‘ଜଙ୍ଗଲ ନିଆଁକୁ ରୋକିବାକୁ ହେଲେ ସମସ୍ତଙ୍କ ସହଯୋଗ ଲୋଡ଼ା’, ସଭାରେ ଯୋଗ ଦେଇ ଉପଜିଲାପାଳ କହିଲେ…
ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ପକ୍ଷରୁ ମଙ୍ଗଳବାର ବନଖଣ୍ଡସ୍ତରୀୟ ବନାଗ୍ନି ପ୍ରଶମନ ଓ ପରିଚାଳନା ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି । ଏଥିରେ ଡିଏଫଓ ହିମାଂଶୁ ଶେଖର ମହାନ୍ତି ଅଧ୍ୟକ୍ଷତା କରିଥିଲେ। ଉପଜିଲାପାଳ ଉମାଶଙ୍କର ବେହେରା…
ରାଜପଥରେ ବିତୁଛି ଜୀବନ: ୭ଶହ ବର୍ଷର କୌଳିକ ବୃତ୍ତିକୁନେଇ ଘର ଚଳାଉଛନ୍ତି ବଚିଲାଲ
କେସିଙ୍ଗା,୧୦।୨(ତୁମେଶ୍ୱର ସାହୁ):ରାଜସ୍ତାନରୁ ଓଡ଼ିଶା ଆସି ପରିବାର ଗୁଜୁରାଣ ମେଣ୍ଟାଇବା ପାଇଁ ଖରା ବର୍ଷାରେ ଜାତୀୟ ରାଜପଥ ପାର୍ଶ୍ୱରେ କୌଳିକ ବୃତ୍ତିକୁ ଆପଣେଇଛନ୍ତି ବଚିଲାଲ ଲୁହାର। କଳାହାଣ୍ଡି ଜିଲା କେସିଙ୍ଗା ସହରର ସିନେମାଲ ନିକଟରେ ଥିବା ଜାତୀୟ ରାଜପଥ ୨୬ ପାର୍ଶ୍ୱରେ ଦୀର୍ଘ…
ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କଲା ସିପିଆଇ, ଏହି ସବୁ ଦାବି ପୂରଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…
ଦିଗପହଣ୍ଡି,୧୦।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ମଙ୍ଗଳବାର ଭାରତୀୟ କମ୍ୟୁନିଷ୍ଟ ପାର୍ଟି(ସିପିଆଇ) ପକ୍ଷରୁ ବିଭିନ୍ନ ଦାବି ପୂରଣ ପାଇଁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ବିକ୍ଷୋଭ ପୂର୍ବରୁ ବହୁ ସଂଖ୍ୟକ ଦଳୀୟକର୍ମୀ ଶୋଭାଯାତ୍ରାରେ ଆସି ବ୍ଲକ କାର୍ଯ୍ୟାଳୟ…
ଜଙ୍ଗଲକୁ କାଠ ସଂଗ୍ରହ ଯାଇଥିବାବେଳେ ଆକ୍ରମଣ କଲା ଦନ୍ତା: ୩ ମୃତ, ୩ ଗୁରୁତର
ଢେଙ୍କାନାଳ,୧୦।୨(ରତନ ନାୟାର): ଢେଙ୍କାନାଳ ସଦର ରେଞ୍ଜ ପାଟପୁରା ଗ୍ରାମ ଜଙ୍ଗଲ ନିକଟରେ ବଡ଼ ଅଘଟଣ ଘଟିଛି । ସଦର ରେଞ୍ଜ ଲୋଚାପଲି ଗ୍ରାମର କିଛି ମହିଳା ଓ ପୁରୁଷ ନିକଟସ୍ଥ ପାଟପୁରା ଗ୍ରାମ୍ୟ ଜଙ୍ଗଲକୁ କାଠ ସଂଗ୍ରହ କରିବାକୁ ଯାଇଥିଲେ। ହଠାତ୍…
ନିଶା ମହାରଣାଙ୍କୁ ମିଳିଲା ଜାମିନ, ଏସ୍ଡିଜେଏମ କୋର୍ଟରେ ଆତ୍ମସମର୍ପଣ ପରେ…
ବଲାଙ୍ଗୀର, ୧୦।୨ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ଚନ୍ଦନଭାଟି ଗାଁର ଏକ ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ ଘଟଣାକୁ ନେଇ କିଛି ଦିନ ତଳେ ନିଶା ମହାରଣାଙ୍କ ବିରୁଦ୍ଧରେ ମାମଲା ରୁଜୁ ହୋଇଥିଲା। ଏହି ମାମଲାରେ…
୧୫ରେ ମହାଶିବରାତ୍ରୀ ପାଳନ ନେଇ କୌଣସି ଦନ୍ଦ୍ୱ ନାହିଁ: ଲିଙ୍ଗରାଜ ମନ୍ଦିର ସୁପରଭାଇଜର
ଭୁବନେଶ୍ୱର,୧୦।୨: ଆସନ୍ତା ୧୫ରେ ପାଳନ ହେବ ମହାଶିବରାତ୍ରି। ଏଥିରେ କୌଣସି ଦନ୍ଦ୍ୱ ନାହିଁ ବୋଲି ସୂଚନା ଦେଇଛନ୍ତି ଲିଙ୍ଗରାଜ ମନ୍ଦିର ସୁପରଭାଇଜର। ଯେଉଁ ଦିନ ଚତୁର୍ଦ୍ଦଶୀରେ ବେଢ଼ା ପରିକ୍ରମା ପଡ଼ିଥାଏ ସେହି ଦିନ ମହାଶିବରାତ୍ରି ପାଳନ କରାଯାଏ। ୧୫ରେ ପାଳନ ହେବ…
ଏସ୍ଡିଜେଏମ କୋର୍ଟରେ ଆତ୍ମସମର୍ପଣ କଲେ ନିଶା ମହାରଣା: ହାଇକୋର୍ଟରୁ ସର୍ତ୍ତମୂଳକ ଜାମିନ ପରେ…
