭବାନୀପାଟଣା,୨୬ା୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରର ସାମାଜିକ କର୍ମୀ ମନ୍ଦାକିନୀ ବାଣୁଆ ପୁଣି ଥରେ ରାଜ୍ୟ ଯୁବ କଂଗ୍ରେସ ସାଧାରଣ ସମ୍ପାଦିକା ଭାବେ ମନୋନୀତ ହୋଇଛନ୍ତି। ପୂର୍ବରୁ ସେ ରାଜ୍ୟ ସାଧାରଣ ସମ୍ପାଦିକା ଭାବେ ଦାୟିତ୍ୱ ତୁଲାଇ ଆସୁଥିଲେ।…

ରାସ୍ତା ଉପରେ ଟଳି ପଡିଲେ ବୃଦ୍ଧ, ଅଂଶୁଘାତ ଅଭିଯୋଗ

ଦିଗପହଣ୍ଡି,୨୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଜଗନ୍ନାଥପୁର ବସଷ୍ଟାଣ୍ଡ ଛକ ରାସ୍ତା ଉପରେ ଜଣେ ବୃଦ୍ଧ ଶନିବାର ଅପରାହ୍ନ ପ୍ରାୟ ୨ ଟାରେ ମୃତ୍ୟୁବରଣ କରିଛନ୍ତି। ମୃତକ ଜଣକ ହେଲେ ପୁରୁଣାଗଡ ଗ୍ରାମର ଗୋପୀନାଥ ଦାସ (୮୦)। ସେ…

ବାହାଘର ଭୋଜିରେ ଅଘଟଣ: ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଜଣଙ୍କ ଜୀବନ, ଜଣେ ଗୁରୁତର

ଫୁଲବାଣୀ,୨୬।୪(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଟିକାବାଲି ଥାନା ଅଧୀନ କଇଁଝର ପଞ୍ଚାୟତ କୁଟିଗଡ଼ ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ଅନ୍ୟ ଜଣେ ଗୁରୁତର ହୋଇଛନ୍ତି। ମୃତକ ହେଲେ କଷ୍ଟ ମାଝୀ(୪୫)। ଗୁରୁତର ଜଣକ ରବି ଖମାରୀ(୫୦)।…

ପାଣିରେ ବୁଡ଼ି ଚାଲିଗଲା ଭଉଣୀ, ଭାଇଙ୍କ ଜୀବନ

ସାଲେପୁର,୨୬।୪: କଟକ ଜିଲା ନିଶ୍ଚିନ୍ତକୋଇଲି ରାମକୃଷ୍ଣପୁର ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ସାମ୍‌ନାକୁ ଆସିଛି। ପୋଖରୀରେ ବୁଡ଼ି ୨ ଭଉଣୀ ଭାଇଙ୍କ ମୃତ୍ୟୁ ଘଟିଛି। ଦୁଇ ପିଲାଙ୍କ ବୟସ ୨ ଏବଂ ୪ ବର୍ଷ ହେବ ବୋଲି ସୂଚନା ମିଳିଛି।…

ନବ ଦାସ ହତ୍ୟା ମାମଲା: ଗୋପାଳଙ୍କ ସ୍ତ୍ରୀଙ୍କ ବୟାନ ରେକର୍ଡ କଲା କ୍ରାଇମ୍‌ବ୍ରାଞ୍ଚ

ବ୍ରହ୍ମପୁର, ୨୬ା୪(ସୁବାସ ଚନ୍ଦ୍ର ପାଢ଼ୀ): ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟା ମାମଲାର ତଦନ୍ତ ଜାରି ରଖିଛି କ୍ରାଇମ୍‌ବ୍ରାଞ୍ଚ। ଶନିବାର କ୍ରାଇମ୍‌ବ୍ରାଞ୍ଚ ଏଏସ୍‌ପି ବିଜୟ କୁମାର ମଲ୍ଲିକଙ୍କ ନେତୃତ୍ୱରେ ଏକ ଟିମ୍‌ ମନ୍ତ୍ରୀଙ୍କୁ ହତ୍ୟା ଅଭିଯୋଗରେ ଗିରଫ ହୋଇଥିବା ପୋଲିସ ଏଏସ୍‌ଆଇ…

ଦିବ୍ୟାଙ୍ଗ ଶିକ୍ଷା ତାଲିମ ଶିବିର ଉଦ୍‌ଯାପିତ

ଦାରିଙ୍ଗବାଡ଼ି,୨୬ା୪ (ଅରୁଣ ସାହୁ): ୧୫ ଦିନ ଧରି ଚାଲିଥିବା ନିଷ୍ଠା ବା ସମାନ ଓ ଅନ୍ତର୍ଭୁକ୍ତ ଶିକ୍ଷା ତାଲିମ ଶିବିର ଉଦ୍‌ଯାପିତ ହୋଇଛି। ଦାରିଙ୍ଗବାଡ଼ି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଉଦ୍‌ଯାପନୀ ଉତ୍ସବ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନରେନ୍ଦ୍ର ବେହେରାଙ୍କ ତତ୍ୱାବଧାନରେ…

ହୋଇ ପାରିଲାନି ଗ୍ରାମସଭା: ନିରାଶ ହୋଇ ଫେରିଲା ବ୍ଲକ ପ୍ରଶାସନ, ପଞ୍ଚାୟତ ଅଫିସରେ ତାଲା ପକାଇ ପ୍ରତିବାଦ

