ପହଲଗାମ୍ରେ ଆତଙ୍କବାଦୀ ଆକ୍ରମଣ ଘଟଣା: ଦାରିଙ୍ଗବାଡ଼ି ବଣିକ ସଂଘ ପକ୍ଷରୁ କ୍ୟାଣ୍ଡେଲ ଶୋଭାଯାତ୍ରା
ଦାରିଙ୍ଗବାଡି, ୨୫।୪ (ଅରୁଣ ସାହୁ)- ଜମ୍ମୁ କଶ୍ମୀରର ପହଲଗାମରେ ଆତଙ୍କୀବାଦୀଙ୍କ ଆକ୍ରମଣ ଘଟଣାରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବଣିକ ସଙ୍ଘ ଓ ଗ୍ରାମବାସୀ ପକ୍ଷରୁ ଏହାର ପ୍ରତିବାଦ ଜଣାଯାଇଛି। ଏଥିସହ ମୃତ ହିନ୍ଦୁ ପର୍ଯ୍ୟଟକଙ୍କ ଆମର ଆତ୍ମାର ସଦ୍ଗତି କାମନା କରି…
ଦୋକାନରେ ମଦ ବିକୁଥିଲେ ମହିଳା ୱାର୍ଡମେମ୍ବର: ଖବର ପ୍ରସାରଣ କରିଥିବା ସାମ୍ବାଦିଙ୍କୁ ମା’ଙ୍କ ସହ ମିଶି ରାସ୍ତା ମଝିରେ ଛେଚି ପକାଇଲେ…
ପାଟଣା,୨୫।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଜଣେ କର୍ତ୍ତବ୍ୟରତ ଖବରଦାତାଙ୍କ ଉପରେ ଆକ୍ରମଣ ହୋଇଛି। ମଦ ବିକ୍ରି କରୁଥିବା ଥିବା ଜଣେ ମହିଳା ୱାର୍ଡ ମେମ୍ବର ଓ ତାଙ୍କ ମା’ ମିଶି ପାଟଣା ବଜାର ଉପରେ ଶୁକ୍ରବାର ଅପରାହ୍ନରେ…
ନବନିର୍ମିତ ପାର୍କ: ପୂର୍ବରୁ ଉଦ୍ଘାଟନ କରିଥିଲେ ମୁଖ୍ୟମନ୍ତ୍ରୀ ଆଉ ଏବେ ବିଧାୟକ
ଦିଗପହଣ୍ଡି,୨୫।୪(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମ୍ବାରି ଗାଁ ନିକଟ ଘୋଡାହାଡ ଡ୍ୟାମର ପାର୍ଶ୍ୱବର୍ତ୍ତୀ ଅଞ୍ଚଳ ଉନ୍ନତିକରଣ ପ୍ରକଳ୍ପ ଓ ଜଳସମ୍ପଦ ବିଭାଗ ପକ୍ଷରୁ ନବନିର୍ମିତ ପାର୍କକୁ ଶୁକ୍ରବାର ଦିଗପହଣ୍ଡି ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ଉଦ୍ଘାଟନ କରିଛନ୍ତି। ଚିକିଟି…
ଶୌଚ ପାଇଁ ଯାଇଥିଲେ, ପୋଖରୀରେ ବୁଡ଼ି ଚାଲିଗଲା ଜୀବନ
ଦିଗପହଣ୍ଡି,୨୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କୁଶପଡା ଗ୍ରାମ ବଡବନ୍ଧ ପୋଖରୀରେ ବୁଡି ଜଣେ ଯୁବକଙ୍କ ଶୁକ୍ରବାର ଅପରାହ୍ନରେ ମୃତ୍ୟୁ ଘଟିଥିବା ଜଣାପଡିଛି । ମୃତକ ଜଣକ ହେଲେ କୁଶପଡ଼ା ଗ୍ରାମ ଗୌଡ଼ ସାହିର କେ. ସୁରେନ୍ଦ୍ର ଦୋରା।…
