ଆମ ଜିଲା ଖବର

ବେଆଇନ ବାଲି ଚାଲାଣ: ବନ ବିଭାଗର ଚଢାଉ, ୨ ହାଇୱା, ଟ୍ରାକ୍ଟର ଜବତ

ପାଟଣା,୨୬୪(ବୀରକିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ତହସିଲ ଅନ୍ତର୍ଗତ ବୈତରଣୀ ନଦୀର ଡୁମୁରିଆ ଘାଟରୁ ଶନିବାର ସକାଳୁ ବେଆଇନ ଭାବେ ଚୋରାବାଲି ଉତ୍ତୋଳନ କରି ଚାଲାଣ ସମୟରେ ବନବିଭାଗ ଚଢ଼ାଉ କରିଛି। ଚଢାଉ ସମୟରେ ଦୁଇଟି ବାଲି ବୋଝେଇ ହାଇୱାକୁ ଜବତ କରିବା…

ଜବରଦଖଲ: ଜଳ ନିଷ୍କାସନରେ ବାଧା, ଫସଲହାନି

ପଟ୍ଟାମୁଣ୍ଡାଇ, ୨୬ା୪(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅନ୍ତର୍ଗତ ଅଳଭା ଗ୍ରାମର ବିଲବାଡିରେ ବର୍ଷସାରା ଜଳ ଜମି ରହି ବହୁ ଏକର ଚାଷଜମୀ ନଷ୍ଟ ହେଉଥିବା ବେଳେ ବାଡ଼ି ବଗିଚା ସନ୍ତସନ୍ତିଆ ଅବସ୍ଥାରେ ପଡ଼ି ରହୁଛି। ଅଳଭା ଘେରିରୁ ଜଳ…

ଗର୍ଭବତୀ ନାବାଳିକାଙ୍କ ନାମରେ ରହିଛି ମାଆ ଓ ଶିଶୁ ସୁରକ୍ଷା କାର୍ଡ

ନବରଙ୍ଗପୁର,୨୬ା୪(ସଦାଶିବ ପ୍ରହରାଜ): ନବରଙ୍ଗପୁର ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏବେ ୩ ମାସର ଗର୍ଭବତୀ। ତାଙ୍କ ନାମରେ ରହିଛି ମାଆ ଓ ଶିଶୁ ସୁରକ୍ଷା କାର୍ଡ। ଜଣେ ଗର୍ଭବତୀ ନାବାଳିକା ଏହି କାର୍ଡ ପାଇବାକୁ ଯୋଗ୍ୟ ନୁହନ୍ତି। ଏହି ଘଟଣା…

ଧରିତ୍ରୀ ପ୍ରଭାବ: ଖବର ପ୍ରସାରଣ ପରେ ତତ୍ପରତା ଦେଖାଇଲା ପ୍ରଶାସନ

ଥୁଆମୂଳ ରାମପୁର,୨୬ା୪(ଦୁର୍ଗା କୀର୍ତ୍ତି): ଖବର ପ୍ରସାର ପରେ ବ୍ଲକ ପ୍ରଶାସନ ସାଙ୍ଗେ ସାଙ୍ଗେ ତତ୍ପରତା ଦେଖାଇ ଦୁର୍ଗମ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ସିନ୍ଧିପଦର ଗ୍ରାମ ପଞ୍ଚାୟତ ଅଧୀନସ୍ଥ ବାର୍ଷିକୋଣା ଗ୍ରାମକୁ ଯାଇ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଥିଲେ…

ଖୋର୍ଦ୍ଧାରେ ମୁଖ୍ୟ ଶାସନ ସଚିବ: ସମୀକ୍ଷା କଲେ…

ଖୋର୍ଦ୍ଧା,୨୬।୪(ପ୍ରଭାତ ପାଣିଗ୍ରାହୀ): ମୁଖ୍ୟ ଶାସନ ସଚିବ ଶୁକ୍ରବାର ଖୋର୍ଦ୍ଧା ଗସ୍ତ କରିଛନ୍ତି। ଖୋର୍ଦ୍ଧା ତହସିଲ କାର୍ଯ୍ୟାଳୟର ମୁଖ୍ୟ ଶାସନସଚିବ ମନୋଜ ଆହୁଜା ପହଞ୍ଚି କୃଷି ବିଭାଗର ନିର୍ଦ୍ଦେଶକ ଶୁଭମ ସକ୍ସସେନା, ରାଜସ୍ବ ବିଭାଗଦ୍‌ର ଯୁଗ୍ମ ସଚିବ ପ୍ରଦୀପ ସାହୁ ବିଭାଗୀୟ ଅଧିକାରୀଙ୍କ…

ଶ୍ରମିକ ଦିବସ ପାଳନ ନେଇ ବିଭିନ୍ନ ସଂଗଠନ ପକ୍ଷରୁ ଆଲୋଚନା

ଦିଗପହଣ୍ଡି,୨୬ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ବିଭିନ୍ନ ଶ୍ରମିକ ସଙ୍ଗଠନ ପକ୍ଷରୁ ମେ’ ୧ରେ ଅନ୍ତର୍ଜାତୀୟ ଶ୍ରମିକ ଦିବସ ପାଳନ ନିମନ୍ତେ ଏକ ପ୍ରସ୍ତୁତି ସଭା ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ପୁରୁଣା ବସଷ୍ଟାଣ୍ଡସ୍ଥିତ ସିପିଆଇ କାର୍ଯ୍ୟାଳୟରେ ଆୟୋଜିତ ସଭାରେ ଶ୍ରମିକ…