ପଟ୍ଟାଙ୍ଗି,୨୬।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ନୂଆଗାଁ ପଞ୍ଚାୟତ କାର୍ଯ୍ୟାଳୟରେ ପାଣି ପାଇଁ ବ୍ୟକ୍ତିଗତ ଜମି ଅଧିଗ୍ରହଣ ନିମନ୍ତେ ପୂର୍ବ ନିର୍ଦ୍ଧାରିତ ଗ୍ରାମସଭା ହୋଇପାରି ନାହିଁ। ଫଳରେ ନିରାଶ ହୋଇ ବ୍ଲକ ଓ ତହସିଲ ପ୍ରଶାସନ ଫେରିଛି।…

ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ଜୟନ୍ତୀ

ମୋହନା,୨୬ା(ମନ୍ମଥ ମିଶ୍ର): ମୋହନାରେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ୧୩୪ତମ ଜୟନ୍ତୀ ପାଳିତ ହୋଇଛି। ମୋହନାସ୍ଥିତ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଯୁବକ ସଂଘ ପକ୍ଷରୁ ହୋଇଥିବା ଏହି ଉତ୍ସବରେ ସଂଘ ସଭାପତି ଅଜିତ ପାତ୍ର ଓ ବାର୍‌ ଆସୋସିଏଶନ ଉପସଭାପତି ସୀମାଞ୍ଚଳ କାର୍ଜି,…

‘ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟରୁ ମାର୍ଶାଲ ଆର୍ଟ ରହିଛି’

ଭଞ୍ଜନଗର,୨୬ା୪(ବାବୁଲା ପ୍ରଧାନ): ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ୮ଦିନ ବ୍ୟାପୀ ଚାଲିଥିବା ଯୁକ୍ତ ୩ ବାଳିକା ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଶନିବାର ଉଦ୍‌ଯାପିତ ହୋଇଯାଇଛି। ତନରଡ଼ାସ୍ଥିତ ଆଇଆର୍‌ବି ସତନ୍ତ୍ର ଅଷ୍ଟମ ବାଟାଲିୟନ ଦୁର୍ଗପତି ସୁଧାକର ମିଶ୍ର ମୁଖ୍ୟ…

ବାଇକ୍‌ ଧକ୍କାରେ ଚାଲିଗଲା ସାଇକେଲ ଆରୋହୀଙ୍କ ଜୀବନ

କେନ୍ଦୁଝର,୨୬।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅଧୀନ ୨୦ ନମ୍ବର ଜାତୀୟ ରାଜପଥର ବୋନାଯୋଡି ବୁଲାଣି ନିକଟରେ ଏକ ବାଇକ୍‌ ଧକ୍କାରେ ଜଣେ ସାଇକେଲ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବରଦାପାଳ ପଞ୍ଚାୟତ ବରଦାପାଳ ଡୁମୁରିବାଳି ସାହିର ରଘୁନାଥ…

ଉପାନ୍ତ ଅଞ୍ଚଳରେ ଓଡ଼ିଶା-ଆନ୍ଧ୍ର ଅବକାରୀ ବିଭାଗର ବଡ଼ ଧରଣର ଚଢ଼ାଉ

ପାରଳାଖେମୁଣ୍ଡି,୨୬ା୪(ଗିରିଧାରୀ ପରିଛା): ଗଜପତି ଓ ଶ୍ରୀକାକୁଲମ୍‌ ଜିଲାର ଉପାନ୍ତ ଅଞ୍ଚଳରେ ଦିନକୁ ଦିନ ଦେଶୀ ଚୋରାମଦ କାରବାର ବଢ଼ି ଚାଲିଥିବାରୁ ଏଥିରେ ରୋକ ଲଗାଇବାକୁ ଓଡ଼ିଶା ଓ ଆନ୍ଧ୍ର ଅବକାରୀ ବିଭାଗ ପକ୍ଷରୁ ମିଳିତ ଚଢ଼ାଉ କରାଯାଇଛି। ପ୍ରଥମେ ଓଡ଼ିଶାର କାଶୀନଗର…

ଇଞ୍ଜିନିୟରଙ୍କ ସନ୍ଦେହଜନକ ମୃତ୍ୟୁ: ଭଉଣୀ ଘରକୁ ଯାଇ ରାତିରେ …

ଦିଗପହଣ୍ଡି,୨୬।୪(ଅଶେଷନାଥ ମିଶ୍ର): ଦିଗପହଣ୍ଡି ବ୍ଲକ କଇଠଡ଼ା ପଞ୍ଚାୟତ ଗୁଣ୍ଠପଡ଼ା ଗ୍ରାମର ଇଂ. ଏ ଏଣ୍ଡୁପାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ଶନିବାର ମଧ୍ୟାହ୍ନରେ ଦିଗପହଣ୍ଡି ପୋଲିସ ବ୍ରହ୍ମପୁର ବଡ ଡାକ୍ତରଖାନାରେ ପହଞ୍ଚି ଥିଲା। ଅପମୃତ୍ୟୁ ମାମଲା ନଂ. ୧୫/୨୫ ଅନୁଯାୟୀ ତାଙ୍କ ମୃତଦେହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?