ଧରିତ୍ରୀ ଖବରଦାତାଙ୍କ ନାଁ ନେଇ ଫେକ୍ ଚିଠି
ଦାରିଙ୍ଗବାଡି,୨୫।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଧରିତ୍ରୀ ପ୍ରତିନିଧିଙ୍କ ନାମରେ ଫେକ ଚିଠି ଯାଇଛି ପ୍ରଶାସନିକ ଅଧିକାରୀଙ୍କ ନିକଟକୁ। ତେବେ ପ୍ରଶାସନିକ ଅଧିକାରୀମାନେ ସେଠାରେ ଅନୁପସ୍ଥିତ ଥିବାରୁ ଉକ୍ତ ଚିଠି ଫେରେଇ ଦିଆଯାଇଛି। ପ୍ରକାଶ ଯେ, ବାଲିଗୁଡା ତହସିଲଦର ପ୍ରଫୁଲ…
ମୃତ୍ୟୁକୁ ୩ ଦିନ ବିତିଲାଣି,ଅପରିଚିତ ବ୍ୟକ୍ତିଙ୍କ ପରିଚୟ ଖୋଜୁଛି ଭଞ୍ଜନଗର ପୋଲିସ
ଭଞ୍ଜନଗର,୨୫।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ଆଜକୁ କିଛିଦିନ ହେବ ତାତି ବଢ଼ିଯାଇଛି। ପୂର୍ବାହ୍ନ ୧୦ ଟା ହେଲେ ଲୋକେ ଆଉ ଘରୁ ବାହାରିବାକୁ ଭୟ କରୁଛନ୍ତି। ଏହିଭଳି ପରିସ୍ଥିତିରେ ଜଣେ ବ୍ୟକ୍ତି ବୁଧବାର ମଧ୍ୟାହ୍ନରେ ମରାଠି ସାହି ଆଡ଼େ ଯାଇଥିଲେ।…
ମହୁଲଫୁଲ ୪୭ ଟଙ୍କାରୁ କମ୍ରେ କିଣିଲେ ହେବ ଲାଇସେନ୍ସ ରଦ୍ଦ
ନୂଆପଡ଼ା,୨୫ା୪ (ମକାରୁ ବେମାଲ): ଆଦିବାସୀ ଅଧ୍ୟୁଷିତ ନୂଆପଡ଼ା ଜିଲାରେ ୫୦ ପ୍ରତିଶତ ଲୋକ ଲଘୁବନଜାତ ଦ୍ରବ୍ୟ ଉପରେ ନିର୍ଭର କରି ଜୀବିକା ନିର୍ବାହ କରନ୍ତି ା ସେମାନେ ବହୁ କଷ୍ଟରେ ଏସବୁ ସାମଗ୍ରୀ ଜଙ୍ଗଲରୁ ସଂଗ୍ରହ କରୁଥିଲେ ମଧ୍ୟ ମଣ୍ଡି ନ…
ବସିବାକୁ କେନ୍ଦ୍ର କରି ହଟ୍ଟଗୋଳ: ବିକଶିତ ଗାଁ ବିକଶିତ ଓଡ଼ିଶା ବୈଠକ ବନ୍ଦ
କାଳିପଦା,୨୫।୪(ରାଜଶ୍ରୀ ପାଣିଗ୍ରାହୀ)-ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକ ସଭା ଗୃହ ପରିସରରେ ଶୁକ୍ରବାର ପୂର୍ବାହ୍ନରେ ବିକଶିତ ଗାଁ ବିକାଶିତ ଓଡ଼ିଶା କାର୍ଯ୍ୟକ୍ରମ ଲାଗି ବୈଠକ ଆୟୋଜନ କରାଯାଇଥିଲା। ନିର୍ବାଚିତ ପ୍ରତିନିଧିମାନଙ୍କ ସହିତ ବ୍ଲକ ଅଧ୍ୟକ୍ଷ ରଞ୍ଜିତା ନାୟକ, ଉପାଧ୍ୟକ୍ଷ ରାଜେଶ ଚୌଧୁରୀ, ଭାରପ୍ରାପ୍ତ…