ସୌରଶକ୍ତି ଚାଳିତ ଫ୍ଲୋରାଇଡ ଅପସାରଣ ପ୍ରକଳ୍ପ ଉଦ୍‌ଘାଟିତ

ନୂଆପଡ଼ା,୨୬ା୪ (ମକାରୁ ବେମାଲ): ନୂଆପଡା ଜିଲା କୋମନା ବ୍ଲକ ରଜନା ପଞ୍ଚାୟତ ବେଲଗାଁର ବାଗପଡାଠାରେ ଶୁକ୍ରବାର ସୌରଶକ୍ତି ଚାଳିତ ଫ୍ଲୋରାଇଡ ଅପସାରଣ ପ୍ରକଳ୍ପର ଶୁଭ ଉଦ୍‌ଘାଟନ ହୋଇଛି। ରଜନା ସରପଞ୍ଚ ଖିରସିନ୍ଧୁ ଭୋଇଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ କୋମନା ଅତିରିକ୍ତ ଗୋଷ୍ଠୀ…

କୁଲାଡ ବ୍ୟାଘ୍ରଦେବୀ ମନ୍ଦିରରୁ ଚୋରି: ସିସିଟିଭି ରୁ ….

ଭଞ୍ଜନଗର,୨୬।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅର୍ନ୍ତଗତ କୁଲାଡ ବ୍ୟାଘ୍ରଦେବୀ ମନ୍ଦିରରୁ ଶୁକ୍ରବାର ରାତିରେ ଚୋରି ହୋଇଛି। ଦେବୀଙ୍କ ୩୫ ଟି ରୂପା ଆଖି, ୩ ଟି ସୁନା ଚିତା, ୨ ଟି ରୂପା ଭୁଲର୍ତା ଚୋରି ହୋଇଛି। ଯାହାର…

ପହଲଗାମ ଆକ୍ରମଣ ପ୍ରତିବାଦରେ ଶୋଭାଯାତ୍ରା

ନୂଆପଡ଼ା,୨୬।୪ (ମକାରୁ ବେମାଲ): ଜମ୍ମୁ କଶ୍ମୀରର ପହଲଗାମଠାରେ ଆତଙ୍କବାଦୀ ଆକ୍ରମଣ ଘଟଣା ପ୍ରତିବାଦରେ ଶୁକ୍ରବାର ନୂଆପଡ଼ା ହିନ୍ଦୁ ଏକତା ମଞ୍ଚ ପକ୍ଷରୁ ଶୋଭାଯାତ୍ରା କରାଯାଇଥିଲା। ଗାୟତ୍ରୀ ମନ୍ଦିରଠାରୁ ଶୋଭାଯାତ୍ରା ବାହାରି ସହର ପରିକ୍ରମା କରି ଜିଲାପାଳଙ୍କ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଆସିଥିଲା। ମଞ୍ଚ…

ମହୁଲଫୁଲ ୪୭ ଟଙ୍କାରୁ କମ୍‌ରେ କିଣିଲେ ଲାଇସେନ୍ସ ରଦ୍ଦ: ସତର୍କ କରାଇଲେ ….

ନୂଆପଡ଼ା,୨୬।୪ (ମକାରୁ ବେମାଲ): ଆଦିବାସୀ ଅଧ୍ୟୁଷିତ ନୂଆପଡ଼ା ଜିଲାରେ ୫୦ ପ୍ରତିଶତ ଲୋକ ଲଘୁବନଜାତ ଦ୍ରବ୍ୟ ଉପରେ ନିର୍ଭର କରି ଜୀବିକା ନିର୍ବାହ କରନ୍ତି। ସେମାନେ ବହୁ କଷ୍ଟରେ ଏସବୁ ସାମଗ୍ରୀ ଜଙ୍ଗଲରୁ ସଂଗ୍ରହ କରୁଥିଲେ ମଧ୍ୟ ମଣ୍ଡି ନ ଥିବାରୁ…

୪ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର ପରେ ହତ୍ୟା: ସାଇଣ୍ଟିଫିକ୍‌ ଟିମ୍‌ର ତଦନ୍ତ, ସ୍ଥିତି ଅନୁଧ୍ୟାନ କଲେ ବିଧାୟକ

ଦିଗପହଣ୍ଡି,୨୬ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମଶରେ ଘଟିଛି ଲଜ୍ଜାଜନକ ତଥା ହୃଦୟ ବିଦାରକ ଘଟଣା। ଶୁକ୍ରବାର ସନ୍ଧ୍ୟାରୁ ନିଖୋଜ ଥିବା ଜଣେ ୪ ବର୍ଷର ଶିଶୁକନ୍ୟାଙ୍କ କ୍ଷତାକ୍ତ ମୃତଦେହକୁ ଶନିବାର ସକାଳେ ପାଟପୁର ପୋଲିସ ଜବତ…

ସଂରକ୍ଷିତ ଜଙ୍ଗଲ ଭିତରେ ଜଳୁଛି କାର୍‌, ସ୍ତ୍ରୀଙ୍କ ଉପରେ ରାଗି ସ୍ବାମୀ ଜାଳିଦେଲେ

ପାଟଣା,୨୬ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅଟେଇ ସଂରକ୍ଷିତ ପିଛୁଳାବେଡ଼ା ଜଙ୍ଗଲ ଭିତରେ ଶନିବାର ଏକ କାର୍‌ ଜଳୁଥିବା ଦେଖିବାକୁ ମିଳିଛି। ଜଙ୍ଗଲ ଭିତରେ ଏକ ମାରୁତି ସୂଜୁକି ଏକ୍ସଟ୍ରା କାର୍‌ରେ ନିଆଁ ଲାଗି ସମ୍ପୂର୍ଣ୍ଣ ଜଳିପୋଡ଼ି ନଷ୍ଟ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?