ବଲାଙ୍ଗୀର,୧୦।୨ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଚନ୍ଦନଭାଟି ଗାଁର ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ ଘଟଣାରେ ନିଶା ମହାରଣାଙ୍କୁ ହାଇକୋର୍ଟରୁ ସର୍ତ୍ତମୂଳକ ଆଗୁଆ ଜାମିନ ମିଳିଛି। ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନକୁ ନେଇ ନିଶାଙ୍କ ନାଁରେ ମାମଲା ରୁଜୁ ହୋଇଥିଲା। ପୋଲିସ…
ଆସନ୍ତାକାଲି ପଡିଥାନ୍ତା ହାତଗଣ୍ଡି, ଆଜି ଚାଲିଗଲା ଜୀବନ: ଗଛ କାଟିବାବେଳେ…
ରାଜଗାଙ୍ଗପୁର,୧୦।୨: ଆସନ୍ତାକାଲି ଥିଲା ବାହାଘର, ଆଜି ଚାଲିଗଲା ଜୀବନ। ଏଭଳି ଘଟଣା ଘଟିଛି ସୁନ୍ଦରଗଡ ଜିଲା ଲାଞ୍ଜିବନା ଗାଁରେ। ଗଛ କାଟିବା ବେଳେ ୩୩ କେଭି ତାରରେ କରେଣ୍ଟ ଲାଗି ଯୁବକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଆସନ୍ତାକାଲି ପଡିଥାନ୍ତା ହାତଗଣ୍ଡି।…
ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପରିବେଷଣ ଘଟଣା: ବଡ଼ ନିଷ୍ପତ୍ତି ନେଲେ ନିଶା, କୋର୍ଟରେ କରିବେ…
ବଲାଙ୍ଗୀର,୧୦।୨ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଚନ୍ଦନଭାଟି ଗାଁର ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ ଘଟଣାରେ ନିଶା ମହାରଣାଙ୍କୁ ହାଇକୋର୍ଟରୁ ସର୍ତ୍ତମୂଳକ ଆଗୁଆ ଜାମିନ ମିଳିଛି। ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନକୁ ନେଇ ନିଶାଙ୍କ ନାଁରେ ମାମଲା ରୁଜୁ ହୋଇଥିଲା। ପୋଲିସ…
ଧର୍ମଘଟକୁ ମଧ୍ୟାହ୍ନଭୋଜନ ପାଚିକା, ସହାୟିକାଙ୍କ ସମର୍ଥନ
ଭୁବନେଶ୍ୱର,୧୦ା୨: ଆସନ୍ତା ୧୨ ତାରିଖରେ ୧୦ଟି କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନ ପକ୍ଷରୁ ଧର୍ମଘଟ ଡାକରା ଦିଆଯାଇଛି। ଏମ୍ଜିଏନ୍ଆର୍ଇଜିଏସ୍ର ନାମ ପରିବର୍ତ୍ତନକୁ ବିରୋଧ କରିବା ସହ ଶ୍ରମିକ ବିରୋଧୀ ୪ ଶ୍ରମ କୋଡ୍ ବାତିଲ ଆଦି କେତେକ ଦାବିରେ ଦେଶବ୍ୟାପୀ ଆନ୍ଦୋଳନ କରାଯିବ।…
ଥୁଆମୂଳ ରାମପୁରରେ ନୀଳଗିରି ଚାଷର ଜାଲ: କମ୍ପାନୀ ଲାଭରେ, ବିପଦରେ ପରିବେଶ!
ଥୁଆମୂଳ ରାମପୁର, ୧୦।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ଅଞ୍ଚଳରେ ଦିନକୁ ଦିନ ନୀଳଗିରି (Eucalyptus) ଚାଷ ବୃଦ୍ଧି ପାଇବାରେ ଲାଗିଛି । ଏହି ଚାଷକୁ ନେଇ ଉଭୟ ଉତ୍ସାହ ଏବଂ ଆଶଙ୍କା ଦେଖାଦେଇଥିବା ବେଳେ ପ୍ରଶାସନ ଓ ପରିବେଶବିତ୍ଙ୍କ…
ଓଡିଶାର କଶ୍ମୀର ବୁଲିଲେ ଉପମୁଖ୍ୟମନ୍ତ୍ରୀ: ବଡ଼ଧରଣର ଘୋଷଣାକୁ ଅପେକ୍ଷା
ଦାରିଙ୍ଗବାଡି, ୧୦।୨ (ଅରୁଣ ସାହୁ ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ଗସ୍ତରେ ରାଜ୍ୟର ଉପମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡା ଗସ୍ତ କରିଛନ୍ତି। ସେ ସୋମବାର ଦାରିଙ୍ଗବାଡିରେ ପହଞ୍ଚି ଇକୋ ରିଟ୍ରିଟରେ ପହଞ୍ଚି ରାତ୍ରିଯାପନ କରିଥିବାବେଳେ ମଙ୍ଗଳବାର ସକାଳ…
Archives