ବଳାତ୍କାରୀଙ୍କୁ ୨୦ ବର୍ଷ ଜେଲ
ବ୍ରହ୍ମପୁର,୨୫ା୪(ସୁବାସ ଚନ୍ଦ୍ର ପାଢ଼ୀ):ବ୍ରହ୍ମପୁର ସ୍ବତନ୍ତ୍ର ପୋକ୍ସୋ କୋର୍ଟ ଜଜ୍ ପ୍ରଣତି ପଟ୍ଟନାୟକ ଶୁକ୍ରବାର ଏକ ନାବାଳିକା ବଳାତ୍କାର ମାମଲାର ୫ ମାସ ୨୦ ଦିନରେ ଚୂଡ଼ାନ୍ତ ରାୟ ପ୍ରକାଶ କରିଛନ୍ତି। ମାମଲାର ଅଭିଯୁକ୍ତ ନିମଖଣ୍ଡି ଥାନା ଅଞ୍ଚଳର ରାମ ସାହୁ(୫୬)ଙ୍କୁ ସେ…
ହିନ୍ଦୁ ପର୍ଯ୍ୟଟକଙ୍କୁ ହତ୍ୟା ଘଟଣା: କାର୍ଯ୍ୟାନୁଷ୍ଠାନ ଦାବି କଲା ବିଭିନ୍ନ ସଙ୍ଗଠନ
ବଡ଼ଗାଁ,୨୫।୪(ଅଶୋକ ଷଡ଼ଙ୍ଗୀ): କଶ୍ମୀରର ପହଲଗାମ୍ରେ ହିନ୍ଦୁ ପର୍ଯ୍ୟଟକଙ୍କୁ ହତ୍ୟା ଘଟଣାକୁ ନେଇ ସୁନ୍ଦରଗଡ ଜିଲା ବଡ଼ଗାଁ ବ୍ଲକର ବିଭିନ୍ନ ସଙ୍ଗଠନ ପକ୍ଷରୁ କ୍ଷୋଭ ପ୍ରକାଶ ପାଇଛି। ଏହି ଘଟଣାରେ ଆତଙ୍କବାଦୀଙ୍କ ପ୍ରତି କଡ଼ା କାର୍ଯ୍ୟାନୁଷ୍ଠାନ ଦାବି କରି ଶୁକ୍ରବାର ପୂର୍ବାହ୍ନରେ ରାଷ୍ଟ୍ରପତିଙ୍କ…
ତାର ଉପରେ ଗଛ ପଡ଼ି ବିଦ୍ୟୁତ୍ ସରବରାହ ବନ୍ଦ
ଖଜୁରିପଡ଼ା,୨୫ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍ ଅନ୍ତର୍ଗତ ଡଲାବାଲି ଛକ ଖେଳପଡିଆଠାରେ ବିଦ୍ୟୁତ୍ ତାର ଉପରେ ଗୁରୁବାର ଗଛ ପଡ଼ି ଯିବାରୁ ଦୀର୍ଘ ୯ ଘଣ୍ଟା ଧରି ବିଦ୍ୟୁତ୍ ସରବରାହ ବନ୍ଦ ରହିଥିଲା। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିଲେ। ବିଭାଗୀୟ ଯନ୍ତ୍ରୀ…
ଜଳକଷ୍ଟ ଭୋଗୁଛନ୍ତି ଗୁମୁରିଖୋଲ ଗ୍ରାମବାସୀ
ଖଜୁରିପଡ଼ା,୨୫ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍ ପୀରିକୁଡି ପଞ୍ଚାୟତ ଗୁମୁରିଖୋଲ ଗ୍ରାମବାସୀ ବୈଶାଖ ମାସରେ ଜଳକଷ୍ଟ ଭୋଗୁଛନ୍ତି। ଏହି ଗାଁରେ ପିଇବା ପାଣି ଏକ ପ୍ରମୁଖ ସମସ୍ୟା ବୋଲି ଲୋକମାନେ କହିଛନ୍ତି। ଏହି ସମସ୍ୟା ଦୂର କରିବା ପାଇଁ କିଛି ବର୍ଷ…

